Browsing Category

ଓଡିଶା

ଗଣତନ୍ତ୍ର ଦିବସରେ ୯୦୧ ଜଣ ପାଇବେ ପୋଲିସ ମେଡାଲ…

ଭୁବନେଶ୍ୱର: ଆସନ୍ତାକାଲି ଗଣତନ୍ତ୍ର ଦିବସରେ ୯୦୧ ଜଣ ପାଇବେ ପୋଲିସ ମେଡାଲ। ଓଡ଼ିଶାରୁ ଦୁଇ ଜଣ ପାଇବେ ରାଷ୍ଟ୍ରପତି ମେଡାଲ। ଉଲ୍ଲେଖନୀୟ ସେବା ନିମନ୍ତେ ୧୧ ଜଣ ପୁରସ୍କୃତ ହେବେ। ଓଡ଼ିଶାର ଡି. ଏସ୍ କୁଟ୍ଟେ ପାଇବେ ରାଷ୍ଟ୍ରପତି ମେଡାଲ। କନେଷ୍ଟବଳ ପ୍ରହଲ୍ଲାଦ ରାଉତ ପାଇବେ ରାଷ୍ଟ୍ରପତି

ଏଣିକି +୨ର ଛାତ୍ରଛାତ୍ରୀମାନେ ଓଡ଼ିଆ ଭାଷାରେ ପଢ଼ିବେ ବିଜ୍ଞାନ ପାଠ

ଭୁବନେଶ୍ୱର : ଏଣିକି +୨ ର ଛାତ୍ରଛାତ୍ରୀମାନେ ଓଡ଼ିଆ ଭାଷାରେ ପଢ଼ିବେ ବିଜ୍ଞାନ ପାଠ । ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଆରେ +୨ ବିଜ୍ଞାନର ବିଭିନ୍ନ ବହି ଉପଲବ୍ଧ ହେବ । ଏହାଫଳରେ ପିଲାମାନେ ଗଣିତ, ରସାୟନ ବିଜ୍ଞାନ, ଜୀବ ବିଜ୍ଞାନ ଓ ପଦାର୍ଥ ବିଜ୍ଞାନ ପାଠକୁ ସହଜରେ ଓଡ଼ିଆରେ ବୁଝିପାରିବେ ।

ଓଏସ୍‌ଏଚ୍‌ଇସିର ଉପାଧ୍ୟକ୍ଷଙ୍କ କାର୍ଯ୍ୟକାଳ ବୃଦ୍ଧି…

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ(ଓଏସ୍‌ଏଚ୍‌ଇସି)ର ଉପାଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସଙ୍କ କାର୍ଯ୍ୟକାଳକୁ ବୃଦ୍ଧିକରିଛନ୍ତି । ପ୍ରଫେସର ଦାସଙ୍କ କାର୍ଯ୍ୟକାଳ ଆସନ୍ତା ୨୬ତାରିଖରେ ଶେଷହେବାକୁ ଥିବା ବେଳେ ରାଜ୍ୟ ସରକାର ତାଙ୍କୁ ଆଉ ବର୍ଷେ ପାଇଁ କାର୍ଯ୍ୟକାଳ

ଶୈଳବାଳା କଲେଜକୁ କାରଣ ଦର୍ଶାଅ ନୋଟିସ୍‌…

ଭୁବନେଶ୍ୱର: ଇ-ନାମଲେଖା ନିୟମକୁ ମାନୁନାହାନ୍ତି ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ । ପୁଣି ଏକ କଲେଜକୁ ରାଜ୍ୟ ସରକାର କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି । ଇ-ନାମଲେଖାର ନିଦ୍ଦେର୍ଶାବଳୀକୁ ପାଳନ ନ କରି ପିଲାଙ୍କ ନାମ ଲେଖାଇଥିବାରୁ କଟକ ଶୈଳବାଳା ମହିଳା ସ୍ୱୟଂଶାସିତ ମହାବିଦ୍ୟାଳୟକୁ

ବିଶ୍ୱକପ୍‌ ହକି: ସେମିରେ ଜର୍ମାନୀ…

ଭୁବନେଶ୍ବର: ପୁରୁଷ ହକି ବିଶ୍ବକପର ସେମିଫାଇନାଲରେ ପ୍ରବେଶ କରିଛି ଜର୍ମାନୀ। ବୁଧବାର କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା କ୍ବାର୍ଟର ଫାଇନାଲ ମ୍ୟାଚରେ ଜର୍ମାନୀ ସୁଟ୍‌ଆଉଟ୍‌ରେ ଇଂଲଣ୍ଡକୁ ପରାସ୍ତ କରିଛି। ସେମିଫାଇନାଲରେ ଜର୍ମାନୀ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ଭେଟିବ। ଏହି ମ୍ୟାଚ୍‌

