Browsing Category

ଓଡିଶା

ଗାଁ ସୀମାକୁ ନେଇ ଗୋଷ୍ଠୀ ସଂଘର୍ଷ, ଦୁଇଟି କାର ଓ ବାଇକ୍‌ରେ ନିଆଁ ଲଗାଇ ଦେଲେ ଦୁଇ ଉତ୍ତେଜନାକାରୀ

ଆନନ୍ଦପୁର: ସୀମା ବିବାଦକୁ କେନ୍ଦ୍ର କରି ଦୁଇ ଗାଁରେ ଗଣ୍ଡଗୋଳ। ଆନନ୍ଦପୁର ଭଦ୍ରକ ରାସ୍ତାର ଓରାଳି ଛକରେ ସୀମା ବିବାଦକୁ ନେଇ ସଂଘର୍ଷ ଘଟିଛି। ଏଥିରେ ୧୦ରୁ ଉର୍ଦ୍ଧ୍ୱ ଆହତ ହୋଇଥିବାବେଳେ ଦୋକାନ, ଦୁଇଟି କାର ଓ ବାଇକ୍‌ରେ ନିଆଁ ଲଗାଇ ଦେଇଛନ୍ତି । କେନ୍ଦୁଝର ଜିଲ୍ଲା ଆନନ୍ଦପୁର-ଭଦ୍ରକ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୧୪ ଦେଶର ପ୍ରତିନିଧି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ୧୪ଟି ଦେଶର ମନ୍ତ୍ରୀ, ସାଂସଦ, ନୀତି ପରାମର୍ଶଦାତା ଓ କୂଟନୀତିଜ୍ଞ। ଲୋକସେବା ଭବନର କନଭେନସନ ସେଣ୍ଟରରେ ସାକ୍ଷାତ ଆଲୋଚନା ହୋଇଥିଲା। ଅତିଥିଙ୍କୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଭାରତ ସାର୍ବଭୌମ ଗଣତନ୍ତ୍ର ରାଷ୍ଟ୍ର। ୭୫

ଅଡ଼ୁଆ ସୂତା ରେ ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ନିଯୁକ୍ତି ନାମରେ ଠକେଇ ମାମଲା…

ସୁନ୍ଦରଗଡ଼ ଜିଲ୍ଲା ପ୍ରତିନିଧି ସୁନ୍ଦରଗଡ଼/୧୬/୦୪/୨୩: ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ନିଯୁକ୍ତି ନାମରେ ଠକେଇ ମାମଲାରେ ଟାଉନ ଥାନା ପୁଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ଯରେ ମେଡିକାଲ କର୍ମଚାରୀ କାଲୋବାହାଲର ଚୈତନ୍ଯ ତନ୍ତୀ, ମାମଲାର

ଅବକାରୀ ବିଭାଗର ବାର୍ଷିକ ସମୀକ୍ଷା :କଠୋର କାର୍ଯ୍ୟାନୁଷ୍ଠାନ ଯୋଗୁଁ ୬୧ହଜାରରୁ ଅଧିକ ମାମଲା ରୁଜୁ ଓ ୪୯ହଜାରରୁ ଅଧିକ…

ଝାରସୁଗୁଡା ଓ ଏହାର ଆଖପାଖରେ ନିୟମିତ ଚଢଉ ପାଇଁ ଅବାକରୀ କମିଶନରଙ୍କ ନିର୍ଦ୍ଦେଶ ଭୁବନେଶ୍ୱର, ୧୬/୦୪ : ଅବକାରୀ ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ ଯୋଗୁଁ ୨୦୨୨-୨୩ ବର୍ଷରେ ରାଜ୍ୟରେ ବେଆଇନ୍‍ ନିଶା କାରବାର ଅଭିଯୋଗରେ ୬୧ହଜାରରୁ ଅଧିକ ମାମଲା ରୁଜୁ ହୋଇଥିବାବେଳେ ୪୯ ହଜାରରୁ ଅଧିକ ଲୋକ

ପ୍ରସିଦ୍ଧ ଗାୟକ ମଣ୍ଟୁ ଛୁରିଆ ନାମରେ କୋରାପୁଟିଆ “ଝିଲକି ଝିପା ନନୀ” ପ୍ରସିଦ୍ଧ ଗୀତ ଚୋରି ଅଭିଯୋଗ…

ମାଲକାନଗିରି : ମାଲକାନଗିରି ଜିଲ୍ଲାର ଗଣପର୍ବ ମାଲ୍ୟବନ୍ତ ମହୋତ୍ସବ ସମୟରେ "ଆମର ଜିଲ୍ଲା ମାଲକାନଗିରି, ମାଲ୍ୟବନ୍ତ ଗିରି " ଗୀତ ଲେଖି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲେ ଜିଲ୍ଲାର ହାଡୁ ତଳିଆ । ଏହାସହ ଅନେକ ଗୀତକୁ ନିଜ କଳା ମାଧ୍ୟମରେ ଲେଖିଛନ୍ତି ହାଡୁ । ତେବେ ବର୍ତ୍ତମାନ

