Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଗରମ ଡାଲିରେ ପଡି ଅଷ୍ଟମ ଶ୍ରେଣୀର ଛାତ୍ର ମୃତ
ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା କୋଇଡା ବ୍ଲକର ଡେଙ୍ଗୁଳା ଉଚ୍ଚ ବିଦ୍ୟାଳୟରେ ଘଟିଛି ଏକ ହୃଦୟଥରା ଘଟଣା । ଗରମ ଡାଲିରେ ପଡି ସ୍କୁଲ ହଷ୍ଟେଲର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି । ଏହାକୁ ନେଇ ସାରା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।
ଘଟଣାଟି ୬ ତାରିଖରୁ ଘଟିଥିଲେ ହେଁ!-->!-->!-->…
NH 18 ରେ ଓଲଟିଲା ବସ, ୩୦ ଆହତ,୪ ଜଣ ଗୁରୁତର
ମୟୁରଭଞ୍ଜ: ଓଲଟିଲା ବସ, ୩୦ ଆହତ । ବସ୍ରେ ଥିବା ୩୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ରାଇରଙ୍ଗପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ୍ କୃଷ୍ଣଚନ୍ଦ୍ରପୁରଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଭୁବନେଶ୍ୱର ଅଭିମୁଖେ ଯାଉଥିବା!-->…
ଭାରତ କୁ ହିନ୍ଦୁରାଷ୍ଟ୍ର ଘୋଷଣା ପାଇଁ ଅଣ୍ଟା ଭିଡ଼ିଲା ଓଡ଼ିଶା ସୁରକ୍ଷା ସେନା…
ମାଲକାନଗିରି : ଓଡ଼ିଶା ସୁରକ୍ଷା ସେନାର ମୁଖ୍ୟ ତଥା ହିନ୍ଦୁରାଷ୍ଟ୍ର ଅଭିଯାନର ଆବାହକ ଶ୍ରୀ ଅଭିଷେକ ଯୋଷୀ ଭାରତକୁ ହିନ୍ଦୁ ରାଷ୍ଟ୍ର ଘୋଷିତ ଅବିଳମ୍ବେ କରିବାକୁ ନେଇ ନିଜ ଦାବି ଓହରାଇଲେ ।ଆଜି ମାଲକାନଗିରି ଜିଲ୍ଲା ସଦରମହକୁମା ହୋଟେଲ ସ୍ବାଗତ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ନିଜ!-->!-->!-->…
ଡ୍ରାଇଭର ମହାସଂଘର ଷ୍ଟେରିଙ୍ଗ ଛାଡ଼ ଆନ୍ଦୋଳନ ବିରୋଧରେ ଥାନାରେ ଅଭିଯୋଗ
ନବରଙ୍ଗପୁର : ଚଳିତ ମାସ ୧୫ ତାରିଖରେ ଓଡ଼ିଶା ଡ୍ରାଇଭର ମହାସଂଘ ତରଫରୁ ଡାକରା ଦେଇଥିବା ଷ୍ଟେରିଙ୍ଗ ଛାଡ଼ ଆନ୍ଦୋଳନ ବିରୋଧ ରେ ଥାନା ରେ ଅଭିଯୋଗ କଲା ଓଡିଶା ମୋଟର ଚାଳକ ସଙ୍ଘ । ଅଭିଯୋଗ ଏହାକି ବିନା କୌଣସି ଆଲୋଚନାରେ ଏକ ତରଫା ଭାବେ ରାଜ୍ୟ ବ୍ୟାପି ଷ୍ଟେରିଙ୍ଗ ଛାଡ଼ ର ଘୋଷଣା କରିଛି!-->…
ମାଟ୍ରିକ ପରୀକ୍ଷାରେ ୧୫ ହଜାର ପରୀକ୍ଷାର୍ଥୀ ଅନୁପସ୍ଥିତ…
ଭୁବନେଶ୍ୱର: ଶିକ୍ଷାବ୍ୟବସ୍ଥାକୁ ମଜବୁତ କରିବାକୁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହାରି ଭିତରେ କିନ୍ତୁ ଚଳିତ ମାଟ୍ରିକ ପରୀକ୍ଷାରେ ୧୫ ହଜାର ଛାତ୍ରଛାତ୍ରୀ ଅନୁପସ୍ଥିତ ରହିବା ଚିନ୍ତାର କାରଣ ବଢ଼ାଇଛି। ସେହିପରି ସମ୍ମେଟିଭ ଓ୍ୱାନ ପରୀକ୍ଷାରେ ୧୩ ହଜାର ପରୀକ୍ଷାର୍ଥୀ!-->…
