Browsing Category

ଓଡିଶା

ଦାଦନ ଖଟିବାକୁ ଯାଇ ଯୁବକ ନିଖୋଜ : ନିଘୋଡ଼ ନିଦରେ ଜିଲ୍ଲା ଶ୍ରମ ଅଧିକାରୀ…!

କୁଆଁରମୁଣ୍ଡା-ରାଜ୍ଯର ଆଦିବାସୀ ଅଧ୍ୟୁଷିତ ଜିଲ୍ଲାଭାବେ ସୁନ୍ଦରଗଡ ଜିଲ୍ଲା ଅନ୍ୟତମ।ମୁଖ୍ୟତଃ କାମ ଧନ୍ଦା ନପାଇ ଦାଦନ ଖଟିବାକୁ ବାହର ରାଜ୍ୟକୁ ନିୟମିତ ଶ୍ରମିକ ମାନେ ଦେଖିବାକୁ ମିଳୁଛି l ସରକାର ବିଭିନ୍ନ ଯୋଜନା କରି ଶ୍ରମିକ ମାନଙ୍କୁ କମାଧନ୍ଦା ଯୋଗାଇ ଆସିଥାନ୍ତି କିନ୍ତୁ ଠିକାଦାର ମାନେ

ଏପ୍ରିଲ ୧୨ରୁ ୧୬ ଯାଏଁ ରାଜ୍ୟର ସବୁ ସ୍କୁଲ, ଅଙ୍ଗନବାଡ଼ି ଛୁଟି

ଭୁବନେଶ୍ୱର :ଆସନ୍ତାକାଲି ଠାରୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍କୁଲ ଛୁଟି। ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଛୁଟି ଘୋଷଣା କରିଛନ୍ତି। ତେଣୁ ଆସନ୍ତା ୫ ଦିନ ସ୍କୁଲ ବନ୍ଦ ରହିବ ବୋଲି ସ୍ପଷ୍ଟ ହୋଇଛି।

୪୦ ଡିଗ୍ରି ଉପରେ ୯ଟି ସହର; ବାରିପଦାରେ ୪୦.୬, ଭୁବନେଶ୍ବରରେ ପାରା ୪୦.୭ ଡିଗ୍ରି ରେକର୍ଡ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମଙ୍ଗଳବାର ପ୍ରବଳ ଖରା ଓ ତାପମାତ୍ରା ଅନୁଭୁତ ହୋଇଛି। ରାଜ୍ୟର ୯ଟି ସହରର ତାପମାତ୍ରା ଆଜି ୪୦ ଡିଗ୍ରି ଅତିକ୍ରମ କରିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ବାରିପଦାରେ ଆଜି

ଓଡ଼ିଶାରେ ପ୍ରତିଷ୍ଠା ହେବ ଦେଶର ବୃହତ୍ତମ ଇସ୍ପାତ କାରଖାନା: ଶିଳ୍ପ ମନ୍ତ୍ରୀ

ଭୁବନେଶ୍ବର: ଜାପାନ ଗସ୍ତରୁ ରାଜ୍ୟକୁ ବଡ଼ ସଫଳତା ମିଳିଛି। ଏନେଇ ସୂଚନା ଦେଇଛନ୍ତି  ରାଜ୍ୟ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ। ସେ କହିଛନ୍ତି, ଓଡ଼ିଶାରେ ଓଡ଼ିଶାରେ ଦେଶର ବୃହତ୍ତମ ଇସ୍ପାତ କାରଖାନା ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ନିପନ ଷ୍ଟିଲ ବୁଲି ଦେଖିଛନ୍ତି। ୯ଦିନର ଗସ୍ତକୁ ବେଶ୍

ବିଜେଡି ନେତାଙ୍କ ସମ୍ପୃକ୍ତି ନଥିଲେ, ଏତେ ବର୍ଷ ଧରି କେମିତି ନକଲି ସାର୍ଟିଫିକେଟ କାରବାର ଚାଲିଲା: ମନମୋହନ ସାମଲ

