Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୧୦ ବର୍ଷରେ ୭୮୪ ହାତୀ ମୃତ
ଭୁବନେଶ୍ବର: ୨୦୧୭-୧୮ରୁ ୨୦୨୧-୧୧ ବର୍ଷ ମଧ୍ୟରେ ରାଜ୍ୟର ୩୯ଟି ଜଙ୍ଗଲ ଡିଭିଜନରେ ବିଭିନ୍ନ କାରଣରୁ ୪୧୬ଟି ହାତୀ ମୃତ୍ୟୁବରଣ କରିଛନ୍ତି। ବିଜେପି ବିଧାୟିକା କୁସୁମ ଟେଟେଙ୍କ ପ୍ରଶ୍ନରରେ ଉତ୍ତର ରଖି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତନ ମନ୍ତ୍ରୀ ପ୍ରଦୀପ ଅମାତ ଏହି ସୂଚନା ଦେଇଛନ୍ତି।
!-->!-->!-->…
EOW ପଞ୍ଝାରେ ଜାଲ୍ କମ୍ପାନୀର ନିର୍ଦ୍ଦେଶକ
ଭୁବନେଶ୍ୱର: ଇଓଡବ୍ଲୁ ପଞ୍ଝାରେ ଜାଲ୍ କମ୍ପାନିର ଜଣେ ନିର୍ଦ୍ଦେଶକ । କମ୍ପାନିର ନିର୍ଦ୍ଦେଶକକୁ ଗିରଫ କରିଛି ଇଓଡବ୍ଲୁ । ଅନଲାଇନ ବେଟିଂ ଓ ପୁଞ୍ଜି ଠକେଇ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଏଡୁଡାଡି ଇନଷ୍ଟିଚ୍ୟୁଟ ଅଫ ଆଡଭାନ୍ସଡ ଷ୍ଟଡିସ ପ୍ରାଇଭେଟ ଲିମିଟେଡର ନିର୍ଦ୍ଦେଶକ ନବୀନ!-->…
ସେବାଶ୍ରମରେ ଗରମ ଡାଲି ପଡ଼ି ଛାତ୍ର ମୃତ୍ୟୁ ଘଟଣା : ପ୍ରଧାନଶିକ୍ଷୟିତ୍ରୀ, ମଙ୍ଗଳ ସଂପ୍ରସାରଣ ଅଧିକାରୀ ନିଲମ୍ବିତ
ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଲକ ଅନ୍ତର୍ଗତ ଡେଙ୍ଗୁଳାସ୍ଥିତ ସେବାଶ୍ରମରେ ଗରମ ଡାଲି ପଡ଼ି ଅଷ୍ଟମ ଶ୍ରେଣୀ ଛାତ୍ରର ମୃତ୍ୟୁ ଘଟଣାରେ ଆଦିବାସୀ ଉନ୍ନୟନ ବିଭାଗ କାର୍ଯ୍ୟାନୁଷ୍ଠାନ ନେଇଛି। ସେବାଶ୍ରମର ପ୍ରଧାନଶିକ୍ଷୟିତ୍ରୀ କାର୍ମେଲା ବିଲୁଙ୍ଗ ଓ ବ୍ଲକ ମଙ୍ଗଳ ସଂପ୍ରସାରଣ!-->…
ଅର୍ଚ୍ଚନା ନାଗ କେସର ଷ୍ଟାଟର୍ସ ରିପୋର୍ଟ ମାଗିଲେ ହାଇକୋର୍ଟ…
କଟକ: ହାଇକୋର୍ଟରେ ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ମାମଲାର ଶୁଣାଣି କରି କୋର୍ଟ ତଦନ୍ତର ଅଗ୍ରଗତି ନେଇ ରିପୋର୍ଟ ଦାଖଲ କରିବାକୁ ପୁଲିସକୁ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି। ପରବର୍ତ୍ତୀ ଶୁଣାଣି ପୂର୍ବରୁ ନୟାପଲ୍ଲୀ ଥାନାରେ ଅକ୍ଷୟ ପରିଜାଙ୍କ ମାମଲାର ରିପୋର୍ଟ ଦାଖଲ କରିବାକୁ ଓଡ଼ିଶା ଉଚ୍ଚ!-->…
H3N2 ଭାଇରସ : ମନଇଚ୍ଛା ଆଣ୍ଟି ବୟୋଟିକ୍ ନ ଖାଇବାକୁ ସତର୍କ କଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ…
ଭୁବନେଶ୍ୱର: ରାଜ୍ୟରେ ଇନଫ୍ଲୁଏଞ୍ଜା ଭୟ।ରାଜ୍ୟରେ ଏହାରି ଭିତରେ ଚିହ୍ନଟ ହେଲେଣି ୫୯ ରୋଗୀ । ସିମଟମ ବଢ଼ୁଥିବାରୁ ବଢ଼ାଯିବ ଆଇଏଲଏସ ସର୍ଭିଲାନ୍ସ । ଏହା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।
ଅନ୍ୟପଟେ ଡାକ୍ତରଙ୍କ ବିନା ପରାମର୍ଶରେ ମନଇଚ୍ଛା ଔଷଧ ଖାଆନ୍ତୁ!-->!-->!-->…
