Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ରାୟଗଡ଼ା: ଭିଜିଲାନ୍ସ ଜାଲରେ ରାୟଗଡ଼ାର ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ । ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ କୋଲନରା ବ୍ଲକରେ କାର୍ଯ୍ଯରତ ଅଛନ୍ତି । ରାୟଗଡା ସହରର ରାଉତ କଲୋନୀ ସ୍ଥିତ ବାସଭବନ, କୋଳନରା କାର୍ଯ୍ୟାଳୟ ଓ ବ୍ରହ୍ମପୁରର!-->…
ପାଇଖାନାରୁ ବେକ ମୁହଁ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର
ଭଦ୍ରକ: ମର୍ଣ୍ଣିଙ୍ଗ ୱାକରେ ଯାଇଥିବା ଛାତ୍ରଙ୍କୁ ହତ୍ୟା । ପାଇଖାନା ଭିତରୁ ବେକ ମୁହଁ ବନ୍ଧା ଅବସ୍ଥାରେ ମିଳିଲା ମୃତଦେହ । ହତ୍ୟା ଅଭିଯୋଗ ଆଣିଲେ ପରିବାର । ଭଦ୍ରକ ଜିଲ୍ଲା ଚରମ୍ପା ହାଇସ୍କୁଲ ରୋଡ଼ ଅଞ୍ଚଳରେ ଘଟିଛି ଘଟଣା । ମୃତକ ସମ୍ବିତ କୁମାର ବିଶ୍ବାଳ +3 ଦ୍ୱିତୀୟ ବର୍ଷରେ ପାଠ!-->…
ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ, ନାଏବ ସରପଞ୍ଚଙ୍କ ସ୍ୱାମୀ ଗିରଫ
ଅନୁଗୋଳ: ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମାଡ ଓ ମରଣାନ୍ତକ ଆକ୍ରମଣ ଘଟଣାରେ ନାଏବ ସରପଞ୍ଚଙ୍କ ସ୍ୱାମୀ ଗିରଫ । ଅନୁଗୋଳ ଜିଲ୍ଲା କଣିଁହା ବ୍ଲକ ଅନ୍ତର୍ଗତ ବାଲିପସି ଗ୍ରାମପଞ୍ଚାୟତ ର ନାଏବ ସରପଞ୍ଚଙ୍କ ସ୍ୱାମୀ ବିଷ୍ଣୁଚରଣ ପ୍ରଧାନ ନିଶାସକ୍ତ ଅବସ୍ଥାରେ ଗ୍ରାମ ପଞ୍ଚାୟତ!-->…
କାଠଯୋଡ଼ି ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର
ବାରଙ୍ଗ : ବାରଙ୍ଗରେ ପୁଣି ଚାଞ୍ଚଲ୍ୟ । ମହିଳାଙ୍କୁ ମାରି ପୋତିଦେଲେ । କାଠଯୋଡ଼ି ନଦୀ ପଠାରୁ ମିଳିଲା ଅଧା ପୋତାହୋଇଥିବା ମୃତଦେହ । ଆଜି ସକାଳେ ମୃତଦେହକୁ କୁକୁର ଖାଉଥିବାଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ମହିଳାଙ୍କର କେବଳ ହାତ ଓ ଗୋଡ଼ ଦେଖା ଯାଉଥିବା ବେଳେ ଅବଶିଷ୍ଟ!-->…
ଆସନ୍ତା ୨୪ ଯାଏଁ ଅପରିବର୍ତ୍ତିତ ରହିବ ପାଗ; ଗ୍ରୀଷ୍ମ ଲହରୀ ସାଙ୍ଗକୁ ଗୁଳୁଗୁଳିରୁ ମିଳିବନି ନିସ୍ତାର
ଭୁବନେଶ୍ୱର: ବୁଧବାର ଓଡ଼ିଶାର ୨୨ଟି ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ପାର୍ କରିଛି । ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷୁଥିବାବେଳେ, ଉପକୂଳବାସୀଙ୍କୁ ମଧ୍ୟ ଗରମ ସହ ଗୁଳୁଗୁଳିରୁ ନିସ୍ତାର ନାହିଁ । ରାତିରେ ବି ତାତିରୁ ତ୍ରାହି ମିଳୁନି । ଗ୍ରୀଷ୍ମ ଲହରୀ ସାଙ୍ଗକୁ ଗୁଳୁଗୁଳି ନେଇ!-->…
ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନାବାଳିକାଙ୍କୁ ଦୁଷ୍କର୍ମ, ୩ ଜଣଙ୍କୁ ବାନ୍ଧିଲା ପୋଲିସ
ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ଭିତରେ ଜଣେ ମହିଳା ରହିଥିବା ସୂଚନା ରହିଛି । ମୁଖ୍ୟ ଅଭିଯୁକ୍ତର ପରିଚୟ ରାଜା ବେସନ (୨୪) ବୋଲି ଜଣାପଡିଛି ।!-->…
ଗିରିରୋଡରେ ଯୁବକ ଉମେଶ ରଥ ଓ ତାଙ୍କ ବାନ୍ଧବୀ ଙ୍କୁ ତଳେ ପକାଇ ମାଡ଼ ମାରିବା ଘଟଣା : ମୁଖ୍ୟ ଅଭିଯୁକ୍ତ ମୁଫତେସ ସାହୁ…
ପୋଲିସ ର କଡା ଚେତାବନୀ ସୁଧୀର ଯାଅ ନଚେତ୍ ଏଠାରୁ ଚାଲି ଯାଅ...
