Browsing Category

ଓଡିଶା

ଫାଇଭଟି ସଚିବଙ୍କ ଉପରେ କାର୍ଯ୍ୟନୁଷ୍ଠାନ ନେବାକୁ ଦାବିକଲା ବିଜେପି

ଭୁବନେଶ୍ୱର: ଫାଇଭଟି ସଚିବଙ୍କ ଉପରେ କାର୍ଯ୍ୟନୁଷ୍ଠାନ ନେବାକୁ ଦାବିକଲା ବିଜେପି । ମୁଖ୍ୟମନ୍ତ୍ରୀ କାର୍ଯ୍ୟନୁଷ୍ଠାନ ନିଅନ୍ତୁ ବୋଲି ଦାବି କଲେ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ତାଙ୍କୁ ବହିସ୍କାର କିମ୍ବା ନିଲମ୍ବନ କରନ୍ତୁ ନହେଲେ ଆମେ କେନ୍ଦ୍ରକୁ ଜଣାଇବୁ ବୋଲି କହିଛନ୍ତି ମୋହନ ମାଝୀ ।…

ଅନନ୍ତ ବାସୁଦେବ ମନ୍ଦିରରେ ରୋଷଘର ନିର୍ମାଣ ନେଇ ୨ ଗୋଷ୍ଠୀ ମଧ୍ୟରେ ବିବାଦ

ଭୁବନେଶ୍ବର: ଏକାମ୍ର ପ୍ରକଳ୍ପ ଯୋଜନାରେ ଅନନ୍ତ ବାସୁଦେବ ମନ୍ଦିରରେ ରୋଷଘର ନିର୍ମାଣ ପ୍ରସଙ୍ଗରେ ବିବାଦ ଉଠିଛି। ମନ୍ଦିର ପରିସରରେ ରୋଷଘର ପାଇଁ ଓବିସିସି ପକ୍ଷରୁ ଟେଣ୍ଡର କରାଯାଇଛି। ଅନ୍ୟପକ୍ଷରେ ଏହାକୁ ବିରୋଧ କରି ବ୍ରାହ୍ମଣ ନିଯୋଗ ଜିଲ୍ଲାପାଳ ଏବଂ ବିଏମସି କମିସନରଙ୍କ ପାଖକୁ ଚିଠି…

ଭିଜିଲାନ୍ସ ପଞ୍ଝାରେ ରିଆମାଳ ବ୍ଲକ ଆକାଉଣ୍ଟସ ଅଫିସର

ଦେବଗଡ଼: ଭିଜିଲାନ୍ସ ପଞ୍ଝାରେ ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ ଆକାଉଣ୍ଟସ ଅଫିସର। ଅଙ୍ଗନବାଡି କୋଠା ନିର୍ମାଣ ପରେ ବିଲ୍ ପାସ ପାଇଁ ଠିକାଦାରଙ୍କ ଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ ରାଜେନ୍ଦ୍ର। ଲାଞ୍ଚ ନେବା ବେଳେ ରେଡ୍ ହ୍ୟାଣ୍ଡେଡ ଧରିଲା ଦେବଗଡ଼ ଦୁର୍ନୀତି ନିବାରଣ ବିଭାଗ। ରିଆମାଳ…

ଆଧ୍ୟାତ୍ମିକ ପରିବେଶରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଧ୍ୟାତ୍ମିକ ପରିବେଶରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଯଜ୍ଞରେ ପୁଷ୍ପାଞ୍ଜଳି ଦେବା ସହ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍…

ଏକାମ୍ର କ୍ଷେତ୍ର ବିକାଶକୁ ବିରୋଧ କରୁଥିବା ବିଜେପି ନେତାଙ୍କୁ କ୍ଷମା ଦେବେନି ଓଡ଼ିଶାବାସୀ: ବିଜେଡି

ଭୁବନେଶ୍ୱର: ଆଜି ଶେଷ ହେବ ଏକାମ୍ର ପ୍ରକଳ୍ପ ଶିଳାନ୍ୟାସ ଉତ୍ସବ । ଏହି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏପଟେ ଏକାମ୍ର ପ୍ରକଳ୍ପକୁ ନେଇ ମୁହାଁମୁହିଁ ହୋଇଛନ୍ତି ଦୁଇ ବିରୋଧୀ ବିଜେଡି-ବିଜେପି । ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଏକାମ୍ର କ୍ଷେତ୍ରର…

