Browsing Category

ଓଡିଶା

ରାଜ୍ୟରେ ମେ’ ପହିଲାରୁ ଆରମ୍ଭ ହେବ ଓବିସି ସର୍ଭେ

ଭୁବନେଶ୍ୱର :ରାଜ୍ୟରେ ମେ ପହିଲାରୁ ଆରମ୍ଭ ହେବ ଓବିସି ବା ପଛୁଆ ବର୍ଗ ସର୍ଭେ। ଯାହା ମେ’ ୨୦ ତାରିଖରେ ସରିବ। ପରେ ମେ’ ୨୧ରୁ ୨୭ ତାରିଖ ଯାଏ ସ୍ପେସାଲ ଡ୍ରାଇଭ ଚାଲିବ। ଉଭୟ ଅନଲାଇନ ଏବଂ ଅଫଲାଇନରେ ସର୍ଭେ ହେବ। ଏନେଇ ଆଜିଠାରୁ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ବିଭାଗୀୟ

ମହିଳା ଫାଇନାନ୍ସ କର୍ମଚାରୀଙ୍କୁ ପଥରରେ ଛେଚି ହତ୍ୟା…

ଦେବଗଡ଼ : ଅଫିସରୁ ଭଡ଼ା ଘରକୁ ଫେରିବା ସମୟରେ ଜଣେ ମହିଳା ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି ଦେବଗଡ଼ ଜିଲ୍ଲାର ପ୍ରଧାନପାଟ ରାସ୍ତାର ଭାରତ ଫାଇନାନ୍ସ ଅଫିସ ସମ୍ମୁଖରେ। ମୃତ ମହିଳା ଜଣଙ୍କ ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଅଞ୍ଚଳର ରିତା ସାହୁ

ଟ୍ରକ ପଛରେ ପିଟି ହେଲା ଟ୍ରକ: ୨ ଜୀବନ ଗଲା

ଯାଜପୁର: ରାଜ୍ୟରେ ଚଳିତବର୍ଷ ବହୁ ଦୁର୍ଘଟଣା ଘଟୁଥିବାରୁ ଲୋକଙ୍କୁ ସଚେତନ କରିବା ପାଇଁ ଶୂନ୍ୟ ମୃତ୍ୟୁ ସପ୍ତାହ ପାଳନ କରୁଛନ୍ତି। ତେବେ ଶୂନ୍ୟ ମୃତ୍ୟୁ ସପ୍ତାହ ଚାଲିଥିଲେ ବି ଦୁର୍ଘଟଣା ଥମିବାର ନାଁ ଧରୁନି। ବୁଧବାର ଭୋରରୁ ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଜାରକା ଦେଉଳି ନିକଟରେ ଏକ

ଏପ୍ରିଲ ୧୦ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମୂଲ୍ୟାଙ୍କନ

ଭୁବନେଶ୍ୱର : ଆସନ୍ତା ୧୦ ତାରିଖରୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମୂଲ୍ୟାଙ୍କନ। ନିୟୋଜିତହେବେ ୧୫ ହଜାର ମୂଲ୍ୟାଙ୍କନକାରୀ। ଉଭୟ ଅନଲାଇନ ଓ ଆଫଲାଇନରେ ମୂଲ୍ୟାଙ୍କନ କରାଯିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ମାର୍ଚ୍ଚ ୧ରୁ ଆରମ୍ଭ

ଟୋକିଓରେ ଓଡ଼ିଶା ବିଜନେସ୍‌ ମିଟ୍‌, ବିଜନେସ୍‌ ମିଟ୍‌କୁ ସମ୍ବୋଧିତ କଲେ ମୁଖ୍ୟମନ୍ତ୍ରୀ…

ଜାପାନରେ ଓଡ଼ିଶା ବିଜନେସ୍‌ ମିଟ୍‌କୁ ସମ୍ବୋଧନ କରିଥିଲେ ମୁଖ୍ୟମନ୍ତ୍ରୀ । ଓଡ଼ିଶାରେ ପର୍ଯ୍ୟାପ୍ତ ନିବେଶ ସୁଯୋଗ ନେଇ ଅବଗତ କରାଇଛନ୍ତି ନବୀନ । ଓଡ଼ିଶାରେ ନିବେଶ କରିବାକୁ ଜାପାନ ନିବେଶକାରୀଙ୍କୁ ନିମନ୍ତ୍ରଣ କରିଛନ୍ତି । ବିଜନେସ୍‌ ମିଟରେ ଯୋଗ ଦେଇଥିଲେ ଜାପାନର ୨୦୦ ଶିଳ୍ପପତିଙ୍କ ସହ

