Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ଶେଷକୃତ୍ୟ
ଜଗତସିଂହପୁରର ପୂର୍ବତନ ସାଂସଦ ତଥା ବିଶିଷ୍ଟ ଶିକ୍ଷାବିତ୍ ଓ ଅର୍ଥନୀତିଜ୍ଞ ତ୍ରିଲୋଚନ କାନୁନଗୋଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ!-->…
ଝାରସୁଗୁଡା ଉପନିର୍ବାଚନ: ବିଜେପି ର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା
ଭୁବନେଶ୍ୱର : ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ଓଡିଶାକୁ ପୂର୍ବପେକ୍ଷା ବହୁ ମାତ୍ରାରେ କେନ୍ଦ୍ରୀୟ ଅନୁଦାନର ସହାୟତା ମିଳୁଛି । ରାଜ୍ୟ ସରକାରଙ୍କ ଦଳୀୟ ପାତର ଅନ୍ତର ନୀତି ଓ ଅପାରଗତା କାରଣରୁ ମୋଦି ସରକାରଙ୍କ ଅନେକ ଜନକଲ୍ୟାଣ ଯୋଜନାର ସୁଫଳ ପାଇବାରୁ ବଂଚିତ ହେଉଛନ୍ତି ଓଡିଶାବାସୀ!-->…
କାଲିଠୁ ଓବିସି ମୋର୍ଚ୍ଚାର ଜନଜାଗରଣ ଯାତ୍ରା; ଲିଫ୍ଲେଟ୍, ପୋଷ୍ଟର ଓ ଗୀତ ରିଲିଜ୍…
ଭୁବନେଶ୍ୱର: ସାରା ଦେଶରେ ଶିକ୍ଷା ଓ ନିଯୁକ୍ତିରେ ଓବିସି ବର୍ଗଙ୍କୁ ୨୭ ପ୍ରତିଶତ ସଂରକ୍ଷଣ ମିଳୁଥିବା ବେଳେ ଓଡ଼ିଶାରେ ଏହା ମିଳୁନାହିଁ । ବିଶେଷକରି ଶିକ୍ଷା ଅନୁଷ୍ଠାନରେ ନାମଲେଖାରେ ପଛୁଆ ବର୍ଗର ଛାତ୍ରଛାତ୍ରୀମାନଙ୍କୁ ଆଦୌ ସଂରକ୍ଷଣ ମିଳୁନାହିଁ । ରାଜ୍ୟରେ ଓବିସିଙ୍କ ଜନସଂଖ୍ୟା!-->…
ଝାରସୁଗୁଡ଼ା ଉପନିର୍ବାଚନ: ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ
ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି । ବିଜେଡି ପ୍ରାର୍ଥିନୀ ଦୀପାଳି ଦାସଙ୍କ ଲାଗି ବିଜେଡି ୪୦ ଜଣିଆ ଷ୍ଟାର କ୍ୟାମ୍ପେନରଙ୍କ ନାଁ ଘୋଷଣା କରିଥିବା ବେଳେ ଭଟଲି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାଁ!-->…
୪୩.୯ ଡିଗ୍ରି ସହ ବୌଦ୍ଧ ସବୁଠାରୁ ଉତ୍ତପ୍ତ ସହର, ଦ୍ବିତୀୟରେ ଭୁବନେଶ୍ବର ୪୩.୨ ଡିଗ୍ରି
ଭୁବନେଶ୍ବର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ପୂର୍ବାହ୍ଣ ୮ଟା ପରେ ଓ ଅପରାହ୍ଣ ୩ଟା ପୂର୍ବରୁ ବାହାରକୁ ବାହାରିବା ଅସହ୍ୟ ହୋଇପଡୁଛି। ଆଜି ରାଜ୍ୟର ୨୮ଟି ସହରର ତାପାମାତ୍ରା ୪୦ ଡିଗ୍ରି ଉପରେ ରହିଛି। ୪୩.୯ ଡିଗ୍ରି ସହ!-->…
ବାରିପଦା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର : ଆସନ୍ତା ମେ’ ୯ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଏନେଇ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀଙ୍କ ଚିଠି!-->…
‘ଓଡ଼ିଶା ଦକ୍ଷତା କନକ୍ଲେଭ୍-୨୦୨୩’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହି ସମାରୋହରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି କାର୍ଯ୍ୟକ୍ରମ ମାନବ ସଂସ୍କରଣର ଏକ ଉଦାହରଣ। ଓଡ଼ିଶା ସରକାର ଯୁବପୀଢିଙ୍କ ଦକ୍ଷତା ବିକାଶ ପାଇଁ!-->…
୨୫ ଲକ୍ଷ ଟଙ୍କା ଲାଞ୍ଚ ମାଗିବା ଅଭିଯୋଗରେ ନୟାଗଡ଼ ଜିଲ୍ଲାପାଳଙ୍କ ନାଁରେ ମାମଲା…
ନୟାଗଡ଼:ଖଣି ଲିଜଧାରୀଙ୍କ ଠାରୁ ୨୫ ଲକ୍ଷ ଟଙ୍କା ଲାଞ୍ଚ ମାଗିବା ଅଭିଯୋଗରେ ନୟାଗଡ଼ ଜିଲ୍ଲାପାଳଙ୍କ ସମେତ ୪ ଜଣଙ୍କ ନାଁରେ ମାମଲା ରୁଜୁ କରି ତଦନ୍ତ କରୁଛି ଚାନ୍ଦପୁର ଥାନା ପୋଲିସ । ଘଟଣାକୁ ଖଣ୍ଡନ କରିବା ସହ ୨ କୋଟି ୮୧ ଲକ୍ଷ ଟଙ୍କାର ଫାଇନ ପଡିଥିବାରୁ ଏହାକୁ ଡ଼ାଇଭର୍ଟ କରିବାକୁ ଏପରି!-->…
ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କୁ ଜାମିନ ମିଳିବା ପରେ କେନ୍ଦ୍ରମନ୍ତ୍ରୀ କହିଲେ- ଧର୍ମର ଜୟ ହୋଇଛି
ଭୁବନେଶ୍ୱର: ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ବିରୋଧରେ ପ୍ରତିବାଦ କରିବା ସମୟରେ ପୁଲିସ ଷଡଯନ୍ତ୍ରର ଶିକାର ହୋଇ ଜେଲ୍ ଯାଇଥିବା ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କୁ ଜାମିନ ମିଳିବା ମାମଲାରେ ‘ସତ୍ୟମେବ ଜୟତେ, ଧର୍ମର ଜୟ’ ହୋଇଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ!-->…
ଛାତ୍ରୀଙ୍କ ଠାରୁ ଉତ୍ତର ଖାତା ନନେଇ, ପ୍ରଶ୍ନ ପତ୍ର ନେଇଗଲେ ସାର…
ବାଲେଶ୍ୱର : ଉତ୍ତର ଖାତା ନୁହେଁ, ପ୍ରଶ୍ନ ପତ୍ର ନେଇଗଲେ ସାର। ଏଭଳି ଆଶ୍ୟର୍ଯ୍ୟଜନକ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଳକ ଜାମୁଝାଡି ସ୍ଥିତ ଦାମୋଦର ହାଇସ୍କୁଲରେ। ଗତ ମାର୍ଚ୍ଚ ୨୦ ତାରିଖରେ ମାଟ୍ରିକ ଛାତ୍ରଛାତ୍ରୀଙ୍କ ଗଣିତ ପରୀକ୍ଷା ଥିଲା। ପରୀକ୍ଷା ଶେଷ ପରେ!-->…