ଇସ୍ତଫା ଦେଲେ ବିଜେଡି ରାଜ୍ୟ ସମ୍ପାଦକ

ଭୁବେନଶ୍ୱର: ୫ଟି ସଚିବ କାର୍ଯ୍ୟକୁ ନେଇ ଖାଲି ବିରୋଧୀ ତାତି ନାହାନ୍ତି । ଦଳ ଭିତରେ ବି କୁହୁଳୁଛି ଅସନ୍ତୋଷର ନିଆଁ ।  ଏହି ନିଆଁ ଆଜି ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲାରେ । ରାଜ୍ୟ ସାଧାରଣ ସମ୍ପାଦକ ତଥା ବାଲେଶ୍ୱର ଜିଲ୍ଲା ବସ୍ତା ନିର୍ବାଚନମଣ୍ଡଳୀର ବରିଷ୍ଠ ବିଜେଡି ନେତା ଶ୍ୟାମ…

ଲଗାଣ ବର୍ଷା କାରଣରୁ ଟମାଟୋ ଦର ବଢ଼ିଛି : ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି ଟମାଟୋ ଦର । ସପ୍ତାହକରେ ୧୦୦ ଟଙ୍କା ପାର୍ କରିଛି ଟମାଟୋ ଦର। ଯାହା ଫଳରେ ହନ୍ତସନ୍ତ ହେଉଛନ୍ତି ସାଧାରଣ ଜନତା । ରାଜଧାନୀ ଭୁବନେଶ୍ୱରରେ ଟମାଟୋ କିଲୋ ପିଛା ୧୦୦ ଟଙ୍କା ଦରରେ ବିକ୍ରି ହେଉଥିବା ବେଳେ କଟକରେ ଟମାଟୋ ଦର ୮୦/୯୦ ଟଙ୍କା…

ବାହୁଡ଼ାରେ ଅଘଟଣ: ରଥ ଦଉଡି ଛିଡି ସେବାୟତ ଆହତ, ଶ୍ୱାସରୁଦ୍ଧ ହୋଇ ୮ ଅସୁସ୍ଥ

ପୁରୀ:ଏଥର ରଥଯାତ୍ରାରେ ଅଘଟଣ ଯେମିତି ପିଛା ଛାଡୁନି । ଗୁଣ୍ଡିଚା ଯାତ୍ରାରେ ଦଳାଚକଟାରେ ୧୫ ଜଣ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ତିନି ରଥ ଶରଧାବାଲିରେ ଲାଗି ପାରି  ଥିଲା । ନୀତିକାନ୍ତିରେ ବିଳମ୍ବ ହୋଇଥିଲା । ଠାକୁର ରଥ ଉପରେ ଉପବାସ ବି ରହିଥିଲେ । ତେଣୁ ବାହୁଡ଼ା ଯାତ୍ରା…

ବିଡିଓଙ୍କ ଭିଡିଓ ଭାଇରାଲ୍, ଦୌଡ଼ି ଆସି ରାସ୍ତା ଉପରେ ମାରୁଛନ୍ତି ଚାପୁଡ଼ା…

ପାରାଦୀପ: ଗାଡ଼ିରୁ ଓହ୍ଲାଇ ଆସିଲେ, ରାସ୍ତା ଉପରେ ବ୍ୟକ୍ତିଙ୍କ ଗାଲକୁ କଷି ଦେଲେ । ଭଦ୍ର ବେଶରେ ଥିବା ଏ ବାବୁ ଜଣଙ୍କ କିଏ ? କାହିଁକି ରାସ୍ତା ଉପରେ ରୋବାବ୍ ଦେଖାଉଛନ୍ତି ? ସିସିଟିଭିରେ ରେକର୍ଡ ଭାଇରାଲ୍ ହେଉଥିବା ଏ ଭିଡିଓରେ ଚାପୁଡ଼ା ମାରୁଥିବା ବ୍ୟକ୍ତି ଜଣଙ୍କ ହେଉଛନ୍ତି…

କେନ୍ଦୁଝର ଟ୍ରକ ଦୁର୍ଘଟଣା , ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : ଗତ ରାତିରେ କେନ୍ଦୁଝର ଜିଲ୍ଲା ଷଠୀଘର ନିକଟରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ହୋଇଥିବା ୫ଜଣ ଲୋକଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ପ୍ରାଣ ହରାଇଥିବା ୫ଜଣ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।…