Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆସନ୍ତା କାଲି ପ୍ରତ୍ୟେକ ଥାନାରେ ଏତାଲା ଓ ୪ରେ ଏସପି କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବ ବିଜେପି : ପୃଥ୍ୱୀରାଜ…
ଭୁବନେଶ୍ୱର : ରାଜ୍ୟ ସରକାର ଗଣତାନ୍ତ୍ରିକ ପକ୍ରିୟାକୁ ହତ୍ୟା କରିବାର ଅପଚେଷ୍ଟା କରୁଛନ୍ତି । ଓଡ଼ିଶା ସରକାର ଅହଂକାରର ଚରମସୀମାରେ ପଂହଚିଛି । କ୍ଷମତାର ଭୂତ ରାଜ୍ୟ ସରକାରଙ୍କ ମୁଣ୍ଡରେ ଶବାର ହୋଇଛି । ଗଣତାନ୍ତ୍ରୀକ ପଦ୍ଧତିରେ ଦାୟୀତ୍ୱ ସଂପନ୍ନ କରୁଥିବା ବିରୋଧୀ ଦଳର କାର୍ଯ୍ୟରେ ବାଧା!-->…
ଭିସୁଟ ଛାତ୍ରୀ ଚିନ୍ମୟୀଙ୍କୁ ହତ୍ୟା ମାମଲା: ପୁରୁଷ ବନ୍ଧୁ ଓ ତାଙ୍କର ଅନ୍ୟ ଦୁଇ ସାଙ୍ଗକୁ ଅଟକ ରଖି ପଚରା ଉଚରା କରୁଛି…
ସମ୍ବଲପୁର: ଭିସୁଟ ଛାତ୍ରୀ ଚିନ୍ମୟୀଙ୍କୁ ହତ୍ୟା ମାମଲାରେ ପୁରୁଷ ବନ୍ଧୁ ଓ ତାଙ୍କର ଅନ୍ୟ ଦୁଇ ଜଣ ସାଙ୍ଗକୁ ଅଟକ ରଖି ପଚରା ଉଚରା କରୁଛି ପୋଲିସ । ଏନେଇ ଆଇପିସିର ଧାରା ୩୦୨, ୨୦୧ ଓ ୩୪ରେ ମାମଲା ରୁଜୁ ହୋଇଛି । ବୁର୍ଲା ଥାନା ପୋଲିସ ଚିନ୍ମୟୀଙ୍କ ଡାଏଟମ ଓ ଭିସେରା ଟେଷ୍ଟ କରାଯିବ!-->…
୨ ଜିଲ୍ଲାରେ ବିଜେଡି କମିଟି ପୁନର୍ଗଠିତ..
ଭୁବନେଶ୍ବର: ବିଜେ଼ଡି ସଭାପତି ନବୀନ ପଟ୍ଟନାୟକ ଆଜି କନ୍ଧମାଳ ଓ ଗଜପତି ଜିଲ୍ଲା ବିଜେଡି କମିଟିର ପୁନର୍ଗଠନ କରିଛନ୍ତି । ଗଜପତି ଜିଲ୍ଲାର ୨ ନେତାଙ୍କୁ ବିଜେଡି ରାଜ୍ୟ ସଂପାଦକ ଦାୟିତ୍ୱ ମିଳିଛି । ବସନ୍ତ ଦାସ ଓ ପ୍ରଦୀପ ନାୟକ ରାଜ୍ୟ ସଂପାଦକ ଭାବେ ନିଯୁକ୍ତି ପାଇଛନ୍ତି ।!-->…
ନିଜେ ଅଣ୍ଡା ପକାଇ ଯୁବମୋର୍ଚ୍ଚା କର୍ମୀଙ୍କୁ ବଦନାମ କରିବାକୁ ପ୍ରୟାସ କରୁଛି ପୋଲିସ : ଜୟନାରାୟଣ
ଭୁବନେଶ୍ୱର: ପିଏମଜିରେ ପୋଲିସ ଖଣ୍ଡଯୁଦ୍ଧ ଘଟଣାରେ ଗିରଫ ହୋଇଥିବା ବିଜେପି ଯୁବମୋର୍ଚ୍ଚା କର୍ମୀ ଓ ନେତାଙ୍କୁ ଝାରପଡା ଜେଲରେ ଭେଟିଛନ୍ତି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର । ଏହାସହ ଜୟନାରାୟଣ କହିଛନ୍ତି, ଆନ୍ଦୋଳନରେ ସାମିଲ ନଥିବା, ଚାହା ପାଣି ଦେବା ପାଇଁ ଆସିଥିବା ଲୋକଙ୍କୁ ମଧ୍ୟ!-->…
ପରୀକ୍ଷା ଦେଇ ବାହାରିବା ପରେ +୨ ଛାତ୍ରୀଙ୍କ ଗଳା କାଟିଲା ଯୁବକ…
ଗୁଣପୁର: ଗୁଣପୁରରେ +୨ ଯାତ୍ରୀଙ୍କ ଗଳା କାଟିଲା ଯୁବକ । ଦ୍ରୌପଦୀ କଲେଜ ନିକଟରେ ଛାତ୍ରୀ ଜଣକ ପରୀକ୍ଷା ଦେଇ ବାହାରିବା ବେଳେ ଗଳା କାଟିଲା ଯୁବକ । ଗୁରୁତର ଯାତ୍ରୀ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର । ଯୁବକକୁ ଅଟକ ରଖିଛି ପୋଲିସ ।
ସୂଚନା ଅନୁସାରେ ରାୟଗଡ଼ା ଜିଲ୍ଲା ଗୁମୁଡ଼ାସ୍ଥିତ!-->!-->!-->…
