Browsing Category

ଓଡିଶା

ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ

ଭୁବନେଶ୍ୱର: ରାଜ୍ୟ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ଏହାପୂର୍ବରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଥିଲା। ବିଧାନସଭାରେ ସର୍ବପ୍ରଥମେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୃହରେ

୧୦ ଦଫା ଦାବିରେ ଅଲ୍‌ ଓଡ଼ିଶା GPLF ମିଶନଶକ୍ତି କର୍ମୀ ସାମୁଖ୍ୟ ପକ୍ଷରୁ ବିକ୍ଷୋଭ…

ଭୁବନେଶ୍ବର: ଅଲ୍‌ ଓଡ଼ିଶା GPLF ମିଶନଶକ୍ତି କର୍ମୀ ସାମୁଖ୍ୟ ପକ୍ଷରୁ ବିକ୍ଷୋଭ । ୧୦ ଦଫା ଦାବିରେ ଭୁବନେଶ୍ୱର ଲୋୟର ପିଏମଜିରେ ବିଶାଳ ସମାବେଶ କରାଯାଇଛି। ରାଜ୍ୟ ସରକାର ସବୁବେଳେ ମହିଳା ସଶକ୍ତିକରଣ ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି । ଅର୍ଥନୈତିକ କ୍ଷେତ୍ରରେ ମହିଳାମାନଙ୍କୁ

ପ୍ରଫେସର ପ୍ରସନ୍ନ ସ୍ୱାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତି

ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତ ହୋଇଛନ୍ତି। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି। ପ୍ରଫେସର ସ୍ୱାଇଁ ଏହି ପଦବୀରେ ୩ ବର୍ଷ ରହିବେ। ସେ ଏବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଓଡ଼ିଆ

ଗୋପାଳର ସୁରକ୍ଷା ପାଇଁ ହାଇକୋର୍ଟରେ ମାମଲା…

କଟକ: ମନ୍ତ୍ରୀ ନବ ଦାସ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଗୋପାଳ ଦାସ ଓ ତା’ ପରିବାରକୁ ସୁରକ୍ଷା ଦେବା ପାଇଁ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ଆଇନଜୀବୀ ସୁମନ୍ତ କୁମାର ସ୍ୱାଇଁଙ୍କ ପକ୍ଷରୁ ଏହି ମାମଲା ଦାୟର କରାଯାଇଛି। ଜେଲରେ ଗୋପାଳକୁ ୨୪ ଘଣ୍ଟିଆ ସିସିଟିଭି ନଜରରେ ରଖିବା ପାଇଁ

ବଜେଟ ଅଧିବେଶନ: ରାଜ୍ୟ କାର୍ଯ୍ୟାଳୟରେ ବିଜେପି ବିଧାୟକ ଦଳ ଅନୁଷ୍ଠିତ…

ଭୁବନେଶ୍ୱର: ଆସନ୍ତା ୨୧ ତାରିଖରୁ ଷୋଡ଼ଶ ବିଧାନସଭାର ଦ୍ୱାଦଶ ଅଧିବେଶନ ଆରମ୍ଭ ହେବାକୁ ଯାଉଛି | ଆଉ ବିଧାନସଭାରେ କେଉଁ ସବୁ ପ୍ରସଙ୍ଗରେ ବିଜେପି ସରକାରଙ୍କୁ ଘେରିବ ସେନେଇ ବିଜେପିର ରଣନୀତି ପ୍ରସ୍ତୁତ କରାଯାଇଛି | ମଙ୍ଗଳବାର ଆରମ୍ଭ ହେବାକୁ ଥିବା ବିଧାନସଭା ବଜେଟ ଅଧିବେଶନରେ ରାଜ୍ୟର