ଉତ୍କଳ ବିଶ୍ବବିଦ୍ୟାଳୟରେ ସମ୍ପୂର୍ଣ୍ଣ ସ୍ବୟଂଚାଳିତ ପରିଜା ପାଠାଗାର ଓ ଡିଜିଟାଲ ପାଠାଗାର ଉଦ୍ଘାଟିତ…

ଭୁବନେଶ୍ୱର: ସମ୍ପୂର୍ଣ୍ଣ ସ୍ବୟଂଚାଳିତ ପରିଜା ପାଠାଗାର ସହ ଡିଜିଟାଲ ପାଠାଗାରକୁ ଆଜି ପରିଜା ପାଠାଗାର ଇତିହାସରେ ଏକ ମାଇଲଖୁଣ୍ଟ ବୋଲି କୁହାଯାଇପାରେ। କୁଳପତି ପ୍ରଫେସର ସବିତା ଆଚାର୍ୟ୍ୟ ସମ୍ପୂର୍ଣ୍ଣ ସ୍ବୟଂଚାଳିତ ପରିଜା ପାଠାଗାରକୁ ଉଦ୍ଘାଟନ କରିଥିଲେ। ଏହି ପାଠାଗାରରେ ବର୍ତମାନ ଆର.

ଓଡ଼ିଶା ବିଧାନସଭା ପରିଦର୍ଶନ କଲେ ଭାରତ ଗସ୍ତରେ ଆସିଥିବା ୮ଟି ଦେଶର ପ୍ରତିନିଧି…

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ପରିଦର୍ଶନ କରିଛନ୍ତି ଭାରତ ଗସ୍ତରେ ଆସିଥିବା ୮ଟି ଦେଶର ପ୍ରତିନିଧୀ । ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ସମ୍ପର୍କରେ ଅଧିକ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ପ୍ରତିନିଧୀମାନେ ବିଧାନସଭା ବୁଲି ଦେଖିଛନ୍ତି । ଓଡ଼ିଶାରେ ଗଣତାନ୍ତ୍ରିକ ପରମ୍ପରା

ଉପନିର୍ବାଚନ ପାଇଁ ବିଜେଡି ସୁପ୍ରିମୋଙ୍କ ଠାରୁ ଦଳୀୟ ଟିକେଟ ନେଲେ ଦୀପାଳି

ଭୁବନେଶ୍ୱର : ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନବୀନ ନିବାସରୁ ଟିକେଟ ନେଇ ଫେରିବା ପରେ ଦୀପାଳିଙ୍କ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ମୁଁ ମୁଖ୍ୟମନ୍ତ୍ରୀଙ୍କ ଆର୍ଶୀବାଦ ନେଇଛି । ବିଜୟ ନେଇ ମୁଁ ସମ୍ପୂର୍ଣ୍ଣ ଆଶାବାଦୀ । ଯେଉଁମାନେ

ହନୁମାନ ଜୟନ୍ତୀରେ ଟେକା ମାଡ଼କୁ ଓଡ଼ିଶାବାସୀ ବରଦାସ୍ତ କରିବେନି : ଗିରିରାଜ

ଭୁବନେଶ୍ୱର : ଓଡ଼ିଶା ଏକ ଶାନ୍ତିପ୍ରିୟ ଓ ସଂସ୍କୃତିସମ୍ପନ୍ନ ରାଜ୍ୟ। ମାତ୍ର ଏଠାରେ କଠୋରପନ୍ଥୀ ମୁଣ୍ଡ ଟେକୁଛନ୍ତି। ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ଟେକାମାଡ଼ ହୋଇଛି। ଏହାକୁ ଓଡ଼ିଶାବାସୀ ବରଦାସ୍ତ କରିବେ ନାହିଁ କି ଦେଶ ଗ୍ରହଣ କରିବ ନାହିଁ ବୋଲି କେନ୍ଦ୍ର ଗ୍ରାମ୍ୟ

ସମ୍ବଲପୁର ହିଂସାକୁ ନେଇ ଡିଜିପିଙ୍କ ସୂଚନା : ଗଣ୍ଡଗୋଳକାରୀଙ୍କ ବିରୁଦ୍ଧରେ ନିଆ ଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର: ସମ୍ବଲପୁରରେ ଶାନ୍ତି ଫେରାଇ ଆଣିବା ପାଇଁ ସବୁ ଉଦ୍ୟମ ହୋଇଛି । ଉତ୍ତେଜନାକୁ ଦୃଷ୍ଟିରେ ରଖି ଅଧିକ ଫୋର୍ସ ମୁତୟନ ହୋଇଛନ୍ତି । ଏହି ସୂଚନା ଦେଇଛନ୍ତି ପୋଲିସ ଡିଜି ସୁନୀଲ ବଂଶଲ । ସମ୍ବଲପୁରରେ କିଛି ଅପ୍ରିୟ ଘଟଣା ଘଟିଛି । ଗ୍ରାଉଣ୍ଡରେ ସିନିୟର ଅଫିସର ଅଛନ୍ତି ।