Browsing Category

ଓଡିଶା

ଓଡ଼ିଶାକୁ ମିଳିଲା ଆଉ ଦୁଇଟି ସ୍ୱତନ୍ତ୍ର ନୂଆ ରେଳ ପ୍ରକଳ୍ପ

ଭୁବନେଶ୍ୱର :ଓଡ଼ିଶାକୁ ମିଳିଲା ଆଉ ଦୁଇଟି ସ୍ୱତନ୍ତ୍ର ନୂଆ ରେଳ ପ୍ରକଳ୍ପ। ନୂଆ କରି ନିର୍ମାଣ ହେବ ତାଳଚେର-ଅନୁଗୁଳ ରେଳ ଲାଇନ। ତାଳଚେରଠାରୁ ଏହା ୱାଇ କନେକସନ ରହିବ। ଏହି ନୂଆ ରେଳ ଲାଇନର ମୋଟ ଦୂରତା ହେଉଛି ୧୬.୫୦ କିଲୋମିଟର।  ସେହିପରି ବରଗଡ ରୋଡଠାରୁ ନୂଆପଡା ନୂଆ ରେଳ ଲାଇନ…

ଏଟିଏମ ଲୁଟକୁ ପଣ୍ଡ କରିଥିବା ପୋଲିସ କର୍ମଚାରୀ ସମ୍ମାନିତ

ଭୁବନେଶ୍ବର: ଭୁବନେଶ୍ୱର ଭିଏସଏସ ନଗରରେ ଏଟିଏମ ଲୁଟକୁ ପଣ୍ଡ କରିଥିବା ପୋଲିସ କର୍ମଚାରୀ ସମ୍ମାନିତ । ଜଣେ ଏସପିଓ ଓ ୨ ଜଣ କନେଷ୍ଟବଳଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଛନ୍ତି ଭୁବନେଶ୍ୱର ଡିସିପି । ଗତ ୧୩ ତାରିଖ ରାତି ଅଧରେ ଲୁଟେରାଙ୍କୁ ୨ ଘଣ୍ଟା ଧରି ସାହସର ସହିତ…

ଆବଶ୍ୟକ ସ୍ଥଳରେ ଯୁକ୍ତ ଦୁଇ ସିଟ୍ ବଢ଼ିପାରେ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ବଢ଼ିପାରେ ଯୁକ୍ତ ଦୁଇ ସିଟ୍ ସଂଖ୍ୟା । ଆବଶ୍ୟକ ସ୍ଥଳରେ ଯୁକ୍ତ ଦୁଇ କଲେଜ ଗୁଡିକରେ ସିଟ୍ ବଢ଼ାଯିବ । ଜିଲ୍ଲାର ଆବଶ୍ୟକତା ଦେଖି ସିଟ୍ ବଢ଼ାଯିବ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ପ୍ରମିଳା ମଲ୍ଲିକ । କାରଣ ମେ’ ୧୮ ତାରିଖରେ ମାଟ୍ରିକ ରେଜଲ୍ଟ…

ଭୁବନେଶ୍ବରରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି ଆଗାମୀ ସାଧାରଣ ନିର୍ବାଚନ (୨୦୨୪)ରେ କିପରି ଭାବେ ପଡ଼ିଆକୁ ଓହ୍ଲାଇବ ସେନେଇ ରଣନୀତି ପ୍ରସ୍ତୁତ କରିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ବିଜେପି ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ‘ରାଜ୍ୟ କାର୍ଯ୍ୟକାରିଣୀ ବୈଠକ’ରେ ଶନିବାର ଏନେଇ…

ପୋଲିସ ଚା ପିଇବାବେଳେ ଅଭିଯୁକ୍ତ ଚମ୍ପଟ

ସମ୍ବଲପୁର: ଚା ପିଇବାବେଳେ ଅଭିଯୁକ୍ତ ଚମ୍ପଟ । ନାକଟିଦେଉଳ ପୋଲିସକୁ ଚକମା ଦେଇ ଅଭିଯୁକ୍ତ ଫେରାର । ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଥାନା ଗୋଧିଢିପ ଛକ ନିକଟରେ ପୋଲିସ୍‌ ଚା ପିଉଥିବା ବେଳେ ଚକମା ଦେଇ ଅଭିଯୁକ୍ତ ଫେରାର ହୋଇଯାଇଛି । ବିଭିନ୍ନ ଟ୍ରାଫିକ୍‌ ପୋଷ୍ଟରେ ନାକାବନ୍ଦୀ କରି…

