Browsing Category

ଓଡିଶା

ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ, ୮ ଆହତ…

ଭଦ୍ରକ: ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ। ୮ ଜଣ ଆହତ। ଏପରି ଘଟଣା ଘଟିଛି ୧୬ ନମ୍ବର ଜାତୀୟ ରାଜପଥ ଭଦ୍ରକ ଟାଉନ ଥାନା ଅଧିନସ୍ଥ କଲ୍ୟାଣୀ ହୋଟେଲ ସମୁଖରେ। ଗତ କାଲି ରାତିରେ ଭୁବନେଶ୍ୱରରୁ କଲିକତା ଅଭିମୁଖେ ଗୋଟିଏ ଯାତ୍ରୀବାହୀ ବସ ପ୍ରାୟ ୧୫/୨୦ ଜଣ ଯାତ୍ରୀଙ୍କୁ ନେଇ…

ଆସନ୍ତାକାଲି ଯାଏଁ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା…!

ଭୁବନେଶ୍ବର: ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତାକାଲି ଯାଏଁ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଛି। ଏନେଇ ସ୍ବତନ୍ତ୍ର ରିଲିଫ କମିସନ (ଏସ୍‌ଆରସି) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏସ୍‌ଆରସି ପକ୍ଷରୁ ଏନେଇ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ…

ମେଟ୍ରୋ ରେଳ ପ୍ରକଳ୍ପ ବିଶ୍ବସ୍ତରୀୟ ହେବ, ସଂପୂର୍ଣ୍ଣ ଭାବେ ରାଜ୍ୟ ସରକାରଙ୍କ ସମ୍ବଳରେ ନିର୍ମାଣ ହେବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମହାନ ଜନନାୟକ ବିଜୁବାବୁ ଚାହୁଁଥିଲେ ଏକ ସଶକ୍ତ ଓଡ଼ିଶା। ‌ସେହି ଦିଗରେ ମେଟ୍ରୋ ରେଳ ପ୍ରକଳ୍ପ ଏକ ବହୁତ ବଡ଼ ପଦକ୍ଷେପ ହୋଇପାରିଛି। ଏହା ଏକ ସଶକ୍ତ ଓ ନୂଆ ଓଡ଼ିଶା ପାଇଁ ଭିତ୍ତି ପକାଇଲା। ଓଡ଼ିଶା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ…

ବିଜେଡିରୁ ପ୍ରାର୍ଥୀ ହେଲା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦୀପାଳି

ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ନାମ ଘୋଷଣା ପରେ ଦୀପାଳି ଦାସ ଶନିବାର ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ପାଇଁ ଆସିଥିଲି। ବିଜେଡି ସବୁବେଳେ ଗୋଟେ ଦକ୍ଷ ଦଳ। ବାପାଙ୍କ ପରେ ଦଳ…

କୋଟିଆରେ ଆନ୍ଧ୍ର ଅଫିସରଙ୍କୁ ଗୋ’ ବ୍ୟାକ୍‌ କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

କୋଟିଆ ଓଡିଶାର, ଆନ୍ଧ୍ରର ନୁହେଁ। କୋଟିଆ ମାଟିରେ ଆନ୍ଧ୍ରପ୍ରଦେଶର ବଳପୂର୍ବକ ପ୍ରବେଶକୁ କଡ଼ା ଜବାବ ଦିଆଯିବ। ଉତ୍କଳ ଦିବସରେ କୋରାପୁଟ ଜିଲ୍ଲାର କୋଟିଆ ଗସ୍ତ କରି ପଡ଼ୋଶୀ ଆନ୍ଧ୍ରପ୍ରଦେଶକୁ କଡ଼ା ଚେତାବନୀ ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଦିନିକିଆ କୋଟିଆ ଗସ୍ତ କରି…

୫ଟି ଶିଳ୍ପ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସବୁଜ ସଂକେତ

ଭୁବନେଶ୍ବର : ଗତ ବର୍ଷ ଅନୁଷ୍ଠିତ ମେକ୍ ଇନ ଓଡ଼ିଶା ସମ୍ମିଳନୀ ସମୟରେ ଆସିଥିବା ୫ଟି ଶିଳ୍ପ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ଉଚ୍ଚ ସ୍ତରୀୟ ମଂଜୁରୀ କର୍ତ୍ତୃପକ୍ଷ (ଏଚଏଲସିଏ) ସବୁଜ ସଂକେତ ଦେଇଛି । ଶନିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏଚଏଲସିଏ ବୈଠକରେ…

