Browsing Category

ଓଡିଶା

ଘରୋଇ ନର୍ସିଂହୋମରେ ମହିଳାଙ୍କୁ ଅସ୍ତ୍ରୋପଚାର ପରେ ମୃତ୍ୟୁ ଅଭିଯୋଗ, ବ୍ୟାପକ ଭଙ୍ଗାରୁଜା

ସୋର: ବାଲେଶ୍ବର ଜିଲ୍ଲା ସୋର ପୌରପାଳିକା ଅନ୍ତର୍ଗତ ଏକ ଘରୋଇ ନର୍ସିଂହୋମରେ ଗତବର୍ଷ ଡିସେମ୍ବର ୨୫ ତାରିଖରେ ଜଣେ ମହିଳାଙ୍କର ପ୍ରସବ ପାଇଁ ଅପରେସନ କରାଯାଇଥିଲା। ପରେ ତାଙ୍କର ଅପରେସନରେ ତ୍ରୁଟି ପାଇଁ ମୃତ୍ୟୁ ହୋଇଯାଇଥିବାର ଅଭିଯୋଗରେ ଆଜି ଉକ୍ତ ନର୍ସିଂହୋମରେ ମୃତକଙ୍କ ପରିବାର ଏବଂ

ରେଳ ପାଇଁ ରାଜ୍ୟ ମାଗିଥିଲା ୮ ହଜାର ୪୦୦ କୋଟି, କେନ୍ଦ୍ର ଦେଲା ୧୦ ହଜାର ୧୨ କୋଟି

ରେଳ ପାଇଁ ରାଜ୍ୟ ସରକାର ମାଗିଥିଲେ ୮ ହଜାର ୪୦୦ କୋଟି ଟଙ୍କା । କିନ୍ତୁ ବଜେଟରେ ରେଳ ପାଇଁ ଓଡ଼ିଶାକୁ ମିଳିଲା ୧୦ ହଜାର ୧୨ କୋଟି ଟଙ୍କା। ଚଳିତ ବର୍ଷ ରାଜ୍ୟରେ ୨୮୦ କିମି ନୂଆ ରେଳ ଲାଇନ ତିଆରି ହୋଇଛି । ଚଳିତ ବର୍ଷ ରାଜ୍ୟରେ ୫୭ଟି ଷ୍ଟେସନର ନବୀକରଣ ଲାଗି ବ୍ୟୟ ବରାଦ

ମୁଖ୍ୟମନ୍ତ୍ରୀ, 5-T ସଚିବଙ୍କୁ ତାରାଙ୍କ ପ୍ରଶଂସା…

କୋରାପୁଟ : ମାନ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସାରେ ପୋତି ପକାଇଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି। ବିକ୍ରମଦେବ କଲେଜର ପ୍ଲାଟିନମ୍‌ ଜୁବଲି ଓ ବିଶ୍ୱବିଦ୍ୟାଳୟ ଘୋଷଣା ସମାରୋହରେ ମୁଖ୍ୟମନ୍ତ୍ରୀ ଜିନ୍ଦାବାଦ ଓ ମୁଖ୍ୟମନ୍ତ୍ରୀ ସ୍ୱାଗତ ନାରା ମଧ୍ୟ ଦେଲେ। ତାରା ଏତିକିରେ

ବ୍ୟାଙ୍କ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ରଖି କୋଟିଏ ଟଙ୍କାର ସୁନା ଓ ୫ ଲକ୍ଷ ଟଙ୍କା ଲୁଟ୍‌…

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ମହାବିରୋଡ଼ ଓଡିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାରୁ ବଡ଼ ଧରଣର ଲୁଟ। ନଗଦ ୫ ଲକ୍ଷ ଟଙ୍କା ସହ କୋଟିଏରୁ ଅଧିକ ମୂଲ୍ୟର ସୁନା ଅଳଙ୍କାର ଲୁଟ୍‌ ହୋଇଛି। ଆଜି ୪ ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ପଶିବା ପରେ ଫାଙ୍କା ଗୁଳି ଫୁଟାଇ କ୍ୟାସିୟର ଓ ଅନ୍ୟ କର୍ମଚାରୀଙ୍କ ଠାରୁ ଏ

ବାଲେଶ୍ବର: ଉପଜିଲ୍ଲାପାଳଙ୍କୁ ବାଲି ମାଫିଆଙ୍କ ମରଣାନ୍ତକ ଆକ୍ରମଣ…

ବାଲେଶ୍ବର: ଉପଜିଲ୍ଲାପାଳଙ୍କୁ ମରଣାନ୍ତକ ଆକ୍ରମଣ। ବାଲେଶ୍ଵର ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଫିଲାଡି କଣ୍ଟା ବଣିଆ ନିକଟ ବୁଢାବଳଙ୍ଗ ନଦୀ ରେ ଏକ ବେଆଇନ ବାଲି ଖାଦାନରେ ଚଢାଉ କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ବାଲେଶ୍ଵର ଉପଜିଲ୍ଲାପାଳ କୁନାଲ ମୋତି ରାମ

