Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଶିକ୍ଷକ ଅଭାବ ନେଇ ଗୃହରେ ଉଦ୍ବେଗ…
ଭୁବନେଶ୍ବର: ସ୍କୁଲ ରୂପାନ୍ତରୀକରଣକୁ ନେଇ ବିଧାନସଭାରେ ଜୋର୍ଦାର ଆଲୋଚନା ହୋଇଛି। ରାଜ୍ୟରେ ଶିକ୍ଷକ ଅଭାବ ନେଇ ଗୃହରେ ଉଦବେଗ ଦେଖାଦେଇଛି। ଉଭୟ ବିରୋଧୀ ଓ ଶାସକ ଦଳର ବିଧାୟକ ଅଭିଯୋଗ ଆଣିଛନ୍ତି ଯେ ସ୍କୁଲ ରୂପାନ୍ତରିତ ହେଉଛି କିନ୍ତୁ ଶିକ୍ଷକ ନାହାନ୍ତି। ଏ ନେଇ ଅଭିଯୋଗ ଆଣି!-->…
ସର୍ବସାଧାରଣ ସ୍ଥାନକୁ ପୋଷା କୁକୁର ମନା…
ଭୁବନେଶ୍ୱର: ଏଣିକି ରାଜଧାନୀ ରାସ୍ତା କଡ଼ରେ ଝାଡ଼ା ଫେରିପାରିବେନି ପୋଷା କୁକୁର। ଯଦି କୌଣସି ମାଲିକ ତାଙ୍କ କୁକୁରଙ୍କୁ ଏଭଳି କାର୍ଯ୍ୟ କରାଉଥିବାର ନଜର ଆସନ୍ତି, ତାଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଖାଲି ସେତିକି ନୁହେଁ ସର୍ବସାଧାରଣ ସ୍ଥାନକୁ ମଧ୍ଯ ପୋଷା କୁକୁର ନେବାକୁ ମନା।!-->…
ବର୍ଷାଙ୍କ ରିଟ ପିଟିସନକୁ ଖାରଜ କଲେ ହାଇକୋର୍ଟ
କଟକ: ବର୍ଷା-ଅନୁଭବ ମାମଲାର ସୋସିଆଲ ମିଡିଆ ବିବାଦ ପ୍ରସଙ୍ଗରେ ଓଡିଶା ହାଇକୋର୍ଟ ଆଜି ରାୟ ପ୍ରକାଶ କରି ବର୍ଷା ପ୍ରିୟଦର୍ଶୀନୀଙ୍କ ଆବେଦନକୁ ଖାରଜ କରିଛନ୍ତି। ଜଷ୍ଟିସ କେ.ଆର.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଗତ ଜାନୁଆରୀ ୬ ତାରିଖରେ ଏହି ମାମଲାର ଶୁଣାଣି ଶେଷ ହୋଇ ରାୟ!-->…
ଏଣିକି ଖଣ୍ଡଗିରି-ଉଦୟଗିରି ରାସ୍ତାରେ ଗଡ଼ିବନି ଗାଡ଼ି
ଭୁବନେଶ୍ବର: ଏଣିକି ଯାନବାହନ ଚଳାଚଳ ପାଇଁ ବନ୍ଦ ରହିବ ଖଣ୍ଡଗିରି-ଉଦୟଗିରି ନିକଟସ୍ଥ ରାସ୍ତା। ଖଣ୍ଡଗିରି ଛକରୁ ଉଦୟଗିରି ନୂଆ ପାର୍କିଂ ଯାଏ ଥିବା ରାସ୍ତାକୁ ବନ୍ଦ କରିଛି ପ୍ରତ୍ନତତ୍ତ୍ୱ ବିଭାଗ।
ପର୍ଯ୍ୟଟକଙ୍କ ଚଳପ୍ରଚଳ ବେଳେ କୌଣସି ପ୍ରକାର ଦୁର୍ଘଟଣାକୁ ଏଡାଇବାକୁ ଦୀର୍ଘ ଦିନରୁ ଏ!-->!-->!-->…
ଅଜଣା ଗାଡି ଧକ୍କାରେ ମହିଳାଙ୍କ ମୃତ୍ୟୁ…
ଯାଜପୁର : ଆମୁଲାନ୍ସ ନଆସିବାରୁ ଦୁର୍ଘଟଣାରେ ଗୁରୁତର ଆହତ ମହିଳାଙ୍କୁ ଠେଲାରେ ଡାକ୍ତରଖାନା ପର୍ଯ୍ୟନ୍ତ ଆଣିଲେ ପରିବାର ଲୋକେ। ଏହା ପରେ ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଞ୍ଚଳରେ।
ମୃତ ମହିଳା ହେଲେ ଜାରକା!-->!-->!-->…
