Browsing Category

ଓଡିଶା

ଇସ୍କନ ପକ୍ଷରୁ ଲଣ୍ଡନରେ ମହାପ୍ରଭୁଙ୍କ ଅଦିନିଆ ସ୍ନାନଯାତ୍ରା

ଭୁବନେଶ୍ବର: ପୁଣି ମହାପ୍ରଭୁଙ୍କୁ ଅସମ୍ମାନ କଲା ଇସ୍କନ। ଲଣ୍ଡନରେ ଆଜି ଇସ୍କନ ପକ୍ଷରୁ ମହାପ୍ରଭୁଙ୍କ ଅଦିନିଆ ସ୍ନାନ ଯାତ୍ରା ଆୟୋଜନ କରାଯାଇଛି । ଲଣ୍ଡନ ନିକଟ ୱାଟଫୋର୍ଡରେ ଥିବା ଇସ୍କନର ଭକ୍ତି ବେଦାନ୍ତ ମନ୍ଦିରରେ ଏହି ସ୍ନାନ ଯାତ୍ରା ହେଉଛି । ଭାରତୀୟ ସମୟ ଅନୁସାରେ ପାଖାପାଖି ଦିନ…

୯୦ ବର୍ଷରେ ପାଦ ଥାପିବ ଆକାଶବାଣୀ କଟକ କେନ୍ଦ୍ର, ଜୁନ୍ ୮ରେ ପ୍ରତିଷ୍ଠା ଦିବସ

କଟକ : ୯୦ ବର୍ଷରେ ପଦାର୍ପଣ କଲା ଆକାଶବାଣୀ କଟକ କେନ୍ଦ୍ର । ଆସନ୍ତା ଜୁନ୍ ୮ ରେ ଆକାଶବାଣୀ କଟକ କେନ୍ଦ୍ର ତା’ର ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି । କଟକ ଦରଘା ବଜାର ସ୍ଥିତ ନେତାଜୀ ସଂସ୍କୃତି ଭବନରେ କଟକ ଆକାଶବାଣୀ କେନ୍ଦ୍ର ପକ୍ଷରୁ ଏକ ସ୍ୱତନ୍ତ୍ର…

ଆଜିଠୁ ବିଜେଡିର ନାରୀ ଅଧିକାର ଅଭିଯାନ, ମହିଳାଙ୍କ ସମାନତା ପାଇଁ ଆହ୍ୱାନ

ଭୁବନେଶ୍ୱର : ମହିଳାଙ୍କ ସମାନତା ପାଇଁ ବିଜେଡିର ଆହ୍ୱାନ । ଆଜିଠାରୁ ୨୫ ତାରିଖ ଯାଏଁ ବିଜୁ ମହିଳା ଜନତା ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ ଆରମ୍ଭ । ମାଆର ଅଧିକାର ଓ ସ୍ୱାଧୀନତାର ସୁରକ୍ଷା ପାଇଁ ଲଢ଼େଇ ଚାଲିବ । ନବୀନ ପଟ୍ଟନାୟକଙ୍କ ଶାସନ ଓ ବିଜୁ ବାବୁଙ୍କ ଶାସନରେ ମହିଳା…

୧୫ ଯାଏଁ ରାଜ୍ୟରେ ଜାରି ରହିବ କାଳବୈଶାଖୀ ପ୍ରଭାବ

ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିଛି । ଆଜି ମଧ୍ୟ ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଉତ୍ତର ଓଡ଼ିଶା, ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ଅଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କନ୍ଧମାଳ,…

ବାଲିଅନ୍ତା ହତ୍ୟା ଘଟଣାରେ କାର୍ଯ୍ୟାନୁଷ୍ଠାନ: ବଦଳିଲେ ଆଇଆଇସି, ୪ ପୁଲିସ ନିଲମ୍ବିତ

ବାଲିଅନ୍ତା: ଭୁବନେଶ୍ବର ବାଲିଅନ୍ତା ଅଞ୍ଚଳରେ ଉତ୍ତ୍ୟକ୍ତ ଲୋକେ କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ମାରିଦେବା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ସରକାର ଏହି ଘଟଣାରେ ୪ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି। ବାଲିଅନ୍ତା ଥାନା ଆଇଆଇସିଙ୍କୁ ବଦଳି କରାଯାଇଛି।…

