Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଶ୍ୱ ଯକ୍ଷ୍ମା ଦିବସ: ପୁରୀ ବେଳାଭୂମିରେ ‘ୟେସ ଉଈ କ୍ୟାନ ଉଇନ ଟିବିର’ ବାର୍ତ୍ତା ଦେଲେ ବାଲୁକାଶିଳ୍ପୀ ସୁଦର୍ଶନ…
ପୁରୀ: ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ୟେସ ଉଈ କ୍ୟାନ ଉଇନ ଟିବିର ବାର୍ତ୍ତା ଦେଲେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ୬ଟନ ବାଲିରେ ଏହି ବାଲୁକା ଭାସ୍କର୍ଯ୍ୟକୁ ବେଳାଭୂମିରେ ପ୍ରସ୍ତୁତ କରିଛନ୍ତି ସୁଦର୍ଶନ । ଆଜି ମାର୍ଚ୍ଚ ୨୪କୁ ସାରା ବିଶ୍ୱରେ ଯକ୍ଷ୍ମା!-->…
ଏପ୍ରିଲ ୩ରୁ ମାଟ୍ରିକ ଖାତା ମୂଲ୍ୟାୟନ
କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ପରିଚାଳିତ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷାର ଖାତା ମୂଲ୍ୟାୟନ ଏପ୍ରିଲ ୩ରୁ ଆରମ୍ଭ ହେବ। ଏଥି ପାଇଁ ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି। ମୂଲ୍ୟାୟନ ପାଇଁ ଚୟନ କରାଯାଇଥିବା ପରୀକ୍ଷକ, ଉପ!-->…
ହାତୀକୁ ମାରି ଦାନ୍ତ କାଟିନେଲେ ଶିକାରୀ…
ବାଲେଶ୍ଵର : ପୁଣି ଏକ ଦନ୍ତାର ମୃତ୍ୟୁ। ମାରି ଦାନ୍ତ କାଟିନେଲେ ଶିକାରି। ବାଲେଶ୍ଵର ଜିଲ୍ଲା ନୀଳଗିରି କୂଳଡିହା ଅଭୟାରଣ୍ୟକଳମା ଚତୁରୀ ନିକଟରୁ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ତାକୁ ଗୁଳି ମାରି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।
ଗୋଟିଏ ବର୍ଷରେ ଅଭୟାରଣ୍ୟରେ ୭ଟି!-->!-->!-->…
୨୬ରେ ଗଞ୍ଜାମର ତିନି ବ୍ଲକ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ
ଗଞ୍ଜାମ : ୨୬ରେ ଗଞ୍ଜାମ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । କବିସୂର୍ଯ୍ୟନଗର, ସମରଝୋଳ ଓ ଛତ୍ରପୁରରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଛି। ଜନସାଧାରଣଙ୍କୁ ଉଦବୋଧନ ଦେବା ସହ ଏସଏଚଜିଙ୍କୁ!-->…
ଓଡିଶା ରାଜ୍ୟ ବାର କାଉନ୍ସିଲ ଙ୍କ ନିର୍ଦ୍ଦେଶ କ୍ରମେ ଆସନ୍ତା ମାର୍ଚ୍ଚ ୨୫ରେ ଅନୁଷ୍ଠିତ ହେବ ଗଞ୍ଜାମ ଓକିଲ ସଂଘ…
ବ୍ରହ୍ମପୁର : ନିର୍ବାଚନ କୁ ଅବାଧ ଓ ନିରପେକ୍ଷ ଭାବେ ପରିଚାଳନା କରାଯିବା ନେଇ ସଂଘ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ନିର୍ବାଚନ ଅଧିକାରୀ ଅକ୍ଷୟ ପଟ୍ଟନାୟକ। ୨୫ ତାରିଖ ସକାଳ ୮ଘଣ୍ଟ ଠାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ହେବ ।ଅପରାହ୍ନ ୪ଟା!-->!-->!-->…
ଓଡିଶାର ଆତିଥ୍ୟ ଅତି ଉଚ୍ଚକୋଟିର, ମୋତେ ବହୁତ ଖୁସି ଲାଗିଲା: ମମତା ବାନାର୍ଜୀ
ଭୁବନେଶ୍ବର: ନବୀନ ନିବାସରେ ମମତା-ନବୀନ ଭେଟଘାଟ।ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି ମମତା ବାନାର୍ଜୀ । ନବୀନ ପଟ୍ଟନାୟକ ଜଣେ ବଡ଼ ନେତା । ନବୀନଙ୍କ ଅତିଥେୟତାକୁ ପ୍ରଶଂସା କରିଛନ୍ତି ମମତା ବାନାର୍ଜୀ। ଓଡ଼ିଶାରେ ଝଡ଼ ଆସିଲେ ପଶ୍ଚିମବଙ୍ଗରେ!-->…
୨୮ ଯାଏ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି…
ଭୁବନେଶ୍ୱର : ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୨୮ ଯାଏ ବର୍ଷା ସମ୍ଭାବନା । ରାଜ୍ୟର ଏକାଧିକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ ଜିଲ୍ଲାକୁ ୟେଲୋ!-->…
ଏବର୍ଷ ବଢିବନି ବିଦ୍ୟୁତ ଦର
ଭୁବନେଶ୍ବର: ବଢିବନି ବିଦ୍ୟୁତ ଦର। ୨୦୨୩-୨୪ ବର୍ଷ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରଖିଲେ ଓଇଆରସି। ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି OERC । ଘରୋଇ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିଛି। ପୂର୍ବଭଳି ପ୍ରଥମ ୫୦ ୟୁନିଟ ପାଇଁ ୩ ଟଙ୍କା, ୫୦ ରୁ ୨୦୦ ୟୁନିଟ ପାଇଁ!-->…
ବିଧାନସଭାରେ ଉପସ୍ଥାପନ ହେବ ନୂଆ ଆପର୍ଟମେଣ୍ଟ ମାଲିକାନା ଆଇନ
କଟକ : ଖୁବଶୀଘ୍ର ନୂଆ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଆଇନ ଆସିବ। ବୁଧବାର ଦିନ ହାଇକୋର୍ଟରେ ଏ ସଂପର୍କିତ ମାମଲାର ଶୁଣାଣି ସମୟରେ ଉପସ୍ଥାପନ କରାଯାଇଥିବା ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ତଥ୍ୟରେ ଉଲ୍ଲେଖ କରାଯାଇଥିଲା ଯେ ନୂଆ ଆଇନ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ!-->…
ନବନିଯୁକ୍ତ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ରାଜ୍ୟ ସଭାପତି ସମୀର ମହାନ୍ତି…
ଭୁବନେଶ୍ୱର: ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି.ନଡ୍ଡା ଆଜି ରାଜ୍ୟ ସଭାପତି ଭାବେ ପୂର୍ବତନ ମନ୍ତ୍ରୀ ଶ୍ରୀ ମନମୋହନ ସାମଲଙ୍କୁ ନିଯୁକ୍ତି ଦେଇଛନ୍ତି । ନବନିଯୁକ୍ତ ରାଜ୍ୟ ସଭାପତି ଶ୍ରୀ ସାମଲଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି । ଏଥି ସହ ଶ୍ରୀ!-->…