ଘରୋଇ କୋଚିଂ ସେଣ୍ଟର ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସହରରେ ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିବାର ଖବର ମିଳିଛି। ସଦର ଥାନା ଅନ୍ତର୍ଗତ ଏକ ଘରୋଇ କୋଚିଂ ସେଣ୍ଟର ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକଙ୍କ ନାମ ସୁବ୍ରତ ମୁଦୁଲି। ସେ କଂସାରି ପଞ୍ଚାୟତର ଫୋରଡ଼ ଗାଁର ସୁବାସ ମୁଦୁଲିଙ୍କ ପୁଅ।
!-->!-->!-->…
ଗହୀରମଥାରେ ଅଲିଭରିଡ୍ଲେଙ୍କ ସମୂହ ଅଣ୍ଡାଦାନ…
ରାଜନଗର : ବିରଳ ଅଲିଭରିଡଲେ କଇଁଛଙ୍କ ଅନ୍ତୁଡିଶାଳ କେନ୍ଦ୍ରାପଡ଼ା ଉପକୂଳର ଗହୀରମଥାଠାରେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ୯ ତାରିଖ ଦିନ ୮୮ହଜାର, ୧୦ ତାରିଖରେ ୨ ଲକ୍ଷ ୧୪ ହଜାର ୫୮ଟି ଅଲିଭରିଡଲେ ଅଣ୍ଡାଦାନ କରିଛନ୍ତି। କୂଳଠାରୁ ୧ କିମି ଭିତରେ ଦୀର୍ଘ ୧ ମାସ ହେଲା!-->…
ଆଇୟୁପିଏସି ପୁରସ୍କାର ପାଇଁ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି ମନୋନୀତ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି ସମ୍ମାନଜନକ ଆଇୟୁପିଏସି ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଜ୍ୟୋତିର୍ମୟୀ ଦେଶର ପ୍ରଥମ ମହିଳା ଭାବରେ ଏହି ପୁରସ୍କାର ପାଇବାକୁ ଯାଉଛନ୍ତି। ରସାୟନ ବିଜ୍ଞାନ କ୍ଷେତ୍ରରେ କୃତିତ୍ୱ ପାଇଁ ସେ ପାଇବେ ଆଇୟୁପିଏସି ପୁରସ୍କାର। ଏହି!-->…
ହରିହର ମିଶ୍ର ପାଇବେ ‘ସତ୍ୟବାଦୀ ସାରସ୍ୱତ ସମ୍ମାନ’
କଟକ: ବହୁଳ ପ୍ରସାରିତ ସାହିତ୍ୟ ପତ୍ରିକା ‘ଗୋପବନ୍ଧୁଙ୍କ ସତ୍ୟବାଦୀ’ ପକ୍ଷରୁ ନିରବଚ୍ଛିନ୍ନ ସାହିତ୍ୟ ସାଧନା ପାଇଁ ପ୍ରଦାନ କରାଯାଉଥିବା ‘ସତ୍ୟବାଦୀ ସାରସ୍ୱତ ସମ୍ମାନ’ ୨୦୨୨ ବର୍ଷ ପାଇଁ ବର୍ଷୀୟାନ, ଲବ୍ଧପ୍ରତିଷ୍ଠିତ କବି, ସ୍ବନାମଧନ୍ୟ ନାଟ୍ୟକାର, ଗାଳ୍ପିକ, ସମାଲୋଚକ ତଥା ସାରଳା!-->…
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଗ୍ରହଣ କଲେ ଗାୟତ୍ରୀବାଳା
ଭୁବନେଶ୍ବର: ବିଶିଷ୍ଟ ଓଡ଼ିଆ କବି ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ମିଳିଛି ୨୦୨୨ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ‘ଦୟାନଦୀ’ ପୁସ୍ତକ ପାଇଁ ନୂଆଦିଲ୍ଲୀରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ କେନ୍ଦ୍ର ସାହିତ୍ୟ ଏକାଡେମୀ ନବନିର୍ବାଚିତ ସଭାପତି ମାଧବ କୌଶିକ ଡ଼.!-->…