ଜୟନାରାୟଣ ମିଶ୍ରଙ୍କୁ ଆସନ୍ତା ୧୭ରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ
ଭୁବନେଶ୍ଵର: ବଢ଼ିଲା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଅଡୁଆ । ୨୦୧୮ ବିଜେପୁର ଉପନିର୍ବାଚନ ବେଳେ ହୋଇଥିବା ଦିଲେଶ୍ୱର ସାହୁ ହତ୍ୟା ମାମଲାରେ ତାଙ୍କୁ ହାଜର ହେବାକୁ ନୋଟିସ୍ ହୋଇଛି । ଆସନ୍ତା ୧୭ ତାରିଖରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି ଭୁବନେଶ୍ୱର ଅତିରିକ୍ତ ଦୌରା!-->…
ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ତିନି ବର୍ଷରେ ୨୦୮୭ଟି ରାସ୍ତା ନିର୍ମାଣ ହୋଇଛି: ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ବର: ଗତ ୩ ବର୍ଷରେ (୨୦୨୦-୨୦୨୩) ରାଜ୍ୟରେ ୨୪୨୨ କୋଟି ବ୍ୟୟରେ ୭୫୦ଟି ରାସ୍ତା ନିର୍ମାଣ ହୋଇଛି। ଏନେଇ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେ଼ଇ ବିଧାନସଭାରେ ସୂଚନା ଦେଇଛନ୍ତି। ଆଜି ଗୃହରେ ଏକ ମୁଲତବୀ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ!-->…
ପୁଣି ମାଟ୍ରିକ୍ ପ୍ରଶ୍ନପତ୍ର ଲିକ୍
ନବରଙ୍ଗପୁର: ପୁଣି ମାଟ୍ରିକ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଅଭିଯୋଗ । ନବରଙ୍ଗପୁର ଜିଲ୍ଲାରେ ହିନ୍ଦୀ ଓ ସଂସ୍କୃତ ପେପର୍ ପ୍ରଶ୍ନ ଲିକ୍ ହୋଇଥିବା ଅଭିଯୋଗ ହୋଇଛି । ପ୍ରଥମେ ହିନ୍ଦୀ ପ୍ରଶ୍ନପତ୍ର ଓ ପରେ ସଂସ୍କୃତ ପ୍ରଶ୍ନର ଅବଜେକଟିଭ୍ ଉତ୍ତର ଲିକ୍ ହୋଇଥିବା ଅଭିଯୋଗ ହୋଇଛି ।!-->…
ଜଙ୍ଗଲ ନିଆଁ ନିୟନ୍ତ୍ରଣ କରିବାକୁ ଏସ୍ଏଚଜିଙ୍କ ସହାୟତା ନିଆଯାଇଛି : ପ୍ରଦୀପ ଅମାତ
ଭୁବନେଶ୍ୱର: ଜଙ୍ଗଲ ନିଆଁ ନିୟନ୍ତ୍ରଣ କରିବାକୁ ଏସ୍ଏଚଜିଙ୍କ ସହାୟତା ନିଆଯାଇଛି । ବିଧାନସଭାରେ ପ୍ରଶ୍ନକାଳରେ ଉତ୍ତର ଦେଲେ ଜଙ୍ଗଳ ମନ୍ତ୍ରୀ ପ୍ରଦୀପ ଅମାତ । ଧାନ କାଟିଲା ପରେ ବଳକା ଅଂଶରେ ଚାଷୀଚ ନିଆଁ ଲଗାଇ ଦେଉଛି । ଯେଉଁଥି ପାଇଁ ସାଟେଲାଇଟରେ ଅଧିକ ନିଆଁ ଲାଗିଥିବା ଆସୁଛି ।
!-->!-->!-->…
ଡ୍ରପଆଉଟ୍ରେ ଓଡିଶା ୧ନମ୍ବର: ଜୟନାରାୟଣ
ଭୁବନେଶ୍ୱର: ମାଟ୍ରିକ ପରିକ୍ଷାରେ ପିଲା ଅନୁପସ୍ଥିତ ନେଇ ଜୟନାରାୟଣଙ୍କ ଉଦବେଗ । ଶୂନ୍ୟକାଳରେ ପ୍ରଶ୍ନ ଉଠାିବା ସହ ମନ୍ତ୍ରୀଙ୍କ ଉତ୍ତର ଦାବି କଲେ ଜୟନାରାୟଣ ମିଶ୍ର । ମାଟ୍ରିକ ପରିକ୍ଷାରେ ୧୫ହଜାରରୁ ଅଧିକ ପିଲା ଅନୁପସ୍ଥିତ । ଡ୍ରପଆଉଟ ରେସିଓରେ ସାରା ଭାରତରେ ଓଡିଶା ହେଉଛି ୧ନମ୍ବର ।
!-->!-->!-->…