Browsing Category

ଓଡିଶା

ଓଡିଆ ନବବର୍ଷର ଅବସରରେ ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ : ପବିତ୍ର ହନୁମାନ ଜୟନ୍ତୀ ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା । ବାଲୁକା କଳା ମାଧ୍ୟମରେ ସମସ୍ତଙ୍କୁ ଓଡ଼ିଆ ନବବର୍ଷ ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଏହି ବାଲୁକା କଳା ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ ଲାଗିଛି ।

ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡିଆ ନବବର୍ଷ । ଓଡିଆ ମାନେ ନିଜ ନିଜ ଘରେ ରହି ପଣା ସଂକ୍ରାନ୍ତି କରିବା ସହିତ ଚଉରା ତୂଳସୀ ଉପରେ ପାଣି ଘଡି ବସାଇଛନ୍ତି । ତେବେ ମହା ବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ

ଓଡ଼ିଆ ଘରର ନୂଆବର୍ଷ : ପଣା ସଂକ୍ରାନ୍ତି…

ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି

ନିୟମିତ ହେବେ ୧୮ ହଜାରରୁ ଊର୍ଦ୍ଧ୍ବ ଚୁକ୍ତିଭିତ୍ତିକ ଶିକ୍ଷକ…

ଭୁବନେଶ୍ବର: ରାଜ୍ୟରେ ଚୁକ୍ତିଭିତ୍ତିକ ଶିକ୍ଷକ ନିୟମିତ ହେବେ। ଏନେଇ ଗୁରୁବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ପରେ  ୧୮ ହଜାରରୁ ଅଧିକ ଚୁକ୍ତି ଭିତ୍ତିକ ଶିକ୍ଷକ ଉପକୃତ ହେବେ। ଏମାନେ ନିୟମିତ ହେବା ଦାବିରେ ୧୩ ଦିନ

‘ହରିଶ୍ଚନ୍ଦ୍ର ସହାୟତା’ ରାଶି ବଢ଼ାଇଲେ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ସହାୟତାକୁ ଗ୍ରାମାଞ୍ଚଳ ପାଇଁ ୨ ହଜାରରୁ ୩ ହଜାର ଟଙ୍କା ବୃଦ୍ଧି କରାଯାଇଥିଲା ବେଳେ ସହରାଞ୍ଚଳ ଓ ପୁରୀ ସ୍ୱର୍ଗଦ୍ବାର ପାଇଁ ୩ ହଜାରରୁ ୪ ହଜାର ଟଙ୍କାକୁ

୪୦ ଡିଗ୍ରୀ ଉପରେ ୨୫ ସହର

ଭୁବନେଶ୍ୱର : ଜଳୁଛି ଓଡ଼ିଶା। ଆଜି ରାଜ୍ୟର ୨୫ ସହରର ଦିନର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଛି। ସବୁଠାରୁ ଉତ୍ତପ୍ତ ସହର ପାଲଟିଛି ବାରିପଦା। ଏଠାରେ ଆଜି ସର୍ବୋଚ୍ଚ ତାପମାତ୍ରା ୪୩.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି। ସେହିପରି କଟକରେ ୪୧.୪ ଡ଼ିଗ୍ରୀ ଓ ଭୁବନେଶ୍ୱରରେ

ଗ୍ରୀଷ୍ମ ପ୍ରବାହର ମୁକାବିଲା ଓ ପଦକ୍ଷେପ ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ବିଭିନ୍ନ ବିଭାଗ ସହ ଏକ ସମୀକ୍ଷା ବୈଠକ କରିଛନ୍ତି । ବୈଠକରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ କ୍ଷେତ୍ରୀୟ ସ୍ତରରେ ବ୍ୟାପକ ବ୍ୟବସ୍ଥା କରିବା ପାଇଁ ନିଷ୍ପତ୍ତି

ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ୭୫ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଗୌରବମୟ ଅତୀତ ଓ ବର୍ତ୍ତମାନକୁ ଏକତି୍ରତ କରି ଭୁବନେଶ୍ୱରର ପ୍ରାଚୀନ ଐତିହ୍ୟ, ପ୍ରତିଷ୍ଠା, କ୍ରମବିକାଶ ଓ ସମୃଦ୍ଧିର ବାର୍ତ୍ତାବହନ କରିଛି। ମନ୍ଦିରମାଳିନୀ ଭୁବନେଶ୍ୱର ଆଜି

ଆଜି ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡାର ତାପମାତ୍ରା ୪୧.୪ ଡ଼ିଗ୍ରୀ ସେଲସିୟସ ରେକର୍ଡ

ଭୁବନେଶ୍ୱର : ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ରାଜଧାନୀରେ କିଛି ଦିନ ହେବ ଅନୁଭବ ହେଉଛି ପ୍ରବଳ ତାତି। ଆଜି  ଦିନ ୨ ଟା ୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ

ସେମିଳିଗୁଡ଼ାରେ ଡଙ୍ଗା ବୁଡ଼ି ୩ ମହିଳାଙ୍କ ସମେତ ୪ ମୃତ

କୋରାପୁଟ :କୋରାପୁଟ ଜିଲ୍ଲା ସେମିଳିଗୁଡ଼ା ଥାନା ପୋଡ଼ାଗଡ଼ ଘାଟ ନିକଟରେ ନଦୀରେ ବୁଡ଼ି ଗଲା ଦେଶୀ ଡଙ୍ଗା। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୪ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ୪ ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଥିବା ରାଜପୁଟ ସରପଞ୍ଚ ପୀତାମ୍ବର କର୍ସାନୀ ସୂଚନା