Browsing Category

ଓଡିଶା

ପଛକୁ ପଛ ୨ଟି ଲଘୁଚାପ, ରାଜ୍ୟରେ ବଢ଼ିବ ବର୍ଷର ପରିମାଣ

ଭୁବନେଶ୍ୱର : ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ପଛକୁ ପଛ ଆସୁଛି ୨ଟି ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ୧୦ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେଇପାରେ। ପ୍ରଭାବରେ ୯ ତାରିଖରୁ ଉତ୍ତରଓଡ଼ିଶା ଓ ଉତ୍ତର ଉପକୂଳବର୍ତ୍ତି

୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ନିର୍ଦ୍ଦେଶ, ଯାଞ୍ଚ ପାଇଁ ସ୍ବତନ୍ତ୍ର କମିଟି ଗଠିତ

ଭୁବନେଶ୍ୱର: ଭୁବନେଶ୍ୱରରେ କେତେ ସୁରକ୍ଷିତ ବିଭିନ୍ନ ବିଲ୍ଡିଂ । ଦିଲ୍ଲୀ PG ଟ୍ରାଜେଡି ପରେ ରାଜଧାନୀରେ ଭଙ୍ଗାଯିବ ଅସୁରକ୍ଷିତ କୋଠା । ଅସୁରକ୍ଷିତ ବିଲ୍ଡିଙ୍ଗ ଯାଞ୍ଚ କରିବାକୁ ଗଠନ ହୋଇଛି ସ୍ବତନ୍ତ୍ର କମିଟି । ୧୫ ଦିନ ଭିତରେ ରିପୋର୍ଟ ଦେବ କମିଟି । ଗୃହ ନିର୍ମାଣ ଏବଂ ନଗର

ଟ୍ରକ୍ ଟର୍ମିନାଲ୍‌ର ସୁଚାରୁ ପରିଚାଳନା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ–IOCL ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର : ଜାତୀୟ ଓ ରାଜ୍ୟ ରାଜପଥରେ ଅବୈଧ ପାର୍କିଂ ଯୋଗୁଁ ଘଟୁଥିବା ସଡ଼କ ଦୁର୍ଘଟଣା ଓ ତଦଜନିତ ପ୍ରାଣହାନିକୁ ରୋକିବା ସହ ଭାରୀଯାନ ଚାଳକମାନଙ୍କୁ ଉନ୍ନତ ସୁବିଧା-ସୁଯୋଗ ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜପଥ ପାର୍ଶ୍ୱରେ

କରେଣ୍ଟ ଲାଗି ଗଲା ମାଆ-ଝିଅଙ୍କ ଜୀବନ, ନ୍ୟାୟ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଲେ ପରିବାର ଲୋକେ

କଳାହାଣ୍ଡି : ବିଦ୍ୟୁତ ଆଘାତରେ ଗଲା ମାଆ-ଝିଅଙ୍କ ଜୀବନ । କଳାହାଣ୍ଡି ସଦର ଥାନା କାର୍ଲାସୋଡା ଗାଁରେ ଅଘଟଣ ଘଟିଛି । ମୃତକ ହେଲେ ଲଳିତା ନାୟକ ଓ ଝିଅ ଶତଳ ନାଏକ। ମୃତଦେହ ଧରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚିଲେ ପରିବାର । ନ୍ୟାୟ ଦାବିରେ କାର୍ଯ୍ୟାଳୟ ପରିସରରେ ବିକ୍ଷୋଭ

ମ୍ୟାନ୍ ପାୱାର ଓ ହସ୍ପିଟାଲିଟି ସେବା ଯୋଗାଣ ନାଁରେ ଠକେଇ, ଜଣେ ବ୍ୟାଙ୍କ କର୍ମଚାରୀଙ୍କ ସହ ୩ ଗିରଫ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଏକ ବଡ଼ଧରଣର ସାଇବର ମ୍ୟୁଲ୍ ଆକାଉଣ୍ଟ ରାକେଟର ପର୍ଦ୍ଦାଫାସ୍ କରିଛି ଭୁବନେଶ୍ୱର ସାଇବର ଥାନା ପୋଲିସ । ମ୍ୟାନ୍ ପାୱାର ଓ ହସ୍ପିଟାଲିଟି ସେବା ଯୋଗାଣ ନାଁରେ ଏକ ନକଲି କମ୍ପାନୀ ଖୋଲି ସାଇବର ଠକେଇ ଟଙ୍କାର କାରବାର ପାଇଁ ମ୍ୟୁଲ୍ ଆକାଉଣ୍ଟ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ବାଲେଶ୍ୱର ଉଠା ଜଳସେଚନ କନିଷ୍ଠ ଯନ୍ତ୍ରୀ ସୁବ୍ରତ ମହାନ୍ତି ଗିରଫ

