Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଏ ବର୍ଷ ହେବନି ପାୱାରକଟ : ଶକ୍ତି ମନ୍ତ୍ରୀ
ଭୁବନେଶ୍ବର: ଖରା ଦିନ ଆସିଲେ ଲୋକଙ୍କୁ ପାୱାର୍ କଟ୍ର ଚିନ୍ତା ଘାରେ। ପ୍ରଚଣ୍ଡ ଗରମରେ ବିନା କରେଣ୍ଟ୍ରେ ରହିବା ଅସମ୍ଭବ ମନେ ହେଉଥିବା ବେଳେ ଏବେ ଆସିଥିବା ଖବରଟି ଆପଣଙ୍କୁ ଆଶ୍ବସ୍ତ କରିବ। ଲୋକଙ୍କୁ ଆଶ୍ବାସନା ଦେଇ ଏବର୍ଷ ରାଜ୍ୟରେ ପାୱାର କଟ୍ ହେବନି ବୋଲି ଶକ୍ତି ମନ୍ତ୍ରୀ!-->…
ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ସ୍ଥାୟୀ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ: ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କ ପାଇଁ ଖୁସି ଖବର। ବିଭିନ୍ନ ତହସିଲରେ କାର୍ଯ୍ୟରତ ୬୦୦ ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ସ୍ଥାୟୀ କରିବାକୁ ଓଡିଶା ହାଇକୋର୍ଟ ଆଜି ନିର୍ଦ୍ଦେଶ ଦେଇଛନ୍ତି। ୩ ମାସ ମଧ୍ୟରେ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାରଙ୍କୁ କୋର୍ଟ ନିର୍ଦ୍ଦେଶ!-->…
ବେଦାନ୍ତ ଫେକର କମ୍ପାନି ଆଗରେ ୧୪୪ ଧାରା ଲାଗୁ , ମୁମ୍ବାଇ ଏୟାରଲିଫ୍ଟ ହେଲେ ୨ ଗୁରୁତର ଶ୍ରମିକ
ଭଦ୍ରକ ଜିଲ୍ଲା ରାନ୍ଦିଆସ୍ଥିତ ବେଦାନ୍ତ ଫେକର କମ୍ପାନିରେ ଗତକାଲି ଘଟିଥିବା ଏକ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଏହି ଦୁର୍ଘଟଣାରେ ୨ ଜଣ ଶ୍ରମିକ ଗୁରୁତର ହୋଇ ପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା ନିମନ୍ତେ ଏୟାରଲିଫ୍ଟ କରାଯାଇ ମୁମ୍ବାଇ ସ୍ଥାନାନ୍ତର!-->…
ନୟାପଲ୍ଲୀ ଜମି ଦଖଲ ମାମଲା: ମାଟିରେ ମିଶିଲା ମୁଖ୍ୟ ଅଭିଯୁକ୍ତ ରାଘବ ଜେନାର ଘର
ଭୁବନେଶ୍ୱର: ନୟାପଲ୍ଲୀ ଜମି ଜବରଦଖଲ ମାମଲା । ମାଷ୍ଟର ମାଇଣ୍ଡ ରାଘବ ଜେନାର ଘରେ ବୁଲ ଡୋଜର ବୁଲାଇଛି ପୋଲିସ।ଏଥିସହିତ ସରକାରୀ ଜମିରେ ଗଢି ଉଠିଥିବା ୩୦ ରୁ ଉର୍ଦ୍ଧ୍ବ ଘର ଭଙ୍ଗାଯାଇଛି ।
ଝାରପଡ଼ା ମେଳଣ ପଡ଼ିଆ ନିକଟରେ ଥିବା ସରକାରୀ ଜମିରେ ପ୍ରାୟ ୩୦ରୁ ଅଧିକ ଘର କରି ଭଡ଼ାରେ!-->!-->!-->…
ସୁନା ଚେନ ଝାମ୍ପିନେଲେ ଲୁଟେରା…
ଭୁବନେଶ୍ୱର: ମୁଖାପିନ୍ଧା ଯୁବକଙ୍କ ଆତଙ୍କ। ପୁଣି ରାଜଧାନୀରେ ନିଜ ଦବଦବା ଜାହିର କରିଛନ୍ତି ଲୁଟେରା ଗ୍ୟାଙ୍ଗ। ସାମ୍ନାକୁ ଆସିଲା ଲୁଟ ବେଳର ସିସିଟିଭି ଭିଜୁଆଲ। କଳା ପଲସରରେ ଆସିଲେ ଆଉ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ । ପିଲାଙ୍କୁ ଟ୍ୟୁସନ ନେବାବେଳେ ମହିଳାଙ୍କୁ!-->…
ସେଣ୍ଟ୍ରାଲ ଫୋରେନସିକ୍ ଲାବ୍ ଯିବ ନାଗ-ଚାନ୍ଦ ଦମ୍ପତିଙ୍କ ମୋବାଇଲ୍ ଫୋନ୍…