୭ କୁଚିଆ ମଦ ବେପାରି ଗିରଫ…

ବଲାଙ୍ଗିର : ବାରମ୍ବାର ଗିରଫ ପରେ ମଧ୍ୟ କୁଚିଆ ମଦ ବେପାରି ମଦ ବିକ୍ରିରୁ ନିବୃତ୍ତ ହେଉନାହାନ୍ତି । ଜାମିନ ପରେ ପୁଣି ମଦ ବେପାର କରୁଛନ୍ତି । ଫଳରେ ବେଆଇନ ମଦ ବେପାରର ଅବସ୍ଥା ଯଥା ପୁର୍ବଂ ତଥା ପରଂ ରହୁଛି । ଏବେ କିନ୍ତୁ ଆଉ ନିସ୍ତାର ନାହିଁ । ବାଲଙ୍ଗିର ପୋଲିସ ଏମାନଙ୍କୁ କାବୁ କରିବା

ନବ ଦାସ ହତ୍ୟା ମାମଲା, ଟିକେ ସମୟ ଲାଗିବ: ଡିଜିପି…

କଟକ: ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ନବ ଦାସ ହତ୍ୟା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ ଡିଜି ସୁନିଲ ବଂଶଲ। ସାମ୍ବାଦିକ ସମ୍ମିଳନୀରେ ସୁନିଲ ବଂଶଲ କହିଛନ୍ତି ଯେ, ଘଟଣାର ଉପରେ ପ୍ରଥମ ଦିନରୁ ହିଁ ତଦନ୍ତ ନିର୍ଦେଶ ଦିଆଯାଇଥିଲା। ତେବେ ଘଟଣା ମୂଳରେ ପହଞ୍ଚିବାକୁ କିଛି ସମୟ

କୋରାପୁଟବାସୀଙ୍କୁ ୧୬୦୦ କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ…

ଜୟପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜୟପୁରର ବିକ୍ରମଦେବ ସ୍ବୟଂଶାସିତ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗ ଦେଇଛନ୍ତି।ସୂଚନାଯୋଗ୍ୟ ଯେ ଗତକାଲି ମୁଖ୍ୟମନ୍ତ୍ରୀ ବିକ୍ରମଦେବ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ କରାଗଲା ବୋଲି ଘୋଷଣା କରିଥିଲେ । ଆଜି ମୁଖ୍ୟମନ୍ତ୍ରୀ

ମେଗାଲିଫ୍ଟ କେନାଲରେ ଭାସିଯାଇ ଛାତ୍ର ମୃତ…

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଚାଚିଗୁଡା ଗ୍ରାମର ଷଷ୍ଠ ଶ୍ରେଣୀରେ ପଢ଼ୁଥିବା ଛାତ୍ର ନବୀନ ଛତ୍ରୀଆ ମେଗାଲିଫ୍ଟ କେନାଲରେ ଭାସି ଯାଇ ମୃତ୍ୟୁ ବରଣ କରିଥିବା ଜଣାପଡିଛି।ସୂଚନା ଅନୁସାରେ ଗତକାଲି ସନ୍ଧ୍ୟା ୫ ଟା ସମୟରେ ନବୀନ ତାଙ୍କ କିଛି ସାଙ୍ଗ ମାନଙ୍କ ସହ ଗାଁ

ନକଲି ନୋଟ୍ କାରବାର, ୩୧ ଲକ୍ଷ ୨୭ ହଜାର ୫୦୦ ଟଙ୍କା ଜବତ କଲା ଏସ୍‌ଟିଏଫ୍…

ବଲାଙ୍ଗୀର : ଏସ୍‌ଟିଏଫ୍ ଜାଲରେ ନକଲି ନୋଟ କାରବାର କରୁଥିବା ବ୍ୟବସାୟୀ। ୩୧ ଲକ୍ଷ ୨୭ ହଜାର ୫୦୦ ଟଙ୍କା ଜବତ ଏସ୍‌ଟିଏଫ୍ ଟିମ୍। ନିର୍ଭରଯୋଗ୍ୟ ସୂଚନାକୁ ଆଧାର କରି ସ୍ପେଶାଲ ଟାସ୍କଫୋର୍ସ ନକଲି ନୋଟ୍ କାରବାର କରୁଥିବା ଅଭିଯୁକ୍ତକୁ ଧରିବାରେ ସଫଳ ହୋଇଛି। ଅଭିଯୁକ୍ତ ସନ୍ତୋଷଜନକ ଉତ୍ତର ଦେଇ