କଟକ ମହାନଦୀରେ ଥଣ୍ଟିଆ କୁମ୍ଭୀର, ଦେଖିବାକୁ ରାସ୍ତା ଉପରେ ଲୋକଙ୍କ ଭିଡ଼

କଟକ: କଟକ ମହାନଦୀରେ କୁମ୍ଭୀର ଆତଙ୍କ। ସିଡିଏ ଓ ଧବଳେଶ୍ଵରକୁ ସଂଯୋଗ କରୁଥିବା ସେତୁ ନିକଟରେ କୁମ୍ଭୀର ଦେଖିବାକୁ ମିଳିଛି। ପାଣିରେ ଓ ବାଲି ଉପରେ ଶରୀରକୁ ରଖି ନଦୀ ମଧ୍ୟରେ କୁମ୍ଭୀର ଥିବା ଦେଖାଯାଇଛି। କୁମ୍ଭୀରକୁ ଦେଖିବାକୁ ରାସ୍ତା ଉପରେ ଲୋକଙ୍କ ଭିଡ଼ ଜମିଛି। ଲୋକମାନେ ବ୍ରିଜ ଉପରୁ…

ଭୁବନେଶ୍ୱରରେ ମେଟ୍ରୋ ରେଳ ପ୍ରୋଜେକ୍ଟକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ରାଜ୍ୟବାସୀଙ୍କ ପାଇଁ ଉତ୍କଳ ଦିବସ ଭେଟି । ଭୁବନେଶ୍ୱରରେ ମେଟ୍ରୋ ରେଳ ପ୍ରୋଜେକ୍ଟକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ସମ୍ପର୍କରେ ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ୍‌ ତାଙ୍କ ଇନଷ୍ଟାଗ୍ରାମ୍‌ରେ ପୋଷ୍ଟ କରି ସୂଚନା ଦେଇଛନ୍ତି । ଆଜି ଭୋର ସମୟରେ ମେଟ୍ରୋ ଟ୍ରେନ ଚଳାଚଳ ପାଇଁ…

ଜୋରଜବରଦସ୍ତ ବିଧାନସଭାକୁ ବନ୍ଦ କରିଦେଲେ: ନରସିଂହ ମିଶ୍ର

ଭୁବନେଶ୍ୱର: ଆଗୁଆ ବିଧାନସଭା ବନ୍ଦ ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଆଜି ପ୍ରତିକ୍ରିୟା ରଖିଛନ୍ତି | ସେ କହିଛନ୍ତି ଯେ ସରକାର ଭୟଭୀତ | କୌଣସି ପ୍ରଶ୍ନର ଉତ୍ତର ନଥିଲା ପ୍ରଶ୍ନକାଳ ବାତିଲ କରି ମହାନଦୀ ଉପରେ ଆଲୋଚନା ପାଇଁ ମୋସନ ଆଣିଥିଲି | ବାଚସ୍ପତି ରୁଲିଂ ଦେଲେ…

ଝାରସୁଗୁଡା ଉପନିର୍ବାଚନରେ ବିଜେଡି ବିପୁଳ ଭୋଟରେ ବିଜୟୀ ହେବ; ପ୍ରସନ୍ନ ଆଚାର୍ଯ୍ୟ

ଝାରସୁଗୁଡା: ଝାରସୁଗୁଡା ଉପନିର୍ବାଚନ ନେଇ ବିଜେଡି ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ଯେ ବିଜେଡି ବିପୁଳ ଭୋଟରେ ବିଜୟୀ ହେବ | ସେ କହିଛନ୍ତି ଯେ ପୁରପଲ୍ଲୀରେ ଆମେ ସଂଗଠିତ ଦଳ, ଶୃଙ୍ଖଳିତ ଦଳ ଏବଂ ଦଳ ସବୁ ପରିସ୍ଥିତିରେ ଆତ୍ମବିଶ୍ୱାସର ସହ ସମ୍ମୁଖୀନ ହୁଏ | ଅତୀତରେ ଅନେକ…