୮ହଜାର ସହଭାଗୀଙ୍କୁ ସାଇକେଲ ବଣ୍ଟନ କରିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନଭେନସନ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀ (Community Partners) ମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି । ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ!-->…
ଏଲପିଜି ସିଲିଣ୍ଡର ଦରବୃଦ୍ଧିକୁ ନେଇ କେନ୍ଦ୍ରକୁ ବିଜେଡିର ଟାର୍ଗେଟ୍
ଭୁବନେଶ୍ୱର: ଦରବୃଦ୍ଧି ନେଇ କେନ୍ଦ୍ରକୁ ବିଜେଡିର ଟାର୍ଗେଟ୍ । ଏଲପିଜି ସିଲିଣ୍ଡର ଦରବୃଦ୍ଧି ପରେ କେନ୍ଦ୍ର ଉପରେ ବର୍ଷିଲେ ବିଜେଡି ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ। ଗତକାଲି କେନ୍ଦ୍ର ସିଲିଣ୍ଡର ପିଛା ୫୦ ଟଙ୍କା ବଢ଼ାଇଛନ୍ତି। ଗରିବଙ୍କ ଚାଉଳ କାଟିବା ନେଇ ମଧ୍ୟ କେନ୍ଦ୍ରକୁ!-->…
ହସ୍ପିଟାଲରେ ଲାଗିବ ବାୟୋମେଟ୍ରିକ…
ଭୁବନେଶ୍ୱର:ରାଜ୍ୟରେ ହସ୍ପିଟାଲରେ ଲାଗୁ ହେବ ବାୟୋମେଟ୍ରିକ ବ୍ୟବସ୍ଥା । ଡାକ୍ତର,ନର୍ସ,କର୍ମଚାରୀଙ୍କ ଉପସ୍ଥାନ ପାଇଁ ବାୟୋମେଟ୍ରିକ ଲାଗୁ ହେବ । ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳ୍ର,ମେଡିକାଲ କଲେଜରେ ଲାଗିବ ।
ପରବର୍ତ୍ତି ସମୟରେ ସବୁ ପିଏଚସି ଓ ସିଏଚସି ଲାଗୁ ହେବ । ଏବର୍ଷ ୫ହଜାର!-->!-->!-->…
ଦେବକୁଣ୍ଡ ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ: ବିଭିନ୍ନ ଅଞ୍ଚଳ ପରିଦର୍ଶନ ସହ ଉନ୍ନୟନମୂଳକ କାର୍ଯ୍ଯର କଲେ ସମୀକ୍ଷା
ଉଦଳା: ଦେବକୁଣ୍ଡ ଗସ୍ତରେ 5T ସଚିବ । ଉଦଳା ବ୍ଲକ ମୁଣ୍ଡାବାଇ ମା ଅମ୍ବିକାଙ୍କ ପୀଠ ଦେବକୁଣ୍ଡ ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ । ଦିନ ସାଢେ ୧୦ଟାରେ ଉପର ତାଳଡିହା ସ୍ଥିତ ହେଲିପ୍ୟାଡରେ ଓହ୍ଲାଇ ଦେବକୁଣ୍ଡ ଯାଇଥିଲେ । ଆଗାମୀ ଦିନରେ ଦେବକୁଣ୍ଡର ବିକାଶ ନେଇ ଅଧିକାରୀଙ୍କ ସହ!-->…
ମାର୍ଚ୍ଚରୁ ମେ ଅସହ୍ୟ ତାତି: ଉପରମୁହାଁ ହେଲାଣି ପାରଦ, ୩ ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ସମ୍ଭାବନା…
ଭୁବନେଶ୍ୱର: ଅସହ୍ୟ ହେବ ଗ୍ରୀଷ୍ମ ପ୍ରବାହ । ସ୍ୱାଭାବିକ ଠାରୁ ମାର୍ଚ୍ଚ ମାସରେ ଅଧିକ ରହିବ ତାପମାତ୍ରା । ଏଭଳି କିଛି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ମାର୍ଚ୍ଚରୁ ମେ ମାସ ଯାଏ ତାପମାତ୍ରା ସ୍ୱାଭାବିକ ଠାରୁ ବେଶ୍ ଅଧିକ ରହିବ । ଏତିକି ବେଳକୁ ପାଣିପାଗ ବିଶେଷଜ୍ଞ!-->…