Browsing Category

ଓଡିଶା

ଖଣ୍ଡଗିରି ଓ ଉଦୟଗିରି ପର୍ଯ୍ୟଟନସ୍ଥଳୀକୁ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ କରିବାକୁ ଅପରାଜିତାଙ୍କ ଚିଠି

ଭୁବନେଶ୍ୱର : ଖଣ୍ଡଗିରି ଓ ଉଦୟଗିରି ପର୍ଯ୍ୟଟନସ୍ଥଳୀକୁ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ କରିବାକୁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି. କିଶନ ରେଡ୍ଡିଙ୍କୁ ଚିଠି ଲେଖିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ପୂର୍ବରୁ ଏହି ଦୁଇ ଐତିହ୍ୟସ୍ଥଳ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା

ସାମୁଦ୍ରିକ ବାତ୍ୟା ‘ମୋଚା’ ର ଗତିପଥ ଏବେ ବି ଅସ୍ପଷ୍ଟ

ଭୁବନେଶ୍ୱର: ଓଡ଼ିଶା ଉପକୂଳ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୬ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପରବର୍ତ୍ତୀ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପ ଓ ପରେ ଅବପାତରେ ପରିଣତ ହେବ। ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ରର ନିର୍ଦ୍ଦେଶକ

ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲେ ବିଜେପିର ପ୍ରତିନିଧି ଦଳ

ଭୁବନେଶ୍ୱର: ଝାରସୁଗୁଡା ଉପନିର୍ବାଚନରେ ହିଂସାକୁ ନେଇ ଆଜି ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛି ବିଜେପିର ଏକ ପ୍ରତିନିଧି ଦଳ l ବିଜେପି ପକ୍ଷରୁ ଅଭିଯୋଗ କରାଯାଇଛି ଯେ ଝାରସୁଗୁଡା ନୀତିମାଳ ଗାଁ ପାଇକାରା ଗ୍ରାମପଞ୍ଚାୟତରେ ବିଧାୟିକା କୁସୁମ ଟେଟେଙ୍କୁ ଆକ୍ରମଣ କରାଯାଇଛି, ଏ ନେଇ

ମୁଗ ଭାଗବଣ୍ଟାକୁ ନେଇ ପୁଅ-ବୋହୂଙ୍କୁ ହାଣି ଦେଲେ

କେନ୍ଦ୍ରାପଡ଼ା : ବିଲରେ ମୁଗ ଭାଗବଣ୍ଟାକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ତାଙ୍କ ପୁଅ ଓ ବୋହୂଙ୍କୁ ଭୁଜାଲିରେ ଆକ୍ରମଣ କରିଛନ୍ତି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ସାନଆଙ୍କୋ ଗାଁରେ ଘଟିଛି ଏହି ଘଟଣା। ଆହତ ଦ୍ୱୟ

ପଡ଼ୋଶୀଙ୍କୁ ହତ୍ୟା ଅଭିଯୋଗରେ ଦୁଇ ଯୁବକ ଗିରଫ

କୁଆଁରମୁଣ୍ଡା //ରାଉରକେଲା: ପଡ଼ୋଶୀଙ୍କୁ ହତ୍ୟା ଅଭିଯୋଗରେ ଦୁଇ ଯୁବକଙ୍କୁ ଗିରଫ କରିଛି ରଘୁନାଥପାଲି ପୁଲିସ। ଦୁଇ ଅଭିଯୁକ୍ତ ହେଲେ ଅମରଜିତ ସାହୁ ଓ ମନୋଜ ସାମସୀ। ସୂଚନା ଅନୁଯାୟୀ ଗତ ମାସ ୨୩ ତାରିଖରେ ଅମରଜିତ ସାହୁ(୩୦) ଓ ମନୋଜ ସାମସୀ(୩୫) ପଡ଼ୋଶୀ ଚବିଲାଲ ହେମ୍ରମ(୨୮)ଙ୍କୁ ହତ୍ୟା

ରାଜଧାନୀରୁ କଫସିରଫ ଜବତ ଘଟଣା: ଏମଏସ ଫାର୍ମା କେଆର ଇଣ୍ଡିଆର ମାଲିକଙ୍କୁ ଧରିବାକୁ ପୁଲିସର ଚଢ଼ଉ ଜାରି

