Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କନ୍ୟାଯାତ୍ରୀଙ୍କ ଉପରେ ମାଡିଗଲା ସ୍କର୍ପିଓ: ୩ ମୃତ,୧୨ ଆହତ
ଗୋପାଳପୁର: ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧୀନ ମାଣ୍ଡିଆପଲ୍ଲୀ ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି । ମୃତକମାନେ ହେଲେ ବ୍ରହ୍ମପୁର ମହାନଗର ଅଞ୍ଚଳର ଲାଞ୍ଜିପଲ୍ଲୀ କେଶବ ନଗରର ସ୍ବପ୍ନା ରେଡି ସଞ୍ଜୁ ରେଡି ଓ!-->…
ରାଜ୍ୟରେ ଦୁର୍ନୀତି ଓ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ କୁ ନେଇ ଗଞ୍ଜାମ ଜିଲ୍ଲାପାଳଙ୍କ ଅଫିସ ଘେରାଉ କଲା ଭାଜପା…
ଛତ୍ରପୁର : ରାଜ୍ୟରେ ଦୁର୍ନୀତି ଓ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ବରିଷ୍ଠ ମନ୍ତ୍ରୀଙ୍କ ହତ୍ୟା, ରାଜ୍ୟରେ ଅରାଜକତା ଓ ଜନସାଧାରଣଙ୍କ ଅସୁରକ୍ଷିତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏଥିପାଇଁ ଦାୟୀ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ ନେଇ ଗଞ୍ଜାମ ଜିଲ୍ଲା ଓ ଘୁମୁସର ଜିଲ୍ଲା ଭାରତୀୟ!-->!-->!-->…
ନବ ଦାସ ହତ୍ୟା ଘଟଣା: ଚୌଦ୍ବାର ଜେଲ୍ରେ ପହଞ୍ଚିଲା ଗୋପାଳ
କଟକ: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ଘଟଣାର ଅଭିଯୁକ୍ତ ଗୋପାଳକୃଷ୍ଣ ଦାସକୁ ଆଜି ସନ୍ଧ୍ୟାରେ କଟକ ଜିଲ୍ଲା ଚୌଦ୍ୱାରସ୍ଥିତ ସର୍କଲ ଜେଲକୁ ଅଣାଯାଇଛି। ବ୍ରଜରାଜନଗର ଗାନ୍ଧିଛକ ଫାଣ୍ଡିରେ ଏଏସ୍ଆଇ ଭାବେ ମୁତୟନ ଥିବା ଅଭିଯୁକ୍ତ ଗୋପାଳକୁ ଚୌଦ୍ୱାର ଜେଲ୍ର ୩ନମ୍ବର!-->…
ମଝି ଚିଲିକାରେ ୫୦ ଯାତ୍ରୀଙ୍କ ସହ ଫସିଲା ଡଙ୍ଗା
ବ୍ରହ୍ମଗିରି: ମଝି ଚିଲିକାରେ ଯାତ୍ରୀଙ୍କ ସହିତ ଭସାପୋଲ ଫସିବାର ୨୪ ଘଣ୍ଟା ନ ପୁରୁଣୁ ପୁଣି ଏକ ଡଙ୍ଗା ୫୦ ଯାତ୍ରୀଙ୍କ ସହିତ ଫସିଛି । ଦୀର୍ଘ ଘଣ୍ଟାଏ ଧରି ଡଙ୍ଗାଟି ଫସିବା ପରେ କୂଳକୁ ଫେରିଛି । ଖବର ନେବାରେ ଜଣାପଡିଛି ଆଜି ଅପରାହ୍ନରେ ପୁରୀ ଜିଲ୍ଲା ସାତପଡା ଘାଟରୁ ଏକ ଯାତ୍ରୀବାହି!-->…
କେନ୍ଦ୍ର ସରକାର ବିରୋଧରେ ଗର୍ଜିଲା ବିଜେଡି
ଭୁବନେଶ୍ବର: କେନ୍ଦ୍ରର ଧାନ କିଣା ନୀତି ଓ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ବନ୍ଦ କରିବା ପ୍ରସଙ୍ଗକୁ ନେଇ ବିଜେଡି ରାଜରାସ୍ତାକୁ ଓହ୍ଲାଇଛି। ଆଜି ରାଜଭବନ ସମ୍ମୁଖରେ ଧାରଣା ଦେବା ପରେ ବିଜେଡିର ଏକ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଓଡ଼ିଶାର!-->…
