Browsing Category

ଓଡିଶା

ଅଧିଷ୍ଠାତ୍ରି ଦେବୀ ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ…

ତାଳଚେର : ଆରମ୍ଭ ହେଲା ତାଳଚେରର ଅଧିଷ୍ଠାତ୍ରି ଦେବୀ ମା ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା । ଏଥିପାଇଁ ଚଳଚଞ୍ଚଳ ମାଙ୍କ ପୀଠ। ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ । ଦୀର୍ଘ ୯ ଦିନ ଧରି ଅଗ୍ନି ରୂପରେ ଦର୍ଶନ ଦେବେ ମା ହିଙ୍ଗୁଳା । ଭିଡକୁ ଦୃଷ୍ଟିରେ ରଖି ୬ ପ୍ଲାଟୁନ ପୋଲିସ ସହ ପ୍ରଶାସନର

ରାଜଧାନୀରେ ବାଣ ବିସ୍ଫୋରଣରେ ଆହତ ବ୍ୟକ୍ତିଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜଧାନୀରେ ବାଣ ବିସ୍ଫୋରଣରେ ଆହତ ବ୍ୟକ୍ତିଙ୍କ ମୃତ୍ୟୁ । ମୃତକ ହେଲେ ଭିଏସ୍‌ଏସ୍‌ ନଗରର ଶିବାନନ୍ଦ ତାଡନ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି । ଗତକାଲି ସଂଧ୍ୟାରେ ଭିଏସଏସ ନଗରରେ ଘରେ ବାଣ ଭିଡିବା ବେଳେ ବିସ୍ଫୋରଣ ହୋଇଥିଲା । ଏଥିରେ ଶିବାନନ୍ଦ

ନବକୃଷ୍ଣ ଚୌଧୁରୀଙ୍କ ପ୍ୟାଣ୍ଟ ସାର୍ଟ ପିନ୍ଧା ପ୍ରତିମୂର୍ତ୍ତି ବିବାଦ, ସ୍ପଷ୍ଟୀକରଣ ଦେଲେ ଅନୁଗୋଳ ପୌରାଧ୍ୟକ୍ଷ

ଅନୁଗୁଳ : ଭୁଲ ହୋଇଗଲା। ଭବିଷ୍ୟତରେ ଆଉ ଏମିତି ଭୁଲ କରିବୁନି। ନବକୃଷ୍ଣ ଚୌଧୁରୀଙ୍କ ପ୍ୟାଣ୍ଟ ସାର୍ଟ ପିନ୍ଧା ପ୍ରତିମୂର୍ତ୍ତି ନିର୍ମାଣ ବିବାଦ ପ୍ରସଙ୍ଗରେ ଏହି ସ୍ପଷ୍ଟୀକରଣ ଦେଇଛନ୍ତି ଅନୁଗୋଳ ପୌରାଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ। ଆଜି ପୌରପରିଷଦ ପକ୍ଷରୁ ସେ ଏହି ଭୁଲ ହୋଇଥିବା ନେଇ 

ଭୁବନେଶ୍ବରରେ ବାଣ ବିସ୍ଫୋରଣ, ଜଣେ ଆହତ

ଭୁବନେଶ୍ବର: ଭୁବନେଶ୍ବର ଭିଏସଏସ ନଗରରେ ବାଣ ବିସ୍ଫୋରଣରେ ଜଣେ ଆହତ ହୋଇଛନ୍ତି। ଘର ଭିତରେ ବାଣ ଭିଡ଼ିବାବେଳେ ବିସ୍ଫୋରଣ ଘଟିଥିଲା। ଏଥିରେ ଜଣେ ବ୍ୟକ୍ତି ଆହତ ହୋଇଥିବାବେଳେ ଘରର ଆଜବେସଟେସ ଉଡ଼ି ଯାଇଥିଲା। ବାଣ ବିସ୍ଫୋରଣର ପ୍ରଚଣ୍ଡ ଶବ୍ଦ ଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଆସି

ଥାଳିରେ ଭାତ ଧରି ବ୍ଲକ୍‌ ଅଫିସ୍‌ରେ ଧାରଣାରେ ବସିଲେ ପିଲା

ମୟୁରଭଞ୍ଜ : ମଧ୍ୟାହ୍ନ ଭୋଜନରେ ତରକାରୀ ଦେଲେନି। ତେଣୁ ଥାଳିରେ ଭାତ ଧରି ପ୍ରାୟ ଦେଢ଼ କିମି ଚାଲିଲେ ପିଲା। ସେମାନେ ଚାଲି ଚାଲି ବ୍ଲକ୍‌ ଅଫିସ୍‌ରେ ପହଞ୍ଚି ଧାରଣାରେ ବସିଲେ। ବିଡିଓଙ୍କ ଦେଖାନକଲେ ଉଠିବେ ନାହିଁ ବୋଲି ଶୁଣାଇଦେଲେ। ଏପରି ଚିତ୍ର ଆସିଛି ମୟୂରଭଞ୍ଜ ଜିଲ୍ଲାରୁ।

