Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଧରଣୀଧର ମହାବିଦ୍ୟାଳୟକୁ ମିଳିଲା ବିଶ୍ଵବିଦ୍ୟାଳୟ ମାନ୍ୟତା
କେନ୍ଦୁଝର: କେନ୍ଦୁଝର ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ଵବିଦ୍ୟାଳୟ ମାନ୍ୟତା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଏକ ଭିଡିଓ ବାର୍ତ୍ତା ଜରିଆରେ ଏନେଇ ଘୋଷଣା କରିଛନ୍ତି। ବାରିପଦା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ଅଧୀନରେ ଥିବା ଡିଡି କଲେଜ୍ ଏବେ!-->…
ଫ୍ଳାଟ୍ ଦେବାକୁ କହି ଠକେଇ, ଗିରଫ ହେଲେ ଡାକ୍ତର…
ବ୍ରହ୍ମପୁର: ଫ୍ଳାଟ୍ ଦେବାକୁ କହି ଠକେଇ । ଗିରଫ ହେଲେ ଡାକ୍ତର । ବ୍ରହ୍ମପୁରରେ ଫ୍ଲାଟ୍ ଦେବାକୁ କହି କୋଟି କୋଟି ଟଙ୍କା ଠକେଇ ଅଭିଯୋଗରେ ଜଣେ ଡାକ୍ତରଙ୍କୁ ଗିରଫ କରିଛି ବଡ଼ବଜାର ଥାନା ପୋଲିସ । ମାଲସାନି ପେଟା ଅଞ୍ଚଳର ଦାନ୍ତ ଡାକ୍ତର ଡି. ଉତ୍ତମ କୁମାର ଗିରଫ ହୋଇଛନ୍ତି ।
!-->!-->!-->…
ଅବଦୁର ରେହମାନ ଦୋଷୀ ସାବ୍ୟସ୍ତ…
କଟକ: କଟକରୁ ଧରାପଡ଼ିଥିବା ଆତଙ୍କବାଦୀ ଅବଦୁର ରେହମାନ ଦୋଷୀ ସାବ୍ୟସ୍ତ। ଆତଙ୍କବାଦୀ ଷଡ଼ଯନ୍ତ୍ରରେ ଲିପ୍ତ ଥିବା ଅଭିଯୋଗରେ ରେହମାନକୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଦିଲ୍ଲୀର ପଟିଆଲା ହାଉସ କୋର୍ଟ।
୨୦୧୫ରେ ଦିଲ୍ଲୀ ପୁଲିସ୍ କଟକ ଜିଲ୍ଲା ସାଲେପୁରର ପଶ୍ଚିମକଛ ସାତବାଟିଆ ଗାଁରୁ ଅବଦୁର!-->!-->!-->…
ଭୁବନେଶ୍ୱର-ପୁରୀ-କୋଣାର୍କକୁ ଚାଲିବ ମେଟ୍ରୋ ଟ୍ରେନ୍…
ରାଜଧାନୀ ଭୁବନେଶ୍ୱରରୁ ଶ୍ରୀକ୍ଷେତ୍ର ପୁରୀ ଓ କୋଣାର୍କ ମଧ୍ୟରେ ମେଟ୍ରୋ ଟ୍ରେନ୍ ଚାଲିବ । ପର୍ଯ୍ୟଟକଙ୍କ ସମେତ ଯାତ୍ରୀଙ୍କ ସୁବିଧା ପାଇଁ ଏହି ମେଟ୍ରୋ ଟ୍ରେନ୍ ଚଳାଚଳ କରିବ । ଏଥିପାଇଁ ରାଜ୍ୟ ସରକାର ମେଗା ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ଯୋଜନା କରିଥିବା ଜଣାପଡ଼ିଛି ।
!-->!-->!-->…
ରାଜ୍ୟ ପ୍ରତି କେନ୍ଦ୍ରର ଅବହେଳାକୁ ବିରୋଧ କରି ପ୍ରତିବାଦ କରିବ ବିଜେଡି…
ଭୁବନେଶ୍ବର: କେନ୍ଦ୍ର ଖାଦ୍ୟ ସୁରକ୍ଷା ଆଇନରେ ରାଜ୍ୟକୁ ଅଣଦେଖା ପ୍ରସଙ୍ଗରେ ତାତିଲା ବିଜେଡି । ରାଜ୍ୟ ପ୍ରତି କେନ୍ଦ୍ରର ଅବହେଳାକୁ ବିରୋଧ କରି ପ୍ରତିବାଦ କରିବ ବିଜେଡି । ଆସନ୍ତା ୧୫ ଓ ୧୬ ତାରିଖରେ ପଞ୍ଚାୟତ ଓ ବ୍ଲକ ସ୍ତରରେ ବିଜେଡି ରାଜରାସ୍ତାକୁ ଓହ୍ଲାଇବ । ଓଡ଼ିଶାବାସୀଙ୍କ ହକ ପାଇଁ!-->…
