Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସ୍ତ୍ରୀକୁ ଟିକଟିକ୍ କରି ହାଣି ଅଖାରେ ପ୍ୟାକ କରି ରଖିଥିଲା ସ୍ବାମୀ
ଜଳେଶ୍ୱର: ଜଘନ୍ୟ ହତ୍ୟା । ସ୍ତ୍ରୀ ହନ୍ତାର ବର୍ବର କାଣ୍ଡ । ସ୍ତ୍ରୀକୁ ପିସ୍ ପିସ୍ କରି କାଟିଲା । ମୃତଦେହକୁ ଖଣ୍ଡ ଖଣ୍ଡ କରି ଅଖାରେ ଭର୍ତ୍ତି କଲା ସ୍ୱାମୀ । ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ପଳାସିଆ ଗାଁରେ ଏହି ନୃଶଂସ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ମାମା ଦାସ ।!-->…
ରାଷ୍ଟ୍ରପତିଙ୍କ ସୁରକ୍ଷାରେ ସାଂଘାତିକ ତ୍ରୁଟି, ହେଲିକପ୍ଟର ସହ ସେଲ୍ଫି ନେଲେ ଫାର୍ମାସିଷ୍ଟ
ମୟୂରଭଞ୍ଜ : ରାଷ୍ଟ୍ରପତିଙ୍କ ହେଲିକପ୍ଟର ସହ ସେଲଫି । ଏହି ଘଟଣାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ରାଷ୍ଟ୍ରପତିଙ୍କ ଦୀକ୍ଷାନ୍ତ ଭାଷଣ ବେଳେ ବିଜୁଳି ଚାଲିଯିବା ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଏହି ସେଲଫି ଘଟଣା ସାମନାକୁ!-->…
ବାହା ହେବାକୁ ଜିଦ୍ କରି ବାପାକୁ ହତ୍ୟା କଲା ପୁଅ
ସମ୍ବଲପୁର :ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ତିହାଡିପାଲି ଗାଁରେ ଘଟିଛି ଅଭାବନୀୟ ଘଟଣା। ବାହା କରାଇଦେବାକୁ ଜିଦ୍ କରୁଥିବା ପୁଅ ଘଟାଇଛି ଅଘଟଣ। ଜିଦ୍ ପୂରଣ ନକରିବାରୁ ବାପାକୁ ହତ୍ୟା କରିଛି ପୁଅ। ଆଜି ମଧ୍ୟାହ୍ନରେ ଏହି ଘଟଣା ଘଟିଛି। ମୃତକ ତିହାଡିପାଲିର ପରମାନନ୍ଦ ନାଏକ। ଅଭିଯୁକ୍ତ!-->…
ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୮ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା
ଭୁବନେଶ୍ୱର :ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ୮ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପରେ ଘନୀଭୂତ ହୋଇ ୯ ତାରିଖରେ ଅବପାତ ରୂପ ନେଇପାରେ । ଉତ୍ତର ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଆଡକୁ ଗତି କରିବ । ସେଠାରେ ବାତ୍ୟାରେ ପରିଣତ ହୋଇପାରେ ।!-->…
ଉଦାରତା ଏବଂ ସହଯୋଗ ଜରିଆରେ ଏକ ସୁସ୍ଥ ସମାଜ ଗଠନ କରାଯାଇ ପାରିବ: ରାଷ୍ଟ୍ରପତି
ବାରିପଦା: ଛାତ୍ରଛାତ୍ରୀମାନେ ଜୀବନରେ ଆଗକୁ ବଢ଼ିବା ସମୟରେ ସେମାନେ ଯେତେବେଳେ ପଛକୁ ଫେରି ଚାହିଁବେ, ସେମାନେ ଏମିତି କିଛି ଲୋକଙ୍କୁ ଦେଖିବାକୁ ପାଇବେ ଯେଉଁମାନେ ସେମାନଙ୍କ ସହିତ ପ୍ରତିଯୋଗିତା କରିବା ଲାଗି ସମର୍ଥ ନୁହନ୍ତି। ବଞ୍ଚିତ ଲୋକମାନଙ୍କୁ ସହାୟତାର ହାତ ବଢ଼ାଇବା ଏବଂ ସେମାନଙ୍କୁ!-->…
ପ୍ରଥମ ଥର ପାଇଁ ଝାରସୁଗୁଡାରେ ସବୁ ବୁଥରେ ହେବ ୱେବ୍କାଷ୍ଟିଂ
ଭୁବନେଶ୍ବର: ଓଡିଶାରେ ପ୍ରଥମ ଥର ପାଇଁ ଝାରସୁଗୁଡାରେ ସବୁ ବୁଥରେ ହେବ େଓ୍ଵବ୍କାଷ୍ଟିଂ । ଝାରସୁଗୁଡା ଉପନିର୍ବାଚନରେ ଏହାକୁ କାର୍ଯ୍ୟକାରୀ କରାଯିବ । ଯାହାଦ୍ୱାରା ସିଧାସଳଖ ନିର୍ବାଚନ ଅଧିକାରୀ ଦେଖି ପାରିବେ । ଜିଲ୍ଳାରେ ୪୦ ପ୍ରତିଶତ ସମ୍ବେଦନଶୀଳ ବୁଥ ରହିଛି । ଝାରସୁଗୁଡାରେ ଆଇନ!-->…
ଛାତ୍ରୀଙ୍କୁ ଅଶ୍ଳିଳ ଇଂଗିତ ସହ ପ୍ରେମ ନିବେଦନ କଲେ ଖେଳ ଶିକ୍ଷକ, ବିଇଓଙ୍କ ଅଫିସରେ ତାଲା ପକାଇଲେ ସ୍ଥାନୀୟ ଲୋକ
କେନ୍ଦ୍ରାପଡା: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ବିଇଓଙ୍କ ଅଫିସରେ ତାଲା ପକାଇଲେ ସ୍ଥାନୀୟ ଲୋକ । କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଶିକ୍ଷା ଅଧିକାରୀଙ୍କୁ ୨ ଘଣ୍ଟା ଘଣ୍ଟା ତାଲା ପକାଇଦେଲେ ସ୍ଥାନୀୟ ଲୋକେ । ମଙ୍ଗଳପୁର ଉଚ୍ଚ ବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ଖେଳ!-->…
ତୃତୀୟ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ତୃତୀୟ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ସ୍କୁଲ ଲୋକାର୍ପଣ କରିଛନ୍ତି। ଭିଡିଓ କନ୍ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧା, ବରଗଡ, ମୟୂରଭଞ୍ଜ, ବୌଦ୍ଧ ଓ ନବରଙ୍ଗପୁର!-->…
ଅନ୍ଧାରରେ ଭାଷଣ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ବାରିପଦା ; ରାଷ୍ଟ୍ରପତିଙ୍କ ଦୀକ୍ଷାନ୍ତ ଭାଷଣ ବେଳେ ଚାଲିଗଲା ବିଜୁଳି । ବାରିପଦା ନିକଟ ମହାରାଜ ଶ୍ରୀକୃଷ୍ଣଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁୁ ଭାଷଣ ଦେବାର କିଛି ସମୟ ପରେ ଅଚାନକ ବିଜୁଳି ଚାଲି ଯାଇଥିଲା । କୌଣସି ବିକଳ୍ପ ବ୍ୟବସ୍ଥା!-->…
ଖୋର୍ଦ୍ଧା ରୋଡ଼ ଷ୍ଟେସନରୁ ଏକ ଟ୍ରେନରୁ ଦୁଇ ଦିନର ଶିଶୁ ପୁତ୍ର ଉଦ୍ଧାର
ଖୋର୍ଦ୍ଧା: ସକାଳୁ ସକାଳୁ ଟ୍ରେନରୁ ଉଦ୍ଧାର ହେଲା ଦୁଇ ଦିନର ଶିଶୁ ପୁତ୍ର ପୁତ୍ର । ଖୋର୍ଦ୍ଧା ରୋଡ଼ ଷ୍ଟେସନରୁ ଏକ ଟ୍ରେନରୁ ଉଦ୍ଧାର କରିଲା ଆରପିଏଫ। ଦୁଇ ଦିନର ଶିଶୁକୁ ଜନ୍ମ କରିଥିବା ମା ଟ୍ରେନରେ ଛାଡିଦେଇଥିବା ନେଇ ସନ୍ଦେହ ।
ଆରପିଏଫ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା ପାଇଁ!-->!-->!-->…