ଭାଇରାଲ ହେଉଛି ନବୀନଙ୍କ ନୂଆ ଲୁକ୍‌…

ଭୁବନେଶ୍ୱର: ଏକ ସବୁଜ ରଙ୍ଗର ଜର୍ସି ପିନ୍ଧି ନଜର ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଏକ ଧଳା ରଙ୍ଗର ଟ୍ରାଉଜର ସାଙ୍ଗକୁ ସବୁଜ ଜର୍ସି ପିନ୍ଧିଛନ୍ତି। ଏହି ରଙ୍ଗର ଜର୍ସିକୁ ସୋଭେନିୟର ଭାବେ ବ୍ୟବହାର କରାଯିବ। ଜର୍ସି ପଛରେ ବନ୍ଦେ ଉତ୍କଳ ଜନନୀ ବି

ବିଜେପି ଛାଡିଲେ ଗିରିଧର ଏବଂ ପୁଅ ଶିଶିର ଗମାଙ୍ଗ…

ଭୁବନେଶ୍ୱର : ବିଜେପି ଛାଡିଲେ ଗିରିଧର ଗମାଙ୍ଗ ଏବଂ ତାଙ୍କ ପୁଅ ଶିଶିର ଗମାଙ୍ଗ । ଦଳର ପ୍ରାଥମିକ ସଦସ୍ୟ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦରୁ ଦେଲେ ଇସ୍ତଫା । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଯେ. ପି ନଡ୍ଡାଙ୍କୁ ପଠାଇଲେ ଇସ୍ତଫା ପତ୍ର । ତେବେ ଖୁବଶୀଘ୍ର ସେ କେ. ଚନ୍ଦ୍ରଶେଖର ରାଓଙ୍କ

ଫେବୃୟାରୀ ୧୫ରୁ ଅସମ୍ଭାଳ ହେବ ତାତି…

ଭୁବନେଶ୍ୱର: ଚଳିତ ବର୍ଷ ଶୀତର ପ୍ରକୋପ ନାହିଁ। ଜାନୁୟାରୀ ପ୍ରଥମ ସପ୍ତାହରେ ୨/୪ ଦିନ ରାଜ୍ୟରେ ଥଣ୍ଡାର ପ୍ରକୋପ ଦେଖା ଦେଇଥିବା ବେଳେ ଶୀତ ଏକପ୍ରକାର ଗାଏବ ହୋଇଯାଇଛି। ଜାନୁୟାରୀରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ସେଲ୍‌ସିୟସକୁ ଟପିଗଲାଣି। ଆସନ୍ତା ଫେବୃୟାରୀ ୧୫ରୁ ରାଜ୍ୟରେ

ଭାରତ ଅପରେଟିଂ ସିଷ୍ଟମ୍‌ର ପରୀକ୍ଷଣ ସଫଳ : କେନ୍ଦ୍ରମନ୍ତ୍ରୀ…

ଭୁବନେଶ୍ବର: ଆଇଆଇଟି ମାଡ୍ରାସ ଦ୍ୱାରା ବିକଶିତ ସ୍ବଦେଶୀ ମୋବାଇଲ ଅପରେଟିଂ ସିଷ୍ଟମ-‘ଭାରତ ଅପରେଟିଂ ସିଷ୍ଟମ’ର ପରୀକ୍ଷଣ ସଫଳ ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ଆଇଆଇଟି ମାଡ୍ରାସ୍‌ର ସଫଳ ପ୍ରଚେଷ୍ଟାକୁ ପ୍ରଶଂସା କରି

ଦିବଙ୍ଗତ ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତଙ୍କ ପରଲୋକ…

ଭୁବନେଶ୍ୱର : ଗତବର୍ଷ ଦିବଙ୍ଗତ ଅଭିନେତା ମିହିର ଦାସଙ୍କ ପରଲୋକ ଘଟିଥିଲା । ତେବେ ଏହା ମଧ୍ୟରେ ମିହିରଙ୍କ ପରିବାରକୁ ପୁଣି ମାଡ଼ି ଆସିଛି ଆଉ ଏକ ବଡ଼ ଦୁଃଖ ଖବର । ମିହିରଙ୍କ ସାନ ପୁଅ ଅକ୍ଲାନ୍ତଙ୍କ ପରଲୋକ ଘଟିଛି । ଲିଭର ଜନିତ ସମସ୍ୟା କାରଣରୁ ସେ କିଛିଦିନ ଧରି ଏମ୍ସରେ ଚିକିତ୍ସିତ ଥିଲେ