Browsing Category

ଓଡିଶା

ବନ୍ଧା ହେଲେ ମାଷ୍ଟର ମାଇଣ୍ଡ ଦମ୍ପତି, କରୁଥିଲେ କୋଠା ହଡ଼ପ ଯୋଜନା

ଭୁବନେଶ୍ୱର: ରାଜଧାନୀରେ ଦୁଇ ମହଲା କୋଠା ହଡ଼ପ ଯୋଜନା ପଣ୍ଡ । ବନ୍ଧା ହେଲେ ମାଷ୍ଟର ମାଇଣ୍ଡ ଦମ୍ପତି । ନକଲି ରେଜିଷ୍ଟ୍ରି ରେକର୍ଡ ଓ ଦୁଷ୍କର୍ମ ମାମଲାରେ ଘର ମାଲିକଙ୍କୁ ଛନ୍ଦିବାକୁ ଉଦ୍ୟମ କରିଥିଲେ । ଶେଷରେ ନିଜ ଫାନ୍ଦରେ ଛନ୍ଦି ହୋଇଛନ୍ତି । ଚନ୍ଦଶେରପୁର ପୋଲିସ ଦମ୍ପତିଙ୍କୁ

ଟାଇମ୍‌ ମାଗାଜିନରେ ମୟୂରଭଞ୍ଜ ଜିଲ୍ଲା, ବିଶ୍ୱର ସର୍ବୋକୃଷ୍ଟ ସ୍ଥାନ ତାଲିକାରେ ସାମିଲ..

ଭୁବନେଶ୍ୱର : ବିଶ୍ୱର ସମ୍ମାନ ଜନକ ତଥା ପ୍ରମୁଖ ଟାଇମ୍‌ ମାଗାଜିନରେ ସ୍ଥାନ ପାଇଛି ମୟୂରଭଞ୍ଜ ଜିଲ୍ଲା। ‘ଟାଇମ’ ମାଗାଜିନରେ ପ୍ରକାଶିତ ବିଶ୍ୱର ସର୍ବୋକୃଷ୍ଟ ସ୍ଥାନ-୨୦୨୩ ତାଲିକାରେ ମୟୂରଭଞ୍ଜ ଜିଲ୍ଲା ସ୍ଥାନ ପାଇଥିବାରୁ ଜିଲ୍ଲାବାସୀ ବେଶ୍‌ ଉତ୍ସାହିତ ହୋଇ ପଡ଼ିଛନ୍ତି ।  ଟାଇମ୍‌

୩ ଟ୍ରେନ୍‌କୁ ସମ୍ପୂର୍ଣ୍ଣ ବାତିଲ ଓ ୯ ଟି ଆଂଶିକ ବାତିଲ କଲା ପୂର୍ବତଟ ରେଳପଥ…

ଭୁବନେଶ୍ୱର: ଶୁକ୍ରବାର ପୂର୍ବତଟ ରେଳପଥ ପକ୍ଷରୁ ୩ ଟ୍ରେନ୍‌କୁ ଅସ୍ଥାୟୀ ଭାବେ ସମ୍ପୂର୍ଣ୍ଣ ବାତିଲ୍ କରାଯାଇଥିବା ବେଳେ ଓ ୯ଟି ଟ୍ରେନ୍‌କୁ ଆଂଶିକ ବାତିଲ୍ କରାଯାଇଛି। ଛତ୍ରିପୁଟ ଓ ମାଲିଗୁଡା ମଧ୍ୟରେ ରେଳ ଲାଇନ୍‌ ଦୋହରୀକରଣ ଶୀଘ୍ର କାର୍ଯ୍ୟକ୍ଷମ ହେବ। ଏଣୁ ନିରାପତ୍ତା ସମ୍ବନ୍ଧୀୟ

ପୁରୀ ମାର୍କେଟ ଛକରେ ହଣାହଣି, ୩ ଗୁରୁତର…

ପୁରୀ :ପୁରୀରେ ହଣାକଟା । ୩ ଗୁରୁତର । ପୁରୀ ବଡଦାଣ୍ଡ ମାର୍କେଟ ଛକରେ ଗୋଷ୍ଠୀ ସଂଘର୍ଷ । ଦୁର୍ବୃତ୍ତଙ୍କ ଖଣ୍ଡା ଚୋଟରେ ୩ଜଣ ଗୁରୁତର ହୋଇଛନ୍ତି । ବୀରହରେକୃଷ୍ଣପୁର ମେଳଣରେ ଜୁଆ ଖେଳକୁ କେନ୍ଦ୍ର କରି ହଣାକଟା ହୋଇଛି । ଗତକାଲି ରାତିରେ ବୀରହରେକୃଷ୍ଣପୁର ଖଡ଼ିପଦା ମେଳଣରେ ଉଭୟ ଗୋଷ୍ଠୀ

ରାଜ୍ୟରେ ସକ୍ରିୟ ରହିଛି ପଶ୍ଚିମା ଝଡ: ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି ଦେଖିବାକୁ ମିଳିବ ପଶ୍ଚିମା ଝଡ଼ର ପ୍ରବଳ ପ୍ରଭାବ। ସର୍ବାଧିକ ପ୍ରଭାବ ପାଇଁ ୯ ଜିଲ୍ଲା ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ବିଜୁଳି ଘଡ଼ଘଡ଼ି ସହ କୁଆ ପଥର ବର୍ଷା ପାଇଁ ୯ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର,