ସୋମାଲିକାଙ୍କ ଅଭିଯୋଗ ବାବଦରେ ମୁଁ ଜାଣିନାହିଁ: ବିଜୟ ଶଙ୍କର

ଭୁବନେଶ୍ୱର: ସୋମାଲିକାଙ୍କ ଅଭିଯୋଗକୁ ନେଇ ବହୁ ଦିନ ପରେ ମୁହଁ ଖୋଲିଛନ୍ତି ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ । ସେ ପ୍ରତିକ୍ରିୟା ରଖି କହିଛନ୍ତି କେସ ବିଚାରଧିନ ରହିଛି । ବିଚାରପତି ଯାହା ନିଷ୍ପତ୍ତି ନେବେ । ସତ୍ୟତା ଅଳ୍ପ ଦିନ ଭିତରେ ଆସିଯିବ। ମାମଲା ବିଚାରାଧିନ ଥିବାରୁ ମୁଁ କିଛି

ଚାକିରି ଦେବାକୁ କହି ୨ଶହ ଲୋକଙ୍କୁ ଠକେଇ, ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଚାକିରି ଦେବାକୁ କହି ୨ଶହ ଆଶାୟୀଙ୍କୁ ଠକିଥିବା ୨ ଅଭିଯୁକ୍ତଙ୍କୁ ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଗିରଫ କରିଛି। ୨ ଅଭିଯୁକ୍ତ ରାଜକିଶୋର ପଟ୍ଟନାୟକ ଓ ଅରୁଣ ମହାନ୍ତିଙ୍କୁ ଆଜି ଅର୍ଥନୈତିକ ଅପରାଧ ଶାଖା ପକ୍ଷରୁ ଗିରଫ କରାଯାଇଛି। ଏହି ୨ ଅଭିଯୁକ୍ତ ପିଅନ, କିରାଣୀ,

କେନ୍ଦୁଝର ଡେଲି ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୫୦ରୁ ଅଧିକ ଦୋକାନ

କେନ୍ଦୁଝର : କେନ୍ଦୁଝର ସହର ଡେଲି ମାର୍କେଟରେ ଆଜି ସକାଳୁ ଅଗ୍ନିକାଣ୍ତ ଘଟିଛି। ସର୍ଟ ସର୍କିଟ ଦ୍ବାରା ଅଗ୍ନିସଂଯୋଗ ହେବା ଫଳରେ ବଜାର ଭିତରେ ଥିବା ୫୦ରୁ ଅଧିକ ଖୁଚୁରା ଦୋକାନ ଜଳିଯାଇଛି। ନିଆଁ ଖୁବ ଜୋରରେ ମାଡି ଯାଇଥିବାରୁ ଏହାକୁ ଆୟତ୍ତ କରିବା ଅସମ୍ଭବ ହୋଇ ପଡିଥିଲା। ସାଧାରଣଲୋକେ

ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଆନ୍ଦୋଳନ

ଭୁବନେଶ୍ବର: ଗତ ଶନିବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମହାତ୍ମାଗାନ୍ଧୀ ମାର୍ଗରେ ଧାରଣା ଦେଇଛି ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘ। ସଂଘ ସଭାପତି ପଞ୍ଚାନନ ଜେନା କହିଛନ୍ତି ଯେ ଗତ ନଭେମ୍ବର ୧୫ ତାରିଖରେ ସରକାର ଚୁକ୍ତିଭିତ୍ତିକ ପ୍ରଥାକୁ ବିଲୋପ କଲେ ବୋଲି

ମାର୍ଚ୍ଚରେ ଭୁବନେଶ୍ୱରରୁ ୨ କୋଟି ୨୦ ଲକ୍ଷ ଲୁଟିଲେ ସାଇବର ଠକ

ଭୁବନେଶ୍ୱର : ମାର୍ଚ୍ଚରେ ଭୁବନେଶ୍ୱରରୁ ୨ କୋଟି ୨୦ ଲକ୍ଷ ଟଙ୍କା ଲୁଟିଲେ ସାଇବର ଠକ। ଯାହା ଭିତରେ ଅନ୍‌ଲାଇନ ଟ୍ରେଡିଂ ଓ ଇନଭେଷ୍ଟମେଣ୍ଟ ନାଁରେ ୧.୫୫ କୋଟି ଟଙ୍କା ଠକେଇ ହୋଇଛି। ସେହିପରି ଓଟିପି, କେୱାଇସି ଅପଡେଟ୍‌ ଲିଙ୍କରେ କ୍ଲିକ୍‌ ନାଁରେ ୬୫ ଲକ୍ଷ ଟଙ୍କା ଚଳୁ ହୋଇଛି। ଅନ୍ୟପଟେ