Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଝାରସୁଗୁଡାରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଝାରସୁଗୁଡା: ଆଜିଠାରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଦୁଇଦିନିଆ ଓଡିଶା ଗସ୍ତ ଆରମ୍ଭ ହୋଇଛିl ଆଜି ଅପରାହ୍ନ ସାଢେ ୪ଟା ବେଳେ ଶ୍ରୀ ନଡ୍ଡା ଏକ ସ୍ୱତନ୍ତ୍ର ବିମାନ ଯୋଗେ ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିଛନ୍ତିl ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିଜେପି ରାଜ୍ୟ!-->…
ଯୌତୁକ ପାଇଁ ବୋହୂକୁ ହତ୍ୟା କରି ପୋଡ଼ି ଦେଲେ
ଯୌତୁକ ପାଇଁ ବୋହୂକୁ ତାର ଶ୍ୱଶୁର ଘର ଲୋକେ ହତ୍ୟା କରି ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି l ଏପରି ଅଭିଯୋଗ ଆସିଛି ନୟାଗଡ଼ ଜିଲ୍ଲା ଇଟାମାଟି ଗାଁରୁ। ମୃତ ମହିଳା ଜଣଙ୍କ ହେଲେ ଫିନା ପ୍ରଧାନ। ଏନେଇ ମହିଳାଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି।
ଅଭିଯୋଗ ଅନୁସାରେ,!-->!-->!-->…
ଫ୍ଲୋରେନ୍ସ ନାଇଟଆଞ୍ଜେଲ ପୁରସ୍କାର ପାଇଲେ ଓଡ଼ିଶାର ଦୁଇ ସ୍ୱାସ୍ଥ୍ୟକର୍ମୀ
ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ ସେବାରେ ଉଲ୍ଲେଖନୀୟ କାମ ପାଇଁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶର ୩୦ ଜଣ ସ୍ୱାସ୍ଥ୍ୟକର୍ମୀଙ୍କୁ ରାଷ୍ଟ୍ରପତି ଭବନରେ ସମ୍ବର୍ଦ୍ଧିତ କରିଛନ୍ତି | ମିଳିଥିବା ସୂଚନା ମୁତାବକ ୨୦୨୨ ଓ ୨୦୨୩ ପାଇଁ ଆଜି ଦେଶର ବଛାବଛା ସ୍ୱାସ୍ଥ୍ୟକର୍ମୀଙ୍କୁ ଫ୍ଲୋରେନ୍ସ!-->…
ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ
ନୟାଗଡ: ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ । ପ୍ରମାଣ ନଷ୍ଟ ପାଇଁ ତରବରିଆ ଭାବେ କରିଦେଲେ ଅନ୍ତିମ ସତ୍କାର। ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହେଲେ ପରିବାର । ନୟାଗଡ ଜିଲ୍ଲା ଇଟାମାଟି ଗାଁରେ ଏଭଳି ଆସିଛି ଅଭିଯୋଗ । ଅଭିଯୋଗ ଅନୁଯାୟୀ, ୨୦୧୫ ମସିହାରେ ଗାଁର ରକି ପ୍ରଧାନ ସେହି ଗାଁର ଫିନା!-->…
ଝଲସିବ ଶ୍ରୀମନ୍ଦିର ସିଂହଦ୍ୱାର, ଆରମ୍ଭ ହୋଇଛି ରୁପା ଛାଉଣୀ ପ୍ରକ୍ରିୟା
ପୁରୀ: ଝଲସିବ ଶ୍ରୀମନ୍ଦିର ସିଂହଦ୍ୱାର। ଆରମ୍ଭ ହୋଇଛି ରୁପା ଛାଉଣୀ ପ୍ରକ୍ରିୟା । ମୁମ୍ବାଇରୁ ଦୁଇ ଅଭିଜ୍ଞ କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ଷ୍ଟିଲ ଫ୍ରେମ୍ ଆସି ପହଞ୍ଚିଛି। ୫୦୦ କେଜି ଓଜନର ଷ୍ଟିଲ ଫ୍ରେମ୍ ସିଂହଦ୍ୱାରରେ ଲଗାଯିବ। ଗତକାଲି ରାତିରେ ଅବିକଳ ସିଂହଦ୍ୱାର ଲଗାଯାଇଛି।
!-->!-->!-->…
ମା’ ସହ ଝଗଡା ପରେ ବିଷ ପିଇ ଜୀବନ ହାରିଲା ଝିଅ
ଭଦ୍ରକ : ପାରିବାରିକ କଳହର କରୁଣ ପରିସ୍ଥିତି। ମା ଝିଅଙ୍କ ମଧ୍ୟରେ ଝଗଡା ପରେ ବିଷ ପିଇ ଆତ୍ମହତ୍ୟା କଲା ଝିଅ। ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ନଦୀ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା।
ଗତକାଲି ନଦୀଗାଁର ସହଦେଵ ଦାସଙ୍କ ସ୍ତ୍ରୀ ଓ ଝିଅ ମଧ୍ୟରେ ପାରିବାରିକ ଘଟଣାକୁ ନେଇ ଝଗଡା!-->!-->!-->…
ଆଜିଠୁ ଆଉ ତିନିଟି ଜିଲ୍ଲାରେ ଖୋଲିଲା ସ୍କୁଲ୍
ଭୁବନେଶ୍ୱର : ଆଜିଠୁ ଆଉ ତିନିଟି ଜିଲ୍ଲାରେ ଖୋଲିଲା ସ୍କୁଲ । ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ଆଜିଠୁ ସ୍କୁଲ ଖୋଲିଛି । ଏସବୁ ଜିଲ୍ଲାରେ ୨୪ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବ । ସକାଳ ୬ଟା ୩୦ରୁ ୧୦ଟା ଯାଏ ପାଠପଢା ହେଉଛି । ୨୬ ତାରିଖରୁ ନିୟମିତ ସମୟାନୁସାରେ!-->…
୫ଟି ଉପକ୍ରମରେ ବାହାନଗା ହାଇସ୍କୁଲର ପୁନଃନିର୍ମାଣ ହେବ; ୨.୪୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ବାଲେଶ୍ବର :ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି ।
ସୂଚନାଯୋଗ୍ୟ ଯେ ଗତ!-->!-->!-->…
କଣ୍ଠଶିଳ୍ପୀ ସୌରିନ ଭଟ୍ଟ ମାମଲା: କୋଲକାତାରୁ ଖାଲି ହାତରେ ଫେରିଲା କମିସନରେଟ୍ ପୁଲିସ
କଟକ: ଜଣାଶୁଣା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ କୋଲକାତାସ୍ଥିତ ଘରୁ ଖାଲି ହାତରେ ଫେରିଛି କମିସନରେଟ୍ ପୁଲିସ। ଗତ ବୁଧବାର ରାତିରେ ପୁଲିସ ଚଢ଼ଉ କରିଥିଲା। କିନ୍ତୁ ଘରେ ନ ଥିଲେ ସୌରିନ। ତାଙ୍କ ପରିବାର ଲୋକେ କହିଛନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ ଏବେ ଦିଲ୍ଲୀରେ। ଏଣେ ସେମାନେ ପୀଡ଼ିତା!-->…
ରାଜ୍ୟ ଆହାର ସୋସାଇଟିକୁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଟିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ସୂଚନାଯୋଗ୍ୟ ଯେ ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ!-->!-->!-->…