Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନାତୁଣୀକୁ ଲାଗିଲା ବିଦ୍ୟୁତ୍ ଆଘତ, ବଞ୍ଚାଇବାକୁ ଯାଇ ଗଲା ଅଜାଙ୍କ ଜୀବନ
ଅନୁଗୁଳ: ନାତୁଣୀକୁ ବଞ୍ଚାଇବାକୁ ଯାଇ ଗଲା ଅଜାଙ୍କ ଜୀବନ। ମୃତକ ହେଲେ ୭୦ ବର୍ଷୀୟ ରତ୍ନାକର ସାହୁ । ଗୁରୁତର ନାତୁଣୀ ତୁଳସୀ ସାହୁଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଛି । ତୁଳସୀ ଘର ଛାତ ଉପରେ ଲୁଗା ଶୁଖାଉଥିବା ସମୟରେ ସର୍ଭିସ ତାର ସଂସ୍ପର୍ଶରେ ଆସି କରେଣ୍ଟ!-->…
ଡେଲିଭରି କମ୍ପାନୀ ଟ୍ରକରୁ ଗଞ୍ଜେଇ ଜବତ
ବାଲେଶ୍ୱର: ଅଭିନବ ଉପାୟରେ ଚାଲିଛି ଚୋରା ଚାଲାଣ। ପୋଲିସକୁ ଯେପରି ସନ୍ଦେହ ନ ହେଉ ସେଥିଲାଗି ଡେଲିଭରି’ କମ୍ପାନୀର ଟ୍ରକ୍ ରେ ଚାଲିଥିଲା ଗଞ୍ଜେଇ ଚାଲାଣ। ପାର୍ସଲ ଟ୍ରକ ହେଲଫର ସିଟ ତଳୁ ମିଳିଲା ପୁଳାପୁଳା ଗଞ୍ଜେଇ। ଦୁର୍ଘଟଣା ପରେ ମିଳିଲା ଗଞ୍ଜେଇ ଚାଲାଣର ତଥ୍ୟ। ବାଲେଶ୍ୱର ସୋର ଥାନା ୧୬!-->…
ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ଏୟାରପୋର୍ଟରୁ ସାଢ଼େ ୩ କୋଟିର ମାରିଜୁଆନା ଜବତ
ଭୁବନେଶ୍ୱର: ବିମାନବନ୍ଦର ଏବେ ଡ୍ରଗ୍ସ ମାଫିଆଙ୍କ ନୂଆ ଟ୍ରାଞ୍ଜିଟ୍ ରୁଟ୍ ପାଲଟିଛି। ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବଡ଼ ଧରଣର ନିଶାଦ୍ରବ୍ୟ ଚୋରାଚାଲାଣର ପର୍ଦ୍ଦାଫାଶ ହୋଇଛି। ଏୟାରପୋର୍ଟରୁ ପ୍ରାୟ ସାଢ଼େ ତିନି କୋଟି ଟଙ୍କାର ବିଦେଶୀ ମାରିଜୁଆନା ଜବତ କରିଛି!-->…
ଆସିକା ଅଞ୍ଚଳ ରେ ଥିବା ବେଆଇନ ବାଲି ଘାଟ ଉପରେ ୧୪୪ ଧାରା ଧର୍ମକୁ ଆଖିଠାର : ଚାଲିଛି ଖୁଲାମ ଖୁଲା ଚୋରା ବାଲି ଚାଲାଣ…
ଏଠାରେ ପ୍ରଶାସନ ସାଜିଛି ଧୃତରାଷ୍ଟ୍ର...!
ଦକ୍ଷିଣ-ପଶ୍ଚିମ ମୌସୁମୀ ପାଇଁ ପାଗ ଅନୁକୂଳ !
