Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସୁନା କିଣି ଦେଲେନି ଟଙ୍କା, ଶେଷରେ ସସପେଣ୍ଡ ହେଲେ SDPO
ଆସିକା: ସୁନା କିଣି ପଇସା ଦେଲେନି SDPO । ଆସିକା ପୋଲିସ ଅଧିକାରୀ ସନ୍ତୋଷ ଜେନା ନିଲମ୍ବିତ। ଖାକିରେ ଦାଗ, ସୁନା କିଣି ଟଙ୍କା ଦେଲେନି, ଶେଷରେ ସସପେଣ୍ଡ ହେଲେ SDPO! । ଜଣେ ପୋଲିସ ଅଧିକାରୀଙ୍କ କାରନାମା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ସୁନା ଗହଣା କିଣି ଦୋକାନୀଙ୍କୁ ଟଙ୍କା!-->…
ଭଦ୍ରକରେ ପେଟ୍ରୋଲ ପମ୍ପରେ ଜିଲ୍ଲା ପ୍ରଶାସନର ଚଢ଼ାଉ
ଭଦ୍ରକ: ପେଟ୍ରୋଲ ପମ୍ପ୍ରେ ଘଣ୍ଟା ଘଣ୍ଟା ଧରି ଲାଇନ୍ରେ ଗ୍ରାହକ। ଗତ ରାତିଠାରୁ ରାଜ୍ୟର ସମସ୍ତ ଅଞ୍ଚଳରେ ଏପରି ସ୍ଥିତି ଦେଖିବାକୁ ମିଳିଛି। ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଅଭାବ ଉତ୍କଟ ରୂପ ନେଇଛି। ଲୋକମାନେ ନାହିଁ ନଥିବା ଅସୁବିଧା ଭୋଗିବା ସହ ଗାଡ଼ିରେ ତେଲ ପକାଇବା ପାଇଁ ଟାଙ୍କିକୁ!-->…
ଜମି ବିବାଦ: ହୋମିଓପାଥି ଡାକ୍ତରଙ୍କୁ ପିଟିପିଟି ମାରିଦେଲେ
କେନ୍ଦ୍ରାପଡ଼ା: କିଛି ଦିନ ତଳେ ବାଲିଅନ୍ତା ଘଟଣା ସାରା ରାଜ୍ୟକୁ ଦୋହଲାଇ ଦେଇଥିଲା। ନେତାଠୁ ଜନତା ସବୁ ମହଲରେ ହୁଲୁସ୍ତୁଲ ହୋଇଥିଲା। ଜିଆରପି କନେଷ୍ଟବଳ ସୌମ୍ୟରଞ୍ଜନ ସ୍ୱାଇଁଙ୍କୁ କିଛି ଲୋକେ ସଂଘବଦ୍ଧ ଆକ୍ରମଣ କରିଥିଲେ। ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣା ଘଟିବାର କିଛି ଦିନ!-->…
ରାଜ୍ୟରେ ଚରମ ସୀମାରେ ପହଞ୍ଚିଛି ତେଲ ସଙ୍କଟ: ଟାଙ୍କିରେ ଲମ୍ବା ଲାଇନ
ଭୁବନେଶ୍ଵର : ରାଜ୍ୟରେ ଏବେ ଇନ୍ଧନ ସଙ୍କଟ ଚରମ ସୀମାରେ ପହଞ୍ଚିଛି। ପେଟ୍ରୋଲ ଓ ଡିଜେଲ ଅଭାବ ଯୋଗୁଁ ସାଧାରଣ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡିଛି। ପେଟ୍ରୋଲପମ୍ପରେ ଲାଗିଛି ଲମ୍ବା ଧାଡି।ପେଟ୍ରୋଲପମ୍ପ ଗୁଡିକରେ ଏବେ କୁରୁକ୍ଷେତ୍ର ପାଲଟିଥିବା ବେଳେ ତେଲ ପାଇଁ ଗ୍ରାହକଙ୍କ!-->…
ଏସି କମ୍ପ୍ରେସର ଫାଟି, ଦୁଇ ଗୁରୁତର
ଭୁବନେଶ୍ବର: ଫାଟିଲା ଏସି କମ୍ପ୍ରେସର, ଦୁଇ ଗୁରୁତର। ଭୁବନେଶ୍ଵର ମୈତ୍ରୀବିହାର ଥାନା ଅଞ୍ଚଳରେ ବଡଧରଣର ଅଘଟଣ ଘଟିଛି। ଲୁମ୍ବିନୀ ବିହାରରେ ଥିବା ଏଲିନା ହବ୍ ଏବଂ ସ୍ଵପ୍ନା ହୋଟେଲର ୫ ମହଲା ଉପରେ ଜଣେ ମେକାନିକ ଏସି କମ୍ପ୍ରେସର ସଜାଡୁଥିବାବେଳେ ହଠାତ୍ ଫାଟିଯାଇଥିଲା। ଫଳରେ ମେକାନିକ୍ ଜଣକ!-->…
