Browsing Category

ଓଡିଶା

ଲାଞ୍ଚ ନେବାବେଳେ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ କିରାଣୀକୁ ମାଡିବସିଲା ଭିଜିଲାନ୍ସ, ୧୦ ହଜାର ଜବତ…

କେନ୍ଦୁଝର: ଭିଜିଲାନ୍ସ ଜାଲରେ ଜିଲ୍ଳା ପଶୁ ସଂପଦ କାର୍ଯ୍ୟାଳୟର ବରିଷ୍ଠ କିରାଣୀ। କେନ୍ଦୁଝର ସିଡିଭିଓ ଅଫିସର କିରାଣୀ ମହେନ୍ଦ୍ର ସେଠୀ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ। ଜଣେ ପଶୁ ଡାକ୍ତରଙ୍କ ବକେୟା ବିଲ ପାଇଁ ନେଉଥିଲେ ଏହି ଲାଞ୍ଚ। ଟ୍ରାପ ପରେ ଦୁଇଟି

୩୮ ଲକ୍ଷ ଟଙ୍କାର ପାଇପ ଚୋରି, ୫ ଅଭିଯୁକ୍ତକଙ୍କୁ କୋର୍ଟ ଚାଲାଣ କଲା ପୋଲିସ…

ରାୟଗଡା : ମେଘା ପାନୀୟ ଜଳ ପ୍ରକଳ୍ପର ୩୮ ଲକ୍ଷ ଟଙ୍କାର ପାଇପ ଚୋରି ମାମଲାରେ ୫ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା ଅଧୀନରେ ରହିଥିବା ମେଗା ପ୍ରକଳ୍ପର ପାଇପ ଚୋରି ଘଟଣାରେ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ଗିରଫ ବ୍ୟକ୍ତିଙ୍କ

ଶ୍ରୀକ୍ଷେତ୍ରରେ ରଥକାଠ ଅନୁକୂଳ ଅନୁଷ୍ଠିତ…

ପୁରୀ: ମହାପ୍ରଭୁଙ୍କ ‘ରଥଯାତ୍ରା’ର ଆଦ୍ୟପର୍ବ ରଥକାଠ ଅନୁକୂଳ ହୋଇଯାଇଛି। ଶ୍ରୀକ୍ଷେତ୍ର ପୁରୀରେ ଏହି ପରଂପରା ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଛି। ପବିତ୍ର ଶ୍ରୀପଞ୍ଚମୀ ଅବସରରେ ରଥକାଠ ଅନୁକୂଳ ହୋଇଛି। ଗୋଟି ୧୨ ଫୁଟିଆ ଧଉରା କାଠକୁ ପୂଜାର୍ଚ୍ଚନା କରାଯାଇଛି। ଏହି କାର୍ଯ୍ୟ କରିଛନ୍ତି

ରାଜ୍ୟର ୩୪ ଜଣଙ୍କୁ ମିଳିଲା ପୋଲିସ ମେଡାଲ…

ଭୁବନେଶ୍ବର: ସାଧାରଣତନ୍ତ୍ର ଦିବସ ଅବସରରେ ଲୋକସେବା କନଭେନସନ ସେଣ୍ଟରରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ ପୋଲିସ ମେଡାଲ ପ୍ରଦାନ ଉତ୍ସବ । ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ସମ୍ମାନିତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ । ପୋଲିସ କ୍ଷେତ୍ରରେ

ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ ପ୍ରଥମ, ସମ୍ବର୍ଦ୍ଧିତ ହେଲେ ବୌଦ୍ଧ ଜିଲ୍ଲାପାଳ…

ବୌଦ୍ଧ : ବୌଦ୍ଧ ଜିଲ୍ଲା ରାଜ୍ୟରେ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ୨୦୨୩ ରେ ପ୍ରଥମ ସ୍ଥାନ ଅଧିକାର କରିଥିବାରୁ ବୌଦ୍ଧ ଜିଲ୍ଲାକୁ ସମ୍ବର୍ଦ୍ଧିତ କରାଯାଇଥିଲା। ବୌଦ୍ଧ ଜିଲ୍ଲାପାଳ ସତ୍ୟରଂଜନ ସାହୁଙ୍କୁ ତାଙ୍କର ଏହି ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କୃତ କରାଯାଇଥିଲା। ବୁଧବାର ଭୁବନେଶ୍ୱର

