Browsing Category

ଓଡିଶା

ସୁନ୍ଦରଗଡ଼ ଠାରେ ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ତଥା ଲୋକ ସେବା ଦିବସ ପାଳିତ..

ସୁନ୍ଦରଗଡ଼ (୦୫/୦୩) : ସ୍ଥାନୀୟ ବିକାଶ ଭବନ ଠାରେ ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ତଥା ଲୋକ ସେବା ଦିବସ ପାଳିତ ହୋଇଯାଇଛି ।ଏହି ଅବସରରେ ଜିଲ୍ଲାର ଉତ୍ତମ ଗ୍ରାମ ପଞ୍ଚାୟତ ଏବଂ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ଗ୍ରାମ ପଞ୍ଚାୟତ କୁ ପୁରସ୍କୃତ କରାଯାଇଥିଲା ।

ଭିସୁଟ୍‌ ଛାତ୍ରୀ ମୃତ୍ୟୁ ଘଟଣା: ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ, ପାଣିରେ ବୁଡି ମୃତ୍ୟୁ ହୋଇଥିବା କହିଲେ ଏସପି…

ସମ୍ବଲପୁର: ଭିସୁଟ ଚିନ୍ମୟୀ ମୃତ୍ୟୁ ଘଟଣାରେ ସମ୍ବଲପୁର ଏସପିଙ୍କ ପ୍ରତିକ୍ରିୟା। ପୋଷ୍ଟ ମର୍ଟମ ଆସିଥିବାବେଳେ ସେଥିରେ ପାଣିରେ ବୁଡି ମୃତ୍ୟୁ ହୋଇଥିବା ଉଲ୍ଲେଖ ରହିଥିବା ଏସପି କହିଛନ୍ତି । ଆସନ୍ତାକାଲି ଆସି ପାରେ ଲାଏ ଡିଟେକସନ ଟେଷ୍ଟ ରିପୋର୍ଟ ସେଥିରେ ସନ୍ତୁଷ୍ଟିଜନକ ଉତ୍ତର

ବାଲିକୁଦା ଇଚ୍ଛାପୁର ବାଣ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଉଜଣଙ୍କ ମୃତ୍ୟୁ

ଜଗତସିଂହପୁର ଟାଉନ୍/ବାଲିକୁଦା : ବାଲିକୁଦା ଇଚ୍ଛାପୁର ବାଣ ବିସ୍ଫୋରଣରେ ଆହତ ମାଲିକ ସୁଶାନ୍ତ ପୃଷ୍ଟିଙ୍କ ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇ। ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ହୋଇଛି। ପୂର୍ବରୁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ସୂଚନାଯୋଗ୍ୟ, ଗତ ମଙ୍ଗଳବାର ଦିନ ପ୍ରାୟ

ମୁଖ୍ୟମନ୍ତ୍ରୀଙ୍କ ପଶ୍ଚିମ ଓଡ଼ିଶା ଗସ୍ତ: ସମାଲୋଚନା କଲେ ବିଜେପି ଓ କଂଗ୍ରେସ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ପଶ୍ଚିମ ଓଡ଼ିଶା ଗସ୍ତକୁ ନେଇ ସମାଲୋଚନା କରିଛି ବିଜେପି। ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଏହି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍ କରିବା ସହିତ, ଏ ଗସ୍ତରେ ପଶ୍ଚିମ ଓଡ଼ିଶାବାସୀ ନିରାଶ ହୋଇଛନ୍ତି ବୋଲି କହିଛନ୍ତି । ଖାଲି

ମାଟ୍ରିକ ପରୀକ୍ଷା ବର୍ଜନ ପାଇଁ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ନିଷ୍ପତ୍ତି

ସୁନ୍ଦରଗଡ : ମାଟ୍ରିକ ପରୀକ୍ଷା ବର୍ଜନ ପାଇଁ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ନିଷ୍ପତ୍ତି। ପୂର୍ବର ଛଅ ବର୍ଷକୁ ମୂଳ ଚାକିରିରେ ଗଣନା, କେନ୍ଦ୍ରୀୟ ହାରରେ ଦରମା ଓ ପୁରୁଣା ପେନସନର ସୁବିଧା ଦାବୀ ନେଇ ସଂଘ ଦାବୀ କରିଆସୁଥିଲେ ବି ସରକାର ଦୃଷ୍ଟି ଦେଉ ନାହିଁ । ସଂଘର ନେତାଙ୍କ ସହ