ରାଜ୍ୟରେ ବିଜେପି ସରକାରକୁ ପୂରିଲା ୨ ବର୍ଷ: ନିରାଡମ୍ବର ଭାବେ ପାଳନ କରାଯିବ ପୂର୍ତ୍ତି ଉତ୍ସବ
ଭୁବନେଶ୍ୱର : ଜୁନ୍ ମାସରେ ରାଜ୍ୟରେ ଭାରତୀୟ ଜନତା ପାର୍ଟି (ବିଜେପି) ସରକାର ଗଠନ କରିବାର ଦୁଇ ବର୍ଷ ପୂର୍ତ୍ତି ହେଉଛି। ଏହି ଅବସରରେ ଜୁନ୍ ୧୨ରୁ ୨୧ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ପାଳନ କରାଯିବ। ତେବେ ଏହି କାର୍ଯ୍ୟକ୍ରମ ସମସ୍ତକୁ ନିରାଡମ୍ବର ଭାବେ ପାଳନ କରିବା!-->…
ରାଜ୍ୟକୁ ନାହିଁ ତୈଳ ସଙ୍କଟ, ମ୍ୟାନେଜମେଣ୍ଟ ଅଭାବରୁ କିଛି ପମ୍ପରେ ସୃଷ୍ଟି ହୋଇଛି ଡ୍ରାଏ ଆଉଟ ସ୍ଥିତି
ଭୁବନେଶ୍ୱର: ଯୋଗାଣ ବିଭାଗ ପ୍ରମୁଖ ସଚିବ ତେଲ ସଙ୍କଟ ଉପରେ ବଡ଼ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ , ରାଜ୍ୟରେ ତେଲ ସଙ୍କଟ ଆଦୌ ନାହିଁ । ଭୟଭୀତ ହୋଇ ଆଦୌ ତେଲ କିଣନ୍ତୁ ନାହିଁ ।
ସେ ଆହୁରି କହିଛନ୍ତି ଯେ, ରାଜ୍ୟରେ ୨୦ରୁ ୨୨ଟି ତେଲ ଟାଙ୍କିରେ ଡ୍ରାଏ ଆଉଟ ସ୍ଥିତି ଦେଖାଦେଇଛି।!-->!-->!-->…
ଆହୁରି ୫ ଦିନ ତାଣ୍ଡବ ରଚିବ କାଳବୈଶାଖୀ, ୨୩ ଜିଲ୍ଲାରେ ବିଜୁଳି-ଘଡଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଦିନରେ ଡହ ଡହ ଖରା ହେଉଥିବା ବେଳେ ଅପରାହ୍ନ ରେ କାଳବୈଶାଖୀ । ଅସହ୍ୟ ଖରା ଗରମ ଗୁଳୁଗୁଳୁରେ ସାରା ଓଡିଶା ସିଝୁଥିବା ବେଳେ କାଳବୈଶାଖୀ ବର୍ଷାରେ ଭିଜୁଛି । ପବନ ସହ କାଳବୈଶାଖୀ ତାଣ୍ଡବ ରଚୁଥୁବା ବେଳେ ଆହୁରି ୫ ଦିନ ଯାଏ ରହିବ ପ୍ରଭାବ । ଆସନ୍ତା!-->…
ଓଡ଼ିଶାରେ ବିଜେପି ସରକାରର ୨ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବେ ମୋଦୀ, ନେବେ ବଡ଼ ନିଷ୍ପତ୍ତି
ଭୁବନେଶ୍ଵର: ଓଡ଼ିଶାରେ ବିଜେପି ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ରାଜନୀତିରେ ବଡ଼ ହଲଚଲ୍ ଦେଖିବାକୁ ମିଳିଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସୁଥିବା ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା!-->…
ସରକାରୀ ଗାଡ଼ି ବ୍ୟବହାର ଉପରେ ଲାଗିବ କଟକଣା, ଆସିବ ନୂଆ ଗାଇଡଲାଇନ୍ !
ଭୁବନେଶ୍ଵର : ସରକାରୀ ଗାଡ଼ି ବ୍ୟବହାର ଉପରେ ଲାଗିବ କଡ଼ା କଟକଣା । ଆସିପାରେ ନୂଆ ଗାଇଡଲାଇନ୍ । ରାଜ୍ୟରେ ଇନ୍ଧନର ବ୍ୟବହାର କମାଇବା ଏବଂ ପ୍ରଶାସନିକ ସ୍ତରରେ ମିତବ୍ୟୟିତା ଆପଣାଇବା ପାଇଁ ସରକାର କିଛି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବାକୁ ଯାଉଛନ୍ତି । ଏହି ନୂଆ!-->…