Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାଜ୍ୟରେ ହସ୍ପିଟାଲରେ ମାସ୍କ ବାଧ୍ୟତାମୂଳକ
ଭୁବନେଶ୍ବର: ରାଜ୍ୟରେ ହସ୍ପିଟାଲରେ ମାସ୍କ ବାଧ୍ୟତାମୂଳକ। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଆସିଛି ନିର୍ଦ୍ଦେଶନାମା। ସବୁ ସରକାରୀ ସ୍ୱାସ୍ଥ୍ୟ ଅନୁଷ୍ଠାନର କର୍ମଚୀରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି।
ସମସ୍ତ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀ ମାସ୍କ ପିନ୍ଧିବେ। କୋଭିଡ୍!-->!-->!-->…
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ ଜଣ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ ଜଣ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି।ଗତ ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୧୬୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁର ରେ ୭୧, କଟକ ୬୫,!-->…
ସନ୍ଦେହରେ ପି.ଏଲ.ଏଫ.ଆଇ. (ମାଓବାଦି) ଙ୍କ ଧମକପୂର୍ଣ୍ଣ ପୋଷ୍ଟର ଓ ଜେ.ସି.ବି.ରେ ନିଆଁ ଲଗାଇବା ଘଟଣା…!!
ସୁନ୍ଦରଗଡ଼/ନୂଆଗାଁ : (୨୫/୦୪/୨୦୨୩) ଓଡ଼ିଶା ଝାଡ଼ଖଣ୍ଡ ସୀମାନ୍ତ ସୁନ୍ଦରଗଡ଼ ଜିଲ୍ଲାରେ ଦୀର୍ଘ ଦିନ ପରେ ସରକାରଙ୍କ ବିକାଶ ମୂଳକ କାର୍ଯ୍ୟରେ ହସ୍ତକ୍ଷେପ ହୋଇଥିବା ଭଳି ଏକ ସମ୍ବେଦନଶୀଳ ଘଟଣା ଦେଖିବାକୁ ମିଳିଛି । ସୂଚନାଯୋଗ୍ୟ ଯେ, ନୂଆଗାଁ ବ୍ଳକ ଅନ୍ତର୍ଗତ ବାଁଉଶ ଝର ଗ୍ରାମର ଅନାତୀ!-->…
ଜାଲ ସାର୍ଟିଫିକେଟ ରାକେଟ ର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ…
ବ୍ରହ୍ମପୁର: ବ୍ରହ୍ମପୁର ପୋଲିସ ପକ୍ଷରୁ ଜାଲ ରାକେଟ ସାର୍ଟିଫିକେଟର ପର୍ଦ୍ଦାଫାଶ। ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତ ଗିରଫ। ଅଭିଯୁକ୍ତ ମାନଙ୍କ ମଧ୍ୟରେ ରହିଛନ୍ତି ବାପା ଓ ପୁଅ ।
୨୦୦ ଦଶମ ବୋର୍ଡର ଖାଲି ସାର୍ଟିଫିକେଟ, ଯୁକ୍ତ ଦୁଇର ଖାଲି ୧୭୦ ସାର୍ଟିଫିକେଟ, ପ୍ରିଣ୍ଟର,!-->!-->!-->…
୧୫ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର, ଆଉ ୧୦ବର୍ଷ ପାଇଁ ହକି ଦଳର ପ୍ରାୟୋଜକ ହେବ ଓଡ଼ିଶା
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ୧୫ଟି ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ। ଅନୁମୋଦନ ଲାଭ କରିଥିବା ପ୍ରସ୍ତାବ ମଧ୍ୟରେ ରହିଛି କଟକ ରିଂ ରୋଡକୁ ( ଖାନ ନଗରଠାରୁ ଲିଙ୍କ ରୋଡ ପର୍ଯ୍ୟନ୍ତ) ୬ ଲେନ ବିଶିଷ୍ଟ କରାଯିବ। ଏହି ପ୍ରକଳ୍ପ ୨୪ ମାସ ମଧ୍ୟରେ ଶେଷ କରାଯିବ ବୋଲି ଜଣାପଡ଼ିଛି।
