Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଶ୍ୱର ଟେଷ୍ଟ ମାନ୍ୟତାରେ ନଂ ୧ ସ୍ଥାନ ପାଇଲା ଟିମ୍ ଇଣ୍ଡିଆ, ବାଲୁକା କଳାରେ ଶୁଭେଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ
ପୁରୀ : ଟିମ୍ ଇଣ୍ଡିଆକୁ ବାଲୁକାକଳାରେ ଶୁଭେଚ୍ଛା । ଅଷ୍ଟ୍ରେଲିଆକୁ ପଛରେ ପକାଇ ବିଶ୍ୱର ଏକ ନମ୍ବର ଟେଷ୍ଟ ମାନ୍ୟତା ପାଇଛି ଟିମ୍ ଇଣ୍ଡିଆ । ଏନେଇ ଟିମ୍ ଇଣ୍ଡିଆକୁ ବାଲୁକାକଳାରେ ଶୁଭେଛା ଜଣାଇଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ।
ପୁରୀ ବେଳାଭୂମିରେ!-->!-->!-->…
ଓଲଟିଲା ଗୋରୁ ବୁଝେଇ ପିକଅପ ଗାଡି, ୪ ଗୋରୁ ମୃତ
ସୋର : ବେଆଇନ ଗୋରୁ ବୋଝେଇ ପିକଅପ ଗାଡି ଓଲଟି ୪ ଗୋରୁ ମୃତ। ବାଲେଶ୍ୱର ଜିଲ୍ଲା ଖଇରା ଥାନା ବାଙ୍କତିରା ଛକରେ ଖଇରା ଆଡୁ ଏକ ପିକଅପ ଗାଡି ୮ଟି ଗୋରୁ ନେଇ ସୋର ଆସୁଥିବା ବେଳେ ବାଙ୍କିତିରା ଛକ ନିକଟରେ ଥିବା ବିଦ୍ୟୁତ ଖୁଣ୍ଟରେ ବାଡେଇ ଓଲଟି ପଡିଥିଲା । ଫଳରେ ଗାଡିରେ ଥିବା ୮ ଟି ଗୋରୁ!-->…
ଭୁବନେଶ୍ୱରରୁ ସିଧାସଳଖ ସିଙ୍ଗାପୁର ଓ ବ୍ୟାଙ୍କକ ସହରକୁ ଉଡ଼ିବ ବିମାନ, ଆଜି ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଭୁବନେଶ୍ୱରରୁ ସିଧାସଳଖ ସିଙ୍ଗାପୁର ଓ ବ୍ୟାଙ୍କକ ସହରକୁ ଉଡ଼ିବ ବିମାନ । ଏଥିପାଇଁ ଆଜିଠାରୁ ଅଗ୍ରୀମ ଟିକେଟ ସେବାର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ । ଆସନ୍ତା ଜୁନ୍ ୩ ତାରିଖରୁ ଇଣ୍ଡିଗୋ ଏହି ବିମାନ ସେବା ଆରମ୍ଭ କରିବ ।
ଏହି!-->!-->!-->…
ନୟାପଲ୍ଲୀ ଜମି ଜବରଦଖଲ ଘଟଣ : ମାଷ୍ଟରମାଇଣ୍ଡ ରାଘବ ଜେନାକୁ ଗିରଫ କଲା ସ୍ପେଶାଲ ସ୍କ୍ଵାଡ୍
ଭୁବନେଶ୍ୱର : ଭୁବନେଶ୍ୱରରେ ଜମି ପଜେସନ୍ ଗ୍ୟାଙ୍ଗର କିଙ୍ଗପିନ୍ ଗିରଫ । ମାସେରୁ ଅଧିକ ଦିନ ଲୁଚକାଳି ଖେଳ ପରେ ମୁଖ୍ୟ କାର୍ପଟଦାର ରାଘବ ଜେନାକୁ କାବୁ କରିଛି ସ୍ପେଶାଲ ସ୍କ୍ଵାଡ୍ ଓ ନୂଆପଲ୍ଲୀ ଥାନା ପୋଲିସ । ତାର ଜଣେ ସହଯୋଗୀକୁ ବି ଗିରଫ କରାଯାଇଛି । ପୁରୀ ଜିଲ୍ଲାର ଏକ!-->…
ମଦୁଆର ହାତଗୋଡ଼ ବାନ୍ଧି ପୋଲିସ୍ ଜିମା ଦେଲେ ମହିଳା
ନରଙ୍ଗପୁର: ମଦ୍ୟପଙ୍କୁ ମହିଳାଙ୍କ “ପେଣ୍ଟଟେଡ୍ ମେଡ଼ିସିନ” । ମଦ ପିଇଲେ କିମ୍ବା ମଦ ରାନ୍ଧିଲେ ମହିଳା ଙ୍କ ଦ୍ୱାରା ନିଆଯିବ କାର୍ଯ୍ଯାନୁଷ୍ଠାନ l କାର୍ଯ୍ଯାନୁଷ୍ଠାନ ଏପରି ହେବ ଯେ ମଦ୍ୟପ ଜଣକ ଆଉ କେବେ ମଦ ପିଇବାକୁ ସାହସ କରିବ ନାହିଁ। ଏଭଳି ଲକ୍ଷ୍ୟ ନେଇଁ ମଇଦାନକୁ ଓଲ୍ଲାଇଛନ୍ତି!-->…
ଝାରସୁଗୁଡା ଉପନିର୍ବାଚନ: ପ୍ରଚାର ମୈଦାନରେ ସବୁ ଦଳର ପ୍ରାର୍ଥୀ
