Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବାପଘରେ ମାଆ ବୁଢୀ ଠାକୁରାଣୀ, ଅସ୍ଥାୟୀ ମଣ୍ଡପରେ ମାଆଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼
ବ୍ରହ୍ମପୁର : ବାପଘରେ ମାଆ ବୁଢୀ ଠାକୁରାଣୀ। ଦେଶିବେହେରା ସାହିରେ ରୀତିନୀତି ଅନୁଯାୟୀ ପରମ୍ପରା ପାଳନ କରାଯାଉଛି। ଶଙ୍ଖ, ଚାଙ୍ଗୁ ଓ ଢୋଲ ବାଜାରେ ଉତ୍ସବମୁଖର ହୋଇଛି ବ୍ରହ୍ମପୁର ସହର। ମାଆ ବୁଢ଼ୀ ସାଆନ୍ତାଣୀଙ୍କ ପ୍ରସିଦ୍ଧ ଯାତ୍ରାର ଆଜି ହେଉଛି ତୃତୀୟ ଦିବସ।
ଅସ୍ଥାୟୀ!-->!-->!-->…
କୀଟନାଶକ ପିଇ ୪ ଶିଶୁ ଗୁରୁତର
ଭଦ୍ରକ : ଭଦ୍ରକ ତିହିଡି ଝିଙ୍କିରିଆରେ କୀଟନାଶକ ପିଇ ୪ ଶିଶୁ ଗୁରୁତର । ଖେଳୁଥିଲା ବେଳେ ଅଜାଣତରେ କୀଟନାଶକ ପିଇଥିଲେ । ଗୁରୁତର ୪ ଶିଶୁଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ଖେଳୁ ଖେଳୁ କୀଟନାଶକ ପିଇ ଦେଇଥିଲେ ୪ ଶିଶୁ ।
ସମସ୍ତ ଶିଶୁଙ୍କ ବୟସ ୨ରୁ ୩ ବର୍ଷ ମଧ୍ୟରେ!-->!-->!-->…
ଲାଞ୍ଚ ନେଇ ଭୁବନେଶ୍ୱର ଖଣ୍ଡଗିରି ଥାନା ଏସଆଇ ଗିରଫ
ଭୁବନେଶ୍ୱର : ଲାଞ୍ଚ ନେଇ ଭୁବନେଶ୍ୱର ଖଣ୍ଡଗିରି ଥାନା ଏସଆଇ ଗିରଫ । ଏସଆଇ ସୁଶାନ୍ତ ସ୍ୱାଇଁଙ୍କୁ ଗିରଫ କଲା ଭିଜିଲାନ୍ସ । ନାକା ଗେଟ୍ ପାଖରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଏକ ମାମଲାକୁ ଦଫାରଫା କରିବାକୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ।
!-->!-->!-->…
ଠିକାଦାରଙ୍କୁ ଅପହରଣ କରି ୪୦ଲକ୍ଷ ଟଙ୍କା ମାଗିବା ଘଟଣାରେ ଆଉ ଜଣେ ଠିକାଦାର ଗିରଫ
ବାଲେଶ୍ୱର ଜିଲ୍ଲା ଚନ୍ଦନେଶ୍ଵର ନିକଟରୁ ଜଣେ ଠିକାଦାରଙ୍କୁ ଅପହରଣ କରି ୪୦ଲକ୍ଷ ଟଙ୍କା ମାଗିବା ଘଟଣାରେ ଆଉ ଜଣେ ଠିକାଦାରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ୍। ଏହା ସହିତ ପୁଲିସ୍ ଘଟଣାର ଅଧିକ ତଦନ୍ତ କରୁଛି।
ଗିରଫ ଅଭିଯୁକ୍ତଙ୍କ ନାଁ ସୁମନ ବରୁଣ ଦେ। ସେ ବାଲେଶ୍ୱର ସହରର!-->!-->!-->…
ଚାକିରି ନାଁରେ ଚୁନ ମାରିଲେ, ୪୦ ହଜାର ନେଇ ଜାଲ୍ ନିଯୁକ୍ତିପତ୍ର ଧରାଇଦେଲେ
ସୁନ୍ଦରଗଡ଼ :ଚାକିରି ଦେବାକୁ କହି ମାରିଦେଲେ ଚୁନ । ଏପରିକି କିଛି ବେକାର ଯୁବକଯୁବତୀଙ୍କୁ ପ୍ରଲୋଭନ ଦେଖାଇ ୪୦ ହଜାର ଟଙ୍କା ଲେଖାଏ ହାତେଇଲା ଏକ ରାକେଟ। ଏହା ବଦଳରେ ସେମାନଙ୍କୁ ଆପଏଣ୍ଟମେଣ୍ଟ ଲେଟରଠୁ ଆରମ୍ଭ କରି ଏଗ୍ରିମେଣ୍ଟ ଲେଟର , ଆଇ କାର୍ଡ ବି ଧରାଇ ଦେଲେ। ମାତ୍ର ପରେ ଜଣାପଡ଼ିଲା!-->…
