Browsing Category

ଓଡିଶା

ଭୁବନେଶ୍ୱରର ବିମାନ ବନ୍ଦରରେ ସହିଦ ଦେବାଶିଷଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର, ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ

ଭୁବନେଶ୍ୱର: ଦେଶ ପାଇଁ ଲଢ଼ିବାକୁ ଯାଇଥିଲେ । ସହିଦ ହୋଇ ଫେରିଲେ । ଏବେ ଜନ୍ମମାଟି ଅଭିମୁଖେ ସହିଦ ଦେବାଶିଷଙ୍କ ପାର୍ଥିବ ଶରୀର । ଭୁବନେଶ୍ୱରର ବିମାନ ବନ୍ଦରରେ ମର ଶରୀର ପହଞ୍ଚିବା ପରେ ସହିଦ ଦେବାଶିଷଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର । ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଜ୍ୟପାଳ

ଯୁବକଙ୍କୁ ବୀଭତ୍ସ ହତ୍ୟା: ଗାଁ ପଡିଆ ନିକଟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର

ଅନୁଗୁଳ: ଅନୁଗୁଳ ସହର ହୁଲୁରିସିଂହାରେ ଜଣେ ଯୁବକକୁ ବୀଭତ୍ସ ହତ୍ୟା କରାଯାଇଛି। ମୃତ ଯୁବକ ହୁଲୁରିସିଂହାର ଅଭିରାମ ବେହେରାଙ୍କ ପୁଅ ପ୍ରକାଶ ବେହେରା ବୋଲି ଜଣାପଡିଛି। କେଉଁ କାରଣରୁ ହତ୍ୟା କରାଯାଇଛି ତାର କାରଣ ଅସ୍ପଷ୍ଟ ରହିଛି । ଟାଉନ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ

ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା, ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଓ ରଥ ନିର୍ମାଣ କାର୍ଯ୍ୟ

ପୁରୀ : ଆଉ ମାତ୍ର ଗୋଟିଏ ଦିନ ପରେ ପବିତ୍ର ଅକ୍ଷୟ ତୃତୀୟା। ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବା ସହ ୨୧ ଦିନ ବ୍ଯାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ।ଏଥିପାଇଁ ସଜେଇ ହୋଇଛି ନରେନ୍ଦ୍ର ପୁଷ୍କରିଣୀ। ନନ୍ଦା ଓ ଭଦ୍ରା ଚାପର ମରାମତି ସହ ରଙ୍ଗ କାର୍ଯ୍ଯ

ଟ୍ରେନ୍ ଟଏଲେଟରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ଘଟଣା : ବେକରେ କ୍ଷତ ଚି଼ହ୍ନ ଥିବା ନେଇ ପୋଲିସ କଲା ବଡ଼ ଖୁଲାସା

ଭୁବନେଶ୍ୱର: ସତ୍ୟନଗର କୋଚିଂ ୟାର୍ଡ଼ରେ ଧାନବାଦ ଏକ୍ସପ୍ରେସର ଟଏଲେଟରୁ ମହିଳାଙ୍କ ମୃତଦେହ ମିଳିବା ଘଟଣା। Grp ପୋଲିସକୁ ମିଳିଛି ମୃତ ମହିଳାଙ୍କ ପ୍ରାଥମିକ ପୋଷ୍ଟମର୍ଟମ ରିପୋର୍ଟ। ମୃତ ମହିଳାଙ୍କ ବେକକୁ କୌଣସି ଏକ ମୁନିଆ ଜିନିଷରେ ଆଘାତ କରାଯାଇଥିବା ଅନୁମାନ କରାଯାଉଛି । ମହିଳାଙ୍କ

ବାଳକକୁ ହତ୍ୟା ଅଭିଯୋଗ, ଗାଁ ପୋଖରୀରୁ ମିଳିଲା ମୃତଦେହ

ଭଞ୍ଜନଗର : ୧୨ ବର୍ଷର ବାଳକକୁ ହତ୍ୟା ଅଭିଯୋଗ । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଲାଡି ପଞ୍ଚାୟତର କାଦପଡା ଗାଁ ନିକଟରେ ଘଟିଛି ଏଭଳି ଘଟଣା । ମୃତକ ଜଣକ କାଦପଡା ଗାଁ ର ଶିବରାମ ପଣ୍ଡାଙ୍କ ନାବାଳକ ପୁଅ । ଶନିବାର ଦିନ ଟିଉସନ୍‌ କୁ ଯାଇ ଘରକୁ ନଫେରିବାରୁ , ପରିବାର