ସେହିଭଳି!-->!-->!-->…
ଝାରସୁଗୁଡ଼ା ଉପନିର୍ବାଚନରେ ପ୍ରତିନ୍ଦ୍ବନ୍ଦ୍ବିତା କରିବେ ୯ ଜଣ ପ୍ରାର୍ଥୀ…
ଭୁବନେଶ୍ୱର: ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନରେ ୯ ଜଣ ପ୍ରାର୍ଥୀ ପ୍ରତିନ୍ଦ୍ବନ୍ଦ୍ବିତା କରିବେ। ଏଥିଲାଗି ସମୁଦାୟ ୧୦ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ | ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ଥିବାବେଳେ ଜଣେ ପ୍ରାର୍ଥୀ ପ୍ରାର୍ଥୀପତ୍ର!-->…
ଯିଏ ଆଇନଶୃଙ୍ଖଳା ଭାଙ୍ଗୁଛି, ତା’ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ହେବା ଉଚିତ: ବିଜେଡି
ଭୁବନେଶ୍ବର: ଝାରସୁଗୁଡ଼ାରେ ବିଜେପିର ସାମ୍ବାଦିକ ସମ୍ମିଳନୀ ନେଇ ବିଜେଡି ପକ୍ଷରୁ ପ୍ରତିକ୍ରିୟା ରଖିଛନ୍ତି ଶକ୍ତି ମନ୍ତ୍ରୀ ପ୍ରତାପ ଦେବ। ସେ କହିଛନ୍ତି, ସମ୍ବଲପୁର ହିଂସା ଇତିହାସ ହିଁ କହିବ ବିଜେପି ପ୍ରଶ୍ନର ଉତ୍ତର। ପ୍ରତ୍ୟେକ ରାମ ନବମୀ ଓ ହନୁମାନ ଜୟନ୍ତୀରେ କିଛି ନା କିଛି ସେଠି!-->…
ଗୃହ ଓ ନଗର ଉନ୍ନୟନ ବିଭାଗ ଆକାଉଣ୍ଟାଣ୍ଟ ପ୍ରିଲିମିନାରୀ ପରୀକ୍ଷା ବାତିଲ…
ଭୁବନେଶ୍ୱର: ପ୍ରଶ୍ନପତ୍ରରେ ବ୍ୟାପକ ତ୍ରୁଟି ପାଇଁ ବାତିଲ ହୋଇଛି ଆକାଉଣ୍ଟାଣ୍ଟ ପରୀକ୍ଷା | ମିଳିଥିବା ସୂଚନା ମୁତାବକ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ (ଓଏସ୍ଏସ୍ସି) ଦ୍ବାରା ଗତକାଲି ହୋଇଥିବା ଆକାଉଣ୍ଟାଣ୍ଟ ପରୀକ୍ଷାରେ ତ୍ରୁଟିପୂର୍ଣ୍ଣ ଓଡ଼ିଆ ଲେଖାଥିବା ପ୍ରଶ୍ନପତ୍ର ଆସିଥିଲା!-->…
ସେଣ୍ଟ୍ରାଲ ଫୋରେନସିକ ଲ୍ୟାବକୁ ଗଲା ଅର୍ଚ୍ଚନା ନାଗଙ୍କ ମୋବାଇଲ ଫୋନ୍
ଭୁବନେଶ୍ବର: CFSLକୁ ଗଲା ଅର୍ଚ୍ଚନା ନାଗଙ୍କ ମୋବାଇଲ ଫୋନ୍ । ସେଣ୍ଟ୍ରାଲ ଫୋରେନସିକ ଲ୍ୟାବକୁ ଗଲା ଅର୍ଚ୍ଚନା ନାଗଙ୍କ ମୋବାଇଲ ଫୋନ୍ । ଅର୍ଚ୍ଚନା ଓ ସ୍ୱାମୀ ଜଗବନ୍ଧୁଙ୍କ ୩ଟି ଫୋନକୁ CFSLକୁ ପଠାଗଲା । ଅର୍ଚ୍ଚନାଙ୍କ ଓପୋ ଓ ସାମସଙ୍ଗ ଫୋଲଡେଡ଼ ମୋବାଇଲ ଓ ଜଗବନ୍ଧୁ ଙ୍କ ଆପଲ ଇ ଫୋନ୍କୁ!-->…
ଆପାର୍ଟମେଣ୍ଟର ୮ ମହଲାରୁ ଡେଇଁ ଆଇନ ଛାତ୍ରଙ୍କ ମୃତ୍ୟୁ
ଭୁବନେଶ୍ୱର: ଭୁବନେଶ୍ୱର ଚନ୍ଦ୍ରମା ଆପାର୍ଟମେଣ୍ଟରୁ ପଡ଼ି ଆଇନ ଛାତ୍ରଙ୍କ ମୃତ୍ୟୁକୁ ନେଇ ବଢୁଛି ରହସ୍ୟ । ଖସି ପଡ଼ିଲେ ନା ଆତ୍ମହତ୍ୟା ? କେମିତି ଓ କେଉଁ ପରିସ୍ଥିତିରେ ଅନିରାଜ ଟୁଡୁଙ୍କର ମୃତ୍ୟୁ ହେଲା ? ତନାଘନା ତଦନ୍ତ କରୁଛି ଖାରବେଳନଗର ଥାନା ପୋଲିସ । ଆଜି ପରିବାର ଲୋକଙ୍କ!-->…