ସର୍ଟ ସର୍କିଟରୁ ଜଳି ଗଲା ଧୂପ କାରଖାନା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଭଦ୍ରକ : ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟି ଜଳି ଗଲା ଧୂପ କାରଖାନା । ଭଦ୍ରକ ଜିଲ୍ଲା ବନ୍ତ ତହସିଲ ଅନ୍ତର୍ଗତ କୁମ୍ଭାରିଆ ନିକଟରେ ସର୍ଟସର୍କିଟ ଯୋଗୁଁ ଧାନ ଓ ଚୂଡା ମିଲ ପରିସରରେ ଥିବା ଧୂପ କାରଖାନାରେ ହଠାତ୍ ନିଆଁ ଲାଗିଯାଇଥିଲା । ବିଦ୍ୟୁତ ସର୍ଟସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ଅବସ୍ଥା ଗୁରୁତର

ଭୁବନେଶ୍ବର: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା । ଭୁବନେଶ୍ୱର ଘାଟିକିଆରେ ସଂଘବଧ ଆକ୍ରମଣ । ମାରଣାସ୍ତ୍ର ଧରି ଜଣେ ଯୁବକଙ୍କୁ ୮ ଦୁର୍ବୃତ୍ତ ଘେରି ପିଟିଥିବା ଅଭିଯୋଗ । ଖଣ୍ଡା ଓ ଛୁରୀ ଆକ୍ରମଣରେ ଗୁରୁତର ଆହତ ହୋଇଥିବା ଶ୍ରୀକାନ୍ତ ବେହେରାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ଚିକିତ୍ସା…

ଗାଡ଼ି ଚଢ଼ାଇ ଏନସିବି କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ, ୩ ଗଞ୍ଜେଇ ମାଫିଆ ଗିରଫ

ଭୁବନେଶ୍ବର: ରାଜଧାନୀରେ ଛାତିରେ ଚାଲିଛି ବେଧଡକ ଗଞ୍ଜେଇ ଚୋରା ଚାଲାଣ । ଧରପଗଡ ସମୟରେ ପୋଲିସ ଉପରକୁ ଗାଡି ଚଢାଇ ମାରି ଦେବାକୁ ଉଦ୍ୟମ କରିଛନ୍ତି ଗଞ୍ଜେଇ ମାଫିଆମାନେ । ଚେକପୋଷ୍ଟକୁ ଭାଙ୍ଗି ଖସିପଳାଇବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ ଅଭିଯୁକ୍ତମାନଙ୍କୁ ଗୋଡାଇ ଗୋଡାଇ ଧରିଛି । ଏହି…

ଯୁବକଙ୍କୁ ଅପହରଣ ପରେ ହତ୍ୟା!

ରାୟଗଡ଼ା: ରାୟଗଡାରେ ତୁମ୍ଭିଗୁଡା ଅଞ୍ଚଳରୁ ଯୁବକଙ୍କୁ ଅପହରଣ ପରେ ମୃତଦେହ ମିଳିବା ଘଟଣାରେ ଉତ୍ତେଜନା ପ୍ରକାଶ ପାଇଛି। ଯୁବକଙ୍କ ପରିବାର ଓ ଗ୍ରାମବାସୀମାନେ ସ୍ଥାନୀୟ ଅଞ୍ଚଳରେ ରାସ୍ତାରୋକ କରିଛନ୍ତି। ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ଥାନା ଘେରାଉ କଲେ ମୃତ ନିଖିଲଙ୍କ ପରିବାରଙ୍କ ସହ…

କୁଆଖାଇରେ ବୁଡ଼ିଗଲେ ନାବାଳକ, ମୃତଦେହ ଉଦ୍ଧାର

ଭୁବନେଶ୍ବର: କୁଆଖାଇ ନଦୀରେ ବୁଡ଼ିଗଲେ ନବମ ଶ୍ରେଣୀ ଛାତ୍ର । ସାଙ୍ଗ ମାନଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ଘଟିଛି ଅଘଟଣ । ବିଳମ୍ବିତ ରାତିରେ ପାଣିରୁ ଉଦ୍ଧାର କରିଛି ଅଗ୍ନିଶମ ଉଦ୍ଧାରକାରୀ ଦଳ । ମଞ୍ଚେଶ୍ୱର ଅଞ୍ଚଳରେ ନଦୀ ଗର୍ଭରୁ ଉଦ୍ଧାର ହୋଇଛି । ଅପରାହ୍ଣରେ ଏକାଠି…