ଆସନ୍ତା ସପ୍ତାହରେ ଫେରିପାରେ ବର୍ଷା…

ଭୁବନେଶ୍ୱର : ପୁଣି ଲଘୁଚାପ ସମ୍ଭାବନା । ଆସନ୍ତା ସପ୍ତାହରେ ଫେରିପାରେ ବର୍ଷା । ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶୁକ୍ରବାର କିମ୍ବା ସପ୍ତାହ ଶେଷ ଆଡ଼କୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଲଘୁଚାପ କ୍ଷେତ୍ର ଦୁର୍ବଳ ରହିଲେ ମଧ୍ୟ ଏହାର

ଜଙ୍ଗଲରେ ଫୋପଡ଼ା ଯାଉଛି ସର୍ବଶିକ୍ଷା ଅଭିଯାନରେ ବଣ୍ଟା ଯିବାକୁ ଥିବା ଡ୍ରେସ…

କରଞ୍ଜିଆ: କାହାକୁ ମିଳୁନି କିନ୍ତୁ କୋଉଠି ଫୋପାଡା ଯାଉଛି। ଆଜ୍ଞା ଅସହାୟ ପିଲାଙ୍କୁ ଡ୍ରେସ ଖଣ୍ଡେ ମିଳିବା ସାତ ସପନ। କିନ୍ତୁ ସର୍ବଶିକ୍ଷା ଅଭିଯାନରେ ବଣ୍ଡାଯିବାକୁ ଥିବା ଡ୍ରେସ ଜଙ୍ଗଲର ପଡୁଛି। ଏଭଳି ଘଟଣା ଆଖିରେ ନଦେଖିଲେ ବିଶ୍ୱାସ କରି ହେବନାହିଁ। ପ୍ୟାକେଟ ଖୋଲି ନଥିବା ଏତେ

ଦିବ୍ୟାଙ୍ଗ ମହିଳାଙ୍କୁ ଦୁଷ୍କର୍ମକାରୀକୁ ୧୨ ବର୍ଷ ଜେଲ୍…

ଆସିକା : ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଇଲାକାର ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଦୁଷ୍କର୍ମ ମାମଲାର ବିଚାରଣା କରି ଆସିକା ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ପ୍ରବୀର କୁମାର ଚୌଧୁରୀ ଆଜି ଚୂଡ଼ାନ୍ତ ରାୟ ଶୁଣାଇଛନ୍ତି। ୧୫ ଜଣ ସାକ୍ଷୀଙ୍କ ସାକ୍ଷ୍ୟକୁ ଭିତ୍ତି କରି ଅଭିଯୁକ୍ତ ପ୍ରଭାକର

ଜନପଥରେ ଲାଗିଥିବା ବାଉଁଶ ବାଡ ଭିତରକୁ ପଶିଗଲା ‘ଶ୍ରୀରାଧା ମାଧବ’ ବସ୍…

ଭୁବନେଶ୍ୱର : ମହର୍ଷି କଲେଜ ଛକ ନିକଟ ପେଟ୍ରୋଲ ପମ୍ପ ସମ୍ମୁଖରେ ବସ ଦୁର୍ଘଟଣା। ଜନପଥରେ ଲାଗିଥିବା ବାଉଁଶ ବାଡ ଭିତକୁ ପଶିଗଲା ଘରୋଇ ବସ ଶ୍ରୀରାଧା ମାଧବ। ତେବେ ଦୁର୍ଘଟଣାରେ ବସ୍ ଚାଳକ ଓ ହେଲପର୍ ଥିବା ବେଳେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ବସ୍ ଭିତରୁ ଡ୍ରାଇଭରଙ୍କୁ ଉଦ୍ଧାର

ଆତ୍ମସମର୍ପଣ କଲେ ୩ ଜଣ ହାର୍ଡକୋର ମାଓବାଦୀ…

ମାଲକାନଗିରି : ମାଲକାନଗିରିରେ ଭୁଶୁଡୁଛି ଲାଲ ଗଡ଼ । ସଂଗଠନର ହାତ ଛାଡୁଛନ୍ତି ମାଓବାଦୀ । ମାଲକାନଗିରି ଜିଲ୍ଲାରେ ଆତ୍ମସମର୍ପଣ କରିଛନ୍ତି ପୁଣି ୩ ଜଣ ହାର୍ଡକୋର ମାଓବାଦୀ । ଆତ୍ମସମର୍ପଣ କଲେ ୩ ଜଣ ହାର୍ଡକୋର ମାଓବାଦୀ । ଗୁଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡାଙ୍କ ଉପସ୍ଥିତିରେ