ଆଜି ଇଦ-ଉଲ-ଫିତର

କଟକ: ଆଜି ଇଦ-ଉଲ-ଫିତର । ଶେଷ ହୋଇଛି ପବିତ୍ର ରମଜାନ ମାସ । ଆଜି ଇଦ ପାଳନ ନେଇ ଘୋଷଣା କରିଛି କଟକ ଚାନ୍ଦ କମିଟି । ଶୁକ୍ରବାର ସନ୍ଧ୍ୟାରେ ଚନ୍ଦ୍ର ଦର୍ଶନ ହେବା ପରେ ଆଜି ଇଦ୍‌ ପାଳନ କରିବାକୁ କଟକ ଦେଓ୍ଵାନ ବଜାର ଠାରେ ବସିଥିବା ଚାନ୍ଦ କମିଟି ନିଷ୍ପତି ଗ୍ରହଣ କରିଛି । ଭାଇଚାରର

ପରିସ୍ରା ବାହାନାରେ କୋର୍ଟରୁ ସରପଞ୍ଚଙ୍କ ଫେରାର ଉଦ୍ୟମ

ବଲାଙ୍ଗୀର : ଚାନ୍ଦା ମାଗିବା ଅଭିଯୋଗରେ ଗିରଫ ହୋଇଥିବା ସରପଞ୍ଚଙ୍କ ପୋଲିସ ହେପାଜତରୁ ଫେରାର ଉଦ୍ୟମ । ପୁଣି ତାଙ୍କ ନାମରେ ରୁଜୁ ହେଲା ଆଉ ଏକ ମାମଲା । କୋର୍ଟରେ ହାଜର ହେବା ପରେ ତାଙ୍କର ଜାମିନ ନାମଞ୍ଜୁର ହୋଇଥିଲା ଏହାପରେ କୋର୍ଟରୁ ଫେରାର ଉଦ୍ୟମ କରିଥିଲେ । ହେଲେ ମାଡ଼ିବସିଲା

ଭାରସାମ୍ୟ ହରାଇ ମାଣିକପୁର ଘାଟିରେ ଓଲଟିଲା ଅଟୋ, ୨ ମୃତ ଓ ୮ ଆହତ

ଗଜପତି: ଅଟୋ ଓଲଟି ୨ ମୃତ, ୮ ଆହତ । ଗଜପତି କେରେଡାଙ୍ଗରୁ ନୂଆଁଗଡ ଫେରୁଥିବା ବେଳେ ଅଟୋ ଦୁର୍ଘଟଣା ଗ୍ରସ୍ତ ହୋଇଛି। ପାଇକ ଅନ୍ତରଡା ନିକଟସ୍ଥ ମାଣିକପୁର ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ । ମୃତକଙ୍କ ମଧ୍ୟରେ ଜଣେ ମହିଳା, ଜଣେ ପୁରୁଷ ଥିବା ସୂଚନା ରହିଛି। ସମସ୍ତ ଆହତଙ୍କୁ

ଟୁଇନ୍‌ ସିଟି ସହ ୧୫ ଜିଲାକୁ ୱେଲୋ ୱାର୍ନିଂ

ଭୁବନେଶ୍ବର: ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ସତର୍କତା ଜାରିହୋଇଛି। ଟୁଇନ୍‌ ସିଟି ସହ ୧୫ ଜିଲାକୁ ୱେଲୋ ୱାର୍ନିଂ ଜାରି କରାଯାଇଛି। ଏ ସବୁ ଜିଲାଗୁଡ଼ିକ ହେଲା ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ବୌଦ୍ଧ, ଅନୁଗୋଳ,

ସମ୍ବଲପୁର: ଆରମ୍ଭ ହେଲା ୨୪ଘଣ୍ଟିଆ ଲିଜ୍ ଲାଇନ ଓ ବ୍ରଡବ୍ୟାଣ୍ଡ ଇଣ୍ଟରନେଟ ସେବା

ସମ୍ବଲପୁର: ସମ୍ବଲପୁରରେ ଗତ ୧୩ ତାରିଖ ସକାଳ ୧୦ଟାରୁ ବନ୍ଦ ଥିବା ଇଣ୍ଟରନେଟ ସେବାକୁ ଜିଲାରେ ଲିଜ ଲାଇନ ଓ ବ୍ରଡବ୍ୟାଣ୍ଡ କନେକ୍ସନ ଜରିଆରେ ନିୟମିତ କରାଯାଇଛି। ତେବେ ଅପପ୍ରଚାର, ଗୁଜବ, ଧାର୍ମିକ ହିଂସାକୁ ପ୍ରୋତ୍ସାହନ ଆଦିର ଆଶଙ୍କା ଏବେ ମଧ୍ୟ ଲାଗି ରହିଥିବାରୁ ସରକାରଙ୍କ ତରଫରୁ ଜିଲାରେ