ପଶ୍ଚିମ ଓଡ଼ିଶାର ୩ ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଆଜି ମହାନ ଜନନାୟକ ବିଜୁ ପଟ୍ଟନାୟକ ଜୟନ୍ତୀ | ସାରା ରାଜ୍ୟ ଓଡିଶାର ଏହି ମହାନ ସନ୍ତାନଙ୍କ ଜୟନ୍ତୀକୁ ଶ୍ରଦ୍ଧାର ସହ ପାଳନ କରୁଛି | ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ, କଳାହାଣ୍ଡି ଓ ନୁଆପଡା ଜିଲ୍ଲା ଗସ୍ତରେ ଯାଇ ଆମପାଣିଠାରେ ବିଜୁ ଏକ୍ସପ୍ରେସ

୨୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କଲା ଇଓଡବ୍ଲୁ

ଭୁବନେଶ୍ୱର : EOW ପଞ୍ଝାରେ ଦୁଇ ଜଣ ଜମି ଦଲାଲ । ୨୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କଲା ଅର୍ଥନୈତିକ ଅପରାଧ ଶାଖା। ଜଗତସିଂହପୁରର ସବିତା ଦାସ ଓ ଆଠଗଡର ଆଦିତ୍ୟ ସାହୁଙ୍କୁ ଗିରଫ କରିଛି ଇଓଡବ୍ଲୁ । ବାରଙ୍ଗ ବଛପୁର ଅଞ୍ଚଳରେ ୨ କୋଟି ଟଙ୍କାର ଜମି ବିକିବାକୁ କହି ଶୈଳଶ୍ରୀ

ଶାଢ଼ିରେ ଲାଗିଲା ଦୀପ ନିଆଁ, ଭକ୍ତ ଗୁରୁତର

ପୁରୀ: ଶ୍ରୀମନ୍ଦିରରେ ଅଘଟଣ। ଶ୍ରୀମନ୍ଦିର ଭିତରେ ଦୀପରୁ ନିଆଁ ଲାଗି ମହିଳା ଭକ୍ତ ଗୁରୁତର। ଗୁରୁତର ମହିଳା ଭୁବନେଶ୍ବର ପଟିଆ ଅଞ୍ଚଳର ୬୫ ବର୍ଷୀୟା ବୃଦ୍ଧା ଅରୁଣା ମିଶ୍ର। ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଶାଢ଼ୀ ତଳ ପଟୁ ଦୀପରୁ ନିଆଁ ଲାଗି ତାଙ୍କ ପାଦ ଓ ଗୋଡ

କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ପ୍ରତିକ୍ରିୟା ରଖିଲେ ଦୀପାଳି, କହିଛନ୍ତି ପରିବାରକୁ ନିଶ୍ଚିତ ନ୍ୟାୟ ମିଳିବ

ଝାରସୁଗୁଡା: ନବ ଦାସଙ୍କ ହତ୍ୟା ପରେ ଖାଲି ପଡ଼ିଛି ଝାରସୁଗୁଡ଼ା ବିଧାନସଭା ଆସନ । ଖୁବଶୀଘ୍ର ସେଠାରେ ଉପନିର୍ବାଚନ ହେବ । ଏହାକୁ ନେଇ ଉଷ୍ଣ ହେଲାଣି ଝାରସୁଗୁଡ଼ା ରାଜନୈତିକ ପାଣିପାଗ । ଉପନିର୍ବାଚନରେ ବିଜେଡି ନବ ଦାସଙ୍କ ଝିଅ ଦୀପାଳିଙ୍କୁ ପ୍ରାର୍ଥୀ କରିପାରେ ବିଜେଡି । ସେ ଏବେ

ବିଜୁ ଏକ୍ସପ୍ରେସ ୱେ କେବଳ ଏକ ରାସ୍ତା ନୁହେଁ, ଏ ହେଉଛି ଜୀବନରେଖା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ବିକାଶ କାହାଣୀରେ ଯୋଡ଼ି ହୋଇଛି ଆଉ ଏକ ଐତିହାସିକ ଅଧ୍ୟାୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡ଼ିଶାର ୩ଟି ଜିଲ୍ଲା ଗସ୍ତ ଅବସରରେ ବିଜୁ ଏକ୍ସପ୍ରେସ ୱେକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