Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆସିଲା ନବ ଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟ…
ଭୁବନେଶ୍ବର: ଆସିଲା ନବ ଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟ । କ୍ୟାପିଟାଲ୍ ହସ୍ପିଟାଲର ବିଭାଗୀୟ ଡାକ୍ତର ନିର୍ଦ୍ଦେଶକଙ୍କୁ ରିପୋର୍ଟ ଆଜି ହସ୍ତାନ୍ତର କରିଛନ୍ତି । ଗତ ରବିବାର ଦିନ ଗୁଳିମାଡରେ ମନ୍ତ୍ରୀ ନବ ଦାସଙ୍କର ମୃତ୍ୟୁ ହୋଇଥିଲା ।
ଏହାପରେ କ୍ୟାପିଟାଲ୍ ହସ୍ପିଟାଲରେ ତାଙ୍କର!-->!-->!-->…
ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା ଘଟଣା, ଜାମିନ୍ ଆବେଦନ କଲା ଅଭିଯୁକ୍ତ ଗୋପାଳ ଦାସ…
ଝାରସୁଗୁଡା: ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା ଘଟଣାରେ ଗିରଫ ହେଲା ଏଏସଆଇ ଗୋପାଳ ଦାସ । ଗିରଫ ପରେ ଏବେ ଜାମିନ୍ ଆବେଦନ କରିଛି ଅଭିଯୁକ୍ତ ଗୋପାଳ ଦାସ । ଝାରସୁଗୁଡ଼ା JMFC କୋର୍ଟରେ କରିଛି ଜାମିନ ଆବେଦନ। ଓକିଲଙ୍କ ଜରିଆରେ ଜାମିନ୍ ଆବେଦନ କରିଛି ଅଭିଯୁକ୍ତ ଗୋପାଳ।
!-->!-->!-->…
୨୦୧୩ରେ ଗୋପାଳଙ୍କୁ ମିଳିଥିଲା ବନ୍ଧୁକ, ସାମ୍ନାକୁ ଆସିଲା ପିସ୍ତଲ ଇସ୍ୟୁର ଡକ୍ୟୁମେଣ୍ଟ…
ଭୁବନେଶ୍ୱର: ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ଥିବା ନବଦାସଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ତନାଘନା ଆରମ୍ଭ ହୋଇଛି । ଏହି ମାମଲାର ଅଭିଯୁକ୍ତ ବହିଷ୍କୃତ ଏଏସଆଇ ଗୋପାଳ ଦାସଙ୍କୁ କୋର୍ଟରେ ହାଜର ପରେ ଝାରସୁଗୁଡ଼ା ଉପକାରାଗାରକୁ ପଠାଇ ଦିଆଯାଇଛି । ଏହାରି ମଧ୍ୟରେ ଅଭିଯୁକ୍ତ ଗୋପାଳଙ୍କୁ ନେଇ!-->…
ନବ ଦାସଙ୍କୁ ହତ୍ୟା ଘଟଣା: ବିରୋଧୀଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ ଦେବୀ ମିଶ୍ର…
ଭୁବନେଶ୍ବର: ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯିବା ଘଟଣାରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ଦେବୀ ମିଶ୍ର। ସେ କହିଛନ୍ତି, ପୁଲିସ ପୁଲିସର ତଦନ୍ତ କଲେ ବିରୋଧୀ କୁହିବେ, ଠିକ ହେଲାନି। କ୍ରାଇମବ୍ରାଞ୍ଚକୁ ଦେଲେ ବି ପ୍ରଶ୍ନ ଉଠିବ। କହିବେ ସବୁବେଳେ କିନ୍ତୁ କଣ କରାଯିବ!-->…
ଗୃହ ବିଭାଗରୁ ଇସ୍ତଫା ଦିଅନ୍ତୁ ମୁଖ୍ୟମନ୍ତ୍ରୀ: କଂଗ୍ରେସ
ଭୁବନେଶ୍ବର: ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯିବା ଘଟଣାରେ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ଦଳା ମୁଖପାତ୍ର ସୁଦର୍ଶନ ଦାସ କହିଛନ୍ତି, ନବଙ୍କୁ ହତ୍ୟା ପଛରେ ଟପ ଲେଭେଲରେ ଥିବା ଲୋକଙ୍କ ସମ୍ପୃକ୍ତି ଥିବା ସନ୍ଦେହ କରାଯାଉଛି। ଏଭଳି ଘଟଣା ଯୋଗୁଁ ମୁଖ୍ୟମନ୍ତ୍ରୀ ଦାୟୀ।ଏଣୁ ପ୍ରଥମେ!-->…
