Browsing Category

ଓଡିଶା

ଚିକିତ୍ସା ପାଇଁ ଦିଲ୍ଲୀ ଯିବେ ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ…

ଭୁବନେଶ୍ୱର: ହସ ଓ ରାଗ ବାଣ୍ଟି ଆସୁଥିବା ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ ଏବେ ଲିଭର ସିରୋସିସ୍ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସିତ ହେଉଛନ୍ତି । କ୍ରୋନିକ୍ ହେପାଟାଇଟିସରେ ପୀଡ଼ିତ ହୋଇ ପିଣ୍ଟୁଙ୍କର ଲିଭର ନଷ୍ଟ ହୋଇଛି । ତାଙ୍କୁ ଉଚ୍ଚମାନର ଚିକିତ୍ସା ପାଇଁ

ନବ ଦାସଙ୍କ ହତ୍ୟାରେ ବଡ଼ ଷଡ଼ଯନ୍ତ୍ର ଅଛି: ସନ୍ତୋଷ ସିଂ ସାଲୁଜା…

ଭୁବନେଶ୍ବର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା ନେଇ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା। ସେ କହିଛନ୍ତି, ଏହା ଏକ ହାଇ ପ୍ରୋଫାଇଲ୍ ହତ୍ୟାକାଣ୍ଡ। ଷଡ଼ଯନ୍ତ୍ର କରାଯାଇ ହତ୍ୟା କରାଯାଇଛି। ରାଜନୈତିକ ଓ ବ୍ୟାବସାୟିକ କାରଣ ଥାଇ ପାରେ। ନିଜ

ଗଂଜାମ ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ରାଜ୍ୟର ପ୍ରତି ଘରେ ଆଇନ ସେବା ପହଞ୍ଚାଇବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ଗଂଜାମ ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ ଉଦଘାଟନ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ହିଞ୍ଜିଳିବାସୀଙ୍କ ଅନେକ ଦିନର ସ୍ୱପ୍ନ ପୂରଣ ହୋଇଛି ବୋଲି

ଦୁଇ ଦିନ ପାଇଁ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୦ ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଆସୁଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି ।

ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ଶରତ ପଟ୍ଟନାୟକ…

ଭୁବନେଶ୍ୱର: ନବ ଦାସ ହତ୍ୟା ମାମଲାକୁ ନେଇ ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ପିସିସି ସଭାପତି ଶରତ ପଟ୍ଟନାୟକ । ନବ ଦାସଙ୍କୁ କାହିଁକି ହତ୍ୟା କରାଗଲା ଏବେ ବି ଏହି କଥା କୁ ନେଇ ପୁରା ରାଜ୍ୟବାସୀ ଅନ୍ଧାରରେ ଅଛନ୍ତି । ରାଜନୈତିକ, ବ୍ୟବସାୟିକ କିମ୍ବା ବ୍ୟକ୍ତିଗତ ଶତ୍ରୁତା ପାଇଁ

ବିଜିନେସ୍ ପଲିଟିକାଲ ମର୍ଡର: ସୁବାସ ପାଣିଗ୍ରାହୀ

ଭୁବନେଶ୍ୱର: ନବ ଦାସ ହତ୍ୟାକୁ ଏକ ବିଜନେଓ ପଲିଟିକାଲ ମର୍ଡର କହିଲେ ସୁବାସ ପାଣିଗ୍ରାହୀ । ଦେବଗଡ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀଙ୍କ ସଂଗୀନ ଆରୋପ । ନବ ଦାସଙ୍କ ବହୁତ ଗୁଡିଏ ବିଜନେସ୍ ଥିଲା ଏବଂ ତାଙ୍କର ବଡ ସାମ୍ରାଜ୍ୟ ମଧ୍ୟ ରହିଥିଲା । ତାଙ୍କ ସାମ୍ରାଜ୍ୟ ନଷ୍ଟ କରିବାକୁ କେହି ଜଣେ

