Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ: ବିଲ ପାସ୍ କରାଇଦେବା ପାଇଁ ନେଉଥିଲେ ୩୦ ହଜାର ଲାଞ୍ଚ
ନରସିଂପୁର : ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ଲାଞ୍ଚ ନେଉଥିବା ବେଳେ କଟକ ବଡ଼ମ୍ବା ବ୍ଲକ ନିର୍ବାହୀ ଯନ୍ତ୍ରୀ ବାଉରୀବନ୍ଧୁ ପରିଡ଼ାଙ୍କୁ ଧରିଲା ଭିଜିଲାନ୍ସ । ବଡମ୍ବା ବ୍ଲକ ତୁଣୁପୁର ଗାଁର ସରପଞ୍ଚଙ୍କ ସ୍ୱାମୀଙ୍କ ଠାରୁ ବିଲ ପାସ୍ କରାଇଦେବା ପାଇଁ ନେଉଥିଲେ ୩୦ ହଜାର ଟଙ୍କା!-->…
ନବଗଠିତ ପ୍ରଦେଶ କଂଗ୍ରେସ କମିଟିକୁ ନେଇ ଅସନ୍ତୋଷ
ଭୁବନେଶ୍ବର: ତାରା ପ୍ରସାଦ ବାହିନୀପତିଙ୍କ ପରେ ଆଉ ଜଣେ ବରିଷ୍ଠ ବିଧାୟକ ନବଗଠିତ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ନବଗଠିତ ପିସିସିକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟ। ସେ କହିଛନ୍ତି, କମିଟିରେ ବହୁ ଅନୁପଯୁକ୍ତ ଅଛନ୍ତି,!-->…
ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ, ଶିକ୍ଷକଙ୍କଠାରୁ ନେଉଥିଲେ ଲାଞ୍ଚ
ପଟାମୁଣ୍ଡାଇ : ଭିଜିଲାନ୍ସ ଜାଲରେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ମାନସ ରଞ୍ଜନ ଧଳ। ଜଣେ ଶିକ୍ଷକଙ୍କର ବକେୟା(ଏରିଅର୍) ଦରମା ପ୍ରଦାନ ଲାଗି ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ, ସେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା!-->…
ନୂଆପଡ଼ାରେ ପୁଣି ବାଛୁରୀକୁ ମାରି ଖାଇଲା ବାଘ
ନୂଆପଡ଼ା : ନୂଆପଡ଼ାରେ ଥମୁନି ବାଘ ଆତଙ୍କ। ପୁଣି ବାଛୁରୀକୁ ମାରି ଖାଇଲା ବାଘ । ଗତ ରାତିରେ ନୂଆପଡ଼ା ସଦର ରେଞ୍ଜ ଆମାନାରା ସେକସନର ତରିଆମହୁଆଭଟା ଗାଁରେ ପୁଣି ଗୋଟିଏ ବାଛୁରୀକୁ ମାରି ଖାଇଛି ବାଘ। ଆଜି ସକାଳେ ଗାଁର ଭାଗିରଥୀ ରାଉତଙ୍କ ବାଛୁରୀ ଗୁହାଳରେ ମରି ପଡ଼ିଥିବା ଦେଖିବାକୁ!-->…
ଚିଟଫଣ୍ଡ ସଂସ୍ଥାର ୨ ନିର୍ଦ୍ଦେଶକଙ୍କୁ ଜେଲ୍ ଦଣ୍ଡାଦେଶ, ୧ ଲକ୍ଷ ୫୧ ହଜାର ଟଙ୍କା ଜରିମାନା
ବାଲେଶ୍ୱର: ଚିଟଫଣ୍ଡ ସଂସ୍ଥାର ୨ ନିର୍ଦ୍ଦେଶକଙ୍କୁ ଜେଲ୍ ଦଣ୍ଡାଦେଶ ହୋଇଥିବାର ଖବର ମିଳିଛି। ବାଲେଶ୍ଵର ସ୍ଵତନ୍ତ୍ର ଓ ପି ଆଇ ଡି କୋର୍ଟ ଦ୍ଵାରା ଚିଟ୍ ଫଣ୍ଡ ଠକେଇ ମାମଲାରେ ଦୁଇ ଜଣଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଦଣ୍ଡ ସହ ୧ ଲକ୍ଷ ୫୧ ହଜାର ଟଙ୍କା ଜରିମାନା କରାଯାଇଛି। ‘ମିରାକିଲ୍ ୱଣ୍ଡର’!-->…
