Browsing Category

ଓଡିଶା

ଗୁରୁଜଙ୍ଗରେ ହେବ କୃତ୍ରିମ ଅଙ୍ଗ ନିର୍ମାଣ କେନ୍ଦ୍ର

ଖୋର୍ଦ୍ଧା : ଖୋର୍ଦ୍ଧା ପୌର ପରିଷଦ ଅଧୀନ ଗୁରୁଜଙ୍ଗଠାରେ ଏକ କୃତ୍ରିମ ଅଙ୍ଗ ନିର୍ମାଣ କେନ୍ଦ୍ର ପ୍ରତିଷ୍ଠା ହେବ। ଏନେଇ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପ୍ରାଥମିକ ଚରଣରେ ପ୍ରାୟ ୧୬ଲକ୍ଷ ଟଙ୍କାର ବଜେଟ୍ ଅନୁଦାନ ଦେଇଛି। ବିଦ୍ୟାଳୟ ମିଶ୍ରଣ ପ୍ରକ୍ରିୟାରେ ବନ୍ଦ

ଓୟ ହୋଟେଲ ରୁମରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ଭୁବନେଶ୍ବର: କଣ ହୋଇଯାଇଛି ଯୁବପୀଢୀଙ୍କୁ? କାହିଁକି ଛୋଟ ଛୋଟ କଥାରେ ତୁଚ୍ଛ ମଣିନେଉଛନ୍ତି ନିଜ ଜୀବନକୁ? କାହିଁକି ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେବାକୁ ପଛାଉ ନାହାନ୍ତି ଯୁବପୀଢୀ? ଏବେ ଏଭଳି ପ୍ରଶ୍ନ ଉଙ୍କି ମାରୁଛି ପ୍ରତିଟି ରାଜଧାନୀବାସୀଙ୍କ ମନରେ। କାରଣ ଆଜି ପୁଣି ଜଣେ ଯୁବକ

ଏପ୍ରିଲ ୧୫ରେ ରାଜ୍ୟ ଆଇନଜୀବୀ ପରିଷଦ ନିର୍ବାଚନ

କଟକ : ଏପ୍ରିଲ ୧୫ ତାରିଖରେ ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ନିର୍ବାଚନ ଅନୁଷ୍ଠିତ ହେବ। ‌୩୦ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ୧୬୭ଟି ବୁଥ୍‌ରେ ଭୋଟ ଗ୍ରହଣ ହେବ। ରାଜ୍ୟ ଆଇନଜୀବୀ ପରିଷଦର ୨୫ଟି ସଦସ୍ୟ ପଦ ପାଇଁ ଅନୁଷ୍ଠିତ ହେବାକୁ ଥିବା ଏହି ନିର୍ବାଚନ ଲାଗି ପ୍ରକାଶିତ ଭୋଟର ତାଲିକାରେ

ମା’କୁ ପିଟି ପିଟି ହତ୍ୟା କଲା କୁଳାଙ୍ଗାର ପୁଅ…

ବରଗଡ: ଜନ୍ମ କଲା ମା’କୁ ପିଟି ପିଟି ହତ୍ୟା କଲା ପୁଅ । ବରଗଡ଼ ସଦର ଥାନା ଅନ୍ତର୍ଗତ ପିପିଲିପାଲି ଗାଁର ଘଟିଛି ଏଭଳି ଘଟଣା । ଗତକାଲି ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା । ଅଭିଯୁକ୍ତ ୨୦ ବର୍ଷୀୟ କାର୍ତ୍ତିକ ଭୁଏକୁ ସଦର ଥାନା ପୋଲିସ ଅଟକ ରଖିଛି । ଘଟଣାସ୍ଥଳରେ ବରଗଡ଼ ସଦର

ନବରଙ୍ଗପୁର ଜିଲ୍ଲାରେ ବାଇପାସ୍ ରୋଡ ନିର୍ମାଣ ପାଇଁ ୧୬୯.୨୭ କୋଟି ଟଙ୍କା ମଞ୍ଜୁର କଲେ କେନ୍ଦ୍ର ସରକାର…

ଭୁବନେଶ୍ୱର: ନବରଙ୍ଗପୁର ଜିଲ୍ଲାରେ ବାଇପାସ ରୋଡ୍‌ ନିର୍ମାଣ ପାଇଁ ୧୬୯.୨୭ କୋଟି ଟଙ୍କା ମଞ୍ଜୁରୀକୁ ଅନୁମୋଦନ ଦେଲେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ଏଥିପାଇଁ ଜମି ଅଧିଗ୍ରହଣ ମଧ୍ୟ ସରିଛି ବୋଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ। ସେ ତାଙ୍କ

ରାଜ୍ୟର ବିଭନ୍ନ କୋର୍ଟର ବାର ଆସୋସିଏସନ ନିର୍ବାଚନ ଶେଷ….

