Browsing Category

ଓଡିଶା

୨୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କଲା ଇଓଡବ୍ଲୁ

ଭୁବନେଶ୍ୱର : EOW ପଞ୍ଝାରେ ଦୁଇ ଜଣ ଜମି ଦଲାଲ । ୨୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କଲା ଅର୍ଥନୈତିକ ଅପରାଧ ଶାଖା। ଜଗତସିଂହପୁରର ସବିତା ଦାସ ଓ ଆଠଗଡର ଆଦିତ୍ୟ ସାହୁଙ୍କୁ ଗିରଫ କରିଛି ଇଓଡବ୍ଲୁ । ବାରଙ୍ଗ ବଛପୁର ଅଞ୍ଚଳରେ ୨ କୋଟି ଟଙ୍କାର ଜମି ବିକିବାକୁ କହି ଶୈଳଶ୍ରୀ

ଶାଢ଼ିରେ ଲାଗିଲା ଦୀପ ନିଆଁ, ଭକ୍ତ ଗୁରୁତର

ପୁରୀ: ଶ୍ରୀମନ୍ଦିରରେ ଅଘଟଣ। ଶ୍ରୀମନ୍ଦିର ଭିତରେ ଦୀପରୁ ନିଆଁ ଲାଗି ମହିଳା ଭକ୍ତ ଗୁରୁତର। ଗୁରୁତର ମହିଳା ଭୁବନେଶ୍ବର ପଟିଆ ଅଞ୍ଚଳର ୬୫ ବର୍ଷୀୟା ବୃଦ୍ଧା ଅରୁଣା ମିଶ୍ର। ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଶାଢ଼ୀ ତଳ ପଟୁ ଦୀପରୁ ନିଆଁ ଲାଗି ତାଙ୍କ ପାଦ ଓ ଗୋଡ

କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ପ୍ରତିକ୍ରିୟା ରଖିଲେ ଦୀପାଳି, କହିଛନ୍ତି ପରିବାରକୁ ନିଶ୍ଚିତ ନ୍ୟାୟ ମିଳିବ

ଝାରସୁଗୁଡା: ନବ ଦାସଙ୍କ ହତ୍ୟା ପରେ ଖାଲି ପଡ଼ିଛି ଝାରସୁଗୁଡ଼ା ବିଧାନସଭା ଆସନ । ଖୁବଶୀଘ୍ର ସେଠାରେ ଉପନିର୍ବାଚନ ହେବ । ଏହାକୁ ନେଇ ଉଷ୍ଣ ହେଲାଣି ଝାରସୁଗୁଡ଼ା ରାଜନୈତିକ ପାଣିପାଗ । ଉପନିର୍ବାଚନରେ ବିଜେଡି ନବ ଦାସଙ୍କ ଝିଅ ଦୀପାଳିଙ୍କୁ ପ୍ରାର୍ଥୀ କରିପାରେ ବିଜେଡି । ସେ ଏବେ

ବିଜୁ ଏକ୍ସପ୍ରେସ ୱେ କେବଳ ଏକ ରାସ୍ତା ନୁହେଁ, ଏ ହେଉଛି ଜୀବନରେଖା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ବିକାଶ କାହାଣୀରେ ଯୋଡ଼ି ହୋଇଛି ଆଉ ଏକ ଐତିହାସିକ ଅଧ୍ୟାୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡ଼ିଶାର ୩ଟି ଜିଲ୍ଲା ଗସ୍ତ ଅବସରରେ ବିଜୁ ଏକ୍ସପ୍ରେସ ୱେକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ

ଗ୍ୟାସ୍ ସିଲିଣ୍ଡର ଫାଟି ୪ଜଣ ଗୁରୁତ, ମେଡିକାଲରେ ଭର୍ତ୍ତି

ରାଉରକେଲା: ଗ୍ୟାସ୍ ସିଲିଣ୍ଡର ଫାଟି ୪ଜଣ ଗୁରୁତର ହୋଇଛନ୍ତି । ରାଉରକେଲା ରେଳବାଇ କଲୋନୀ ଛୋଟା ପାର୍କ ନିକଟରେ ଘଟିଛି ଏଭଳି ଅଘଟଣ । ୪ଗୁରୁତରଙ୍କୁ IGH ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ଦମକଳ ବାହିନୀ ଓ ପୋଲିସ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ତଦନ୍ତ ଆରମ୍ଭ

ଭୁବନେଶ୍ୱରରୁ ରଙ୍ଗେଇଲୁଣ୍ଡା ବିମାନଯାତ୍ରାର ଶୁଭାରମ୍ଭ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାବାସୀଙ୍କ ପ୍ରତୀକ୍ଷାର ଅନ୍ତ ଘଟିଛି। ଭୁବନେଶ୍ୱରରୁ ରଙ୍ଗେଇଲୁଣ୍ଡା ବିମାନଯାତ୍ରାର ଶୁଭାରମ୍ଭ ହୋଇଛି। ବିମାନବନ୍ଦର ପରିସରରୁ ଏହି ବିମାନ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସକାଳ ୯ଟା ୩୦ରେ ଭୁବନେଶ୍ବର ବିମାନ ବନ୍ଦରରୁ ଛାଡ଼ି

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦମ୍ପତ୍ତିଙ୍କୁ ମରଣାନ୍ତକ ଆକ୍ରମଣ…

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ପଥରା ବଡଦାଣ୍ଡ ସାହିରେ ଦମ୍ପତ୍ତିଙ୍କୁ ମରଣାନ୍ତକ ଆକ୍ରମଣ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା। ଗ୍ରାମର ସୁରେନ୍ଦ୍ର ରେଡ୍ଡୀ ଓ ତାଙ୍କ ପତ୍ନୀ ଲକ୍ଷ୍ମୀ ରେଡ୍ଡୀଙ୍କୁ ଜଣେ ପଡୋଶୀ ଖଣ୍ଡାରେ

ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀ: ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ…

ପୂରୀ :ବାଲୁକାକଳା ମାଧ୍ୟମରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି । ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀ । ଏହି ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଆଜି ପ୍ରବାଦ ପୁରୁଷଙ୍କ ସ୍ମୃତିର

ବିଜୁ ଜୟନ୍ତୀରେ ଲୋକାର୍ପିତ ହେଲା ପ୍ରବାଦ ପୁରୁଷଙ୍କ ସ୍ମୃତିର ଡାକୋଟା ବିମାନ

ଭୁବନେଶ୍ବର: ବିଜୁ ଜୟନ୍ତୀରେ ଲୋକାର୍ପିତ ହେଲା ପ୍ରବାଦ ପୁରୁଷଙ୍କ ସ୍ମୃତିର ଡାକୋଟା ବିମାନ । ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ଏହାକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ବିମାନବନ୍ଦରରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ପ୍ରଦର୍ଶିତ ହେଉଛି ଡାକୋଟା ବିମାନ ।

ପାରିବାରିକ କଳହକୁ କେନ୍ଦ୍ର କରି ମାଆକୁ ହାଣିଦେଲା ପୁଅ…

ଯାଜପୁର: ଯାଜପୁର ଜିଲ୍ଲା ବିଂଝାରପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ପୁଅ ନିଜର ବୃଦ୍ଧା ମାକୁ ହତ୍ୟା କରିଛି।ବିଂଝାରପୁର ଥାନା ଅନ୍ତର୍ଗତ ବିନ୍ଧାଣି ଗାଁରେ ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଛି। ବିଳମ୍ବିତ ରାତିରେ ମା’କୁ କଟୁରିରେ ହାଣି ମାରିଛି ପୁଅ।