ନବ ଦାସ ହତ୍ୟା ମାମଲା: ଗୋପାଳର ଚାଲିଛି ଏଲବିଏ ଟେଷ୍ଟ…

ଝାରସୁଗୁଡା: ନବ ଦାସ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳର ଚାଲିଛି ଏଲଭିଏ ଟେଷ୍ଟ । ଏଲଭିଏ ଟେଷ୍ଟ ସହ ସାଇକୋଲଜିକାଲ ଆସେସମେଣ୍ଟଟେଷ୍ଟ ମଧ୍ୟ ଚାଲିଛି । ସିଏଫଏସଲ ଡାଇରେକ୍ଟର ଆଶା ଶ୍ରୀବାସ୍ତବ ନିଜେ ଏହି ପରୀକ୍ଷା କରାଉଛନ୍ତି । ଗୋପାଳ କ୍ରାଇମବ୍ରାଞ୍ଚକୁ ଦେଉଥିବା ବୟାନ ଆଧାରରେ ଏଲଭିଏ

ସରିଲା ଖଣ୍ଡଗିରି ମେଳା, ମେଲାଣି ନେଲେ ସାଧୁସନ୍ଥ

ଭୁବନେଶ୍ୱର : ସରିଲା ଖଣ୍ଡଗିରି ମେଳା । ସକାଳୁ ସକାଳୁ ମନ୍ତ୍ରୋଚାରଣରେ ପ୍ରକମ୍ପିତ ହୋଇଉଠିଥିଲା ଖଣ୍ଡଗିରି । ଯଜ୍ଞକୁଣ୍ଡ ମାନଙ୍କରୁ ବାହାରୁଥିବା ହୋମ ଧୂଆଁର ମହକରେ ମହକି ଉଠିଥିଲା ପୂରା ଖଣ୍ଡଗିରି । ଜଳୁଥିବା ହୋମ କୁଣ୍ଡ ଖଣ୍ଡଗିରି ପାହାଡ଼କୁ ଆଲୋକିତ କରି ଦେଉଥିଲା। ହୋମଯଜ୍ଞ

ନବ ଦାସଙ୍କ ହତ୍ୟାର ୮ ଦିନ ପରେ ବି ଜଣାପଡ଼ିନି ହତ୍ୟାର କାରଣ,ସାଇକୋଲୋଜିକାଲ ଆସେସମେଣ୍ଟ କରୁଛି ସିଏଫଏସଲ…

ଝାରସୁଗୁଡା : ନବ ଦାସଙ୍କ ହତ୍ୟାକୁ ୮ ଦିନ ବିତିଥିଲେ ବି ଏଯାଏ ଜଣାପଡ଼ିନି ହତ୍ୟାର କାରଣ । ଗୋପାଳ ଦାସ କାହିଁକି ଗୁଳି କରି ମାରିଲା ରହସ୍ୟ ଏବେ ବି ରହସ୍ୟ ହୋଇ ରହିଛି । ମର୍ଡର ମୋଟିଭ୍‌ କ’ଣ ଜାଣିବା ପାଇଁ ରିମାଣ୍ଡରେ ନେଇ କିଲର୍‌ ଏଏସଆଇ ମୁହଁରୁ ସତ ଉଗାରୁଛି କ୍ରାଇମବ୍ରାଞ୍ଚ ।

ବିଜେପି ନେତାଙ୍କୁ ହତ୍ୟା କଲେ ମାଓବାଦୀ…

ମାଲକାନଗିରି : ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁରର ଉସୁର ଥାନା ଅନ୍ତର୍ଗତ ଆଭାପାଲ୍ଲୀ ଅଞ୍ଚଳର ଜଣେ ବିଜେପି ନେତାଙ୍କୁ ହତ୍ୟା କରିଛନ୍ତି। ଆଭାପାଲ୍ଲୀ ପୋଲିସ ଷ୍ଟେସନ ଅଧିନସ୍ଥ ପଙ୍କାରାମ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି। ମୃତକ