ଭୁବନେଶ୍ଵର: ସେଣ୍ଟ୍ରାଲ ଫୋରେନସିକ୍ ଲାବ୍ ଯିବ ନାଗ-ଚାନ୍ଦ ଦମ୍ପତିଙ୍କ ମୋବାଇଲ୍ ଫୋନ୍ । ଅର୍ଚ୍ଚନା ଓ ଜଗବନ୍ଧୁଙ୍କ ୩ଟି ମୋବାଇଲ୍ ଫୋନକୁ ଯାଞ୍ଚ ପାଇଁ କୋଲକାତା ସ୍ଥିତ CFSL ପଠାଯିବ । ଏଥିପାଇଁ ନିର୍ଦ୍ଦେଶ ଦେଇଛନ୍ତି ଭୁବନେଶ୍ୱର ସିବିଆଇ କୋର୍ଟ-୧ । ଭୁବନେଶ୍ୱର SFSLରୁ ଏହି!-->…
ଭଉଣୀ-ଭଉଣୀ ମଧ୍ୟରେ ସାମାନ୍ୟ ବଚସାରୁ ଜୀବନ ହାରିଲା ନାବାଳିକା
ଆନନ୍ଦପୁର: ଭଉଣୀ-ଭଉଣୀ ମଧ୍ୟରେ ସାମାନ୍ୟ ବଚସାକୁ ନେଇ ନାବାଳିକାଙ୍କ ଆତ୍ମହତ୍ୟା । ଆନନ୍ଦପୁର ଥାନା ମଲାରପଦା ଗାଁରେ ଘଟିଛି ଅଭାବନୀୟ ଘଟଣା। ଗାଁର ଉଲ୍ଲା ହୋଙ୍କ ବଡ଼ଭାଇଙ୍କ ଶୁଦ୍ଧି କ୍ରିୟା ଚାଲିଥିବା ବେଳେ ଉଲ୍ଲାଙ୍କ ତିନି ଝିଅ ଓ ତାଙ୍କ ବଡ଼ ଭାଇଙ୍କ ଦୁଇ ଝିଅ ଘରେ ଥିଲେ ।
!-->!-->!-->…
ଗ୍ରୀଷ୍ମ ପ୍ରବାହକୁ ମୁକାବିଲା ପାଇଁ ସବୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି
ଭୁବନେଶ୍ୱର: ହିଟ୍ ୱେଭ୍ ନେଇ ରାଜ୍ୟ ସରକାରଙ୍କ ମିଶନ ଜିରୋ କାଜୁଆଲ୍ଟି । ହାଇ ଆଲର୍ଟରେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ସ୍ଥିତିର ସମୀକ୍ଷା କରିଛନ୍ତି । ଏହାପରେ ଗ୍ରୀଷ୍ମ ପ୍ରବାହ ସତର୍କତା ନେଇ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ SRC ସତ୍ୟବ୍ରତ ସାହୁ । ସେ କହିଛନ୍ତି, ଜିରୋ!-->…
ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜରେ ଠକେଇ ରାକେଟ୍ : ଜିଲ୍ଲା ବିଜୁ ଜନତା ଦଳର କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବୀ…
ସୁନ୍ଦରଗଡ଼ - ୧୨/୦୪/୨୩ ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜରେ ଚାକିରି ଦେବା ନାଆଁରେ ଠକେଇ ରାକେଟ୍ ର ପର୍ଦ୍ଦାଫାସ ନିମନ୍ତେ କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଏବଂ କଡା କାର୍ଯ୍ୟାନୁଷ୍ଠାନ ପାଇଁ ସୁନ୍ଦରଗଡ ଜିଲ୍ଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ସୟଦ ସେହବାଜ ହୁସେନଙ୍କ!-->…
ସରପଞ୍ଚ ଶ୍ରୀମତୀ ସୁନିତା ଗଣ୍ଡଙ୍କୁ ଅଯୋଗ୍ୟ ଘୋଷଣା କଲେ ମାନ୍ୟବର ଅଦାଲତ…
ଉମରକୋଟ : ୧୨/୦୪/୨୦୨୩ ନବରଙ୍ଗପୁର ଜ଼ିଲ୍ଲା ରାଇଘର ବ୍ଲକ ଅଧିନସ୍ତ କୁନ୍ଦେଇ ପଞ୍ଚାୟତ ସରପଞ୍ଚ ପ୍ରାର୍ଥୀନୀ ସୁନିତା ଗଣ୍ଡଙ୍କ ଗତକାଲି ରାଇଘର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଧିକାରୀ ଅଯୋଗ୍ୟ ଘୋଷଣା କରି ରାୟ ପ୍ରଦାନ କରିଛନ୍ତି l ସୂଚନା ପ୍ରକାରେ ୨୦୨୨ ମସିହା ସରପଞ୍ଚ ପ୍ରାର୍ଥୀନୀ!-->…