Browsing Category

ଓଡିଶା

୨ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି…

ଭୁବନେଶ୍ୱର: ଗୁରୁଚାପ ବଳୟ ପ୍ରଭାବରେ ଘନ କୁହୁଡି ହେବ । ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଏପରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ସାମୁଦ୍ରିକ ବାୟୁର ପ୍ରବାହ ବୃଦ୍ଧି ଯୋଗୁଁ ଆଗାମୀ କିଛି ଦିନ

ଜୁନ୍‌ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା…

ପୁରୀ : ଜୁନ୍‌ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡାନ୍ତ ତାଲିକା ପ୍ରକାଶ ପାଇଛି। ତାଲିକା ଅନୁଯାୟୀ, ଏପ୍ରିଲ ୨୩ରେ ପବିତ୍ର ଅକ୍ଷୟ ତୃତୀୟା,ସେହିଦିନ ରଥକାଠ ଅନୁକୂଳ କରାଯିବ। ଏହି ଦିନ ମଧ୍ୟ ପ୍ରସିଦ୍ଧ ଚନ୍ଦନଯାତ୍ରା ଆରମ୍ଭ ହେବ।

ରାଜ୍ୟ ସରକାର ଆବାସ ଘର ବଣ୍ଟନରେ ସାଧୁତା ଅବଲମ୍ବନ କରନ୍ତୁ: ଧର୍ମେନ୍ଦ୍ର

ଭୁବନେଶ୍ବର: କେନ୍ଦ୍ର ସରକାର ଓଡ଼ିଶାକୁ ପର୍ଯ୍ୟାପ୍ତ ଘର ଦେଇଛନ୍ତି। ତେଣୁ ରାଜ୍ୟ ସରକାର ଗରିବ ଲୋକଙ୍କ ଉପରେ ଚାପ ନ ପକାଇ ତାଲିକାରେ ସାଧୁତା ଅବଲମ୍ବନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏ ସମ୍ପର୍କରେ ଶୁକ୍ରବାର ଧର୍ମେନ୍ଦ୍ର ଗଣମାଧ୍ୟମକୁ କହିଛନ୍ତି,

ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡ଼ାଇବା ଘଟଣା, ‘ଭିଡିଓ କ୍ଲିପ୍‌ ବିକ୍ରି ନେଇ ତଦନ୍ତ କରାଯିବ’…

ପୁରୀ : ଶ୍ରୀମନ୍ଦିର ନୋ ଫ୍ଲାଇଂ ଜୋନ୍‌ରେ ଡ୍ରୋନ ଉଡ଼ାଇ ଭିତରବେଢ଼ାର ଭିଡିଓ ଭାଇରାଲ କରିବା ସହ ଏହି କ୍ଲିପ୍‌ ଦେବା ପାଇଁ ଟଙ୍କା ମାଗିବା ଘଟଣାରେ ଅଭିଯୁକ୍ତ ବଙ୍ଗୀୟ ୟୁଟ୍ୟୁବର ଅନିମେଷ ଚକ୍ରବର୍ତ୍ତୀଙ୍କୁ ଗତ ୧୮ ତାରିଖରେ ପୁରୀ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ପଶ୍ଚିମବଙ୍ଗର ନିମ୍‌ତା

ହକି ଟିକେଟ କଳାବଜାରି, ଆଉ ୪ ଗିରଫ

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍‌ ଦେଖିବାକୁ ସମସ୍ତଙ୍କ ମନରେ ଉତ୍କଣ୍ଠା ରହିଛି। ହେଲେ ଟିକେଟ ମିଳୁ ନ ଥିବାରୁ ଅନେକ ନିରାଶ ହୋଇଛନ୍ତି। ଏପରି ସ୍ଥିତିରେ ଦଲାଲଙ୍କ ହାତରେ ପୁଳାପୁଳା ଟିକେଟ ଦେଖିବାକୁ ମିଳୁଛି। ସେମାନେ ଟିକେଟ ବ୍ଲାକ୍‌ରେ ବିକି ମାଲାମାଲ୍‌

ବୋହୂଙ୍କୁ ଧର୍ମ ପରିବର୍ତ୍ତନ ପାଇଁ ବାଧ୍ୟ କରାଯାଇନାହିଁ…

କଟକ : କାଉନ୍‌ସେଲିଂ ପରେ କଟକ ମହିଳା ଥାନା ବାହାରକୁ ଆସି ପରସ୍ପରକୁ ଆକ୍ଷେପ-ପ୍ରତିଆକ୍ଷେପ କରିଥିବା ଓଲିଉଡ୍‌ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମାମଲା ଶୁକ୍ରବାର ଟିକେ ଅଲଗା ଅଲଗା ଲାଗିଛି। ହ୍ୟୁମାନ ଓ ତାଙ୍କ ମା’ ଶେଫାଳୀ ସୁନା ବୋହୂ ଶ୍ରୀୟା ମିଶ୍ର ଓ ତାଙ୍କ ବାପାଙ୍କୁ କଟୁକ୍ତି

ଇଡିରେ ହାଜର ହେଲେ ତାଳଚେର ବିଧାୟକ…

ଭୁବନେଶ୍ୱର: ତାଳଚେରର ବିଜେଡି ବିଧାୟକ ବ୍ରଜ କିଶୋର ପ୍ରଧାନ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଥିଲେ। ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ସେ ନୟାପଲ୍ଲୀସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ଅଧିକାରୀମାନେ ତାଙ୍କୁ ଜେରା କରିଥିଲେ। ତେବେ ଏନେଇ

୫-ଟି ରୂପାନ୍ତରଣ ହେବ ସବୁ ଡିଏଚ୍‌ଏଚ୍‌…

ଭୁବନେଶ୍ୱର: ଓଡ଼ିଶାରେ ସ୍ବାସ୍ଥ୍ୟସେବାର ବିକାଶ ପାଇଁ ରାଜ୍ୟ ସରକାର ହସ୍ପିଟାଲଗୁଡ଼ିକୁ ୫-ଟି ରୂପାନ୍ତରଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ ଜାନୁୟାରୀରୁ ଅକ୍ଟୋବର ମାସ ମଧ୍ୟରେ ହେବ। ତେବେ ଏହି ପର୍ଯ୍ୟାୟରେ କେଉଁ ହସ୍ପିଟାଲଗୁଡ଼ିକ

ଓଡ଼ିଶାରେ ଆୟୋଜିତ ରୋଜଗାର ମେଳାରେ ନିଯୁକ୍ତିପତ୍ର ବିତରଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଶାରେ ଆଜି ଚଳିତ ବର୍ଷର ପ୍ରଥମ ରୋଜଗାର ମେଳା ଅନୁଷ୍ଠିତ ହୋଇଛି। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ଆଚାର୍ଯ୍ୟ ବିହାରସ୍ଥିତ ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଏମଏମଟି)ରେ ଆୟୋଜିତ ରୋଜଗାର ମେଳାରେ

ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ କର୍ମଚାରୀଙ୍କୁ ନିର୍ଦ୍ଦେଶ: ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ କର

ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସମସ୍ତ କର୍ମଚାରୀ ଜାନୁୟାରୀ ୩୧ ସୁଦ୍ଧା ଅନ୍‌ଲାଇନ୍‌ରେ ନିର୍ଦ୍ଧାରିତ ଫର୍ମାଟରେ ଏଚ୍‌ଆର୍‌ଏମ୍‌ଏସ୍ ପୋର୍ଟାଲରେ ସେମାନଙ୍କର ସମ୍ପତ୍ତି ତାଲିକା ଦାଖଲ କରିବା ନିମନ୍ତେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