୩ ଲକ୍ଷ ୯୦ ହଜାର ଟଙ୍କାର ଠକେଇ ଅଭିଯୋଗରେ ଭଣ୍ଡବାବା ଗିରଫ…

କଟକ: ଭଣ୍ଡ ବାବା ଗିରଫ । ବଡ଼ ଧରଣର ଆର୍ଥିକ ଠକେଇର ଶିକାର ହେଲେ କଟକର ନିଃସନ୍ତାନ ଦମ୍ପତି । କଟକ ବାଦାମବାଡ଼ି ଥାନାରେ ଏତଲା । ୩ ଲକ୍ଷ ୯୦ ହଜାର ଟଙ୍କାର ଠକେଇ ନେଇ ଅଭିଯୋଗ । ଏହି ଘଟଣାରେ ଯାଜପୁର ଜିଲ୍ଲାର ସିଦ୍ଧେଶ୍ୱର ସାମନ୍ତରାୟ ଗିରଫ । ଅଭିଯୁକ୍ତ ନାଁରେ ଏକାଧିକ ଥାନାରେ

ସ୍ତ୍ରୀକୁ ଟାଙ୍ଗିଆରେ ହାଣି ସ୍ୱାମୀର ଆତ୍ମ ସମର୍ପଣ…

କେନ୍ଦୁଝର : ସ୍ତ୍ରୀକୁ ଟାଙ୍ଗିଆରେ ହାଣି ସ୍ୱାମୀର ଆତ୍ମ ସମର୍ପଣ । କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ରଗଡା ଗାଁରେ ଘଟିଛି ବିଭତ୍ସ ହତ୍ୟାକାଣ୍ଡ । ଶାଶୁଘର ଲୋକ ଝିଅକୁ ଯୌତୁକ ନିର୍ଯ୍ୟାତନା ସହ ଜୀବନରୁ ମାରି ଦେବାକୁ ଧମକ ଦେଉଥିବା ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି

ସର୍ବଦଳୀୟ ବୈଠକକୁ ବର୍ଜନ କଲା ବିଜେପି

ଭୁବନେଶ୍ବର: ବିଧାନସଭା ଅଧିବେଶନର ଭର୍ଚୁଆଲ ମୋଡକୁ ସର୍ବଦଳୀୟ ବୈଠକରେ ବିଜେପି ବିରୋଧ କରିଛି। ଏହି କାରଣରୁ ସର୍ବଦଳୀୟ ବୈଠକକୁ ବର୍ଜନ କରିଛି ବିଜେପି। ଏନେଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ସମସ୍ତେ ଗୃହକୁ ଆସି ଭାଗ ନିଅନ୍ତୁ। ଆମେ ଏହା ଦାବି କଲୁ। ପାର୍ଲିଆମେଣ୍ଟ କିମ୍ବା

କଂଗ୍ରେସରେ ଯୋଗଦେବା ପରେ ପୃଥ୍ୱୀବଲ୍ଲଭ ପଟ୍ଟନାୟକ ଓ ସୁରେଶ ରାଉତରାୟଙ୍କୁ ଭେଟିଲେ ବିଜୟ…

ଭୁବନେଶ୍ବର: ନିକଟରେ କଂଗ୍ରେସରେ ଯୋଗ ଦେଇଥିବା ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକ ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟପାଳ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ବାସଭବନକୁ ଯାଇତାଙ୍କ ପୁତ୍ର ପୃଥ୍ୱୀବଲ୍ଲଭ ପଟ୍ଟନାୟକଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ସାକ୍ଷାତ-ଆଲୋଚନା ପରେ

ଠେଙ୍ଗାରେ ପିଟିପିଟି ଯୁବକଙ୍କୁ ହତ୍ୟା କଲେ ପଡ଼ୋଶୀ…

ନୟାଗଡ଼: ପଡ଼ୋଶୀ ଠେଙ୍ଗାରେ ପିଟିପିଟି ଜଣେ ଯୁବକଙ୍କୁ ହତ୍ୟା କରିଥିବାର ଖବର ମିଳିଛି। ଏହି ଘଟଣାରେ ମୃତକର ସାନଭାଇ ଆହତ ହୋଇଛି। ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅଧୀନ କାଦୁଆପଡ଼ା ଗାଁରେ। ସୂଚନା ଅନୁଯାୟୀ, କାଦୁଆପଡ଼ା ଗାଁର ଶରତ କୁମାର ପଣ୍ଡା ଓ ଗୋବିନ୍ଦ ପ୍ରଧାନ