ରାସ୍ତା ଉପରେ ଜଳିଗଲା ‘ମୋ ବସ୍‌’, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ରାଉରକେଲା: ରାଉରକେଲାରେ ଆଜି ଏକ ‘ମୋ ବସ୍‌’ ଜଳିଯାଇଛି। ତେବେ ସମସ୍ତ ଯାତ୍ରୀ ଓ ବସ୍ କର୍ମଚାରୀ ସୁରକ୍ଷିତ ଅଛନ୍ତି। ଦିନ ପ୍ରାୟ ସାଢ଼େ ୧୦ଟା ବେଳେ ଏହି ଘଟଣା ଘଟିଛି। ବସ୍‌ଟି ରାଉରକେଲାରୁ ବେଦବ୍ୟାସ ଯାଉଥିବା ବେଳେ ଟିସିଆଇ ଛକ ନିକଟରେ ଏଥିରେ ନିଆଁ ଲାଗି ଯାଇଥିଲା। ସେତେବେଳେ…

ବନ୍ଦ ଘରୁ ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିବା ଘଟଣା, ମୁଖ୍ୟ ଅଭିଯୁକ୍ତ ସାନ ଭାଇ ଗିରଫ

ବଲାଙ୍ଗୀର: ବଲାଙ୍ଗୀରର ସାଲେପାଲିପଡ଼ାରେ ବୀଭତ୍ସ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ସାନ ଭାଇ ଗିରଫ ହୋଇଛି। ମୁଖ୍ୟ ଅଭିଯୁକ୍ତ ସାନ ଭାଇ ପାରିବାରିକ କଳହରୁ ବଡ଼ ଭାଇକୁ ହାଣି ୮ ଖଣ୍ଡ କରିଥିଲା। ଦୁଇଦିନ ତଳେ ପଲିଥିନରେ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଅଭିଯୁକ୍ତକୁ…

ଘରକୁ ଆସିଥିବା ପୁଲିସ କନେଷ୍ଟବଳଙ୍କ ଆତ୍ମହତ୍ୟା

ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ୍ ଅନ୍ତର୍ଗତ ହାତିନୋଟା ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ଗତକାଲି ରାତିରେ ଗାଁର ପ୍ରେମାନନ୍ଦ ନାଏକ ତାଙ୍କ ଘର ପାଖରେ ଥିବା ସଜୁନା ଗଛରେ ବେକରେ ଚୁନି ବାନ୍ଧି ଆତ୍ମହତ୍ୟା କରିଛନ୍ତି। ପ୍ରେମାନନ୍ଦ ପେୁଲିସ୍ କନେଷ୍ଟବଳ (ଏ.ଏସ୍.ଏ.ପି) ଭାବରେ…

ରାଜଧାନୀରେ ଆରମ୍ଭ ହେଲା ଡ୍ରୋନ ପାଟ୍ରୋଲିଙ୍ଗ

ଭୁବନେଶ୍ୱର : ରାଜଧାନୀକୁ ଆକାଶ ମାର୍ଗରୁ ନଜର ରଖିବ ଡ୍ରୋନ । ବିଶୃଙ୍ଖଳା ସୃଷ୍ଟି କରୁଥିବା ଯୁବକ ବା ବ୍ୟକ୍ତିଙ୍କୁ ଜଗିବ ପୋଲିସ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ସ୍ୱତନ୍ତ୍ର ଅଭିଯାନ । ଭୁବନେଶ୍ବର ଇଉପିଡ଼ିକୁ ଏସପିଜି ପକ୍ଷରୁ ଏକ ହାଇ ପରଫର୍ମିଂ ଡ୍ରୋନ…

କାଳବୈଶାଖୀରେ ଭାଙ୍ଗିଗଲା ଯବାନଙ୍କ ବାରାକ,୧୧ ଆହତ

ମାଲକାନଗିରି: କାଳବୈଶାଖୀ ପ୍ରଭାବରେ ୧୧ ଯବାନ ଗୁରୁତର । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବସ୍ତର ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା CRPF ଯବାନଙ୍କ ୩ଟି ବ୍ୟାରେକ । ପ୍ରବଳ ବର୍ଷା ପବନ ଯୋଗୁଁ ବ୍ୟାରେକର ଛାତ ଉଡ଼ାଇ ନେବା ସହ ଭାଙ୍ଗିରୁଜି ଯାଇଥିଲା । ଫଳରେ ୧୧…