Browsing Category

ଓଡିଶା

ମୌଲାନା କୈଫି ଖାନ୍‌ଙ୍କୁ ୪ ଦିନିଆ ରିମାଣ୍ଡରେ ନେବ କମିଶନରେଟ୍‌ ପୋଲିସ

କଟକ: ରିମାଣ୍ଡରେ ଆସିବ ଠକ ତାନ୍ତ୍ରିକ। କୈଫି ଖାନକୁ ୪ ଦିନିଆ ରିମାଣ୍ଡରେ ନେବା ପାଇଁ କୋର୍ଟ ଦେଲେ ଅନୁମତି। ୫ ଦିନ ରିମାଣ୍ଡ ପାଇଁ ଆବେଦନ କରିଥିଲା ମଙ୍ଗଳାବାଗ ଥାନା ପୋଲିସ। ସିଟି ଜେ. ଏମ୍.ଏଫ.ସି କୋର୍ଟ ରେ ରିମାଣ୍ଡ ଆବେଦନ କରାଯାଇଥିଲା। ଠକେଇ ଅଭିଯୋଗରେ ଗିରଫ ମୌଲାନା କୈଫି

ବଦଳିବ ଓଡ଼ିଶା ବୋଟ ନିୟମ: ଚିଲିକାରେ ଚାଲିବ ସୋଲାର ଓ ଇଲେକ୍ଟ୍ରିକ ବୋଟ

ଭୁବନେଶ୍ବର: ଚିଲିକାରେ ଚାଲିବ ସୋଲାର ଓ ଇଲେକ୍ଟ୍ରିକ ବୋଟ। ୩ ମାସ ମଧ୍ୟରେ ପରୀକ୍ଷାମୂଳକ ଭାବେ ଚାଲିବ ପ୍ରଥମ ସୋଲାର ବୋଟ। ଏହି ବୋଟ ଚାଲିବା ଦ୍ଵାରା ବର୍ଷକୁ ପରିବହନ ଖର୍ଚ୍ଚ ୭ ଲକ୍ଷ ଟଙ୍କା କମିଯିବ। ପରୀକ୍ଷଣ ସଫଳ ହେଲେ ରାଜ୍ୟର ଅନ୍ୟ ଜଳପଥରେ ଚଲାଯିବ ସୋଲାର ବୋଟ। ଏନେଇ ସୂଚନା

ଖୋର୍ଦ୍ଧା ଓ କେନ୍ଦୁଝରରେ ହେବ ନୂଆ ପୋଲିସ ଷ୍ଟେସନ, ୪୭ ପଦବୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଖୋର୍ଦ୍ଧା : ଖୋର୍ଦ୍ଧାରେ ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ। ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି ହେବ। ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ । ଆଉ ଏବେ ଖୋର୍ଦ୍ଧାରେ

କଟକ ଅତିରିକ୍ତ ଜିଲ୍ଲାପାଳଙ୍କ ଗାଡିକୁ ଧକ୍କା ଦେଲା ମୋ ବସ

ଭୁବନେଶ୍ୱର: ରାଜମହଲ ଛକରେ କଟକ ଅତିରିକ୍ତ ଜିଲ୍ଲା ପାଳଙ୍କ ଗାଡ଼ିକୁ ଧକ୍କା ଦେଲା ମୋ ବସ। ଅତିରିକ୍ତ ଜିଲ୍ଲା ପାଳଙ୍କ ଗାଡିର ପଛ ପଟ ଭାଙ୍ଗି ଯାଇଛି ବୋଲି ଜଣାପଡ଼ିଛି। ଏଥିରେ କାହାର କୌଣସି କ୍ଷତି ଘଟି ନାହିଁ ବୋଲି ସୂଚନା ମିଳିଛି । ଘଟଣା ସ୍ଥଳରେ କ୍ୟାପିଟାଲ ଥାନା ପୋଲିସ

ଜଣେ ବ୍ୟକ୍ତି କେବଳ ଗୋଟିଏ ପ୍ଲଟ ନେଇ ପାରିବେ: ହାଇକୋର୍ଟ

କଟକ: ରାଜ୍ୟର ବିଭିନ୍ନ ଉନ୍ନୟନ କର୍ତ୍ତପକ୍ଷଙ୍କଠାରୁ ଏକାଧିକ ପ୍ଲଟ ନେବା ଉପରେ ରୋକ ଲଗାଇଲେ ହାଇକୋର୍ଟ । ଜଣେ ବ୍ୟକ୍ତି ଯେକୌଣସି ଉନ୍ନୟନ କର୍ତ୍ତୃପକ୍ଷଙ୍କଠାରୁ କେବଳ ଗୋଟିଏ ହିଁ ପ୍ଲଟ ନେଇପାରିବେ । ଗୃହ ଓ ନଗର ଉନ୍ନୟନ ବିଭାଗ ନିୟମ କଡ଼ାକଡ଼ି ହେବା ଆବଶ୍ଯକ। ଏହି ନିୟମକୁ ସମସ୍ତ