ଭୁବନେଶ୍ବର: ନକଲି ସାର୍ଟିଫିକେଟ ଘଟଣାରେ ସିବିଆଇ ତଦନ୍ତ ଦାବି କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଶ୍ରୀ ସାମଲ କହିଛନ୍ତି, ନକଲି ସାର୍ଟିଫିକେଟ ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେଉ। ଦୋଷୀକୁ ଦୃଷ୍ଟାନ୍ତମୂଳକ ଦଣ୍ଡ ଦିଆଯାଉ। ଏଠି କିଛି ଲୋକ ପିଲାଙ୍କ ଜୀବନ ଓ ଓଡ଼ିଶାର ଭାଗ୍ୟ

ନିଆଁରେ ଚାଲିଲେ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର…

ପୂରୀ : ନିଆଁରେ ଚାଲିଲେ ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର। ପୁରୀ ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ସମଙ୍ଗ ପଞ୍ଚାୟତର ରେବତୀ ରମଣ ଗାଁରେ ଝାମୁ ଯାତ୍ରାରେ ସେ ସାମିଲ ହୋଇଥିଲେ। ଝାମୁଯାତ୍ରାରେ ଦଣ୍ଡ ପାଟୁଆ ଓ ମାନସିକଧାରୀ ଝାମୁ ନିଆଁରେ ଚାଲିବା ଭଳି ସେ ମଧ୍ୟ ଚାଲିଥିଲେ। ପରେ

ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବା ନେଇ ନିଷ୍ପତ୍ତି ନେବେ ସରକାର: ପରିବାର କଲ୍ୟାଣ ନିର୍ଦେଶକ

ଭୁବନେଶ୍ବର: କୋଭିଡ ଟିକା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ରକୁ ଚିଠି ଲେଖିଥିବା ଜଣାଯାଇଛି। ଏନେଇ ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ କୋଭିଡ ସଂକ୍ରମଣ ବୃଦ୍ଧି ପାଉଛି। ଏଥିଲାଗି ୫୦ହଜାର ଟୀକା ପାଇଁ କେନ୍ଦ୍ରକୁ ଚିଠି

ଭୁବନେଶ୍ବରରେ ଜମି ପାଇଁ କୋଟିଏ ଟଙ୍କାର ବଟି ଘଟଣା: ପୁଣି ୫ ଜଣ ବାଉଁସର ଗିରଫ

ଭୁବନେଶ୍ବର: ୧୦ କୋଟି ଟଙ୍କାର ଜମି ପାଇଁ କୋଟିଏ ଟଙ୍କାର ବଟି ଘଟଣାରେ କମିସନରେଟ୍‌ ପୁଲିସ ଆକ୍ସନ ମୋଡ଼ ଦେଖାଇଛି। ଏହି ଘଟଣାରେ ନୟାପଲ୍ଲୀ ଥାନା ପୁଲିସ ଅନ୍ୟ ୫ ଜଣ ବାଉଁସରଙ୍କୁ ଗିରଫ କରିଛି। ଅଭିଯୁକ୍ତମାନ‌େ ହେଲେ ଶିବ ପ୍ରସାଦ ବିଶୋଇ, ପ୍ରଭାତ ସାହୁ, ଲତିଫ ଖାନ, ଫିରୋଜ ଖାଁ ଓ

ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ…

କଟକ: ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ । ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ହୋଇଥିବା ମାମଲାରେ ହାଇକୋର୍ଟ ତାଙ୍କୁ ବେଲ୍‌ ଦେଇଛନ୍ତି । ନୟାପଲ୍ଲୀ ଥାନାରେ ଅର୍ଚ୍ଚନାଙ୍କ ନାଁରେ ଏତଲା ଦେଇଥିଲେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା । ବ୍ଲାକମେଲିଂ କରି ଟଙ୍କା ମାଗୁଥିବା ନେଇ ଅଭିଯୋଗ

ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୪୧ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ପୁଣି ଫେରିଲା କରୋନା । ରାଜ୍ୟରେ ପୁଣି ଥରେ ବଢିବାର ଲାଗିଲାଣି କରୋନା ସଂକ୍ରମଣ । ଇତି ମଧ୍ୟରେ ଆଜି ୧୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଦୈନିକ ସଂକ୍ରମଣଙ୍କ ସଂଖ୍ୟା ୧୦୦ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