ଦୁଇଦିନିଆ ଓଡିଶା ଗସ୍ତ ଶେଷ, ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି…
ଭୁବନେଶ୍ବର : ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି । ଦୁଇ ଦିନିଆ ଓଡିଶା ଗସ୍ତ ସାରି ନୂଆଦିଲ୍ଲୀଫେରିଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁମ୍ମୁଁ । ଏହୁ ଅବସରରେ ରାଷ୍ଟ୍ରପତି ଟ୍ରିନ୍ ସିଟିରେ ବିଭିନ୍ନ କାର୍ଯ୍ୟକ୍ରମରେଯୋଗଦେଇଥିଲେ ।
ନବ ଦାସଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଝାରସୁଗୁଡା : ଦିବଂଗତ ନେତା ନବ ଦାସଙ୍କ ବାସଭବନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସାଂସଦ ସୁରେଶ ପୂଜାରୀ। ଝାରସୁଗୁଡ଼ା ସରବାହାଲ ସ୍ଥିତ ଘରେ ନବଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଲେ କେନ୍ଦ୍ରମନ୍ତ୍ରୀ । ଦୁଃଖ ସମୟରେ ଧୈର୍ଯ୍ୟ ଧରିବାକୁ କହିଛନ୍ତି ଧର୍ମେନ୍ଦ୍ର ।
!-->!-->…
ଚାଉଳ ଉତ୍ପାଦନ ଆମ ଅର୍ଥନୀତିକୁ ସମୃଦ୍ଧ କରିଛି : ରାଷ୍ଟ୍ରପତି…
କଟକ : ଆଜି ମଧ୍ୟାହ୍ନରେ କଟକ ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା କେନ୍ଦ୍ର (ଏନଆରଆରଆଇ ରାଇସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ) ରେ ରାଷ୍ଟପ୍ରତି ଦ୍ରୌପଦୀ ମୁର୍ମୁ ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ରାଷ୍ଟ୍ରପତି ଉଦବୋଧନ ଦେଇଛନ୍ତି।
ସେ କହିଛନ୍ତି, ଆଜି!-->!-->!-->…
ଏଟିଏମ ତାଡି ଲକ୍ଷାଧିକ ଟଙ୍କା ଲୁଟ୍…
ନନ୍ଦପୁର : କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପାଡୁଆ ଥାନା ଅନ୍ତର୍ଗତ ବାଲଡ଼ା ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ଥିବା ଏସବିଆଇ ଏଟିଏମ ରୁ ବିଳମ୍ବିତ ରାତି ୩ ଟା ୩୦ ରୁ ୩ ଟା ୪୫ ମି. ମଧ୍ୟରେ ଚୋରି ହୋଇଛି। ଏଟିଏମରେ ଥିବା ଲକ୍ଷାଧିକ ଟଙ୍କା ଚୋରି ପରେ ପ୍ରମାଣ ନଷ୍ଟ ପାଇଁ ଦୁର୍ବୃତ୍ତ ମାନେ!-->…
ସୋମବାର ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରିପରିଷଦ ବୈଠକ…
ଭୁବନେଶ୍ୱର: ରାଜ୍ୟ ବଜେଟ ଅଧିବେଶନ ପୂର୍ବରୁ ଆସନ୍ତା ସୋମବାର ରାଜ୍ୟ କ୍ୟାବିନେଟ୍ ବୈଠକ ସହିତ ମନ୍ତ୍ରିପରିଷଦ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ସାଢ଼େ ୫ଟାରେ ପ୍ରଥମେ ମନ୍ତ୍ରିପରିଷଦ ବୈଠକ ଅନୁଷ୍ଠିତ ହେବ। ଏଥିରେ ୨୦୨୩-୨୪ ଆର୍ଥିକ ବର୍ଷ!-->…