Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମୁଖ୍ୟମନ୍ତ୍ରୀଙ୍କ ବ୍ୟୟବହୁଳ ବିଦେଶ ଗସ୍ତ କାହିଁକି, ପ୍ରଶ୍ନ କଲେ ବିଜୟ
ଭୁବନେଶ୍ୱର :କଂଗ୍ରେସରେ ସାମିଲ ହେବାପରେ ପୂର୍ବତନ ମୁଖ୍ୟ ସଚିବ ବିଜୟ କୁମାର ପଟ୍ଟନାୟକ ପ୍ରଥମଥର ପାଇଁ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିବା ସହ ଓଡ଼ିଶାରେ ଓଡ଼ିଆ ନିବେଶକଙ୍କୁ କାହିଁକି ହତାଦର କରାଯାଉଛି ଓ ସରକାରୀ ଖର୍ଚ୍ଚରେ ବ୍ୟୟବହୁଳ ବିଦେଶ ଗସ୍ତ କାହା!-->…
ସ୍ୱାମୀକୁ ଜାଳିଦେଲା ଦ୍ୱିତୀୟ ପତ୍ନୀ
ଭଞ୍ଜନଗର : ପ୍ରଥମ ପତ୍ନୀଙ୍କ ପୁଅ ଓ ଦ୍ଵିତୀୟ ପତ୍ନୀଙ୍କ ପୁଅ ମଧ୍ୟରେ ସମ୍ପତ୍ତି ଭାଗ ବଣ୍ଟାକୁ ନେଇ ବିବାଦ ହେଲା। ଯାହାକୁ ନେଇ ଦୁଇଦିନ ତଳେ ଦ୍ୱିତୀୟ ପତ୍ନୀ ସହ ସ୍ୱାମୀର ସାମାନ୍ୟ ବଚସା ହୋଇଥିଲା। ହେଲେ ଆଜି ସ୍ୱାମୀ ଉପରେ କିରାସିନି ଢାଳି ନିଆଁ ଲାଗାଇ ଦେଇଛି ଦ୍ୱିତୀୟ ପତ୍ନୀ । ଗୁରୁତର!-->…
ମନ୍ତ୍ରୀଙ୍କ ସହ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଆଲୋଚନା: ବିଜ୍ଞପ୍ତି ପ୍ରକାଶ ପାଇବା ପରେ ସ୍ଥଗିତ ହେବ ଆନ୍ଦୋଳନ
ଭୁବନେଶ୍ବର: ଗତ ଶନିବାରରୁ ଲୋୟର ପିଏମଜିରେ ଧାରଣାରେ ବସିଥିବା ଚୁକ୍ତିଭିତ୍ତିକ ଶିକ୍ଷକମାନେ ଆଜି ଆନ୍ଦୋଳନରୁ ହଟିପାରନ୍ତି। ଆଜି ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଏକ ପ୍ରତିନିଧି ଦଳ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଏନେଇ ମନ୍ତ୍ରୀ ସମୀରରଂଜନ ଦାଶ କହିଛନ୍ତି,!-->…
ଝାରସୁଗୁଡ଼ା ଉପନିର୍ବାଚନ: ୩ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି…
ଝାରସୁଗୁଡ଼ା : ଉପନିର୍ବାଚନ ପାଇଁ ୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛି ବିଜେଡି। ସେମାନେ ହେଛନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକ। ସେମାନଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ସୂଚନାଯୋଗ୍ୟ, ସାରଦା ପ୍ରସାଦ ନାୟକ!-->…
ଗାଧୋଇବା ବେଳେ ବୁଡ଼ିଗଲେ ୫ ସାଙ୍ଗ, ୩ ଛାତ୍ରଙ୍କ ସଲିଳ ସମାଧି
ଭଦ୍ରକ: ୩ ଛାତ୍ରଙ୍କ ସଲିଳ ସମାଧି । ଗାଧୋଇବା ବେଳେ ବୁଡ଼ିଗଲେ ୫ଜଣ ସାଙ୍ଗ । ଅଘଟଣ ଘଟିଛି ଭଦ୍ରକ ଜିଲ୍ଲା ଦେଇ ପ୍ରବାହିତ ନାଳିଆ ନଦୀରେ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲା । ସମସ୍ତଙ୍କୁ ସଙ୍କଟାପନ୍ନ ଅବସ୍ଥାରେ!-->…
ବହୁଚର୍ଚ୍ଚିତ ସମର୍ଥ ଅପହରଣ ଓ ହତ୍ୟା ମାମଲା: ଆତ୍ମହତ୍ୟା ଉଦ୍ୟମ କଲା ମୁଖ୍ୟ ଅଭିଯୁକ୍ତ
ଝାରସୁଗୁଡ଼ା: ବହୁଚର୍ଚ୍ଚିତ ସମର୍ଥ ଅପହରଣ ଓ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଅମିତ ଶର୍ମା ପୁଲିସ ହେପାଜତରେ ଆତ୍ମହତ୍ୟା ଉଦ୍ୟମ କରିଥିବାର ସୂଚନା ମିଳିଛି। ତେବେ ଠିକ ସମୟରେ କାର୍ଯ୍ୟରତ ପୁଲିସ କର୍ମୀ ଘଟଣା ସଂପର୍କରେ ଜାଣିପାରିବାରୁ ବଡ଼ ଧରଣର ଅଘଟଣ ବିପଦ ଟଳି ଯାଇଛି।
ସୂଚନା!-->!-->!-->…
ଜାଲ ସାର୍ଟିଫିକେଟ ଘଟଣା: ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ କ୍ରାଇମବ୍ରାଞ୍ଚ
ବଲାଙ୍ଗିର: ନକଲି ଚେର ଖୋଜୁଛି କ୍ରାଇମବ୍ରାଞ୍ଚ। ବଲାଙ୍ଗୀର ଜାଲ ସାର୍ଟିଫିକେଟ ଘଟଣାରେ କ୍ରାଇମବ୍ରାଞ୍ଚର ତନାଘନା ତଦନ୍ତ। ୪ ଜଣ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ କ୍ରାଇମବ୍ରାଞ୍ଚ। ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ର, ଆଲୋକ ଉଦ୍ଗାତା ସମେତ ଆଉ ଦୁଇ ଜଣଙ୍କୁ ରିମାଣ୍ଡରେ ନେବାକୁ ଆବେଦନ!-->…
ନୂଆପଡ଼ାରେ ପୁଣି ବାଛୁରୀକୁ ମାରି ଖାଇଲା ବାଘ
ନୂଆପଡ଼ା: ନୂଆପଡ଼ା ସୁନାବେଡା ଅଭୟାରଣ୍ୟରେ ଥମୁନି ବାଘ ଆତଙ୍କ। ପୁଣି ବାଛୁରୀକୁ ମାରି ଖାଇଲା। ନୂଆପଡ଼ା ବନ ବିଭାଗ ରେଞ୍ଜ ଅଧିନସ୍ଥ ଆମାନାରା ପଞ୍ଚାୟତ ପାୱାରତୋଲା ଗାଁର ଚିଟିରାମ ସତନାମୀଙ୍କ ଗୁହାଳରୁ ବାଛୁରୀକୁ ଟାଣି ନେଇ ମାରିଛି। ଲୋକଙ୍କ ସୁରକ୍ଷା ପାଇଁ ବନ ବିଭାଗ ଟିମ୍ ମୁତୟନ!-->…
ଅଜଣା ଜନ୍ତୁ ଆକ୍ରମଣରେ ୮ ମେଣ୍ଢା ମୃତ, ୫ ଗୁରୁତର
ମହାକାଳପଡ଼ା: କିଏ ମାରୁଛି ମେଣ୍ଢା। ମହାକାଳପଡ଼ାରେ ଥମୁନି ଅଜଣା ଜନ୍ତୁ ଆତଙ୍କ। ୮ ମେଣ୍ଢାକୁ ମାରିଲା ଜନ୍ତୁ । କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ଯଦୁପୁର ପଞ୍ଚାୟତ କଳାଗଡ଼ ଗାଁରେ ଅଜଣା ଜନ୍ତୁ ଆତଙ୍କ ।
ଗାଁର ମହନି ଦାସଙ୍କ ଗୁହାଳରେ ପଶି ବିଳମ୍ବିତ ରାତିରେ ୮ଟି ମେଣ୍ଢାଙ୍କୁ!-->!-->!-->…
ବିଶିଷ୍ଟ ଆଧ୍ୟାତ୍ମିକ ଗୁରୁ ସ୍ବାମୀ ଅସୀମାନନ୍ଦ ସରସ୍ଵତୀଙ୍କ ପରଲୋକ…
କଟକ: ବିଶିଷ୍ଟ ଆଧ୍ୟାତ୍ମିକ ଗୁରୁ ସ୍ବାମୀ ଅସୀମାନନ୍ଦ ସରସ୍ଵତୀ ମହାରାଜଙ୍କର କଟକ ଚହଟା ସ୍ଥିତ ରାମ ମନ୍ଦିର ପରିସରରେ ଆଜି ଭୋର ସମୟରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟଜନିତ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ପରଲୋକ ଘଟିଥିବା କୁହାଯାଇଛି।
!-->!-->!-->…