ଭୁବନେଶ୍ୱର: ରାଜଧାନୀରୁ କୋଡିନ କଫସିରଫ ଜବତ ଘଟଣାକୁ ନେଇ ନୂଆ ଖୁଲାସା ହୋଇଛି। ଅହମ୍ମଦାବାଦ ପରେ ଏବେ ହିମାଚଳପ୍ରଦେଶ ଓ କୋଲକାତା ଲିଙ୍କ ସାମ୍ନାକୁ ଆସିଛି। ଏମଏସ ଫାର୍ମା କେଆର ଇଣ୍ଡିଆକୁ ଏହି ୩ଟି ସହରରୁ କଫସିରଫ ଆସୁଥିଲା ବୋଲି ଜଣାଯାଇଛି। ସେପଟେ ସଂସ୍ଥାର ମାଲିକ ପ୍ରବୀଣ ଦାସଙ୍କୁ

ସ୍ୱାମୀ ଓ ଦୁଇ ପତ୍ନୀଙ୍କୁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ବରଗଡ଼ : ବରଗଡ଼ ଜିଲ୍ଲା ଆଖିଫୁଟା ଗାଁରେ ସ୍ୱାମୀ ଓ ଦୁଇ ପତ୍ନୀଙ୍କୁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ଛତିଶଗଡ଼ରୁ ମୁଖ୍ୟ ଅଭିଯୁକ୍ତ ବାସୁଦେବ ସାହୁକୁ ଗିରଫ କରିଛି ବରଗଡ଼ ପୋଲିସ । ସେହିପରି ବାସୁଦେବ ରଖିଥିବା ଚୋରି ସୁନାକୁ କିଣିଥିବା ଅଭିଯୋଗରେ ଶ୍ରବଣ ରଣାଙ୍କୁ ମଧ୍ୟ

ଆସନ୍ତା ୭ ତାରିଖରେ ଝାରସୁଗୁଡ଼ାରେ ପ୍ରଚାର କରିପାରନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଝାରସୁଗୁଡ଼ା : ପ୍ରଚାର ମୈଦାନାକୁ ଓହ୍ଲାଇ ପାରନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦୀପାଳିଙ୍କ ପାଇଁ ପ୍ରଚାର କରିପାରନ୍ତି । ଆସନ୍ତା ୭ ତାରିଖରେ ଝାରସୁଗୁଡ଼ାରେ ପ୍ରଚାର କରିବା ସମ୍ଭାବନା ରହିଛି । ନିର୍ବାଚନୀ ସଭାକୁ ସମ୍ବୋଧିତ କରିପାରନ୍ତି । ତେବେ ଏନେଇ ଦଳ ପକ୍ଷରୁ ବିଧିବଦ୍ଧ

ଦଶାହ ଭୋଜି ଖାଇ ୩୦ରୁ ଉର୍ଦ୍ଧ୍ୱ ଅସୁସ୍ଥ…

ସୁନ୍ଦରଗଡ଼ //ବଣାଇ : ସୁନ୍ଦରଗଡ ଜିଲ୍ଲା କୋଇଡା ବ୍ଲକ୍ ମାଲଦା ପଞ୍ଚାୟତ ଅନ୍ତର୍ଗତ ସାନଇନ୍ଦିପୂର ଗ୍ରାମରେ ଗତକାଲି ସଂଧ୍ୟାରେ ଗ୍ରାମର ଏକ ଦଶାହ କର୍ମ ରେ ଭୋଜି ଖାଇ ୩୦ ରୁ ଉର୍ଦ୍ଧ୍ୱ ଗ୍ରାମବାସୀ ଅସୁସ୍ଥ ଅଛନ୍ତି । ସମସ୍ତଙ୍କର ଝାଡ଼ା ବାନ୍ତି ଲାଗି ରହିଥିବା ଦେଖିବାକୁ ମିଳିଥିଲା ।

ରିମାଣ୍ଡରେ ସତ ଉଗାରୁଛି କଟକରୁ ଗିରଫ ମୁଲାନା କୈଫି ଖାନ୍‌

କଟକ : ଖୋଲୁଛି ଭଣ୍ଡ ତାନ୍ତ୍ରିକର ଠକେଇ ପେଡ଼ି । ରିମାଣ୍ଡରେ ସତ ଉଗାରୁଛି କଟକରୁ ଗିରଫ ମୁଲାନା କୈଫି ଖାନ୍‌ । ତାକୁ ଜେରା ବେଳେ ପୋଲିସ ହାତରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଛି । ଏପଟେ ଠକ ତାନ୍ତ୍ରିକର ମୁଖ୍ୟ ସହଯୋଗୀ ଶେଖ ଇସ୍ରାଏଲକୁ ଗିରଫ କରିଛି କଟକ ମଙ୍ଗଳାବାଗ ଥାନା