Browsing Category

ଓଡିଶା

ଅନ୍‌ଲାଇନରେ ହେବ ଯୁକ୍ତ ୨ ସ୍ପଟ ଆଡମିଶନ୍

ଭୁବନେଶ୍ୱର :ଚଳିତବର୍ଷ ଠାରୁ ଅନ୍‌ଲାଇନ ଜରିଆରେ ହେବ ଯୁକ୍ତ ୨ ସ୍ପଟ ଆଡମିଶନ୍। ମେରିଟ୍ ଲିଷ୍ଟ ହିସାବରେ ଛାତ୍ରଛାତ୍ରୀ ପାଇବେ ସିଟ୍। ସ୍ପଟ୍ ଆଡମିଶନ ପାଇଁ ସିଲେକ୍ସନ୍ ହେଲେ ହ୍ୱାଟ୍ସଆପ୍‌ କିମ୍ବା ଏସ୍‌ଏମ୍‌ଏସ୍‌ରେ ବାର୍ତ୍ତା ପଠାଯିବ। କାଗଜପତ୍ରରେ ଦୁର୍ନୀତି ରୋକିବାକୁ ସାମ୍‌ସ ପକ୍ଷରୁ…

ସରକାରୀ କ୍ୱାର୍ଟର୍ସରେ ଚାଲିଛି ବିଭିନ୍ନ ବ୍ୟବସାୟ

ଭୁବନେଶ୍ୱର: ସରକାରୀ କ୍ୱାର୍ଟର୍ସରେ ଚାଲିଛି ବିଭିନ୍ନ ପ୍ରକାରର ବ୍ୟବସାୟ । ଭିତରେ ଅବାଧ ପ୍ରବେଶ କରି କ୍ୱାର୍ଟର୍ସ ଭିତରେ ବ୍ୟବସାୟ କରୁଛନ୍ତି ନା ଭଡାରେ ନେଇ ବ୍ୟବସାୟ କରୁଛନ୍ତି । ସେନେଇ ତ ପ୍ରଶ୍ନ ଉଠୁଛି । ଏସବୁର ପୋଲିସ ତଦନ୍ତ କରିବାର ଆବଶ୍ୟକତା ରହିଛି । ରାଜମହଲ ଛକରେ…

ରାତିରେ ବୁଦ୍ଧ ପାର୍କ ନିକଟରେ ଜାଳିଦେଲେ ଦୁଇ ଦାମୀ କାର

ଭୁବନେଶ୍ୱର: ଦୁଇ ଦାମୀ କାରରେ ନିଆଁରେ ଲଗେଇଲେ ଦୁର୍ବୃତ୍ତ। ନୀଳାଦ୍ରି ବିହାର ସ୍ଥିତ ବୁଦ୍ଧ ପାର୍କ ନିକଟରେ ଗତକାଲି ବିଳମ୍ବିତ ରାତ୍ରିରେ ଦୁଇଟି ଦାମୀ କାରକୁ ନିଆଁ ଲଗେଇ ଦେଇଛନ୍ତି ଦୁର୍ବୃତ୍ତ। ବିଳମ୍ବିତ ରାତ୍ରୀରେ ନିଆଁ ଲାଗିଥିବା ବେଳେ ଘଟଣା ସ୍ଥଳରେ ପହଞ୍ଚିଥିଲା ପୋଲିସ୍ ଓ…

ଆସନ୍ତାକାଲି ସନ୍ଧ୍ୟାରେ ଚନ୍ଦ୍ରର ଅତି ନିକଟରେ ଦେଖାଯିବ ଶୁକ୍ର

ଭୁବନେଶ୍ୱର: ଆସନ୍ତାକାଲି ସନ୍ଧ୍ୟାରେ ଚନ୍ଦ୍ରର ଅତି ନିକଟରେ ଦେଖାଯିବ ଉଜ୍ଜ୍ୱଳ ଗ୍ରହ ଶୁକ୍ର | ୨୩ ତାରିଖ ଦିନ ସେମାନଙ୍କ ଭିତରେ କୋୖଣିକ ଦୂରତା ପ୍ରାୟ ୨ ଡିଗ୍ରୀ ରହିବ | ତା ପରଦିନ ସେମାନଙ୍କ ଭିତରେ କୋୖଣିକ ଦୂରତା ବଢ଼ିଯାଇ ପ୍ରାୟ ୧୫ ଡିଗ୍ରୀ ହେବ | ମେ ମାସ ଶେଷ ସପ୍ତାହ ତଥା ଜୁନ ମାସ…

