Browsing Category

ଓଡିଶା

ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର : ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ । ସକାଳେ ମର୍ଣ୍ଣିଂ ୱାକ କରୁଥିବା ବେଳେ କିଛି ଦୁର୍ବୃତ୍ତ ଏଭଳି ଘଟଣା ଘଟାଇ ଫେରାର ହୋଇଯାଇଛନ୍ତି ବୋଲି ଜଣାପଡିଛି । ଘଟଣା ଘଟିଛି କପିଳେଶ୍ଵର ଭୀମକୁଣ୍ଡ ମନ୍ଦିର ଛକରେ। ଯୁବକଙ୍କ ନାଁ ସରୋଜ ତ୍ରିପାଠୀ ।…

ବଦଳିଗଲା ଶବ..! ଅନ୍ୟ ଜଣକ ମୃତଦେହକୁ ନିଜର ଭାବି ଦାହ କରିଦେଲେ ପରିବାର ଲୋକେ

ସାଲେପୁର: ସରିଲା ଶେଷକୃତ୍ୟ। ଦେଖୁ ଦେଖୁ ପାଉଁଶ ହୋଇଗଲା ଶବ। ଭାଇ ବନ୍ଧୁ କୁଟୁମ୍ବ ଯିଏ ଯାହା ବାଟରେ ଚାଲିଗଲେ। ପରିବାର ଲୋକେ ବି ନିଜର ଲୋକକୁ ମନେପାକାଇ ଘର ଭିତରେ ଗୁମୁରି ଗୁମୁରି କାନ୍ଦୁଥାନ୍ତି। ହେଲେ ହଠାତ୍ ଆସିଲା ଫୋନ୍। ଜଣାପଡିଲା ପରିବାର ଲୋକେ ଯେଉଁ ଶବକୁ ପୋଡିଛନ୍ତି ସେ ଶବ…

ଆତଙ୍କବାଦୀ ଓ ଅନୁପ୍ରବେଶକାରୀଙ୍କୁ ପ୍ରତିରୋଧ ପାଇଁ ଆରମ୍ଭ ହେଲା ସମରାଭ୍ୟାସ

ପାରାଦୀପ: ଆରମ୍ଭ ହୋଇଛି ସମରାଭ୍ୟାସ । ୨୬.୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରେ ଉପକୂଳର ସୁରକ୍ଷା ପାଇଁ ଉଭୟ ରାଜ୍ଯ ସରକାର ଓ କେନ୍ଦ୍ର ସରକାରଙ୍କ ତରଫରୁ ପ୍ରତ୍ୟେକ ବର୍ଷ ଦୁଇଥର ଆୟୋଜିତ ହୋଇଥାଏ ମିଳିତ ସମରାଭ୍ଯାସ ସାଗର କବଚ। ତେବେ ଏ ବର୍ଷର ପ୍ରଥମ ସମରାଭ୍ଯାସ ସାଗର କବଚ OD -23…

ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ

ଭୁବନେଶ୍ୱର :ଆଜିଠାରୁ ପିଲାଙ୍କର ଆରମ୍ଭ ହୋଇଛି ସକାଳୁଆ ସ୍କୁଲ। ସକାଳ ୭ଟାରୁ ସାଢେ଼ ୧୧ ଟା ଯାଏ ଚାଲିବ କ୍ଲାସ୍ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେଉଥିବା ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ସକାଳ ୭ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ଚାଲିବ। ପ୍ରବଳ ଖରାକୁ ନଜରରେ ରଖି…

ମର୍ଣ୍ଣିଂ ୱାକ ବେଳେ ବିଜେପି ନେତାଙ୍କୁ ହାଣିଲେ ଦୁର୍ବୃତ୍ତ

ବାଲେଶ୍ୱର : ବଲେଶ୍ୱର ଜିଲ୍ଲା ସୋର ପୌରପାଳିକା ନଗର ଉପସଭାପତି ଲୋକନାଥ ରାଉତଙ୍କ ଉପରକୁ ଆଜି ସକାଳୁ ମରଣାନ୍ତକ ଆକ୍ରମଣ ହୋଇଛି l ଆଜି ସକାଳେ ସେ ଲୋକନାଥ ମର୍ଣ୍ଣିଂ ୱାକ କରି ଫେରୁଥିବା ବେଳେ ସୋର ଥାନା ନିକଟରେ ଏହି ଆକ୍ରମଣ ହୋଇଛି l ଲୋକନାଥ ଆଜି ସକାଳେ ମର୍ଣ୍ଣିଂ ୱାକ କରିବାକୁ ଘରୁ…