ଝାରସୁଗୁଡ଼ା : ଦୁଲୁକୁଛି ଝାରସୁଗୁଡ଼ା । ପ୍ରଚାର ଲଢ଼େଇ ଜୋରଦାର ଚାଲିଛି । ହାତରେ ଆଉ ସପ୍ତାହେରୁ କମ୍ ସମୟ ଥିବାରୁ ଭୋଟରଙ୍କ ମନ ଜିଣିବା ପାଇଁ ତିନି ପ୍ରମୁଖ ଦଳ ଭରପୁର କସରତ କରୁଛନ୍ତି । ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀରେ ଗାଁଗଣ୍ଡା, ସହରରେ ବୁଲୁଛନ୍ତି ନେତା ଓ କର୍ମୀ ।!-->…
ସମ୍ଭାବ୍ୟ ବାତ୍ୟାକୁ ନେଇ ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର ପାଇଁ ରାଜ୍ୟ ସରକାରଙ୍କ ଆଗୁଆ ପ୍ରସ୍ତୁତି
ଭୁବନେଶ୍ୱର : ଖରାଦିନିଆ ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଆଗୁଆ ପ୍ରସ୍ତୁତି । ଗତକାଲି ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିରୋ କାଜୁଆଲିଟି ନୀତି ଉପରେ ଗୁରୁତ୍ୱ ଦେଇଛନ୍ତି । ବିଭିନ୍ନ ବିଭାଗ ମଧ୍ୟରେ ସମନ୍ଵୟ ରକ୍ଷା କରି!-->…
ମେ’ ମାସରେ ପୁଣି ବାତ୍ୟା ଭୟ: ୬ରେ ଘୂର୍ଣ୍ଣିବଳୟ, ୯ ବେଳକୁ ଲଘୁଚାପ
ଭୁବନେଶ୍ୱର : ମେ’ ମାସରେ ପୁଣି ବାତ୍ୟା ଭୟ । ବଙ୍ଗୋପସାଗରରେ ଦାନା ବାନ୍ଧିବ କି ଖରା ଦିନିଆ ସାଇକ୍ଲୋନ୍ ? ଫନୀ, ଅମ୍ଫନ, ୟସ ଓ ଅସାନୀ ପରେ ଏବର୍ଷ ସମ୍ଭାବ୍ୟ ବାତ୍ୟା ମୋଖାର ସମ୍ଭାବନା ବଢ଼ିଛି । ଏଥର ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ ସୃଷ୍ଟି ହେଲେ ନାଁ ରହିବ ‘ମୋଚା’। ଏକାଧିକ!-->…
ସୁନ୍ଦରଗଡ଼ ଜିଲ୍ଲାରେ ତୃତୀୟ ପର୍ଯ୍ୟାୟରେ ୪୯ ଟି ୫- ଟି ରୂପାନ୍ତରିତ ବିଦ୍ୟାଳୟ ଉଦଘାଟିତ
ସୁନ୍ଦରଗଡ଼, : ୫- ଟି ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧୀନରେ ତୃତୀୟ ପର୍ଯ୍ୟାୟରେ ସୁନ୍ଦରଗଡ଼ ଜିଲ୍ଲା ର ୪୯ ଟି ରୂପାନ୍ତରିତ ସ୍କୁଲ ଆଜି ଉଦଘାଟିତ ହୋଇଯାଇଛି I ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଏହି ରୂପାନ୍ତରିତ ସ୍କୁଲ ଗୁଡ଼ିକର ଉଦଘାଟନ କରିଛନ୍ତି!-->!-->!-->…
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ଵ ଗ୍ରହଣ କଲେ ରଞ୍ଜନ ଦାସ
ପୁରୀ: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ନୂତନ ମୁଖ୍ୟ ପ୍ରଶାସକ ଭାବେ ମଙ୍ଗଳବାର ଦାୟିତ୍ଵ ଗ୍ରହଣ କରିଛନ୍ତି ପ୍ରଶାସନିକ ଅଧିକାରୀ ରଞ୍ଜନ କୁମାର ଦାସ। ଏହା ପୂର୍ବରୁ ସେ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ।
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ!-->!-->!-->…