ହୁ ହୁ ହୋଇ ଜଳିଲା ପ୍ଲାଷ୍ଟିକ୍‌ ପାଇପ୍‌ ଗୋଦାମ

ସମ୍ବଲପୁର : ଭୟଙ୍କର ଅଗ୍ନିକାଣ୍ଡ । ହୁ ହୁ ହୋଇ ଜଳିଲା ପାଇପ୍‌ ଗୋଦାମ । ପ୍ରବଳ ନିଆଁ ଓ ଧୂଆଁରେ ସାରା ଅଞ୍ଚଳ ଆଚ୍ଛାଦିତ ହୋଇଯାଇଛି । ଏଦୃଶ୍ୟ ହେଉଛି ସମ୍ବଲପୁର ଜିଲ୍ଲା ଧମା ଥାନା ଗୁଣ୍ଡେଇପୁର ଅଞ୍ଚଳର । ସେଠାରେ ଥିବା ଏକ ପ୍ଲାଷ୍ଟିକ ପାଇପ୍‌ ଗୋଦାମରେ ଏହି ଭୟଙ୍କର ଅଗ୍ନିକାଣ୍ଡ…

ବଢ଼ିଲା ରସଗୋଲା ଦାମ୍, ୫ ଟଙ୍କିଆ ମିଠା ୬ ଟଙ୍କା, ୧୦ ଟଙ୍କିଆକୁ ୧୨ ଟଙ୍କା, ୨୦ ଟଙ୍କିଆକୁ ୨୫ ଟଙ୍କା

ଭୁବନେଶ୍ବର: ବଢ଼ିଲା ରସଗୋଲା ଦାମ୍ । କାଲିଠୁ ଲାଗୁ ହେବ ବର୍ଦ୍ଧିତ ଦର । ଦୁଇଦିନ ହେଲା ପାହାଳ ରସଗୋଲା ବଜାର ବନ୍ଦ ରହିଥିବା ବେଳେ କାଲି ଖୋଲିବ ସମସ୍ତ ଦୋକାନ। କାଲିଠୁ ନୂଆ ରେଟରେ ମିଳିବ ରସଗୋଲା ଏବଂ ଛେନାପୋଡ଼ । ଛେନାର ଅହେତୁକ ଦର ବୃଦ୍ଧି ପାଇଁ ବଜାର ବନ୍ଦ ରହିଥିବା ‘ପାହାଳ ମିଠା…

ବିକ୍ରମଙ୍କୁ ଅର୍ଥ, ସାରଦାଙ୍କୁ ଶ୍ରମ ଓ ସୁଦାମ ମାରାଣ୍ଡିଙ୍କୁ ମିଳିଲା ଗଣଶିକ୍ଷା ବିଭାଗ

ଭୁବନେଶ୍ୱର : କ୍ୟାବିନେଟ ମନ୍ତ୍ରୀ ଭାବରେ ନୂଆ ଦାୟିତ୍ୱ ନେଇଥିବା ୩ ମନ୍ତ୍ରୀଙ୍କୁ ବଡ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ନବୀନ ସରକାର । ନୂଆ କରି ଶପଥ ଗ୍ରହଣ କରିଥିବା କ୍ୟାବିନେଟ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ରାଜ୍ୟ ସରକାର ସ୍କୁଲ ଏବଂ ଗଣଶିକ୍ଷା ବିଭାଗର ନୂଆ ମନ୍ତ୍ରୀ ଭାବରେ…

ଛୁଆ ଚୋରି ନେଇ ଏମ୍‌କେସିଜି ମେଡିକାଲରେ ମହିଳାଙ୍କ ହାଇଡ୍ରାମା…

ବ୍ରହ୍ମପୁର : ବ୍ରହ୍ମପୁର ଏମକେସିଜି ମେଡ଼ିକାଲ(ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ)ରେ ହାଇଡ୍ରାମା। ଲୁହ ଛଳଛଳ ହୋଇଥିବା ମହିଳାଙ୍କ ଛୁଆ ଚୋରି ଅଭିଯୋଗ ପରେ ନାକେଦମ ହେଲା ପୁଲିସ। ୩ଘଣ୍ଟା ଧରି ପୁଲିସ ନାକେଦମ ହୋଇ ତଦନ୍ତ କରିବା ପରେ ସମ୍ପୃକ୍ତ ମହିଳାଙ୍କ…

ରାଜ୍ୟ ମନ୍ତ୍ରିମଣ୍ଡଳ ଅଦଳବଦଳକୁ ନେଇ ବିଜେପିର ଟାର୍ଗେଟ…

ଭୁବନେଶ୍ୱର: ଆଜି ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଥିବାବେଳେ ଏବେ ସେମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି | ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗର ଦାୟିତ୍ୱ ମିଳିଥିବାବେଳେ ସୁଦାମ ମାର୍ଣ୍ଡିଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଶାରଦା ନାୟକଙ୍କୁ ଶ୍ରମ ବିଭାଗର ଦାୟିତ୍ୱ ମିଳିଛି |…

କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲେ ତିନି ନୂଆ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଖାଲି ପଡ଼ିଥିବା ମନ୍ତ୍ରୀ ପଦକୁ ନେଇ ଗତ କିଛି ଦିନ ଧରି ଲାଗି ରହିଥିବା ଚର୍ଚ୍ଚାରେ ଆଜି ବିରାମ ଲାଗିଛି। ଶପଥ ନେଲେ ରାଜ୍ୟର ତିନି ନୂଆ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ସାରଦା ନାୟକ, ସୁଦାମ ମାର୍ଣ୍ଡି କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ହେଲେ…