ଆଜି ବିଶ୍ୱ ଛେନାପୋଡ଼ ଦିବସ: ଜିଆଇ ଟ୍ୟାଗ୍ ମାନ୍ୟତା ଦେବା ପାଇଁ ପ୍ରୟାସ…

ଭୁବନେଶ୍ୱର : ପ୍ରତ୍ୟେକଟି ଓଡ଼ିଆଙ୍କ ପ୍ରିୟ ମିଠା ଛେନାପୋଡ଼ । କେବଳ ଓଡ଼ିଶାରେ ନୁହେଁ ଦେଶବିଦେଶରେ ମଧ୍ୟ ରହିଛି ଛେନାପୋଡ଼ର ଚାହିଦା । ଛେନାପୋଡ଼କୁ ଲୋକାଭିମୁଖୀ କରିବାକୁ ଆଜି ପାଳନ ହେଉଛି ବିଶ୍ୱ ଛେନାପୋଡ଼ ଦିବସ । ତେବେ ଛେନାପୋଡ଼କୁ ଜିଆଇ ଟ୍ୟାଗର ମାନ୍ୟତା ଦେବା ପାଇଁ ନୟାଗଡ଼…

ଫେକ୍ ସାର୍ଟିଫିକେଟ ଦେଇ ଚାକିରି କରିବା ମାମଲାର ତଦନ୍ତ ପାଇଁ ସିବିଆଇକୁ ଚିଠି ଲେଖିଲେ ମହାଡାକପାଳ…

ଭୁବନେଶ୍ୱର : ପୋଷ୍ଟାଲ ଡିପାର୍ଟମେଣ୍ଟରେ ଫେକ୍ ସାର୍ଟିଫିକେଟ ଦେଇ ଚାକିରି କରିବା ମାମଲାର ତଦନ୍ତ ପାଇଁ ସିବିଆଇକୁ ଚିଠି ଲେଖିଛନ୍ତି ମହାଡାକପାଳ। ଫେକ୍‌ ସାର୍ଟିଫିକେଟରେ ଏକାଧିକ ରାଜ୍ୟର ସଂପୃକ୍ତି ରହିଥିବାରୁ ସିବିଆଇ ତଦନ୍ତ ପାଇଁ ଚିଠି କରାଯାଇଥିବା ଜଣାପଡ଼ିଛି। ଜାଲ ସାର୍ଟିଫିକେଟ ଦେଇ…

ଆଜି ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ସହର

ଝାରସୁଗୁଡା : ଅସହ୍ୟ କଲାଣି ତାତି। ତା’ସାଙ୍ଗକୁ ଗୁଳୁଗୁଳି। ମଝିରେ ମଝିରେ ଝାଞ୍ଜି ବୋହୁଥିବାରୁ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇପଡ଼ିଛି। ସକାଳ ୧୦ଟା ପରେ ଘରୁ ବାହାରିବାକୁ ନିରାପଦ ମଣୁନାନ୍ତି। ଆଜି ଝାରସୁଗୁଡ଼ା ହେଉଛି ସବୁଠାରୁ ଉତ୍ତପ୍ତ ସହର। ଏଠି ତାପମାତ୍ରା ୪୦.୪ ଡିଗ୍ରୀ ରେକର୍ଡ…

ଝାରସୁଗୁଡ଼ାରୁ ନିଖୋଜ ନାବାଳକକୁ ବିଳାସପୁରରୁ ଉଦ୍ଧାର କଲା ପୁଲିସ

ଝାରସୁଗୁଡ଼ା: ଝାରସୁଗୁଡ଼ାରୁ ନିଖୋଜ ନାବାଳକକୁ ଛତିଶଗଡ଼ର ବିଳାସପୁରରେ ଠାବ କରାଯାଇଛି। ଏନେଇ ଝାରସୁଗୁଡ଼ା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ପୁଲିସ କହିଛି ଯେ ଉକ୍ତ ନାବାଳକକୁ କେହି ଅପହରଣ କରି ନ ଥିଲେ, ବରଂ ସେ ନିଜ ଇଚ୍ଛାରେ ଟ୍ରେନରେ ଯାଉଥିଲା। ଏବେ ନାବାଳକକୁ ବିଳାସପୁରରୁ…