ଝାରସୁଗୁଡ଼ା ଉପନିର୍ବାଚନ: ସକାଳେ କଂଗ୍ରେସ ସଭାପତିଙ୍କ ଇସ୍ତଫା, ସନ୍ଧ୍ୟାରେ ପ୍ରତ୍ୟାହାର

ଝାରସୁଗୁଡ଼ା : ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ ଦଳୀୟ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଆଜି ସକାଳେ ନିଜ ପଦରୁ ଇସ୍ତଫା ଦେଇଥିବା ଝାରସୁଗୁଡା ଜିଲ୍ଲା କଂଗ୍ରେସ ସଭାପତି ଅଶୋକ ମିଶ୍ର ସନ୍ଧ୍ୟାରେ ନିଜର ଇସ୍ତଫା ପତ୍ର ପ୍ରତ୍ୟାହାର କରିଛନ୍ତି। ଝାରସୁଗୁଡାର ଏକ ଘରୋଇ ହୋଟେଲରେ ସାମ୍ବାଦିକ

କୋଟିଆରେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ବାଣ୍ଟିଲେ ତାଙ୍କ ଯୋଜନା, କହିଲେ ଆନ୍ଧ୍ର-ଓଡ଼ିଶା ଭାଇଭାଇ

କୋରାପୁଟ :କୋରାପୁଟ ଜିଲ୍ଲାର ବିବାଦୀୟ କୋଟିଆ ଗ୍ରାମରେ ପୁଣି ଆନ୍ଧ୍ରର ଅନୁପ୍ରବେଶ। ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ତଥା ସାଲୁର ବିଧାୟକ ପିଡ଼ିକା ରାଜନ ଦୋରା କୋଟିଆ ଗ୍ରାମ ପୁଞ୍ଜର ଫଗୁଣସିନେରୀ ଓ ଫାଟୁସିନେରୀ ଗସ୍ତ କରିଛନ୍ତି। ଆନ୍ଧ୍ର ପ୍ରଶାସନିକ ଅଧିକାରୀଙ୍କ ସହ ଘର ଘର ବୁଲିବା ସହ

ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ବ୍ୟାପକ ପରିମାଣର କଫ୍‌ସିରଫ୍‌ ଜବତ, ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ବଜାରରେ ଭେଜାଲ କଫ୍‌ ସିରଫ୍‌ ଦେଖିବାକୁ ମିଳୁଛି। ଯେଉଁ କଫ୍‌ ସିରଫ୍‌ ଖାଇଲେ ଆପଣଙ୍କ ଦେହ ଭଲ ହେବା ବଦଳରେ ଆପଣଙ୍କୁ ନିଶା ହେବ। ଏଥିସହ ଦେହ ଖରାପ ହେବ। ଭୁବନେଶ୍ୱରରୁ ନୟାଗଡ଼ ଯିବା ସମୟରେ ଭରତପୁର ଥାନା ପୁଲିସ ଜବତ କରିଛି। ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ

ସମ୍ବଲପୁର ହିଂସାକାଣ୍ଡର ସ୍ଥିତି ଅନୁଧ୍ୟାନ ପାଇଁ ଝାରସୁଗୁଡାରେ ପହଞ୍ଚିଲେ ବିଜେପିର ୪ ଜଣିଆ ଟିମ

ଝାରସୁଗୁଡା: ସମ୍ବଲପୁର ହିଂସାକାଣ୍ଡର ସ୍ଥିତି ଅନୁଧ୍ୟାନ ପାଇଁ ବିଜେପିର ୪ ଜଣିଆ ଉଚ୍ଚସ୍ତରୀୟ ଟିମ ଝାରସୁଗୁଡାରେ ପହଂଚିଛନ୍ତି। ଦିଲ୍ଲୀରୁ ବିମାନ ଯୋଗେ ଝାରସୁଗୁଡା ଆସିଥିବା ଟିମ୍‌ ସ୍ଥାନୀୟ ବିମାନବନ୍ଦରରେ ଅବତରଣ ପରେ ସମ୍ବଲପୁର ଅଭିମୁଖେ ବାହାରିଛନ୍ତି। ଏହି ଟିମ୍‌ ପୂର୍ବତନ ଆଇଏଏସ

୧୯୭୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଯେତେ ରତ୍ନ ଥିଲା ତାହା ଏବେ ଅଛି ତ..? ବିଜେପି

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଉପରେ ବିଜେପି ପୁଣି ବର୍ଷିଛି। ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ରାଜ୍ୟ ବିଜେପି ସାମ୍ବାଦିକ ସମ୍ମିଳନୀରେ କହିଛି ଯେ, ଜଗନ୍ନାଥଙ୍କ ସମ୍ପତ୍ତି ଲୁଟ କରିଥିବାରୁ ସେମାନଙ୍କୁ କ୍ଷମା ମିଳିବ ନାହିଁ। ରତ୍ନଭଣ୍ଡାରରେ ରତ୍ନ ସୁରକ୍ଷିତ ଅଛି ନା ନାହିଁ, ପ୍ରଶ୍ନ