Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଧାନସଭାରେ ନବ ଦାସଙ୍କ ହତ୍ୟାକାଣ୍ଡର ଗୁମର ଖୋଲିବ: ଜୟନାରାୟଣ ମିଶ୍ର…
ଭୁବନେଶ୍ବର: ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ବିଧାନସଭାରେ ନବ ଦାସଙ୍କ ହତ୍ୟାକାଣ୍ଡର ଏକ୍ସପୋଜ ହେବ। ଘଟଣା ପଛରେ ଅନେକ ରହସ୍ୟ ରହିଛି। ମୁଦାଲାକୁ ଖଲାସ କରିଦେବା ପାଇଁ ପୋଲିସ ଚେଷ୍ଟା କରୁଛି ନବ ଦାସଙ୍କ ହତ୍ୟାକାଣ୍ଡର ଷଡ଼ଯନ୍ତ୍ରକାରୀମାନେ ମୋ ବିରୁଦ୍ଧରେ ଏଇ ପ୍ରକାର!-->…
ପରିବାର ନିୟୋଜନ ଅସ୍ତ୍ରପଚାର କରିବାରୁ ୧୧ ଛୁଆର ଜନନୀକୁ ଘରେ ପୁରାଉନାହିଁ ସ୍ଵାମୀ…
ବାଂଶପାଳ: ଅନ୍ଧବିଶ୍ୱାସର ଅନ୍ଧଗଳିରେ ଆଦିବାସୀ । ପରିବାର ନିୟୋଜନ ଅସ୍ତ୍ରପଚାର କରିବାରୁ ୧୧ ଛୁଆର ଜନନୀକୁ ଘରେ ପୁରାଉନାହିଁ ସ୍ଵାମୀ । ଫଳରେ ତିନି ଦିନ ହେଲାଣି ଛୁଆଙ୍କୁ ଧରି ଘର ବାହାରେ ଥିବା ଆମ୍ବ ଗଛ ମୂଳରେ ଭୋକ ଶୋଷରେ ଆଶ୍ରୟ ନେଇଛି ସ୍ତ୍ରୀ । ଅସ୍ତ୍ରପଚାର ପରେ ସ୍ତ୍ରୀ ମାରା!-->…
ଖୁବ୍ଶୀଘ୍ର ନୀଳଗିରିକୁ ଗଡ଼ିବ ଯାତ୍ରୀବାହୀ ଟ୍ରେନ୍
ବାଲେଶ୍ବର/ନୀଳଗିରି : ଦୀର୍ଘବର୍ଷ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। ଖୁବ୍ଶୀଘ୍ର ବାଲେଶ୍ବର ଜିଲ୍ଲା ଅଧୀନ ନୀଳଗିରି ଅଞ୍ଚଳକୁ ଯାତ୍ରୀବାହୀ ଟ୍ରେନ୍ ଗଡ଼ିବ। ସାଂସଦ ପ୍ରତାପ ଷଡ଼ଙ୍ଗୀ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଭେଟି ଏସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ। ଅଞ୍ଚଳବାସୀଙ୍କ!-->…
ପୁରୀ ଲୋକନାଥ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ, ଭୋର ୪ ଟାରେ ଉଠିବ ମହାଦୀପ
ପୁରୀ: ପୁରୀ ଲୋକନାଥ ମନ୍ଦିରରେ ଭୋର ୪ ଟାରେ ମହାଦୀପ ଉଠିବ । ଆଜି ରାତ୍ରି ସାଢ଼େ ୧୨ଟାରେ ଦ୍ୱାର ଫିଟା ପରେ ପ୍ରଭୁଙ୍କର ବିଭିନ୍ନ ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଭୋର ୪ଟାରୁ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ । ରାତ୍ରି ଯାଏ ଚାଲିବ ଦର୍ଶନ । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ!-->…
ପାରିବାରିକ କଳହରୁ ସ୍ତ୍ରୀକୁ ଠେଙ୍ଗାରେ ପିଟି ହତ୍ୟା କଲା ସ୍ବାମୀ…
କାମାକ୍ଷାନଗର: କାମାକ୍ଷାନଗର-ପାରିବାରିକ କଳହରୁ ସ୍ୱାମୀର ଉନ୍ମତ୍ତ କାଣ୍ଡ। ଠେଙ୍ଗା ରେ ପିଟି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ। ହତ୍ୟା ପରେ ବଡ଼ ଭାଇ ସହ ମିଶି ଘର ପଛ ପାଖ ଜଙ୍ଗଲ କୁ ପୋଡିବାକୁ ନେବା ବେଳେ ମୃତଦେହ ଜବତ କଲା ପୋଲିସ।
ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଆମ୍ବପାଳସ!-->!-->!-->…
ରାଜଧାନୀରେ ଟ୍ରାଭେଲ ଏଜେନସି ମାଲିକଙ୍କୁ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୁତ୍ତ…
ଭୁବନେଶ୍ୱର: ଭୁବନେଶ୍ୱର OUAT ଛକରେ ମୁଖା ପିନ୍ଧା ଦୁର୍ବୁତ୍ତଙ୍କ ଆତଙ୍କ । ଟ୍ରାଭେଲ ଏଜେନସି ଭିତରେ ପଶି ଭଙ୍ଗାରୁଜା କରିବା ସହ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ।
ଗୁରୁତର ଅବସ୍ଥାରେ ଟ୍ରାଭେଲ ଏଜେନ୍ସି ମାଲିକ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଘଟଣାସ୍ଥଳରେ!-->!-->!-->…
ଶ୍ୱାସ ରୁଦ୍ଧ ହୋଇ ଦୁଇ ମୃତ, ଜଣେ ଗୁରୁତର
ମୋହନା : ଶ୍ୱାସରୁଦ୍ଧ ହୋଇ ୨ ମୃତ। ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ ମୃତ, ଜଣେ ଗୁରୁତର। ମୃତକ ଦୁଇ ଜଣ ଗଣେଶ ନାୟକ ଓ ଅମ୍ବିକା ନାୟକ। ଆର୍ ଉଦୟଗିରି ବ୍ଲକ ଶିଆଳିଲଟି ପଞ୍ଚାୟତ ବେତାରସିଂ ଗାଁରେ ଏହି ଅଘଟଣ ଘଟିଛି। ଗତକାଲି ରାତିରେ ବିବାହ ଭୋଜି ପାଇଁ ଘର ସମ୍ମୁଖରେ ଜେନେରେଟର!-->…
ରାଜ୍ୟର ପ୍ରମୁଖ ଶୈବପୀଠ ଚଳଚଞ୍ଚଳ…
ଭୁବନେଶ୍ବର: ଆଜି ମହାଶିବରାତ୍ରି। ଏହି ଉପଲକ୍ଷେ ସାରା ରାଜ୍ୟର ପ୍ରମୁଖ ଶୈବପୀଠ ଚଳଚଞ୍ଚଳ ହୋଇଉଠିଛି। ରାଜଧାନୀର ଲିଙ୍ଗରାଜ ମନ୍ଦିର, କଟକର ଧବଳେଶ୍ବର, ଗଡ଼ଗଡ଼େଶ୍ବର ପୀଠ, ଭଦ୍ରକର ଆଖଣ୍ଡଳମଣି, ଢେଙ୍କାନାଳର କପିଳାସ, ନୟାଗଡ଼ର ଲଡ଼ୁବାବା ପୀଠ, ସମ୍ବଲପୁରର ପ୍ରସିଦ୍ଧ ଶୈବ ପୀଠ ହୁମା!-->…
ସମ୍ବଲପୁରରେ ଯୁବକଙ୍କୁ ଛୁରାମାଡ଼: ମୃତ ଘୋଷଣା କଲେ ଡାକ୍ତର…
ସମ୍ବଲପୁର: ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ଧନୁପାଲି ଥାନା ତୁରୀପଡ଼ାରେ ଆଜି ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ରାସ୍ତା ଉପରେ ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ଛୁରାମାଡ଼ କରିଛନ୍ତି।ସୂଚନା ଅନୁଯାୟୀ, ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ତୁରୀପଡ଼ାର ତଫିନ ପ୍ରଧାନ(୨୫)!-->…
ଆଧ୍ୟାତ୍ମିକତା ହିଁ ମଣିଷକୁ ସୁଖ ଦେଇଥାଏ
ଶ୍ରୀମା ପ୍ରକାଶନୀର ଆଧ୍ୟାତ୍ମିକ ପୁସ୍ତକ ଉନ୍ମୋଚନ
କଟକ : କଟକସ୍ଥିତ ଶ୍ରୀମା ପ୍ରକାଶନୀର ଆଧ୍ୟାତ୍ମିକ ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମ ଚହଟାସ୍ଥିତ ଶ୍ରୀରାମନିଗମେଶ୍ବର ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି | ଏହି ଉପଲକ୍ଷେ ଆୟୋଜିତ ଏକ ଆଧ୍ୟାତ୍ମିକ ସଭାରେ ମୁଖ୍ୟ ଅତିଥିଭାବେ ଯୋଗଦାନ କରି!-->!-->!-->…