ଭବାନୀପାଟଣାରେ ମେଡିକାଲ କଲେଜକୁ ମିଳିଲା ଅନୁମୋଦନ, ଚଳିତ ଶିକ୍ଷାବର୍ଷଠାରୁ ଆରମ୍ଭ ହେବ ପାଠପଢ଼ା
ଭୁବନେଶ୍ବର/ଭବାନୀପାଟଣା: ଓଡ଼ିଶାର ସ୍ବାସ୍ଥ୍ୟ ଶିକ୍ଷା ଓ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ଫର୍ଦ୍ଦ ଯୋଡ଼ି ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ସଦରମହକୁମା ଭବାନୀପାଟଣାଠାରେ ମେଡିକାଲ କଲେଜ ଖୋଲିବା ନେଇ ରାଷ୍ଟ୍ରୀୟ ଆୟୁର୍ବିଜ୍ଞାନ ଆୟୋଗ (ନ୍ୟାସନାଲ୍ ମେଡିକାଲ୍ କମିସନ୍) ଅନୁମୋଦନ!-->…
ଓଡ଼ିଶା ପ୍ରଶାସନ ପୂର୍ବପୁରୁଷଙ୍କୁ ଅସମ୍ମାନ କରନ୍ତୁ ନାହିଁ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଅନୁଗୁଳର ଗୋପବନ୍ଧୁ ପାର୍କରେ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସ୍ଥାପନା ନେଇ ଉପୁଜିଥିବା ବିବାଦକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ!-->…
ବଲାଙ୍ଗୀର ନକଲି ସାର୍ଟିଫିକେଟ ମାମଲା: ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ରଙ୍କ ପତ୍ନୀଙ୍କୁ ପଚରାଉଚରା
ବଲାଙ୍ଗୀର: ବଲାଙ୍ଗୀର ନକଲି ସାର୍ଟିଫିକେଟ ମାମଲାର ତଦନ୍ତ ପ୍ରକ୍ରିୟାରେ ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ରଙ୍କ ପତ୍ନୀ ପୂଜା ମିଶ୍ରଙ୍କୁ ସାମିଲ କରିଛି କ୍ରାଇମବ୍ରାଞ୍ଚ। ଆଜି ବଲାଙ୍ଗୀର ଟାଉନ ଥାନାରେ ପୂଜା ମିଶ୍ରଙ୍କୁ ପୁଲିସ ପଚରାଉଚରା କରିଛି।
ମନୋଜ ପୂଜାଙ୍କ ବ୍ୟାଙ୍କ ଖାତାକୁ ବ୍ୟବହାର!-->!-->!-->…
ସାଇରନ୍ ବାଜିବାରୁ ICICI ବ୍ୟାଙ୍କରୁ ଡାକୟତ ଉଦ୍ୟମ ବିଫଳ
ବାରଙ୍ଗ : ସାଇରନ୍ ବାଜିଲା, ଦୌଡ଼ି ପଳାଇଲେ ଡକାୟତ। ବ୍ୟାଙ୍କ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଲୁଟ୍ ଉଦ୍ୟମ ବିଫଳ। ତ୍ରିଶୁଲିଆ – ବାଙ୍କୀ ମୁଖ୍ୟ ରାସ୍ତାର ଫକୀରପଡା ନିକଟରେ ଥିବା ICICI ବ୍ୟାଙ୍କରୁ ଡାକୟତ ଉଦ୍ୟମ ବିଫଳ ହୋଇଛି।
୩ ଜଣ ଯୁବକ ଏକ ନମ୍ବର ବିହୀନ ମୋଟର ସାଇକେଲରେ!-->!-->!-->…
୮କୋଟି ଠକେଇ ଅଭିଯୋଗରେ SBI ଡେପୁଟି ମ୍ୟାନେଜର ଗିରଫ
ଭୁବନେଶ୍ୱର : ୮ କୋଟି ଟଙ୍କାର ବ୍ୟାଙ୍କ ଲୋନ୍ ଫ୍ରଡ ମାମଲା । ଫୁଲବାଣୀସ୍ଥିତ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ଡେପୁଟି ମ୍ୟାନେଜର ଗିରଫ । ଆଶୁତୋଷ ଆଚାର୍ଯ୍ୟଙ୍କୁ ୮ କୋଟି ୧ ଲକ୍ଷ ୮୭ହଜାର ଟଙ୍କାର ଫ୍ରଡ ମାମଲାରେ ଗିରଫ କରିଛି କ୍ରାଇମ୍ବ୍ରାଞ୍ଚ EOW । ଗତକାଲି ଗିରଫ ହୋଇଥିବା!-->…