Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭୁବନେଶ୍ୱରରେ ଖୋଲିବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର
ଭୁବନେଶ୍ୱର: ଭୁବନେଶ୍ୱରରେ ଖୋଲିବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର। ଏନେଇ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଭୁବନେଶ୍ୱରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ କରି ଧନଜୀବନକୁ ସୁରକ୍ଷା!-->…
ସ୍ତ୍ରୀଙ୍କୁ ବୀଭତ୍ସ ହତ୍ୟା, ଥାନାରେ ସ୍ବାମୀ ଅଟକ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ପୁଣି ଏକ ବୀଭତ୍ସ ହତ୍ୟା କାଣ୍ଡ ଘଟଣା ଘଟିଛି। ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା କରିଥିବା ସନ୍ଦେହରେ ପୁଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଅଟକ ରଖିଛି। ମୃତ ମହିଳା ଜଣକ ହେଉଛନ୍ତି ମାମା ପ୍ରଧାନ।
ସୂଚନା ଅନୁସାରେ ଭରତପୁର ଥାନା ତେଲୁଗୁ ସାହି ଅଞ୍ଚଳରେ!-->!-->!-->…
ବନ୍ଦ ଘର ଭିତରୁ ମିଳିଲା ୩ ମୃତ ଦେହ, ହତ୍ୟା ସନ୍ଦେହ
ବରଗଡ: ବରଗଡ ଜିଲ୍ଲା ଭେଡେନ ଥାନା ଅଂଚଳରେ ଦେଖା ଯାଇଛି ଏକ ଅଭାବନୀ ଘଟଣା । ଗୋଟିଏ ବନ୍ଦ ଘରୁ ୩ ମୃତ ଦେହ ଉଦ୍ଧାର କରାଯାଇଛି । ୩ ଜଣଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଥିବା ଆଶଙ୍କା କରାଯାଉଛି । ସୂଚନା ଅନୁଯାୟୀ ଭେଡେନ ଥାନା ଆଖିଫୁଟା ଗାଁରେ ଏକ ବନ୍ଦ ଘରୁ ସ୍ୱାମୀ ଓ ଦୁଇ ସ୍ତ୍ରୀଙ୍କର!-->…
ଘରୋଇ ବିଶ୍ବବିଦ୍ୟାଳୟ ହଷ୍ଟେଲ ରୁମରେ ଛାତ୍ରୀଙ୍କ ଆତ୍ମହତ୍ୟା…
ଭୁବନେଶ୍ୱର: ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା । ହଷ୍ଟେଲ ରୁମରେ ଓଢଣୀରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣା ପଡ଼ିଛି । ଚନ୍ଦକା ଥାନା ଗୋଠପାଟଣାରେ ଥିବା ଘରୋଇ ବିଶ୍ବବିଦ୍ୟାଳୟ ଭିତରେ ଘଟିଛି ଘଟଣା । BSc Data Science ର ଦ୍ଵିତୀୟ ବର୍ଷ ଛାତ୍ରୀ ଅର୍ଚ୍ଚନା ଦାସ ଆତ୍ମହତ୍ୟା!-->…
ଆଇଏଏସ୍ସ୍ତରରେ ଅଦଳବଦଳ: ସରୋଜ କୁମାର ସାମଲ ହେଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ
ଭୁବନେଶ୍ବର: ଆଇଏଏସ୍ସ୍ତରରେ ରାଜ୍ୟ ସରକାର ମଙ୍ଗଳବାର ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଝାରସୁଗୁଡ଼ାର ପୂର୍ବତନ ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କୁ ସୂଚନା ଓ ଲୋକସଂପର୍କ ବିଭାଗରେ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ଏଠାରେ!-->…
ନାମାଙ୍କନପତ୍ର ଦାଖଲ କଲେ ଦୀପାଳି
ଝାରସୁଗୁଡ଼ା : ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସରଗରମ ରାଜନୀତି । ପ୍ରବଳ ଖରା ତାତି ଭିତରେ ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ । ଝାରସୁଗୁଡ଼ା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଏହି ସମୟରେ ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ!-->…
ଚେକିଂ ବେଳେ RTO କର୍ମଚାରୀଙ୍କ ଉପରେ ସ୍କୁଟି ଚଳାଇ ଦେଲେ ନାବାଳକ, ଉଭୟ ଗୁରୁତର…
ଭୁବନେଶ୍ୱର : ଟ୍ରାଫିକ ଚେକିଂ ବେଳେ ଖସି ପଳାଇବାକୁ ଚେଷ୍ଟା କଲେ ନାବାଳକ ଆଉ ଘଟିଲା ଅଘଟଣ । ଆହତ ହେଲେ RTO କର୍ମଚାରୀ । ଭୁବନେଶ୍ୱର ୟୁନିଟ-୮ ଅଞ୍ଚଳରେ RTO ଓ ଟ୍ରାଫିକ ପୋଲିସର ଚେକିଂ ଚାଲିଥିଲା। ଏହି ସମୟରେ ପାୱାର ହାଉସ ଛକରୁ ଦ୍ରୁତ ଗତିରେ ଜଣେ ନାବାଳକ ସ୍କୁଟି ଚଳାଇ ଆସୁଥିଲେ!-->…
କେନ୍ଦ୍ରର ମାର୍ଗଦର୍ଶିକା ହେତୁ ଅନେକ ଯୋଗ୍ୟ ଲୋକ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ ପଡ଼ିଛନ୍ତି: ପ୍ରଦୀପ ଅମାତ
ଭୁବନେଶ୍ବର: ରାଜ୍ୟକୁ ଆସିଥିବା ସାଢେ ୯ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଆବଣ୍ଟନ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯେଉଁ ଗାଇଡଲାଇନ କେନ୍ଦ୍ର କରିଛି, ସେଥିରେ ଅନେକ ଯୋଗ୍ୟ ଲୋକ ବାଦ ପଡ଼ି ଯାଉଛନ୍ତି। କେନ୍ଦ୍ର ଏପରି କ୍ରାଇଟେରିଆ କରି ଦେଇଛି!-->…
ସମ୍ବଲପୁର-ଝାରସୁଗୁଡ଼ା ସୀମାନ୍ତ ଶ୍ରୀପୁରା ଛକରେ ବିଜେପି ଟିମକୁ ଅଟକାଇଲା ପୁଲିସ: ଠେଲକୁଲି ଥାନାରେ ଅଟକ
ଝାରସୁଗୁଡ଼ା/ସମ୍ବଲପୁର: ସମ୍ବଲପୁର-ଝାରସୁଗୁଡ଼ା ଜିଲ୍ଲା ସୀମାନ୍ତ ଶ୍ରୀପୁରା ଛକରେ ବିଜେପି ଟିମକୁ ପୁଲିସ ରୋକିଥିବା ଜଣାଯାଇଛି। ଏହି ଟିମରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ, କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା,!-->…
ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ଯାଏଁ ବନ୍ଦ ରହିବ ଦର୍ଶନ
ପୁରୀ : ଆସନ୍ତାକାଲି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ!-->…