ରାଜପଥ ପାର୍ଶ୍ୱରେ ପୁଣି ଖୋଲିଲା ଆମିଷ ବଜାର

ଭୁବନେଶ୍ୱର: ଉଠାଦୋକାନୀ ଏବଂ ବିଏମ୍‌ସି, ବିଡିଏ ମଧ୍ୟରେ ଚାଲିଥିବା ଛକାପଞ୍ଝାର ସ୍ଥାୟୀ ସମାଧାନ ବାହାରି ପାରୁନାହିଁ। ଉଠାଦୋକାନୀମାନେ ଯେଉଁଠି ପାରୁଛନ୍ତି ସେଠି ବେପାର ଜମାଇ ଦେଉଛନ୍ତି। ଅପରପକ୍ଷେ ବର୍ଷବର୍ଷ ଧରି ଦୋକାନ ଦେଇ ପରିବାର ଚଳାଉଥିବା ଉଠାଦୋକାନୀଙ୍କୁ ବିନା ଥଇଥାନରେ ବିଏମ୍‌ସି

ସରକାରୀ କର୍ମଚାରୀଙ୍କୁ ଇଲେକ୍ଟ୍ରିକ୍ ଗାଡ଼ି କିଣିବାକୁ ବିନା ସୁଧରେ ଅଗ୍ରୀମ ଋଣ ଦେବେ ସରକାର…

ଭୁବନେଶ୍ୱର: ଇଲେକ୍ଟ୍ରିକ୍ ଗାଡ଼ି କିଣିବା ପାଇଁ ସରକାରୀ କର୍ମଚାରୀଙ୍କୁ ମିଳିବ ପ୍ରୋତ୍ସାହନ । ବିନା ସୁଧରେ ଅଗ୍ରୀମ ରାଶି ଦେବାକୁ ଘୋଷଣା କରିଛନ୍ତି ସରକାର । ତେବେ ୨୦୨୫ ଡିସେମ୍ବର ୩୧ ମଧ୍ୟରେ ଏନେଇ ଆବେଦନ କରିପାରିବେ ସରକାର କର୍ମଚାରୀ । ଏନେଇ ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ

ଉଚ୍ଛେଦ କରିବାକୁ ଯାଇ ନାକେଦମ୍‌ ପ୍ରଶାସନ…

ଭୁବନେଶ୍ୱର: ଉଠାଦୋକାନୀ ଏବଂ ବିଏମ୍‌ସି, ବିଡିଏ ମଧ୍ୟରେ ଚାଲିଥିବା ଛକାପଞ୍ଝାର ସ୍ଥାୟୀ ସମାଧାନ ବାହାରି ପାରୁନାହିଁ। ଉଠାଦୋକାନୀମାନେ ଯେଉଁଠି ପାରୁଛନ୍ତି ସେଠି ବେପାର ଜମାଇ ଦେଉଛନ୍ତି। ଅପରପକ୍ଷେ ବର୍ଷବର୍ଷ ଧରି ଦୋକାନ ଦେଇ ପରିବାର ଚଳାଉଥିବା ଉଠାଦୋକାନୀଙ୍କୁ ବିନା ଥଇଥାନରେ ବିଏମ୍‌ସି

୨ ଦିନିଆ ନବରଙ୍ଗପୁର ଗସ୍ତରେ 5T ସଚିବ

ନବରଙ୍ଗପୁର : ୨ ଦିନିଆ ନବରଙ୍ଗପୁର ଜିଲ୍ଲା ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ । ଆଜି ଜିଲ୍ଲାର ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବେ । ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା କାର୍ଯ୍ୟକ୍ରମ ରହିଛି । ଗତକାଲି ନବରଙ୍ଗପୁର ସର୍କିଟ ହାଉସରେ ବିଭିନ୍ନ ଲୋକ ଓ ଲୋକ

୪୫ ମିନିଟ୍‌ ଫସି ରହିଲେ ସୁରକ୍ଷାକର୍ମୀଙ୍କ ସହ ୫ ପର୍ଯ୍ୟଟକ…

ଭୁବନେଶ୍ୱର : ଧଉଳି ଶାନ୍ତିସ୍ତୂପରେ ଶୁକ୍ରବାର ଏକ ବଡ ଦୁର୍ଘଟଣା ଟଳିଯାଇଛି। ପାହାଡ଼ ଉପରକୁ ଯିବାଆସିବା ଲାଗି ରହିଥିବା ଲିଫ୍ଟ ଅଧାରୁ ଅଟକିଯିବାରୁ ଏହା ଭିତରେ ୫ ପର୍ଯ୍ୟଟକ ଓ ଜଣେ ସୁରକ୍ଷା କର୍ମୀ ୪୫ ମିନିଟ୍‌ ଧରି ଫସି ରହିଥିଲେ। ସେମାନେ ଅଣନିଃଶ୍ୱାସୀ ହୋଇପଡିବା ସହ ଅସୁସ୍ଥ ଅନୁଭବ