Browsing Category

ଓଡିଶା

୧୦ ତାରିଖ ଯାଏଁ ରାଜ୍ୟରେ କମ୍ ରହିବ ତାତି

ଭୁବନେଶ୍ୱର : ୧୦ ଯାଏଁ କମ୍ ତାତି । ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍ ରହିବ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ବର୍ଷା ସହ ଜୋରରେ ପବନ ବହିବା ନେଇ ପୂର୍ବାନୁମାନ କରିଛି…

ବସନ୍ତ ଭିଲ୍ଲା ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ୩ ଜୀବନ୍ତ ଦଗ୍ଧ

ଭୁବନେଶ୍ୱର : ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ । ୩ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଭୁବନେଶ୍ବର ଲକ୍ଷ୍ମୀସାଗର ଥାନା ବସନ୍ତ ଭିଲ୍ଲା ଆପାର୍ଟମେଣ୍ଟର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଭୋର ୪ଟା ୩୦ରେ ଆପାର୍ଟମେଣ୍ଟର ତଳ ମହଲାରେ ନିଆଁ ଲାଗିଥିଲା । ପରେ ଦ୍ରୁତ ଗତିରେ ବ୍ୟାପିଯାଇଥିଲା ।…

ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ବ୍ୟାପକ କରିବାକୁ ଆରଟିଓଙ୍କୁ ନିର୍ଦ୍ଦେଶ

କଟକ: ସଡ଼କ ଦୁର୍ଘଟଣା ହ୍ରାସ ଉପରେ ପ୍ରାଧାନ୍ୟ ଦେଇଛନ୍ତି ସରକାର । ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ବ୍ୟାପକ କରିବାକୁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶରେ ସମସ୍ତ ଉପ ପରିବହନ ଆୟୁକ୍ତ (ଡିସିଟି), ଆଞ୍ଚଳିକ ପରିବହନ ଅଧିକାରୀ (ଆରଟିଓ) ଓ ଅତିରିକ୍ତ ଆଞ୍ଚଳିକ…

ସହରାଞ୍ଚଳରେ ବନ୍ୟା ମୁକାବିଲା ପାଇଁ ସ୍ଥାପନ ହେବ ୨୪ ଘଣ୍ଟିଆ ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍

ଭୁବନେଶ୍ୱର:ଆଗାମୀ ମୌସୁମୀ-୨୦୨୬ ପାଇଁ ସହରାଞ୍ଚଳର ସୁରକ୍ଷା ଓ ପ୍ରସ୍ତୁତିକୁ ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା ଗୁଡ଼ିକୁ ଏହି ନିର୍ଦ୍ଦେଶାବଳୀ ପାଳନ କରିବାକୁ…

ଆସନ୍ତା ୮ରୁ ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫର୍ମ ପୂରଣ

କଟକ: ଆସନ୍ତା ୮ ତାରିଖରୁ ଆରମ୍ଭ ହେବ ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ପରୀକ୍ଷା ପାଇଁ ଫର୍ମ ପୂରଣ । ୧୮ ତାରିଖ ମଧ୍ୟ ରାତ୍ର ସୁଦ୍ଧା ଚାଲିବ ଫର୍ମ ପୂରଣ । ମାଧ୍ୟମିକ ଶିକ୍ଷା ପରିଷଦର ୱେବସାଇଟ…

ଆସିକା ରେ ଅବକାରୀ ବିଭାଗ ର ଆଶୀର୍ବାଦ ଯୋଗୁଁ ବଢିଚାଲିଛି ଅପମିଶ୍ରଣ ଦେଶୀ ମଦର ବନ୍ୟା…..!