ବିଏସକେୱାଇ କାର୍ଡ କେଳେଙ୍କାରୀ: ଶୋଭା ନର୍ସିଂହୋମ ମାଲିକଙ୍କର ୨୮ ଲକ୍ଷ ଟଙ୍କା ଜବତ

କଟକ: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) କେଳେଙ୍କାରୀ ଘଟଣାରେ ୨୦୨୨ ନଭେମ୍ବରରୁ ଆରମ୍ଭ ହୋଇଥିବା ଶୋଭା ନର୍ସିଂହୋମର ସମସ୍ତ ବିଏସକେୱାଇ କାର୍ଡ ସ୍ବାପ୍ ସଂକ୍ରାନ୍ତ ତଥ୍ୟ ମଧୁପାଟଣା ଥାନା ପୁଲିସ ଜାଣିବାକୁ ଚାହିଁଛି। କଟକ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମଓ)ଙ୍କ

ଲାଞ୍ଚ ନେଇଥିଲେ ସିଟି ଜିଏସ୍‌ଟି ଅଫିସ୍‌ର, ବ୍ୟାଙ୍କ ଲକରରୁ ମିଳିଲା ବିପୁଳ ସୁନା ବିସ୍କୁଟ ଓ ଟଙ୍କା

ଭୁବନେଶ୍ୱର : ଆୟବର୍ହିଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଭିଜିଲାନ୍ସ ରେଡ୍ ବେଳେ ପାରଦୀପ ସିଟି ଜିଏସ୍‌ଟି ଅଫିସ୍‌ର ଚିତ୍ତରଂଜନ ମହାନ୍ତିଙ୍କ ବ୍ୟାଙ୍କ ଲକରରୁ ପୁଳାପୁଳା ଟଙ୍କା ଓ ସୁନା ଠାବ ହୋଇଛି। ୨ଟି ଲକରରୁ ୧.୦୬୦ କେଜି ସୁନା ଗହଣା ଓ ୧୯ଟି ସୁନା ବିସ୍କୁଟ ଠାବ ହୋଇଛି। ପ୍ରତି ସୁନା

ପ୍ୟାଣ୍ଟ ସାର୍ଟ ପରେ ଧୋତି ପିନ୍ଧାକୁ ନେଇ ବିବାଦ : ହଟିଲା ନବକୃ‌ଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତି

ଅନୁଗୋଳ: ନବକୃ‌ଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ବିକୃତ ପୋଷାକ ପିନ୍ଧାଇ ଦିଆଗଲା । ସବୁଆଡ଼ୁ ବି‌ରୋଧ ହେଲା ପରେ ନଗରପାଳ ଭୁଲ ମାଗିଲେ । ରାତାରାତି ପ୍ୟାଣ୍ଟକୁ ବଦଳାଇ ଧୋତି ପଞ୍ଜାବୀ ପିନ୍ଧାଇ ଦିଆଗଲା । ତଥାପି ଏହି ପ୍ରତିମୂର୍ତ୍ତିକୁ ନେଇ ବିବାଦ ଥମି ନଥିଲା । ନବବାବୁ ଆଣ୍ଠୁ

ହିନ୍ଦୋଳ ଓ ଅତାବିରା ହାତେଇଲା ବିଜେଡି….

ଢେଙ୍କାନାଳ : ବିଜେଡି ହାତେଇଲା ହିନ୍ଦୋଳ ଏନଏସି। ଲଗାତାର ଦ୍ୱିତୀୟ ଥର ପାଇଁ ହିନ୍ଦୋଳ ଏନଏସି ଅକ୍ତିଆର କରିଛି ବିଜୁ ଜନତା ଦଳ। ହିନ୍ଦୋଳ ଏନଏସି ନିର୍ବାଚନରେ ବିଜୁ ଜନତା ଦଳର ଚେୟାରମ୍ୟାନ ପ୍ରାର୍ଥୀ କେଶବ ଚନ୍ଦ୍ର ପ୍ରଧାନ ୪୨୪ ଖଣ୍ଡ ଭୋଟରେ ବିଜୟୀ।ମୋଟ ୧୬ ରାଉଣ୍ଡରେ ବିଜେପି

 ‘ସରି ଅଲ୍ ଅଫ୍ ୟୁ’  ଲେଖି ଝୁଲି ପଡ଼ିଲେ ବିଜେଡି ନେତା…

ସୁନ୍ଦରଗଡ଼ : ‘ସରି ଅଲ୍ ଅଫ୍ ୟୁ’  ହ୍ୱାଟସଆପ୍‌ ଷ୍ଟାଟସରେ ଲେଖି ଝୁଲି ପଡ଼ିଲେ ସୁନ୍ଦରଗଡ ଟାଉନ ଯୁବ ବିଜେଡି ସଭାପତି। ଆଜି ସକାଳେ ନିଜ ଘରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।  ତାଙ୍କ ନାଁ ଧୀରଜ୍ ପ୍ରସାଦ। ଧୀରଜଙ୍କ ଘର ଟାଉନ ଥାନା ରାଜବାଟି ଅଞ୍ଚଳରେ।