ଚାଲୁ ରହିବ ପୋଲିସର ଏନକାଉଣ୍ଟର ସିଲ ସିଲା....
ବ୍ରହ୍ମପୁର : ଗତକାଲି ବିଳମ୍ବିତ ରାତିରେ ବ୍ରହ୍ମପୁର ଉପକଣ୍ଠ ଟାମଣା ଘାଟିରେ ପୋଲିସ ମୁକେସକୁ କରିଛି ଏନକାଉଣ୍ଟର, ଏହି ଘଟଣାରେ ଗତ କାଲି ଦୁଇ ଜଣକୁ ପୋଲିସ ଗିରଫ କରି!-->!-->!-->!-->!-->…
ସାମାନ୍ୟ ବଚସାରୁ ଦିନ ଦ୍ବିପହରେ ୩ ଜଣଙ୍କୁ ଛୁରାମାଡ଼
ପୁରୀ: ପୁରୀରେ ଦେଖାଦେଇଛି ଆଶ୍ଚର୍ଯ୍ୟଜନକ ଘଟଣା । ଦିନ ଦ୍ବିପହରେ ପୁରୀରେ ଆତଙ୍କ । ସାମାନ୍ୟ ବଚସାରୁ ୩ଜଣଙ୍କୁ ହୋଇଛି ଛୁରାମାଡ଼ । ପୁରୀ ବଳିଆପଣ୍ଡା ପ୍ରାଚୀ ଛକ ନିକଟରେ ହୋଇଛି ଆକ୍ରମଣ । ଛୁରୀମାଡ଼ର ଶିକାର ହୋଇଛନ୍ତି ବଳିଆପଣ୍ଡା ଅଞ୍ଚଳର ରମେଶ ପ୍ରଧାନ, ଗୁଡ଼ୁ ପ୍ରଧାନ, ନୀତୀଶ!-->…
ଆକାଶରୁ ବର୍ଷୁଛି ନିଆଁ, ଝାରସୁଗୁଡ଼ା ଓ ସମ୍ବଲପୁରରେ ୪୬ ଡିଗ୍ରୀ ଟିପିଲା ତାପମାତ୍ରା
ଭୁବନେଶ୍ବର: ଆକାଶରୁ ବର୍ଷୁଛି ନିଆଁ । ୪୬ ଡିଗ୍ରୀ ଟିପିଲା ତାପମାତ୍ରା । ଆଜି ଗୋଟିଏ ନୁହେଁ, ଦୁଇ ଦୁଇଟି ପାରଦ ତାପମାତ୍ରା ୪୬ ଡିଗ୍ରୀ ଛୁଇଁଛି । ଝାରସୁଗୁଡ଼ା ଓ ସମ୍ବଲପୁରରେ ୪୬ ଡିଗ୍ରୀ ସେଲସିଅସ ତାପମାତ୍ରା ରେକର୍ଡ କରାଯାଇଛି । ପଶ୍ଚିମ ଓଡ଼ିଶା, ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ!-->…
୧୨ ବର୍ଷ ପରେ ହତ୍ୟାକାଣ୍ଡର ରାୟ ପ୍ରକାଶିତ, ୩ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍
ଭୁବନେଶ୍ବର: ଆସିଲା ବଡ଼ ଖବର । ଅଭିଯୁକ୍ତ ମାନଙ୍କୁ ଆଜୀବନ କାରାଦଣ୍ଡ । ତିନି ଜଣ ଅଭିଯୁକ୍ତଙ୍କୁ କାରାଦଣ୍ଡ ଶୁଣାଇଲେ ତୃତୀୟ ଅତିରିକ୍ତ ଜିଲ୍ଲା ଦୌରାଜଜ । ହତ୍ୟା କରି ଦୟା ନଦୀରେ ଫିଙ୍ଗିଥିଲେ ଶରୀରର ଅଂଶ । ସୁଧ କାରବାରକୁ ନେଇ ଅପହରଣ କରି ହତ୍ୟାକାଣ୍ଡର ଘଟଣାର ଆସିଛି ରାୟ । ୨ ନଭେମ୍ବର!-->…