ଜିଲ୍ଲା ବାହାର କୁ ହେଉଛି ଚୋରା ଚାଲାଣ…..! ପ୍ରଶାସନ ନୀରବ ଦ୍ରଷ୍ଟା...ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲାର ଆସିକା ଅଞ୍ଚଳରେ ଅପମିଶ୍ରଣ ଦେଶୀ ମଦ ପ୍ରସ୍ତୁତ ହୋଇ ବାହାର ଜିଲ୍ଲା କୁ ଚାଲାଣ ହେଉଛି। ସ୍ୱଳ୍ପ ସମୟ ମଧ୍ୟରେ ପୋଚ ପ୍ରସ୍ତୁତ ପାଇଁ ଗୁଡ ଶିରାରେ ରାଜା ପିଢ଼ିଆ,ୟୁରିଆ, ବିଭିନ୍ନ…

ଭାଉଜକୁ ଗାଁ ଦାଣ୍ଡରେ ହାଣି ହତ୍ୟା କଲା ଦିଅର

ବ୍ରହ୍ମପୁର : ହିଞ୍ଜିଳି ଥାନା ଖିରିଡା ଗାଁରେ ମଙ୍ଗଳବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟଣା ହଇଚଇ ସୃଷ୍ଟି କରିଛି। ଭାଉଜକୁ ଗାଁ ଦାଣ୍ଡରେ ହାଣି ଦେଲା ଦିଅର। ମୃତ ମହିଳା ହେଲେ ପୂଜା ସ୍ୱାଇଁ। ନ୍ୟାୟ ପାଇଁ ଧାରଣାରେ ବସିଥିବା ଯୁବତୀଙ୍କୁ ହାଣିଦେଲା ଦିଅର। ସ୍ୱାମୀଙ୍କ ଘର ସାମ୍ନାରେ ୩ ବର୍ଷର…

ବିଜେଡିର ନୂଆ ରାଜ୍ୟ କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷିତ

ଭୁବନେଶ୍ୱର : ବିଜୁ ଜନତା ଦଳ ପକ୍ଷରୁ ନୂଆ ରାଜ୍ୟ କାର୍ଯ୍ୟକର୍ତ୍ତାଙ୍କ ନାମ ମଙ୍ଗଳବାର ଘୋଷଣା କଲା ବିଜେଡିା ଏମାନଙ୍କୁ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦାୟିତ୍ୱ ଦେଇଛନ୍ତି। ଉପସଭାପତି ଭାବେ ବାଲେଶ୍ୱରରୁ ରଘୁନାଥ ମହାନ୍ତି। ରଘୁନାଥ ଦାସ ଜଗତସିଂହପୁରରୁ ବରିଷ୍ଠ ସାଧାରଣ ସମ୍ପାଦକ,…

ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ବାସୁଦେବପୁର : ପ୍ରେମ ବ୍ୟାପାରକୁ ନେଇ ବାପଘର ଆଗରେ ବିବାହିତା ମହିଳା ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ପ୍ରଥମେ ବାସୁଦେବପୁର ପରେ ଜିଲା ଚିକିତ୍ସାଳୟକକୁ ସ୍ଥାନାନ୍ତର କରାଯାଇଛି ତାଙ୍କୁ। ଗୁରୁତର ଆହତ ମହିଳା ବାସୁଦେବାପୁର ଥାନା ପଢୁଆଁ ଗ୍ରାମର…

ପାଣି ପାଇଁ ରାସ୍ତା ଅବରୋଧ

ଭବାନୀପାଟଣା : ପାନୀୟ ଜଳ ସମସ୍ୟାକୁ ନେଇ ଧର୍ମଗଡ଼ ଶ୍ରୀରାମପୁର ର ଶତାଧିକ ମହିଳା ଆଜି ସକାଳୁ ଧର୍ମଗଡ଼ ଗୋଲାମୁଣ୍ଡା ମୁଖ୍ୟ ରାସ୍ତାକୁ ଅବରୋଧ  କରିଥିଲେ। ଫଳରେ ସେହି ରାସ୍ତାରେ  ପ୍ରାୟ ୩ ଘଣ୍ଟା ଧରି ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଅଭିଯୋଗ ଅନୁଯାୟୀ ଗାଁରେ ଥିବା ନଳକୂପରୁ…