ବ୍ରାହ୍ମଣୀ ନଦୀରେ ଡ଼ଙ୍ଗା ବୁଡିବା ଘଟଣା : ଜଣେ ମୃତ, ଜଣେ ନିଖୋଜ
ରାଜନଗର : ବ୍ରାହ୍ମଣୀରେ ବୁଡ଼ିଲା ଡଙ୍ଗା। ରାଜନଗର ଏକମାଣିଆ – କେରଡ଼ାଗଡ଼ ଘାଟରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହି ଡ଼ଙ୍ଗା। ଡଙ୍ଗା ବୁଡ଼ି ଜଣଙ୍କ ମୃତ୍ୟୁ ହୋଇଛି । ନାବାଳକ ଦେବେନ୍ଦ୍ର ବେହେରାଭ୍କ ମୃତ୍ୟୁ ହୋଇଛି । ନାଉରିଆ ସୁଦର୍ଶନ ସ୍ୱାଇଁ ଏବେ ବି ନିଖୋଜ ଅଛନ୍ତି ।
!-->!-->!-->…
ଗୋଡ଼ବନ୍ଧା ଅବସ୍ଥାରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…
ନବରଙ୍ଗପୁର: ମାରି ଦେଇ ଝୁଲାଇ ଦେଲେ !। ଗୋଡ଼ବନ୍ଧା ଅବସ୍ଥାରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ନବରଙ୍ଗପୁର ବେହେରାଗୁଡା ମଣ୍ଡେଇ ପଡିଆ ସାମନା ବରଗଛରେ ଗୋଡ଼ବନ୍ଧା ଅବସ୍ଥାରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଗଛରେ ଏକ ବ୍ୟାଗ ମଧ୍ୟ ରହିଛି ।
ଘଟଣାସ୍ଥଳରେ ଟାଉନ!-->!-->!-->…
ଟ୍ରେନରୁ ମହିଳାଙ୍କ ମୃତଦେହ ମିଳିବା ଘଟଣା: ପରିଚୟ ଜାଣିବା ପାଇଁ ୩ ମୋବାଇଲ ନମ୍ବର ଜାରି
ଭୁବନେଶ୍ୱର : ଧାନବାଦ ଏକ୍ସପ୍ରେସରେ ମହିଳାଙ୍କ କ୍ଷତାକ୍ତ ମୃତଦେହ ମିଳିବା ଘଟଣା । ପରିଚୟ ଜାଣିବା ପାଇଁ ୩ ମୋବାଇଲ ନମ୍ବର ଜାରି କଲା ଜିଆରପି । ୩ ଟି ନମ୍ବର ହେଲା 9438122528, 9438916892, 7008297947… ନିଜ ନାମ ଗୋପନ ରଖି ପରିଚୟ ଜଣାଇପାରିବେ । ମୃତ ମହିଳାଙ୍କ ପରିଚୟ ପାଇବା ପାଇଁ!-->…
ନୂଆଗାଁ ଧମକପୂର୍ଣ୍ଣ ପୋଷ୍ଟର ଓ ଜେ.ସି.ବି.ରେ ନିଆଁ ଘଟଣାରେ ନୂଆଁ ମୋଡ଼…
ନିଜେ ଖୋଳି ଥିବା ଗାତରେ ଫସିବେ ଠିକାଦାର...!!
ସୁନ୍ଦରଗଡ଼/ନୂଆଗାଁ:(୨୭/୦୪/୨୦୨୩) ଗତ ୨୫ ଅପ୍ରେଲ ମଙ୍ଗଳବାର ଦିନ ଓଡ଼ିଶା ସୀମାନ୍ତ ସୁନ୍ଦରଗଡ଼ ଜିଲ୍ଲା ଅନ୍ତର୍ଗତ ନୂଆଗାଁରେ ଘଟିଥିବା ଅଗ୍ନିକାଣ୍ଡ ଏବଂ PLFI ଲେଖା ଥିବା ପୋଷ୍ଟର ଘଟଣାରେ ତଦନ୍ତ ଜାରି ରହିଥିବା ହତିବରୀ ଥାନା!-->!-->!-->…
ଛତିଶଗଡ଼ରେ ନକ୍ସଲ ହମଲା ପରେ ଓଡ଼ିଶାରେ ହାଇ ଆଲର୍ଟ…
ଭୁବନେଶ୍ୱର : ଛତିଶଗଡ଼ ଦାନ୍ତେୱାଡ଼ାରେ ନକ୍ସଲଙ୍କ ବଡ଼ ଧରଣର ଆକ୍ରମଣ। ଓଡ଼ିଶା ସୀମାରେ ହାଇ ଆଲର୍ଟ ଜାରି। ନକ୍ସଲ ଆକ୍ରମଣରେ ୧୦ ସୁରକ୍ଷା କର୍ମୀ ଓ ଜଣେ ଡ୍ରାଇଭର ପ୍ରାଣ ହରାଇବା ପରେ ଘଟଣା ସଂପର୍କରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ସହ ଫୋନରେ ଆଲୋଚନା କରିଛନ୍ତି କେନ୍ଦ୍ର ଗୃହ!-->…