ମୟୂରଭଞ୍ଜ : ଲାଞ୍ଚ ନେଇ ଜେଲ୍ ଯାଇଥିଲେ, ଏବେ ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ପୁଣି ବନ୍ଧା ହେଲେ କନିଷ୍ଠ ଯନ୍ତ୍ରୀ । ୧ କୋଟି ୩୦ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ । ଲାଞ୍ଚ ନେଇ ପୂର୍ବରୁ ଗିରଫ ହୋଇଥିବା କନିଷ୍ଠ ଯନ୍ତ୍ରୀଙ୍କ ଅଡ଼ୁଆ ଆହୁରି ବଢ଼ିଛି । ଆୟ ବହିର୍ଭୂତ

ତିରିଂରୁ ଉଦ୍ଧାର ହେଲେ ନିଖୋଜ MKCG ଛାତ୍ର ସାଗର ସାହୁ

ବ୍ରହ୍ମପୁର: MKCG ମେଡିକାଲ୍ କଲେଜ ଓ ହସ୍ପିଟାଲର ପ୍ରଥମ ବର୍ଷ MBBS ଛାତ୍ର ମୟୂରଭଞ୍ଜ ଜିଲ୍ଲା ତିରିଂରୁ ଉଦ୍ଧାର ହୋଇଛି। ଗତ ୩୧ ତାରିଖରୁ ସେ ନିଖୋଜ ଥିଲେ। ଏହାପରଠାରୁ ପରିବାର ଲୋକେ ଓ ମେଡିକାଲ କ୍ୟାମ୍ପସରେ ଚିନ୍ତାର କାରଣ ପାଲଟିଥିଲା। ଗତ ୩୧ ତାରିଖରୁ ସାଗରକୁ ଖୋଜିବାର ଜାରି ରଖିଥିଲା

ସ୍କୁଲ ଗେଟ୍ ଆଗରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ବାଲୁକେଶ୍ୱର ହାଇସ୍କୁଲ୍ ଗେଟ୍ ସାମ୍ନାରେ ସହକାରୀ ଶିକ୍ଷକଙ୍କୁ ମାରଣାନ୍ତକ ଆକ୍ରମଣ। କାଠଫାଳିଆରେ ଆକ୍ରମଣରେ ଶିକ୍ଷକ ଭବାନୀ ପ୍ରସାଦ ଦାସ ଗୁରୁତର। ଶିକ୍ଷକଙ୍କୁ ମାରି ଲହୁଲୁହାଣ କଲା। ଆକ୍ରମଣର କାରଣ ଏବେ ବି ଅସ୍ପଷ୍ଟ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଶିକ୍ଷକ

୨୦୨୪ ବ୍ୟାଚର ୯ ଯୁବ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି

ଭୁବନେଶ୍ୱର: ଟ୍ରେନିଂରୁ ଫେରିବା ପରେ ଓଡ଼ିଶା ସରକାର ଭାରତୀୟ ପ୍ରଶାସନିକ ସେବା (IAS)ର ୯ ଜଣ ୨୦୨୪ ବ୍ୟାଚ୍ ଅଧିକାରୀଙ୍କୁ ବିଭିନ୍ନ ଜିଲ୍ଲାରେ ଉପ-ଜିଲ୍ଲାପାଳ ଭାବରେ ନିଯୁକ୍ତି ଦେଇଛନ୍ତି। ଅଧିକାରୀମାନେ ସେମାନଙ୍କ ନ୍ୟସ୍ତ କ୍ଷେତ୍ରରେ ସବ୍- ଡିଭିଜିନାଲ ମାଜିଷ୍ଟ୍ରେଟ୍ ଭାବରେ ମଧ୍ୟ

କଲେଜ ହଷ୍ଟେଲରୁ ଇଞ୍ଜିନିୟରିଂ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ଖନ୍ତପଡ଼ା ଥାନା ଅନ୍ତର୍ଗତ ସେରଗଡ଼ ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲ ରୁମରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। କମ୍ପ୍ୟୁଟର ସାଇନ୍ସର ଦ୍ୱିତୀୟ ବର୍ଷର ଉକ୍ତ ଛାତ୍ରୀ ଜଣକ ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳର ବୋଲି ଜଣାପଡ଼ିଛଛି |