ନବ ଦାସଙ୍କ ମୃତ୍ୟୁ ଭଳି ସ୍ପର୍ଶକାତର ଘଟଣାରେ ବିଜେପି ନିମ୍ନ ମାନର ରାଜନୀତି କରୁଛି: ବିଜେଡି
ସ୍ୱଚ୍ଛତା ରକ୍ଷା ଲାଗି ଜଣେ ବିଚାରପତିଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ରାଜ୍ୟ ସରକାର ହାଇକୋର୍ଟଙ୍କୁ ଚିଠି ଲେଖିଛନ୍ତି । ଭାରତୀୟ ନ୍ୟାୟପାଳିକାର ନିରପେକ୍ଷେତା ଉପରେ ରାଜ୍ୟ ବିଜେପିର ଭରସା ନାହିଁ କି?ଭୁବନେଶ୍ୱର, : ଗୁଳିମାଡ଼ରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ!-->…
କଟକ ସବ ରେଜିଷ୍ଟ୍ରାର ଅଫିସରେ ନିଆଁଲାଗି ଜଳିଗଲା ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର, ୩ ଆହତ…
କଟକ : କଟକ ସବ ରେଜିଷ୍ଟ୍ରାର ଅଫସିରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡର ୨ଟି ସିଲିଣ୍ଡର ଫାଟିଥିବା ସୂଚନା ରହିଛି । ନିଆଁରେ ହୁତୁହୁତୁ ହୋଇ ଜଳିଯାଇଛି ଆସବାବପତ୍ର । ଏହି ଅଗ୍ନିକାଣ୍ଡରେ ୩ ଜଣ ଆହତ ହୋଇଛନ୍ତିବୋଲି ସୂଚନା ମିଳିଛି। ଅଗ୍ନିକାଣ୍ଡ ଏତେ ବ୍ୟାପକ ଅଛି ଯେ ୨ ଟି ଦମକଳ!-->…
କ୍ରାଇମବ୍ରାଂଚ ତଦନ୍ତ ଉପରେ ଭରସା ନାହିଁ, ସିବିଆଇ ତଦନ୍ତ ହେଉ: ସମୀର ମହାନ୍ତିି…
# ଏଭଳି ବଡ ଘଟଣାରେ ପୋଲିସ ଡିଜି ଘଟଣା ସ୍ଥଳକୁ ନଯିବା ଓ ଗୃହ ସଚିବ ନୀରବତା ଅବଲମ୍ବନ କରିବା ପଛରେ ବିରାଟ ଷଡଯନ୍ତ୍ର ରହିଛି
# ରାଜ୍ୟରେ କିଏ ସରକାର ଚଳାଉଛି ?
# ଜଣେ ପୋଲିସ ହତ୍ୟା କରିବ ଆଉ ଜଣେ ପୋଲିସ ଏହାର ତଦନ୍ତ କରିବ, ଏହା ଆଦୈା ବିଶ୍ୱାସଯୋଗ୍ୟ ହୋଇପାରିବ ନାହିଁ
#!-->!-->!-->!-->!-->!-->!-->…
ସାଇବର ସୁରକ୍ଷା ପାଠ ପଢ଼ିବେ ୟୁଜି ଓ ପିଜି ଛାତ୍ରଛାତ୍ରୀ…
ଭୁବନେଶ୍ୱର: ବର୍ତ୍ତମାନ ସମୟରେ ସାଇବର ଅପରାଧ ଓ ଡିଜିଟାଲ ଠକେଇ ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ପାଲଟିଛି । ଦିନକୁ ଦିନ ଦେଶରେ ସାଇବର ଅପରାଧ ମାମଲା ବଢ଼ିବାରେ ଲାଗିଛି । ସାଇବର ସୁରକ୍ଷା ଦିଗରେ ସଚେତନ ହୋଇପାରିଲେ ଜଣେ ନାଗରିକ ଡିଜିଟାଲ କ୍ଷେତ୍ରରେ ନିଜକୁ ସୁରକ୍ଷା ଦେଇପାରିବ ।!-->…
୪ଟି ବିମାନବନ୍ଦର ପାଇଁ ୫୦ ଅଗ୍ନିଶମ କର୍ମଚାରୀଙ୍କ ନିଯୁକ୍ତି ପାଇଁ ବାହାରିଲା ବିଜ୍ଞପ୍ତି…
ଭୁବନେଶ୍ୱର: ୫୦ ଅଗ୍ନିଶମ ସେବା କର୍ମଚାରୀ ପଦବୀ ସୃଷ୍ଟି ପାଇଁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ। ଆଞ୍ଚଳିକ କନେକ୍ଟିଭିଟି ସ୍କିମ୍ (ଆରସିଏସ୍) – UDAN ଯୋଜନାରେ ଚାରୋଟି ବିମାନବନ୍ଦର ପାଇଁ ବିଭିନ୍ନ ପଦବୀରେ ଅଗ୍ନିଶମ ସେବା କର୍ମଚାରୀଙ୍କ ୫୦ଟି ପଦବୀ ସୃଷ୍ଟି ପାଇଁ ନବୀନ ପଟ୍ଟନାୟକ ଅନୁମୋଦନ !-->…