‘ଆମ ହସ୍ପିଟାଲ‘ ଯୋଜନାରେ ରୂପାନ୍ତରୀକରଣ ହେବ ୧୪୭ଟି ଡାକ୍ତରଖାନା: ସ୍ବାସ୍ଥ୍ୟ ସଚିବ
ଭୁବନେଶ୍ବର: ‘ଆମ ହସ୍ପିଟାଲ’ ଯୋଜନା ଅଧୀନରେ ରାଜ୍ୟର ୧୪୭ଟି ହସ୍ପିଟାଲକୁ ରୂପାନ୍ତରୀକରଣ କାର୍ଯ୍ୟ କରାଯିବ। ଏଥି ପାଇଁ ସରକାର ୭୫୦ କୋଟି ଟଙ୍କାର ବ୍ୟୟ ଅଟକଳ କରିଛନ୍ତି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି।
ସ୍ବାସ୍ଥ୍ୟ ସଚିବ!-->!-->!-->…
ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବିଜେପିର ହରତାଳ
ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ରାଜ ରାଜନୀତି ସରଗରମ। ବିଭିନ୍ନ ଦାବିନେଇ ମଙ୍ଗଳବାର ରାଜରାସ୍ତାକୁ ଓହ୍ଲାଇଛନ୍ତି ଉଭୟ ସରକାରୀ ଓ ବିରୋଧୀ ଦଳ। ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବିରୋଧୀ ବିଜେପି ରାଜରାସ୍ତାକୁ ଓହ୍ଲାଇଥିବା ବେଳେ କେନ୍ଦ୍ର ୫ କିଲୋ ମାଗଣା ଚାଉଳ କାଟିବା ଓ!-->…
ଅବଦୁର୍ ରହେମାନକୁ ୭ ବର୍ଷ ୫ ମାସ ଜେଲ୍ ଦଣ୍ଡାଦେଶ
କଟକ/ନୂଆଦିଲ୍ଲୀ : ଭାରତରେ ଉଗ୍ରବାଦୀ ସ˚ଗଠନ ଅଲ୍ କଏଦାର ନେଟୱର୍କ ପ୍ରସାର ଉଦ୍ୟମ ଅଭିଯୋଗରେ ଦିଲ୍ଲୀ ପୁଲିସ ଦ୍ବାରା ଗିରଫ ହୋଇଥିବା କଟକର ଅବଦୁର ରହେମାନକୁ ଆଜି ଦଣ୍ଡବିଧାନ ହୋଇଛି। ତାକୁ ୭ ବର୍ଷ ୫ ମାସ ଜେଲ୍ ଦଣ୍ଡାଦେଶ ସହ ୨୫ ହଜାର ଟଙ୍କାର ଜରିମାନା ଆଦାୟ ଲାଗି ପଟିଆଲା ହାଉସ!-->…
ଦ୍ୱିତୀୟ ବିବାହ କଲେ ପ୍ରଧାନ ଶିକ୍ଷକ, ଥାନାରେ ଏତଲା ଦେଲେ ପ୍ରଥମ ସ୍ତ୍ରୀ
ଦାରିଙ୍ଗବାଡ଼ି : ପ୍ରଥମ ସ୍ତ୍ରୀ ଘରେ ଅଛନ୍ତି । ତାଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କଲେ ଶିକ୍ଷକ । ଏ ଖବର ପାଇବା ପରେ ପ୍ରଥମ ସ୍ତ୍ରୀ ଶିକ୍ଷକ ସ୍ୱାମୀ ନାଁରେ ଥାନାରେ ଏତଲା ଦେଇଛନ୍ତି । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନାରେ ଘଟଣା ସମ୍ପର୍କରେ ଅଭିଯୋଗ କରିଛନ୍ତି ପ୍ରଥମ ପତ୍ନୀ ।
!-->!-->!-->…
କଟକ ମହାନଗର ନିଗମ : ବିରୋଧୀ କର୍ପୋରେଟରଙ୍କ ଦ୍ୱାରା ଚାଲିଥିବା ଆନ୍ଦୋଳନ ପ୍ରତ୍ୟାହୃତ
କଟକ : କଟକ ମହାନଗର ନିଗମରେ ବିରୋଧୀ କର୍ପୋରେଟରଙ୍କ ଦ୍ୱାରା ଚାଲିଥିବା ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି । ଭୁବନେଶ୍ୱରରେ ଆଇଏଏସ ସମ୍ମିଳନୀରେ ଥିବା ସିଏମସି କମିଶନର ନିଖିଳ ପବନ କଲ୍ୟାଣ ଅପରାହ୍ନରେ ବିରୋଧୀ କର୍ପୋରେଟରଙ୍କ ଆନ୍ଦୋଳନସ୍ଥଳରେ ପହଞ୍ଚି ସମ୍ମିଳନୀ କକ୍ଷରେ ବସି!-->…