ରାଜ୍ୟର ବିଭନ୍ନ କୋର୍ଟର ବାର ଆସୋସିଏସନ ନିର୍ବାଚନ ଶେଷ ହୋଇଛି। ନଜର ପକାନ୍ତୁ କେଉଁ ଅଞ୍ଚଳରର ବାର ଆସୋସିଏସନରୁ କିଏ ନିର୍ବାଚିତ ହୋଇଛନ୍ତି । ଭୁବନେଶ୍ବର: ଭୁବନେଶ୍ବର ବାର ଆସୋସିଏସନ ନିର୍ବାଚନ ଶେଷ ହୋଇଛି। ସଭାପତି ଭାବେ ଧନେଶ୍ଵର ମହାନ୍ତି,ଉପ ସଭାପତି ଭାବେ ଅଞ୍ଜନ କୁମାର

ଲିଙ୍ଗରାଜଙ୍କ ଋକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ…

ଭୁବନେଶ୍ବର:ଲିଙ୍ଗରାଜଙ୍କ ଋକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଜଟଣୀ ବିଧାୟକ ସୁରେଶ ରାଉତରାୟ, ମେୟର ସୁଲୋଚନା ଦାସ, କର୍ପୋରେଟରଙ୍କ ସମେତ ବରିଷ୍ଠ ସେବାୟତ ସବୁ ନିଯୋଗ ସଦସ୍ୟ

କୁଖ୍ୟାତ ଅପରାଧୀ ଜିତେନ୍ଦ୍ର ପଲେଇକୁ ଏନ୍‌କାଉଣ୍ଟର…

ଭୁବନେଶ୍ବର: ରାଜଧାନୀରେ ଏନ୍‌କାଉଣ୍ଟର। ଦୀର୍ଘ ଦିନର ନୀରବତା ପରେ ପୁଣି ଭୁବନେଶ୍ୱରରେ ଏନକାଉଣ୍ଟର। କୁଖ୍ୟାତ ଅପରାଧୀ ଜିତେନ୍ଦ୍ର ପଲେଇକୁ ବାଙ୍କୁଆଳ ନଦୀ ନିକଟରେ ଏନକାଉଣ୍ଟର କରିଛି କମିଶନରେଟ ପୋଲିସର ସ୍ପେଶାଲ୍‌ ଟିମ୍‌। ତା ବାମ ଗୋଡ଼ରେ ବାଜିଛି ଗୁଳି। ତାକୁ ପ୍ରଥମେ କ୍ୟାପିଟାଲ

ହିଞ୍ଜିଳି ରେ ମୁଖ୍ୟମନ୍ତ୍ରୀ, ଲୋକାର୍ପଣ କଲେ ୧୯୫୨,୮୯ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ : ହିଞ୍ଜିଳି ଆସି ମୁଁ ଵହୁତ…

ହିଞ୍ଜିଳିକାଟୁ ୨୬।୩ ହିଞ୍ଜିଳିକାଟୁ ବ୍ଲକ ଅନ୍ତର୍ଗତ ସାରୁ ଗ୍ରାମ ମେଘମାଳ ପଡିଆ ସଭାସ୍ଥଳରେ ପହଁଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନିକିଆ ଗଞ୍ଜାମ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ମୁଖ୍ୟମନ୍ତ୍ରୀ ଏହି ଅବସରରେ ହିଞ୍ଜିଳିକାଟୁ ଵ୍ଳକ ଓ ପୌରପାଳିକା ର

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ…

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଞ୍ଜାମ ଗସ୍ତ । ସେ କବିସୂର୍ଯ୍ୟନଗର, ହିଞ୍ଜିଳି ଓ ଛତ୍ରପୁର ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଥମେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବଡ଼ ଆଗୁଳ ନିକଟରେ ଏକ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ।