Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଗଛକୁ ଧକ୍କାଦେଇ ରାସ୍ତାକଡକୁ ଓଲଟିଲା ପୋଲିସ ପାଟ୍ରୋଲିଂ ଗାଡ଼ି, ୫ ଆହତ…
ବୌଦ୍ଧ : ବୌଦ୍ଧ ସୁବର୍ଣ୍ଣପୁର ଜିଲ୍ଲା ବୀମହାରାଜପୁର ବ୍ଲକ ସୁବଳୟା ଥାନା ଗାଡ଼ି ଦୁର୍ଘଟଣା ଗ୍ରସ୍ତ । ରାତ୍ରୀ ପେଟ୍ରୋଲିଙ୍ଗ ସାରି ଫେରୁଥିବା ବେଳେ ବାଉରୀଯୋର ନିକଟରେ ଗଛରେ ପିଟି ଦୁର୍ଘଟଣା ଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଫଳରେ ଜଣେ ଏସ୍ଆଇଙ୍କ ସହତ ୪ କନେଷ୍ଟବଳ ଆହତ । ଆହତ!-->…
ବିବାହ ବନ୍ଧନରେ ବାନ୍ଧି ହେବେ ପୁରୀ ଓ ରାୟଗଡ଼ା ଜିଲ୍ଲାପାଳ
ପୂରୀ : ବିବାହ କରିବେ ପୁଣି ଆଉ ଦୁଇ ଜିଲ୍ଲାପାଳ। କିଛି ଦିନ ତଳେ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ଓ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରଣା ବିବାହ କରି ଚର୍ଚ୍ଚାକୁ ଆସିଥିବା ବେଳେ ଏବେ ପୁଣି ଦୁଇଜିଲ୍ଲାପାଳ ବିବାହ କରି ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି।
ରାୟଗଡ଼ା ଜିଲ୍ଲାପାଳ!-->!-->!-->…
ହାତୀ ଆକ୍ରମଣରେ ଜଣେ ମୃତ
ଢେଙ୍କାନାଳ : ଦଳିଦେଲା ଦନ୍ତା । ଦନ୍ତା ଆକ୍ରମଣରେ ଜଣେ ମୃତ। ଢେଙ୍କାନାଳ ହିନ୍ଦୋଳ ରେଞ୍ଜ ଜରଡା ପଞ୍ଚାୟତ ବାଲିକିଆରୀ ଗାଁରେ ହାତୀ ଆତଙ୍କ । ମୃତକ ସେହି ଗାଁର ଲକ୍ଷ୍ମୀଧର ସାହୁ । ଲକ୍ଷ୍ମୀଧର ଗା ନିକଟ ପୋଖରୀକୁ ଶୌଚ ହେବାକୁ ଯାଇଥିବା ବେଳେ ହାତୀ ଆକ୍ରମଣ କରିଥିଲା।
ଏନେଇ ବନ!-->!-->!-->…
ହାଇୱାକୁ ପଛରୁ ଧକ୍କା ଦେଲା କୁକୁଡ଼ା ଟ୍ରକ୍: ୨ ମୃତ, ୨ ଗୁରୁତର
ସୋର: ବାଲେଶ୍ବର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ସୋର କଲେଜ ଛକ ନିକଟରେ ହାଇୱାକୁ ପଛରୁ ଏକ କୁକୁଡ଼ା ଟ୍ରକ ଧକା ଦେବା ଫଳରେ ଘଟଣା ସ୍ଥଳରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ଆହତ ହୋଇଛନ୍ତି। ଆଜି ଭୋର ସମୟରେ କଲିକତାରୁ ଖୋର୍ଦ୍ଧା ଅଭିମୁଖେ କୁକୁଡ଼ା ଆଣିବାକୁ ଯାଉଥିବା ଡବ୍ଲୁ ବି ୨୧!-->…
ରାଷ୍ଟ୍ରପତିଙ୍କ ଦ୍ୱାରା ନିଶା ମୁକ୍ତ ଓଡ଼ିଶା ଅଭିଯାନର ଶୁଭାରମ୍ଭ…
ରାଇରଙ୍ଗପୁର: ଜନ୍ମମାଟିକୁ ଦୁଇଦିନିଆ ଗସ୍ତରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ମୟୂରଭଞ୍ଜ ଜିଲ୍ଲାର ହାଟବାଦଡ଼ାଠାରେ ବ୍ରହ୍ମକୁମାରୀ କେନ୍ଦ୍ରର ‘ନିଶାମୁକ୍ତ ଓଡ଼ିଶା’ ଅଭିଯାନକୁ ଶୁଭାରମ୍ଭ କରିଛନ୍ତି।
ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ ନିଶା ହେଉଛି ଏକ ରୋଗ। ଏହା ଏକ!-->!-->!-->…
ଏମ୍ସ ଭୁବନେଶ୍ୱରରେ ବିରଳ ଗଳା କର୍କଟର ସଫଳ ଅସ୍ତ୍ରୋପଚାର
ଭୁବନେଶ୍ୱର: ବିକିରଣ (ରେଡିଏସନ୍) ଏବଂ କେମୋ ପ୍ରତିରୋଧୀ ବିରଳ ଗଳା କର୍କଟ (ଆଡେନଏଡ୍ ସିଷ୍ଟିକ୍ କାର୍ସିନୋମା) ଭଳି କୌଣସି ବିକଳ୍ପ ଚିକିତ୍ସା ପ୍ରକ୍ରିୟା ନଥିବା ପ୍ରାଣଘାତୀ ରୋଗରୁ ଜଣେ ଯୁବତୀଙ୍କୁ ରକ୍ଷା କରିବାକୁ ଯାଇ ଏମ୍ସ ଭୁବନେଶ୍ୱରର ଯୁବ ଡାକ୍ତର ଗୋଷ୍ଠୀଙ୍କ ଦ୍ବାରା ଅଭିନବ!-->…
୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନ: ଆଜି ୫ଟି ଜିଲ୍ଲାର ୩୫୯ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ
ଭୁବନେଶ୍ୱର: ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନା ଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି । କେଉଁ କାର୍ଯ୍ୟରେ କେତେ ଖର୍ଚ୍ଚ!-->…
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ ହେବ କାଳବୈଶାଖୀ; ୟେଲୋଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର: ସଂପ୍ରତି ରାଜ୍ୟ ଉପର ଦେଇ ସମୁଦ୍ର ପତନଠାରୁ ୯ କିଲୋମିଟର ଉଚ୍ଚତାରେ ଦକ୍ଷିଣ ଛତିଶଗଡ଼ ଛପରେ ଘୂର୍ଣ୍ଣିବଳୟ ପ୍ରବାହିତ ହେଉଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ!-->…
ରାଇରଙ୍ଗପୁର ମାଟି ଆଜି ମୋତେ ଶୀର୍ଷ ସ୍ଥାନରେ ପହଞ୍ଚାଇଛି : ରାଷ୍ଟ୍ରପତି
ନିଜ ମାଟିରେ ନିଜ ଅଞ୍ଚଳ ଲୋକଙ୍କ ଭିତରେ ଖୁବ୍ ଭାବବିହ୍ଵଳ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିଜ ଜୀବନୀ ବିଷୟରେ କହିଲେ ।
ବାପା ମା’ଙ୍କୁ କୃତଜ୍ଞତା ଜଣାଇଲେ । କାରଣ ସେମାନେ ନିଜେ ପାଠ ପଢ଼ି ନଥିଲେ ମଧ୍ୟ ଶିକ୍ଷାର ମହତ୍ୱ ବୁଝି ମୋତେ ପାଠ ପଢ଼ାଇ ଥିଲେ । ପୁଣି ଯେତେବେଳେ!-->!-->!-->…
କନେଷ୍ଟବଳ ଚାକିରି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ଠକ ଗିରଫ
ଭୁବନେଶ୍ୱର : ପୋଲିସରେ ନିଯୁକ୍ତି ନାଁରେ ଠକେଇ । କନେଷ୍ଟବଳ ଚାକିରି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ ଅଭିଯୋଗ । ଠକେଇ ଟଙ୍କାରେ ଦାମୀ ଗାଡି ଓ ବାଇକ କିଣି ଅୟସ କରୁଥିଲା ଅଭିଯୁକ୍ତ । ଏହି ଘଟଣାରେ ମୟୂରଭଞ୍ଜ ରାଇରଙ୍ଗପୁର ଅଞ୍ଚଳରୁ ଠକ ଦେବବ୍ରତକୁ ଗିରଫ କରିଛି ଭୁବନେଶ୍ୱର!-->…