ଭୁବନେଶ୍ଵର:ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ସମ୍ଭାବନା। ଏ ନେଇ ‘ଏକ୍ସ’ରେ ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ଚଳିତ ସପ୍ତାହର ଶେଷ ଆଡ଼କୁ ଦକ୍ଷିଣ ବଙ୍ଗୋପସାଗରକୁ ଛୁଇଁବା ଆଶା। ଆଣ୍ଡାମାନ ସାଗର, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଆସିବା!-->…
ବାଲିଅନ୍ତା ସୌମ୍ୟରଞ୍ଜନ ହତ୍ୟା ଘଟଣା ; କମିଶନରେଟ ପୁଲିସକୁ ଘେରିଲା କଂଗ୍ରେସ
ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ସପ୍ତାହ ଧରି ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟୟ ହୋଇ ପଡ଼ିଛି। ଗୋଟିଏ ସପ୍ତାହ ମଧ୍ୟରେ କଣାସ, ବାଲିଅନ୍ତା, ବାଲିପାଟଣା ଭିଡ଼ ହତ୍ୟା ଘଟିଛି। ତେବେ ବାଲିଅନ୍ତା ସୌମ୍ୟରଞ୍ଜନଙ୍କ ହତ୍ୟା ଘଟଣାରେ ଆଜି କମିଶନରେଟ ପୁଲିସ କାର୍ଯ୍ୟାଳୟ ଘେରାଉ କରିଛି ରାଜ୍ୟ!-->…
ପିକଅପ-ବାଇକ ଧକ୍କା: ଦୁଇ ମୃତ, ଜଣେ ଗୁରୁତର
କୁଚିଣ୍ଡା : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସମ୍ବଲପୁର ଜିଲ୍ଲା ମହୁଲପାଲି ଥାନା କୁସୁମୀ ଫାଣ୍ଡି ଅନ୍ତର୍ଗତ ପେଟ୍ରୋଲ ପମ୍ପ ନିକଟରେ ଅଘଟଣ । ଏକ ପିକ ଅପ ସାଙ୍ଗେ ବାଇକ ଧକ୍କା ହେବାରୁ ଘଟଣା ସ୍ଥଳରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଚିକିତ୍ସାଧୀନ ଅବସ୍ଥାରେ କୁଚିଣ୍ଡା!-->…
୪ ଘଣ୍ଟାର ଅପରେଶନ୍ ପରେ କଲଭର୍ଟରୁ ଭାଲୁକୁ କାବୁ କଲା ବନବିଭାଗ
ନବରଙ୍ଗପୁର : ଦୀର୍ଘ ୪ ଘଣ୍ଟାର ଅପରେଶନ୍ ପରେ ଯନ୍ତାରେ ପଡିଲା ଭାଲୁ । ନବରଙ୍ଗପୁର ରେଞ୍ଜ ଦେଉଳା ଗାଁ ନିକଟ ଏକ କଲଭର୍ଟରୁ ଭାଲୁକୁ ବନବିଭାଗ କାବୁ କରିନେଇଛି । ନବରଙ୍ଗପୁର ଫରେଷ୍ଟର ଲକିମାଝୀଙ୍କ ନେତୃତ୍ବରେ ୧୫ଜଣ ବନବିଭାଗର କର୍ମଚାରୀ ଭାଲୁକୁ କାବୁରେ ସଫଳ ହୋଇଛନ୍ତି ।!-->…
ଭୁଜାଲି ଚୋଟରେ ଜଣେ ମୃତ, ଜଣେ ଗୁରୁତର
ଝାରସୁଗୁଡା : ଝାରସୁଗୁଡା ଜିଲ୍ଲା ବେଲପାହାଡ଼ ଫାଟକରେ ଭୁଜାଲି ମାଡ଼ରେ ଜଣେ ମୃତ ଜଣେ ଗୁରୁତର । ଉଭୟ ବେଲପାହାଡ଼ ଜୁନାଡିହି କଲେଜ ପଡାର ବୋଲି ଜଣା ପଡ଼ିଛି । ମୃତକ ଜଣକ ରାହୁଲ ମହତ, ଆହତ ଜଣକ ଆକାଶ ସାହୁ ବୋଲି ଜଣା ପଡିଛି l ଚାରିଜଣ ଅଜଣା ଯୁବକ ଏକ!-->…
ଟଙ୍କା ନଦେବାରୁ ବେଙ୍ଗାଳୁରୁରେ ପ୍ରବାସୀ ଶ୍ରମିକଙ୍କୁ ପିଟି ପିଟି ହତ୍ୟା
ଭଦ୍ରକ : ଟଙ୍କା ନଦେବାରୁ ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ । ସାଙ୍ଗମାନେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ । ବେଙ୍ଗାଳୁରୁ ହ୍ୱାଇଟ ଫିଲଡ ଅଞ୍ଚଳରେ ଘଟିଛି ଘଟଣା । ମୃତକ ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳର ନାରାୟଣ ମଲ୍ଲିକଙ୍କ ପୁଅ ନିରାକାର!-->…