Browsing Category

ଓଡିଶା

ବିଜେବି କଲେଜରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ୪ ଗିରଫ

ଭୁବନେଶ୍ବର: ବିଜେବି କଲେଜ କ୍ୟାମ୍ପସରେ ଆତଙ୍କରାଜ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୁଲିସ। ସମସ୍ତ ୪ ଅଭିଯୁକ୍ତ ଅଣଛାତ୍ର ବୋଲି ଜଣାପଡ଼ିଛି। ଅଭିଯୁକ୍ତମାନେ ସବୁଦିନ କ୍ୟାମ୍ପସ ଭିତରେ କ୍ରିକେଟ୍‌ ଖେଳନ୍ତି। ସେମାନଙ୍କଠାରୁ ଆକ୍ରମଣରେ ବ୍ୟବହୃତ କ୍ରିକେଟ ଷ୍ଟମ୍ପ, ଛୁରୀ,

ପୁରୀରୁ ୫ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ପୁରୀ: ପୁରୀର ଦୁର୍ଦ୍ଦାନ୍ତ ଅପରାଧୀ ମନୁଆ ଓରଫ ମନୋରଞ୍ଜନ ମହାନ୍ତି (୩୮) ଓ ତାର ଗ୍ୟାଙ୍ଗକୁ ଧରିବାରେ ପୁଲିସ ସଫଳ ହୋଇଛି। ମନୁଆ ନାଁରେ ୧୮ଟି ଅପରାଧିକ ମାମଲା ରହିଛି। ମନୁଆ ବ୍ୟତୀତ ସୌମ୍ୟରଂଜନ ଆଚାର୍ଯ୍ୟ ଓରଫ ରାଜା (୩୨), ମିଲନ୍ ମିଶ୍ର (୩୫), ଦୀପକ ସୁଆର ଓରଫ ଦିପୁନା ,ଦିପୁ ଏବଂ ନିଲୁ

ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ ଉଦଘାଟିତ

ଭୁବନେଶ୍ବର: ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦଘାଟନ କରିଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପବିତ୍ର ଅକ୍ଷୟ ତୃତୀୟ ଅବସରରେ ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦଘାଟିତ ହୋଇଛି। ୟୁନିଟ ୬ସ୍ଥିତ ସେହି ପୁରୁଣା ଜାଗାରେ ହିଁ ନିର୍ମାଣ ହୋଇଛି

ଅର୍ଚ୍ଚନା ନାଗ ମନି ଲଣ୍ଡରିଂ ମାମଲା: ଶ୍ରଦ୍ଧାଞ୍ଜଳିଙ୍କ ଆବେଦନର ପୁନଶ୍ଚ ଶୁଣାଣି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର :ଅର୍ଚ୍ଚନା ନାଗ ମନି ଲଣ୍ଡରିଂ ମାମଲାରେ ଶ୍ରଦ୍ଧାଞ୍ଜଳିଙ୍କ ମାମଲାର ହେବ ପୁନଃ ଶୁଣାଣି। ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳିଙ୍କ ଆବେଦନର ପୁନଶ୍ଚ ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଇଡି ମାମଲାରେ ବ୍ୟକ୍ତିଗତ ହାଜର ନ ହେବାକୁ କରିଥିଲେ ଆବେଦନ। ଏଭଳି ଆବେଦନକୁ

ଓୟୁଏଟି କୃଷି ଫାର୍ମରେ ଭୂମିପୂଜା ଓ ଅଖିମୁଠି ଅନୁକୁଳ କଲେ ମୁଖ୍ୟମନ୍ତ୍ରୀ, ଚାଷୀ ଭାଇଙ୍କୁ ଜଣାଇଲେ ଶୁଭେଚ୍ଛା…

ଭୁବନେଶ୍ବର: ଆଜି ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ଭୂମିପୂଜା ଓ ଅଖିମୁଠି ଅନୁକୁଳ କରିଛନ୍ତି ମୁଖ୍ୟମନ୍ତ୍ରୀ । ଓୟୁଏଟି ଶୈକ୍ଷିକ କୃଷି ଫାର୍ମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଖିମୁଠି ଅନୁକୁଳ କରିଛନ୍ତି । କାର୍ଯ୍ୟକ୍ରମରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କୃଷି

ଲୋକସେବା ଭବନ ପରିସରରେ ମିଲେଟ୍‌ ଶକ୍ତି କାଫେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ବର: ଲୋକସଭା ଭବନ ପରିସରରେ ମିଲେଟ୍‌ ଶକ୍ତି କାଫେ ଓ କୃଷି ସମୀକ୍ଷା କେନ୍ଦ୍ର ଉଦଘାଟିତ । ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି । ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶାରେ ଏହିପରି ଏକ କୃଷି ସମୀକ୍ଷାକେନ୍ଦ୍ର ପ୍ରତିଷ୍ଠା କରାଯାଇଛି

ବଜ୍ରାଘାତରେ ୫ ଟି ପରିବାରର ୬ ବଖରା ଘର ଜଳି ପୋଡି ପାଉଁଶ

ଭଦ୍ରକ: ବଜ୍ରାଘାତରେ ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ବିଳମ୍ବିତ ରାତିରେ ଅଘଟଣ । ୫ ଟି ପରିବାରର ୬ ବଖରା ଘର ଜଳି ପୋଡି ପାଉଁଶ ହୋଇଛି । ଭଦ୍ରକ ଜିଲ୍ଲା ତିହିଡି ଥାନା ତଳ ଗୋପବିନ୍ଧା ପଂଚାୟତର କଷଟି ଗ୍ରାମରେ ବଜ୍ରପାତ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ପୋଡି ନଷ୍ଟ ହୋଇଛି

ସମ୍ବଲପୁରରେ ଇଣ୍ଟରନେଟ୍‌ ସେବା ସ୍ୱାଭାବିକ

ସମ୍ବଲପୁର: ସମ୍ବଲପୁରରେ ଇଣ୍ଟରନେଟ୍‌ ସେବା ସ୍ୱାଭାବିକ । ୧୦ ଦିନ ପରେ ଜିଲ୍ଲାରେ ଇଣ୍ଟରନେଟ୍‌ ସେବା ସ୍ୱାଭାବିକ ହୋଇଛି । ସକାଳ ୬ଟାରେ ଆରମ୍ଭ ହୋଇଛି ଇଣ୍ଟରନେଟ୍‌ ସେବା । ହ୍ଵାଟସଆପ୍‌, ଟୁଇଟର୍‌, ଫେସବୁକ, ଇନଷ୍ଟାଗ୍ରାମ୍‌ ସଚଳ ହୋଇଛି । ସମସ୍ତ ମୋବାଇଲ୍‌ ସେବା ପ୍ରଦାନକାରୀଙ୍କ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୦୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୦୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ୬୬୧୬ଟି ନମୁନା ପରୀକ୍ଷା ହୋଇଥିବା ବେଳେ ସେଥରୁ ୫୦୨ଟି ପଜିଟିଭ ଆସିଛି। ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୨୬କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ଆଉ ୨୭୩ ଜଣ

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜସିଟ ଦାଖଲ କଲା ଭିଜିଲାନ୍ସ

ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ୩ ହଜାର ପୃଷ୍ଠାର ଚାର୍ଜସିଟ ଦାଖଲ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଚାର୍ଜସିଟ୍ ଦାଖଲ କରାଯାଇଥିବା ଜଣାଯାଇଛି। ଏହି ଚାର୍ଜସିଟରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପାଖରେ ୯ କୋଟି ୧୮ ଲକ୍ଷ