ଅଧିକ ଧାନ ଓ ଭାଗ ଚାଷୀଙ୍କୁ ନେଇ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ…
ଭୁବନେଶ୍ବର: ଅମଳ ହେଉଥିବା ଅଧିକ ଧାନ ଓ ଭାଗ ଚାଷୀଙ୍କୁ ନେଇ ବିଧାନସଭା ପ୍ରଶ୍ନ କାଳରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମୁହାଁମୁହିଁ ହୋଇଛନ୍ତି।
ନରସିଂହ ମିଶ୍ର କହିଛନ୍ତି, ‘ଓଡ଼ିଶା ଲ୍ୟାଣ୍ଡ ରାଇଟ ଆକ୍ଟ ଅନୁଯାୟୀ ଭାଗ ଚାଷ!-->!-->!-->…
ଇଚ୍ଛାଧୀନ କୋଟା: ୯୩ ଆବଣ୍ଟନ ବାତିଲ, ୭୯ ଜଣଙ୍କ ବିରୋଧରେ ମାମଲା
ଭୁବନେଶ୍ବର: ୨୦୧୫ ମସିହାରେ ରାଜ୍ୟ କ୍ୟାବିନେଟ ଟାସ୍କ ଫୋର୍ସ ରିପୋର୍ଟକୁ ସରକାର ଅନୁମୋଦନ କରିଛନ୍ତି। ରିପୋର୍ଟ ଆଧାରରେ ବିଡିଏ, ସିଡିଏ ଓ ଓଏସ୍ଏଚ୍ବି ୧୯୯୫ ମସିହାରୁ ଇଚ୍ଛାଧୀନ କୋଟାରେ ଆବଣ୍ଟିତ ପ୍ଲଟ୍-ଘର-ଫ୍ଲାଟ୍କୁ ବାତିଲ କରି ଦିଆଯାଇଛି। ବିଡିଏ, ସିଡିଏ ଓ ଓଏସ୍ଏଚ୍ବିରେ ୧୭୭୬!-->…
ସ୍ତ୍ରୀକୁ ହତ୍ୟା ପରେ ନିଜ ଜୀବନ ହାରିଲା ସ୍ୱାମୀ…
ସୁନ୍ଦରଗଡ଼ : ସୁନ୍ଦରଗଡ଼ ତଲସରା ଥାନା ଡମକୁଡ଼ା ଗାଁରେ ଅଭାବନୀୟ ଘଟଣା । ସ୍ତ୍ରୀକୁ ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ। ପତ୍ନୀର ମୃତଦେହ ଖଟ ଉପରେ ପଡ଼ିଥିବା ବେଳେ ନିଜେ ରଶି ଲଗାଇ ଆତ୍ମହତ୍ୟା କରିଦେଲା ।ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।!-->…
ଚତୁର୍ଥ ପତ୍ନୀଙ୍କ ଅଭିଯୋଗ ପରେ ରସିକିଆ ଜେଇ ଗିରଫ…
ରାୟଗଡ଼ : ବନ୍ଧା ହେଲେ ରସିକିଆ ଜେଇ। ପୂର୍ତ୍ତ ଓ ଗୃହ ନିର୍ମାଣ ଯନ୍ତ୍ରୀ ଗୋପୀନାଥ କିଷାନଙ୍କୁ ଗିରଫ କରିଛି ରାୟଗଡା ପୋଲିସ। ଗୋପୀନାଥ କିଷାନ ଗୋଟିଏ କି ଦୁଇଟି ନୁହେଁ ଏକା ଥରେ ଚାରି ଚାରି ଜଣଙ୍କୁ ବିବାହ କରିଥିବା ହୋଇଛି ଅଭଯୋଗ । ଆଉ ଏହି ଅଭିଯୋଗ ଆଣିଛନ୍ତି ତାଙ୍କର ଚତୁର୍ଥ!-->…
ସକାଳୁ ସକାଳୁ ଟାଓ୍ଵାର ଉପରେ ଚଢିଗଲେ ଯୁବକ, ୨ ଘଣ୍ଟା ପରେ ଉଦ୍ଧାର
ଭୁବନେଶ୍ୱର : ସକାଳୁ ସକାଳୁ ଟାଓ୍ଵାର ଉପରେ ଚଢିଗଲେ ଯୁବକ । ଦୁଇ ଘଣ୍ଟା ଉପରେ ରହିଲେ । ପୋଲିସକୁ ନାକେଦମ୍ କଲେ ଯୁବକ । ୨ ଘଣ୍ଟା ପରେ ତାଙ୍କୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ । ଭୁବନେଶ୍ୱର ଶିଶୁଭବନ ଛକରେ ଆଜି ସକାଳୁ ଏହି ଘଟଣା ଦେଖିବାକୁ ମିଳିଥିଲା । ହୋର୍ଡିଂ ଉପରେ ଚଢି!-->…